ଆମ ଜିଲା ଖବର

ନାଚୁନି କଣ୍ଢେଇ, କାନ୍ଦୁଛି କଳାକାର

କେନ୍ଦୁଝର,୪ା୬(ସ୍ବ.ପ୍ର.)- କଳାକାରଙ୍କ ପରିଶ୍ରମର ମୂଲ କେହି ଦେଇପାରିବେ ନାହିଁ। କଳା ମାଧ୍ୟମରେ ସମସ୍ତଙ୍କ ମନୋରଞ୍ଜନ ସହ ସଚେତନ କରି ଆସୁଥିବା ଏହି କଳାକାରମାନେ ବଞ୍ଚିବା ପାଇଁ ସବୁବେଳେ ସଂଗ୍ରାମ କରି ଆସୁଛନ୍ତି। ବର୍ତ୍ତମାନ କରୋନା କାଳରେ କଳାକ୍ଷେତ୍ର ସଙ୍କଟଜନକ ପରିସ୍ଥିତିରେ ଗତି…

ପଙ୍ଗପାଳ ଆତଙ୍କ: ଉପାନ୍ତ ଚାଷୀଙ୍କୁ ସଚେତନ କରାଗଲା

ଚମ୍ପୁଆ,୪।୬(ଡି.ଏନ.ଏ)-ଓଡିଶା ଚାଷୀଙ୍କୁ ଏବେ ପଙ୍ଗପାଳ ଭୟ ଘାରିଥିବା ବେଳେ ସରକାରଙ୍କ ପକ୍ଷରୁ ଏଥିପାଇଁ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଯାଇଛି। ହଜାର ହଜାର ସଂଖ୍ୟାରେ ଏହି ପଙ୍ଗପାଳ ଶସ୍ୟ କ୍ଷେତ୍ରକୁ ସମୂଳେ ନଷ୍ଟ କରିଦେବାର ସମ୍ଭାବନା ରହିଛି। ଏହି ପରୀପ୍ରେକ୍ଷୀରେ କେନ୍ଦୁଝର ଜିଲାପାଳଙ୍କ…

ପୂର୍ବ ଭାରତ ବିକାଶର ରୋଡ୍‌ ମ୍ୟାପ୍‌ରେ ଓଡ଼ିଶା:  ମୋଦି ସରକାରଙ୍କ ଦ୍ୱିତୀୟଥର ପ୍ରଥମବର୍ଷର ସଫଳତା ବଖାଣିଲେ କେନ୍ଦ୍ରମନ୍ତ୍ରୀ

ବାଲେଶ୍ୱର ଅଫିସ,୪।୬- କେନ୍ଦ୍ରରେ ମୋଦି ସରକାରଙ୍କର ଦ୍ୱିତୀୟ ପାଳିର ପ୍ରଥମବର୍ଷ ପୂରଣ ହୋଇଛି। ଗୋଟିଏ ବର୍ଷରେ କେନ୍ଦ୍ରୀୟସ୍ତରରେ ହୋଇଥିବା ନିଷ୍ପତ୍ତି ଭାରତ ଇତିହାସର କେବେବି ସମ୍ଭବ ହୋଇ ନ ଥିଲା। ତତ୍‌ସହିତ ଓଡ଼ିଶା ପାଇଁ ମଧ୍ୟ ମୋଦି ସରକାର ଗୋଟିଏ ବର୍ଷରେ…

ଢେଙ୍କାନାଳରେ ହେବ ସ୍ମାର୍ଟପାର୍କ  

ଢେଙ୍କାନାଳ ଅଫିସ, ୩।୬-ଢେଙ୍କାନାଳ ପୌରାଞ୍ଚଳର ସୌନ୍ଦର୍ଯ୍ୟ ବୃଦ୍ଧି ଲାଗି ନିର୍ମାଣ ହେବ ସ୍ମାର୍ଟପାର୍କ। ଏଥିରେ ଖର୍ଚ୍ଚ ହେବ କୋଟିଏ ଟଙ୍କା। ସେହିପରି ଜିଲାର ୩ ଏନ୍‌ଏସି ଏବଂ ଗୋଟିଏ ପୌରାଞ୍ଚଳରେ ଅତ୍ୟାଧୁନିକ ଶ୍ମଶାନ ନିର୍ମିତ ହେବ। ଯୋଜନାବଦ୍ଧ ଭାବେ ସହରାଞ୍ଚଳର ପାରିପାର୍ଶ୍ୱିକ…

ସବୁ ଝିଣ୍ଟିକା ପଙ୍ଗପାଳ ନୁହନ୍ତି: ଜିଲାପାଳ

ମାଲକାନଗିରି,୩ା୬(ଡି.ଏନ୍‌.ଏ.)-ସାରା ଦେଶରେ ବର୍ତ୍ତମାନ ପଙ୍ଗପାଳକୁ ନେଇ ଚିନ୍ତା। ପଡୋଶୀ ଛତିଶଗଡ ରାଜ୍ୟରୁ ପଙ୍ଗପାଳ ମାଲକାନଗିରି ଜିଲାକୁ ଆସିବା ନେଇ ମଧ୍ୟ ଆଶଙ୍କା ରହିଛି। ଫଳରେ ଜିଲାର ଚାଷୀ ଚିନ୍ତିତ ହୋଇପଡିଛନ୍ତି। ତେବେ ଏନେଇ ଜିଲାପାଳ ମନୀଶ ଅଗ୍ରଓ୍ବାଲଙ୍କ ଦୃଷ୍ଟି ଆକର୍ଷଣ କରିବାରୁ…

୨ ରାଜ୍ୟରୁ ଫେରିଲେ ୩ ୮୭ ପ୍ରବାସୀ

ରାୟଗଡା ଅଫିସ, ୩ା୬-କରୋନା ଲକ୍‌ ଡାଉନ ଯୋଗୁ ତେଲେଙ୍ଗନା ଓ ତାମିଲନାଡୁରେ ଅଟକି ଥିବା ଶ୍ରମିକ ରାୟଗଡା ଫେରିଛନ୍ତି। ମଙ୍ଗଳବାର ତାମିଳନାଡୁରୁ ୧୫୧ ଶ୍ରମିକ ଫେରିଥିବା ବେଳେ ବୁଧବାର ତେଲେଙ୍ଗନାରୁ ୨୩୬ ଶ୍ରମିକ ରାୟଗଡା ଫେରିଛନ୍ତି। ଏହି ୨ ଦିନରେ ଫେରିଥିବା…

ପଙ୍ଗପାଳ ଆଗମନ ଆଶଙ୍କା : ପରିବା କ୍ଷେତରେ ବିଶୋଧନ ଜାରୀ

କେନ୍ଦୁଝର, ୩ା୬ (ସ୍ବ.ପ୍ର.)-କରୋନା ସଂକ୍ରମଣ ରୋକିବା ଲାଗି ଜାରିରହିଥିବା ଲକ୍‌ ଡାଉନ ଜିଲାର ପରିବା ଚାଷୀଙ୍କୁ ଅଭାବୀ ବିକ୍ରି ଭଳି ଦୁର୍ଦ୍ଦଶା ଭିତରକୁ ଠେଲି ଦେଇଥିବା ବେଳେ ଏବେ ପଙ୍ଗପାଳ ଆଗମନ ଖବର ତାଙ୍କ ପାଇଁ ଚିନ୍ତା ଆଖିରୁ ନିଦ ହଜାଇଦେଇଛି।…

କୋଭିଡ-୧୯ ପରୀକ୍ଷାକେନ୍ଦ୍ର କାର୍ଯ୍ୟକ୍ଷମ ନେଇ ଦାବିପତ୍ର

ବାଲେଶ୍ୱର ଅଫିସ,୩।୬- ବାଲେଶ୍ୱର ଫକୀରମୋହନ ମେଡିକାଲ୍‌ କଲେଜ୍‌ ପରିସରରେ ଗତ ୩୧ ତାରିଖ ରାତି ୮ଟା ସମୟରେ କୋଭିଡ୍‌-୧୯ ସଂକ୍ରମିତଙ୍କ ସ୍ବାବ ପରୀକ୍ଷା ପାଇଁ ଏକ ପରୀକ୍ଷଣ କେନ୍ଦ୍ରକୁ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଓ ରେମୁଣା ବିଧାୟକ ସୁଧାଂଶୁ ଶେଖର…

ଏବେ ସଙ୍ଗରୋଧରେ ୧୪୧୫ ପ୍ରବାସୀ

ସୋର, ୩।୬(ଡି.ଏନ୍‌.ଏ.)-ସୋର ମ୍ୟୁନିସିପାଲିଟି ଓ ବ୍ଲକରେ ଏବେ ୨୫ଟି ସଙ୍ଗରୋଧ କେନ୍ଦ୍ରରେ ୧୪୧୫ ଜଣ ପ୍ରବାସୀ ଅଛନ୍ତି। ମ୍ୟୁନିସିପାଲିଟି ଅନ୍ତର୍ଗତ ପ୍ରସ୍ତୁତ ଥିବା ୧୫ଟି କେନ୍ଦ୍ର ମଧ୍ୟରୁ କେବଳ ଏସ୍‌ଏନ୍‌ ହାଇସ୍କୁଲରେ ଏବେ ୧୧୧ ଜଣ ପ୍ରବାସୀ ସଙ୍ଗରୋଧରେ ଅଛନ୍ତି। ସେହିପରି…

ଅନିୟମିତତାକୁ ବିରୋଧ କରି ବ୍ଲକ ଅଫିସ୍‌ ଘେରାଉ

ରେମୁଣା,୩।୬(ଡି.ଏନ.ଏ.)- ବାଲେଶ୍ୱର ଜିଲା ରେମୁଣା ବ୍ଲକରେ ବିଭିନ୍ନ ଅନିୟମିତତାକୁ ବିରୋଧ କରି କିଛି ସରପଞ୍ଚ, ସମିତିସଭ୍ୟ ଏବଂ ୱାର୍ଡସଭ୍ୟ ମିଳିତ ଭାବେ ବୁଧବାର ପୂର୍ବାହ୍ନରେ ରେମୁଣା ବ୍ଲକ ଅଫିସ୍‌କୁ ନୂଆପାଢ଼ୀ ସମିତିସଭ୍ୟ ଶୁଭେନ୍ଦୁ ମଙ୍ଗରାଜଙ୍କ ନେତୃତ୍ୱରେ ଘେରାଉ କରିଥିଲେ। ଜିଲାପାଳ କେ.…

୬ଦଫା ଦାବିରେ କୃଷକ ମହାସଂଘର ସ୍ମାରକପତ୍ର

ଜଳେଶ୍ୱର,୩।୬(ସ୍ବ.ପ୍ର)- ବାଲେଶ୍ୱର ଜିଲାର ଜଳେଶ୍ୱର କୃଷି ଜିଲା କୃଷକ ମହାସଂଘ ପକ୍ଷରୁ ବୁଧବାର ୬ଦଫା ଦାବି ନେଇ ଏକ ସ୍ମାରକପତ୍ର କୃଷି ଜିଲା ଅଧିକାରୀଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ପଠାଯାଇଛି। ‘ଅମ୍ପନ’ ଦ୍ୱାରା ଜଳେଶ୍ୱର, ଭୋଗରାଇ ଓ ବାଲିଆପାଳର ଚାଷୀମାନଙ୍କର ବ୍ୟାପକ…

ବଜ୍ରପାତରେ ଗଲା ୭ ଗୋରୁଙ୍କ ଜୀବନ

ଶଙ୍କରାଖୋଲ,୩ା୬(ଡି.ଏନ୍‌.ଏ.)- ଚକାପାଦ ବ୍ଲକ ବସ୍ତିଙ୍ଗିଆ ପଞ୍ଚାୟତ ନିକଟ ଗୁଡିରିଗଁାରେ ବୁଧବାର ଅପରାହ୍ନରେ ବଜ୍ରପାତ ଘଟି ୭ଗୋରୁଙ୍କ ମୃତ୍ୟୁ ହୋଇଛି। ଅପରାହ୍ନରେର ଗୋରୁଗୁଡିକ ଚରୁଥିବାବେଳେ ବର୍ଷା ହେବାରୁ ଆମ୍ବଗଛ ତଳକୁ ପଳାଇଥିଲେ। ସେହି ସମୟରେ ବଜ୍ରପାତ ହେବାରୁ ସେମାନଙ୍କ ମୃତ୍ୟୁ ଘଟିଥିଲା। ଯଦୁମଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?