ଆମ ଜିଲା ଖବର

ଅଧିକାରୀଙ୍କ ହସ୍ତକ୍ଷେପ ପରେ ଉଠିଲା ଧାନ

କାମାକ୍ଷାନଗର, ୧୩।୧(ଡି.ଏନ.ଏ.)-ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ କାଦୁଆ ସେବା ସମବାୟ ସମିତି ପକ୍ଷରୁ ଖୋଲାଯାଇଥିବା ମଣ୍ଡିରେ ମିଲରଙ୍କ ମନୋମୁଖୀ କାର୍ଯ୍ୟକୁ ନେଇ ସୋମବାର ଚାଷୀ ଅସନ୍ତୋଷ ଦେଖାଦେଇଛି। ଏ ନେଇ ଚାଷୀମାନେ କଙ୍କଡ଼ାହାଡ଼ରେ ଅନୁଷ୍ଠିତ ଜନଶୁଣାଣି ଶିବିରରେ ଜିଲାପାଳଙ୍କୁ ଭେଟି...

କାର୍ଯ୍ୟରେ ଅବହେଳା: ବଦଳିଲେ ଫାଣ୍ଡି ଅଧିକାରୀ

ପରଜଙ୍ଗ, ୧୩।୧(ଡି.ଏନ.ଏ.)-କାର୍ଯ୍ୟରେ ଅବହେଳା ଅଭିଯୋଗରେ ବଦଳିଛନ୍ତି ପରଜଙ୍ଗ ଥାନା ମହାବିରୋଡ଼ ଫାଣ୍ଡି ଅଧିକାରୀ ବିନୟ କୁମାର ସାହୁ। ଏସ୍‌ପି ଅନୁପମା ଜେମ୍‌ସଙ୍କ ନିର୍ଦ୍ଦେଶରେ ତାଙ୍କୁ ପରଜଙ୍ଗ ଥାନାକୁ ବଦଳି କରିଛନ୍ତି। ତାଙ୍କ ସ୍ଥାନରେ ପରଜଙ୍ଗ ଥାନା ଏସ୍‌ଆଇ ପଦ୍ମନାଭ ଲେଙ୍କାଙ୍କୁ...

ଜି.ଉଦୟଗିରିରେ ତୁଷାରପାତ: ଘନ କୁହୁଡ଼ିରେ ଗାଡ଼ି ଚଳାଚଳ ବାଧାପ୍ରାପ୍ତ

ଜି.ଉଦୟଗିରି,୧୩ା୧(ଡି.ଏନ.ଏ.)-ଜି.ଉଦୟଗିରି ସହର ତଥା ଆଖପାଖ ଅଞ୍ଚଳରେ ଗତ ତିନିଦିନ ଧରି ଶୀତର ଲହରି ଜାରି ରହିଛି। ସୋମବାର ପାରଦ ୭ ଡିଗ୍ରୀ ସେଲ୍‌ସିୟସ୍‌ ରହିଥିଲେ ମଧ୍ୟ ସହରର ବିଭିନ୍ନ ସ୍ଥାନରେ ତୁଷାରପାତ ଦେଖାଦେଇଛି। ବିଶେଷକରି ୯ ନମ୍ବର ୱାର୍ଡର କିଛି...

ଆକ୍ରମଣ ମାମଲା:ସାନଭାଇଙ୍କୁ ମାଡ଼ ମାରି ବଡ଼ ଗଲେ ଜେଲ

ଦିଗପହଣ୍ଡ,୧୩ା୧(ଡି.ଏନ.ଏ.)-ସାନଭାଇଙ୍କୁ ମାଡ଼ ମାରିବା ଅଭିଯୋଗରେ ସୋମବାର ପୋଲିସ ଦିଗପହଣ୍ଡି ବ୍ଲକ କୁମରଡ଼ା ଗ୍ରାମ ବଡ ସାହିର ସନ୍ତୋଷ ପ୍ରଧାନଙ୍କୁ କୋର୍ଟ ଚାଲାଣ କରିଛି। ମାମଲା ନଂ. ୫/୨୦ ଅନୁଯାୟୀ ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ୍‌ ଜେଲକୁ ପଠାଯାଇଛି।...

‘ବିଶ୍ୱସ୍ତ, କ୍ରିୟାଶୀଳ ହେଉ ଶାସନତନ୍ତ୍ର’

ଭୋଗରାଇ, ୧୩।୧(ପ୍ରଦୀପ ଦାସ)-ସନାତନ ଧର୍ମ ସମସ୍ତ ଧର୍ମର ଆଧାର। ଏହାର ବିକଳ୍ପ ନାହଁି କି ଶେଷ ନାହଁି। ସମଗ୍ର ବିଶ୍ୱରେ ଅଧର୍ମୀମାନଙ୍କ ଦୌରାମତ୍‌ୟ ବଢ଼ିଚାଲିଥିବା ବେଳେ ଧାର୍ମିକ ଓ ଆଧ୍ୟାମତ୍ିକ ବ୍ୟକ୍ତିବିଶେଷ ସୁରକ୍ଷିତ ନୁହନ୍ତି। ସମାଜରେ ଅରାଜକତା, ନୀତିହୀନ ରାଜନୀତି,...

ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ: ହତ୍ୟା ଅଭିଯୋଗରେ ଜେଲ୍‌ ଗଲେ ସ୍ବାମୀ

ରୂପ୍‌ସା,୧୩।୧(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ରସଲପୁର ପଞ୍ଚାୟତ ବଡ଼ଧନାଡ଼ି ଗ୍ରାମର ସଞ୍ଜୁ ତରେଇ ନାମ୍ନୀ ମହିଳାଙ୍କୁ ହତ୍ୟା ଅଭିଯୋଗରେ ବସ୍ତା ପୋଲିସ ତାଙ୍କ ସ୍ବାମୀ ଶଙ୍କର ତରେଇଙ୍କୁ ରବିବାର ଗିରଫ କରିଛି। ସଞ୍ଜୁଙ୍କୁ ହତ୍ୟା କରାଯାଇଥିବା ନେଇ ଥାନାରେ ଅଭିଯୋଗ ହେବା...

ଚନ୍ଦନେଶ୍ୱରରେ ବଙ୍ଗୀୟ ମହିଳାଙ୍କୁ ବଳାତ୍କାର

ଭୋଗରାଇ, ୧୩।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ତାଳସାରୀ ମେରାଇନ୍‌ ଥାନା ଅଧୀନ ଚନ୍ଦନେଶ୍ୱରସ୍ଥିତ ଏକ ହୋଟେଲରେ ଜଣେ ବଙ୍ଗୀୟ ମହିଳାଙ୍କୁ ରବିବାର ରାତିରେ ବଳାତ୍କାର କରାଯାଇଛି। ଏହି ଘଟଣାରେ ପୋଲିସ ଉକ୍ତ ହୋଟେଲ ମ୍ୟାନେଜରଙ୍କ ସହ ପୀଡ଼ିତାଙ୍କୁ ଅଟକ ରଖି ପଚରାଉଚରା...

ସିଆରଜେଡ଼ ଜନଅଭିଯୋଗ ଶୁଣାଣି: ଆସିଲେନି ବିଭାଗୀୟ ଅଧିକାରୀ, ତହସିଲଦାର ହଟହଟା

ବାଲିଆପାଳ,୧୩।୧(ସ୍ବ.ପ୍ର.)-ସାମୁଦ୍ରିକ ତଟବର୍ତ୍ତୀ ପରିଚାଳନା ଜୋନ (ସିଆରଜେଡ୍‌)ର ପ୍ରସ୍ତାବିତ ନକ୍ସା ସମ୍ପର୍କରେ ଲୋକଙ୍କୁ ଅବଗତ କରାଇବା ଏବଂ ଲୋକଙ୍କଠାରୁ ଅଭିଯୋଗ ଶୁଣିବା ପାଇଁ ବାଲିଆପାଳ ତହସିଲଦାର ସୋମବାର ତାରିଖ ଧାର୍ଯ୍ୟ କରିବା ସହିତ ସର୍ବସାଧାରଣଙ୍କୁ ନୋଟିସ ଦେଇଥିଲେ। ଏହି ଶିବିରକୁ ବିଭିନ୍ନ...

