ଆମ ଜିଲା ଖବର

ରାସ୍ତା ନିର୍ମାଣ କାର୍ଯ୍ୟ ବନ୍ଦକଲେ ଗ୍ରାମବାସୀ

କେନ୍ଦୁଝର,୧୩।୧(ସ୍ବ.ପ୍ର.): କେନ୍ଦୁଝର ସହର ଦେଇ ଯାଇଥିବା ଏନ୍‌ଏଚ୍‌ ୪୯ରେ ବାଇପାସ ରାସ୍ତା ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ଏହାକୁ ଅଙ୍କାବଙ୍କା ନିର୍ମାଣ କରାଯାଉଥିବାରୁ ଜନଅସନ୍ତୋଷ ପ୍ରକାଶ ପାଇଛି। ଏନେଇ ସଦର ବ୍ଲକ ବୋଦାପଲସା ଗ୍ରାମବାସୀ ଜିଲାପାଳଙ୍କୁ ଲିଖିତ ଭାବେ ଜଣାଇଥିଲେ।...

ଜିଲା ପରିଷଦ ଅଧ୍ୟକ୍ଷଙ୍କ ମୃତ୍ୟୁ ଘଟଣା: ସିବିଆଇ ତଦନ୍ତ ଦାବି କରି କଂଗ୍ରେସର ରାସ୍ତାରୋକୋ

ଗୁଣପୁର,୧୩।୧(ଡି.ଏନ୍‌ .ଏ.) : ରାୟଗଡ଼ା ଜିଲା ପରିଷଦ ଅଧ୍ୟକ୍ଷ ପୁରୁଷୋତ୍ତମ ଗମାଙ୍ଗଙ୍କ ଗତ ୨୪ ତାରିଖରେ ରାମନାଗୁଡ଼ା ବ୍ଲକର ତାଣ୍ଡିକଣା ଛକଠାରୁ କିଛି ଦୂରରେ ବାଇକ୍‌ ଦୁର୍ଘଟଣାରେ ମୃତ୍ୟୁ ଘଟିଥିଲା। ଏହି ଘଟଣାର ତଦନ୍ତ କରି ପ୍ରକୃତ ରହସ୍ୟ ଉନ୍ମୋଚନ...

ବରିଷ୍ଠ ଓକିଲ ଶିଶିର କୁମାର ଶତପଥୀଙ୍କ ପରଲୋକ: ଓକିଲ ସଂଘର କାର୍ଯ୍ୟବନ୍ଦ

ପୁରୁଷୋତ୍ତମପୁର,୧୩।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବଡ଼ଖରିଡା ପଞ୍ଚାୟତ ବୀରଜଗନ୍ନାଥପୁର ତଥା ପୁରୁଷୋତ୍ତମପୁର ଓକିଲ ସଂଘର ବରିଷ୍ଠ ସଭ୍ୟ, ନୋଟାରି ଶିଶିର କୁମାର ଶତପଥୀ (୫୯)ଙ୍କ ସୋମବାର ଭୋର ସମୟରେ ଆକସ୍ମିକ ଭାବେ ପରଲୋକ ଘଟିଛି । ଏହାକୁ ନେଇ ପୁରୁଷୋତ୍ତମପୁର ଓକିଲ...

ବନ୍ଦ କୋଠରିରୁ ଭାଉଜ, ଦିଅରଙ୍କ ମୃତଦେହ ଉଦ୍ଧାର

କେନ୍ଦୁଝର/ପାଟଣା,୧୩।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ପୋଲିସ ନୂଆବନ୍ଧ ଗ୍ରାମର ଏକ ବନ୍ଦ ଘରୁ ସୋମବାର ସକାଳେ ଦୁଇ ଜଣଙ୍କ ମୃତଦେହ କବାଟ ଭାଙ୍ଗି ଉଦ୍ଧାର କରିଛି। ସେମାନଙ୍କ ନାମ ସଞ୍ଜୟ ନାୟକ ଓ ପୁଷ୍ପଲତା ନାୟକ ବୋଲି ଜଣାପଡ଼ିଛି।...

ନକଲି ଜର୍ଦ୍ଦା କାରଖାନା ଉପରେ ଚଢ଼ାଉ: ୪ ଅଟକ

ଛତିଆ,୧୩।୧(ଡି.ଏନ୍‌.ଏ.): ଯାଜପୁର ଜିଲା ଛତିଆ ନିକଟ ବୈରୀ ଥାନା ଅନ୍ତର୍ଗତ ବିଦ୍ୟାଧରପୁର ଗ୍ରାମରେ ନକଲି ଜର୍ଦ୍ଦା କାରଖାନା ଉପରେ ସୋମବାର ଚଢ଼ାଉ କରାଯାଇଛି। ଥାନା ଅଧିକାରୀଙ୍କ ନେତୃତ୍ୱରେ ହୋଇଥିବା ଏହି ଚଢ଼ାଉରେ ବିପୁଳ ପରିମାଣର ନକଲି ଜର୍ଦ୍ଦା ସହିତ ମେଶିନ,...

ପ୍ରତୀକ୍ଷା ପିନ୍ଧିଲେ ଗ୍ଲୋରିକୁଇନ ମୁକୁଟ

ପୁରୀ ଅଫିସ, ୧୩ା୧:ଦୀର୍ଘ ୭ଦିନ ପ୍ରତୀକ୍ଷାର ଅନ୍ତ ଘଟିଲା। ସମସ୍ତ ପ୍ରତିଯୋଗୀଙ୍କୁ ପଛରେ ପକାଇ ଶେଷରେ ବାଜି ମାରିନେଲେ ପ୍ରତୀକ୍ଷା। ରାଉରକେଲା ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ପ୍ରତୀକ୍ଷା ଆୟେଶାକାଂକ୍ଷା ନିଜର ଆତ୍ମବିଶ୍ୱାସ, ଦକ୍ଷତା, ଅଭିନୟ, ବୁଦ୍ଧିମତାରେ ଜୁରି ଓ...

ଓସ୍କାର ଦୌଡ଼ରେ ଥିବା ଚଳଚ୍ଚିତ୍ରରେ ଶୁଭ୍ରାଂଶୁ

କଟକ ଅଫିସ୧୩ା୧:: ଚଳିତବର୍ଷ ‘ଓସ୍କାର’ ଆୱାର୍ଡ ଦୌଡ଼ରେ ରହିଛି ବିଶ୍ୱର ୩୦୦ରୁ ଊର୍ଦ୍ଧ୍ୱ ଫିଲ୍ମ। ଏହି ଦୌଡରେ ସାମିଲ ହୋଇଛି ବଲିଉଡର ଏକ ଚଳଚ୍ଚିତ୍ର ‘ଲାଷ୍ଟ କଲର’। ବିକାଶ ଖାନାଙ୍କ ନିର୍ଦ୍ଦେଶନାରେ ପ୍ରସ୍ତୁତ ଏହି ଚଳଚ୍ଚିତ୍ରରେ ଡାଇରେକ୍ଟର ଅଫ୍‌ ଫଟୋଗ୍ରାଫି(ଡିଓପି)...

ପୁରୀରେ ଡଗ୍‌ ଶୋ:କୌଶଳ ଦେଖାଇଲେ୧୮ ପ୍ରଜାତିର ୧୪୭ କୁକୁର

ପୁରୀ ଅଫିସ, ୧୩ା୧: କୁକୁର ହେଲେ ବି ମାଲିକଙ୍କ ପ୍ରତି ଥିଲା ସେମାନଙ୍କର ଢେର୍‌ ଭଲପାଇବା ଆଉ ବିଶ୍ୱସନୀୟତା। ମାଲିକଙ୍କ ପ୍ରତିଟି ନିର୍ଦ୍ଦେଶ ମାନି ବିଚାରକଙ୍କୁ ଦେଖାଉଥିଲେ ନିଜ କଳା କୌଶଳ। କିଏ କେତେ ପାରଦର୍ଶିତା ତାହାକୁ ପରଖୁଥିଲେ ବିଚାରକ।...

ମହିଳା ମାଛ ବ୍ୟବସାୟୀ: ଚିଲିକା ମାଛର କେନ୍ଦୁଝରରେ ଚାହିଦା

କେନ୍ଦୁଝର, ୧୩ା୧(ସ୍ବ.ପ୍ର.)- କେନ୍ଦୁଝର ସହରରେ ଚିଲିକା ମାଛର ଚାହିଦା ବଢୁଛି ା କମ୍‌ ଦାମ୍‌ରେ ଚିଲିକା ମାଛ ମିଳୁଥିବାରୁ କେନ୍ଦୁଝରବାସୀ ବେଶ୍‌ ଖୁସି ା ଚିଲିକାର ଚିଙ୍ଗୁଡ଼ି, ଇଲିଶ, କଙ୍କଡ଼ା, ଚୂନା, ପାତୁଆ, କଇଁଗି ଆଦି ମାଛ ଏଠାରେ ଉପଲବ୍ଧ...

ଆନ୍ତଃରାଜ୍ୟ ଦିବାକର ମେମୋରିଆଲ ଫୁଟବଲ ଟୁର୍ନାମେଣ୍ଟ: ଖଡ଼ଗପୁର ଏକାଦଶ ଚାମ୍ପିୟନ

ବାସୁଦେବପୁର, ୧୩।୧(ଡି.ଏନ.ଏ.)-ଭଦ୍ରକ ଜିଲା ବାସୁଦେବପୁର ସୁଙ୍ଗୁଡ଼ାସ୍ଥିତ ନୀଳମଣି ମିନିଷ୍ଟାଡିୟମ ପରିସରରେ ଶ୍ରୀଗଣେଶ କ୍ଲବ ଆନୁକୂଲ୍ୟରେ ଚାଲିଥିବା ୩୩ତମ ଆନ୍ତଃରାଜ୍ୟ ଦିବାକର ମେମୋରିଆଲ ଫୁଟବଲ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। ଖଡ଼ଗପୁର ଏକାଦଶ ଚଳିତବର୍ଷର ଚାମ୍ପିୟନ ହୋଇଛି। ଫାଇନାଲ ମ୍ୟାଚ୍‌ ଖଡ଼ଗପୁର ଏକାଦଶ...

ଆନ୍ତଃରାଜ୍ୟ ଟେନିସ୍‌ କ୍ରିକେଟ: ଶ୍ରୀକାକୁଲମ୍‌ ଚାମ୍ପିୟନ

ବ୍ରହ୍ମପୁର ଅଫିସ୍‌,୧୩ା୧-ସ୍ଥାନୀୟ ଗୋଷାଣୀନୂଆଗଁା କେସି ହାଇସ୍କୁଲ ପଡିଆରେ କେସି ଏକାଦଶ କ୍ରିକେଟ ବ୍ଲକ ଆନୁକୂଲ୍ୟରେ ଆନ୍ତଃ ରାଜ୍ୟ ଟେନିସ ବଲ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବ୍ରହ୍ମପୁର ବିଧାୟକ ବିକ୍ରମ କୁମାର ପଣ୍ଡା, ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ...

କାଠ ବୋଝେଇ ଗାଡ଼ି ଜବତ

କୁଆମରା,୧୨ା୧(ଡି.ଏନ୍‌.ଏ.): ଖୁଣ୍ଟା-ବାଲେଶ୍ୱର ରାସ୍ତାର ଦାମାସାହି ଛକ ନିକଟରେ ଉଦଳା ବନବିଭାଗ ପକ୍ଷରୁ ଚଢାଉ କରାଯାଇ ଚୋରା କାଠ ବୋଝେଇ ଏକ ଟାଟା ଏସି ଗାଡ଼ି ଜବତ କରାଯାଇଛି। ଚୋରା କାଠ ଚାଲାଣ ହେଉଥିବା ସମ୍ପର୍କରେ ସୂଚନା ପାଇ ବନ ବିଭାଗ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri