ଗଞ୍ଜାମରେ ଗୋଷ୍ଠୀ ସଂକ୍ରମଣ ହୋଇନି: ଜିଲାପାଳ
ଛତ୍ରପୁର,୩।୬(ଡି.ଏନ.ଏ.)-ରାଜ୍ୟରେ ସର୍ବାଧିକ କରୋନା ପଜିଟିଭ ସଂଖ୍ୟା ଗଞ୍ଜାମ ଜିଲାରେ ବୃଦ୍ଧି ପାଇବାରେ ଲାଗିଛି। ବର୍ତ୍ତମାନ ସୁଦ୍ଧା ଜିଲାରେ ୪୯୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିରୁ ୩ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୩୪୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି।…
ବଡଜୟୀପୁର ଗ୍ରାମରେ ଅଜଣା କୀଟ
ଖଇରା,୩।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ବଡଜୟୀପୁର ଗ୍ରାମରେ ଅଜଣା କୀଟକୁ ନେଇ ଗ୍ରାମବାସୀ ଆତଙ୍କିତ ହୋଇ ପଡିଛନ୍ତି। ଏହି କୀଟ ଗୁଡିକ ଗ୍ରାମ ନିକଟସ୍ଥ ଗୋପିଆସ୍ଥ ପଡିଆରେ ଥିବା ଗଛ ଗୁଡିର ପତ୍ର ଖାଇ ସଫା କରିଦେଉଥିବା ନେଇ ଗ୍ରାମବାସୀ…
କାନ୍ତକବିଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦାବି : ଦ୍ୱିତୀୟ ଦିନରେ ଧାରଣା
ଭଦ୍ରକ ଅଫିସ,୩ା୫- କାନ୍ତକବି ମଞ୍ଚ ପକ୍ଷରୁ ବାଇପାସ ନିକଟରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ପ୍ରତିମୂର୍ତ୍ତି ପୁନଃସ୍ଥାପନ ଦାବିରେ ବୁଧବାର ଦ୍ୱିତୀୟ ଦିନରେ ଧାରଣା ଓ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା। ବନ୍ଦେ ଉତ୍କଳ ଜନନୀର ରଚୟିତା କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ପ୍ରତି…
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଚଢ଼ାଉ
ଚାନ୍ଦବାଲି,୩ା୬(ଡି.ଏନ୍.ଏ.): ଭଦ୍ରକ ବନଖଣ୍ଡ ଅନ୍ତର୍ଗତ ଚାନ୍ଦବାଲିସ୍ଥିତ କାର୍ଯ୍ୟାଳୟରେ କାର୍ଯ୍ୟରତ ଦୁଇ କର୍ମଚାରୀଙ୍କ ନାମରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ଆସିଛି। ବୁଧବାର ମଧ୍ୟାହ୍ନରେ ଭଦ୍ରକ ଓ ବାରିପଦାର ଭିଜିଲାନ୍ସ ପକ୍ଷରୁ ଏସିଏଫ୍ଓ ବିରଜା ମୋହନ ମହାନ୍ତି ଓ ଫରେଷ୍ଟର ଜଗନ୍ନାଥ…
ପୋଖରୀରୁ ନାବାଳକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
ଆର.ଉଦୟଗିରି,୩ା୬(ଡି.ଏନ.ଏ.)- ଗଜପତି ଜିଲା ନୂଆଗଡ ବ୍ଲକ ତାବରଡା ଗ୍ରାମ ପୋଖରୀରୁ ମଙ୍ଗଳବାର ସନ୍ଧ୍ୟାରେ ସାଙ୍ଗଙ୍କ ସହ ଗାଧୋଇ ଯାଇଥିବା ଜଣେ ନାବାଳକଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ନିବେଶ ପ୍ରଧାନଙ୍କ ପୁଅ ସୁମନ ଓରଫ ଚିଣ୍ଟୁ (୧୪)। ଚିଣ୍ଟୁଙ୍କୁ…
ଶ୍ରମିକଙ୍କୁ ପ୍ରାପ୍ୟ ପ୍ରଦାନରେ ଠକେଇ ଅଭିଯୋଗ, ଥାନାରେ ଏତଲା
ବଅଁରପାଳ,୩ା୬(ଡି.ଏନ୍.ଏ.) : ଅନୁଗୋଳ ଜିଲା ନାଲ୍କୋ ଥାନା ଅନ୍ତର୍ଗତ କାଣ୍ଡସର ଗ୍ରାମ ହରିଜନସାହିର ୫୦ରୁ ଊର୍ଦ୍ଧ୍ୱ ଶ୍ରମିକଙ୍କୁ ପ୍ରାପ୍ୟ ପ୍ରଦାନରେ ଠକେଇ ହୋଇଥିବା ନେଇ ବୁଧବାର ନାଲ୍କୋ ଥାନାରେ ଅଭିଯୋଗ ହୋଇଛି। ସେମାନେ ଅଭିଯୋଗ କରିଛନ୍ତି, ଗ୍ରାମର ଜଣେ ବ୍ୟକ୍ତି ଗତ…
ଚୌଧୁରୀ ଟିକରପଡ଼ା ପଞ୍ଚାୟତକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ କଣ୍ଟେନ୍ମେଣ୍ଟ୍ ଜୋନ୍ ଘୋଷଣା କଲା ପ୍ରଶାସନ
ଦିଗପହଣ୍ଡି,୩ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ଅଧୀନ ବିଭିନ୍ନ ଗାଁରୁ ୧୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ବୁଧବାର ମଧ୍ୟାହ୍ନରୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ଅନୁମୋଦନ କ୍ରମେ ସମୁଦାୟ ଚୌଧୁରୀ ଟିକରପଡ଼ା…
ନୟାଗଡରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା: ମୋବାଇଲ୍ ଟର୍ଚ୍ଚରେ ଆଟେଣ୍ଡାଣ୍ଟ କଲେ ଗୁରୁତର ରୋଗୀଙ୍କ ଷ୍ଟିଚିଂ
ନୟାଗଡ଼ ଅଫିସ,୩।୬: ମୋବାଇଲ ଟର୍ଚ୍ଚ ଆଲୋକରେ କରାଯାଉଛି ଷ୍ଟିଚ୍। ତାହା ପୁଣି ଦୁର୍ଘଟଣାର ଶିକାର ହୋଇ ଗୁରୁତର ଥିବା ରୋଗୀଙ୍କୁ। ନୟାଗଡ ଜିଲା ରଣପୁର ବ୍ଲକ ରାଜ ସୁନାଖଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏଭଳି ଅଭାବନୀୟ ଘଟଣା ଘଟିଥିବା ବୁଧବାର ସୂଚନା ମିଳିଛି।…
ରାୟଗଡ଼ାରେ ପ୍ରଥମ କରୋନା ପଜିଟିଭ୍ ଚିହ୍ନଟ: କଣ୍ଟେନ୍ମେଣ୍ଟ ଜୋନ୍ ଘୋଷଣା
ରାୟଗଡ଼ା ଅଫିସ,୩।୬: ଓଡ଼ିଶାର ୨୯ଟି ଜିଲାରେ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଗ୍ରୀନ୍ ଜୋନ୍ରେ ରହିଥିଲା ରାୟଗଡ଼ା ଜିଲା ମାତ୍ର ବୁଧବାର ରାୟଗଡ଼ାରୁ ଜଣେ ପଜିଟିଭ୍ ଚିହ୍ନଟ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ…
ଓଲଟିଲା ବରଯାତ୍ରୀ ଭ୍ୟାନ୍: ୨ ମୃତ; ୪୦ରୁ ଊର୍ଦ୍ଧ୍ୱ ଆହତ
ଜୟପୁର/ବୋରିଗୁମ୍ମା,୩।୬(ଡି.ଏନ୍.ଏ.): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ ବି.ସିଂହପୁର ଥାନା ବୋଡ଼ିଗାଁରୁ ଗୁରୁମାଇଁଗୁଡ଼ା ଗ୍ରାମକୁ ଏକ ବିବାହ କାର୍ଯ୍ୟରେ ଯୋଗ ଦେବାକୁ ଯାଉଥିବା ବେଳେ ବୁଧବାର ଏକ ଭ୍ୟାନ୍ ଓଲଟି ପଡ଼ିଛି। ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଚଞ୍ଚଳା ଜାନୀ…
ପଙ୍ଗପାଳକୁ ନେଇ ଚିନ୍ତା ନ କରିବାକୁ କଳାହାଣ୍ଡି କୃଷି ବିଭାଗର ପରାମର୍ଶ
ଭବାନୀପାଟଣା,୩।୬(ଡି.ଏନ୍.ଏ.): ଦେଶ କରୋନା ସହ ଯୁଦ୍ଧ କରୁଥିବା ବେଳେ ଏବେ ପଙ୍ଗପାଳକୁ ନେଇ ଚିନ୍ତା ବଢ଼ୁଛି। ଯଦିଓ ଏଯାବତ୍ ପଙ୍ଗପାଳ ଓଡ଼ିଶାକୁ ପହଞ୍ଚତ୍ ନାହାନ୍ତି ତଥାପି କଳାହାଣ୍ଡି ଜିଲାର ଚାଷୀଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ତେଣୁ ସେମାନଙ୍କୁ ଚିନ୍ତା ନ…
ପଶ୍ଚିମବଙ୍ଗରେ ଅମ୍ଫନ୍ ମୁକାବିଲା: ବଲାଙ୍ଗୀରର ୨୨ଜଣିଆ ଓଡ୍ରାଫ ଟିମ୍ଙ୍କୁ ପ୍ରଶଂସା
ବଲାଙ୍ଗୀର ଅଫିସ,୩।୬: ଗତ କିଛିଦିନ ପୂର୍ବରୁ ସାମୁଦ୍ରିକ ଝଡ଼ ଅମ୍ଫନ୍ ଓଡ଼ିଶା ସମେତ ପଡ଼ୋଶୀ ରାଜ୍ୟ ପଶ୍ଚିମବଙ୍ଗର କଲିକତା ସହର ଓ ସାରା ରାଜ୍ୟରେ ଅନେକ କ୍ଷୟକ୍ଷତି ଘଟାଇଥିଲା। ଏଥିରେ ବଡ଼ବଡ଼ ଗଛ ଉପୁଡ଼ି ପଡ଼ି ପଶ୍ଚିମବଙ୍ଗର ଅନେକ ରାସ୍ତା ଅବରୋଧ…