ପଥରରେ ଛେଚି ଜଣଙ୍କୁ ହତ୍ୟା: ମୃତଦେହ ଉଦ୍ଧାର

ଯୋଡ଼ା,୧୩।୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ବାମେବାରୀ ଥାନା ଅନ୍ତର୍ଗତ କାଳିମାଟି ନୂଆ ହଟିଂ ରାସ୍ତାପାର୍ଶ୍ୱରୁ ଜଣଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ବାମେବାରୀ ଥାନା ଓଆଇସି ଅମିତାଭ ଦାସଙ୍କ ଠାରୁ ମିଳିଥିବା ସୂଚନାରୁ ଜଣାପଡ଼ିଛି ଯେ, ସୋମବାର ସ୍ଥାନୀୟ ନୂଆ ହଟିଂବାସୀଙ୍କଠାରୁ...

ଅଙ୍ଗନଓ୍ବାଡ଼ି କେନ୍ଦ୍ର ପରିଦର୍ଶନ କଲେ ମହିଳା ଓ ଶିଶୁକଲ୍ୟାଣ ମନ୍ତ୍ରୀ

ସାକ୍ଷୀଗୋପାଳ,୧୩।୧(ଡି.ଏନ୍‌.ଏ.): ରାଜ୍ୟ ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ଟୁକୁନି ସାହୁ ସୋମବାର ପୁରୀ ଜିଲା ସତ୍ୟବାଦୀ ବ୍ଲକର ଅଙ୍ଗନଓ୍ବାଡ଼ି କେନ୍ଦ୍ର ପରିଦର୍ଶନ କରିଛନ୍ତି। ସାନକଞ୍ଜିଆ, ବଡ଼ହାଟ ଓ ମୂଳ ଅଳସା କେନ୍ଦ୍ରରେ ପହଞ୍ଚି ମନ୍ତ୍ରୀ ପ୍ରଥମେ ପିଲାମାନଙ୍କର ଉପସ୍ଥାନ,...

ଟ୍ରକ୍‌ ଧକ୍କାରେ ୩ ଛାତ୍ରୀ ଗୁରୁତର: ଡ୍ରାଇଭର ଗିରଫ

ଜଗତସିଂହପୁର ଅଫିସ,୧୩।୧: ସ୍ଥାନୀୟ ବଡ଼ବଜାର ନିକଟ ମୁଖ୍ୟ ରାସ୍ତାରେ ସୋମବାର ଅପରାହ୍ନରେ ଏକ ଟ୍ରକ୍‌ ସ୍କୁଟିକୁ ଧକ୍କା ଦେବାରୁ ଏଥିରେ ଯାଉଥିବା ସ୍ଥାନୀୟ ଡିଆଇଇଟିର ୩ ବିଏଡ୍‌ ଛାତ୍ରୀ ଗୁରୁତର ହୋଇଛନ୍ତି। ସେମାନେ ହେଲେ ନାଉଗାଁର ମଧୁସ୍ମିତା ପରିଜା(୨୩), ଭୁବନେଶ୍ୱର...

ପୋଲତଳକୁ ଖସିଲା ପୋଲିସ ଗାଡ଼ି, ଥାନାଧିକାରୀ ଗୁରୁତର

ରାଇକିଆ,୧୩।୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆଠାରେ ଏକ ଗଞ୍ଜେଇ ଗାଡ଼ିକୁ ପିଛା କରୁଥିବା ବେଳେ ସୋମବାର ପୂର୍ବାହ୍ନରେ ଭାରସାମ୍ୟ ହରାଇ  ପୋଲ ତଳକୁ ପୋଲିସ ଗାଡ଼ି ଖସିପଡ଼ିଛି। ଫଳରେ ରାଇକିଆ ଥାନାଧିକାରୀ ଅଲେଖ ଗରଡ଼ିଆ ଏବଂ ହୋମଗାର୍ଡ ତଥା ଡ୍ରାଇଭର ଆର୍ଯ୍ୟଦେବ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri