ଆମ ଜିଲା ଖବର

ଆନ୍ଦୋଳନ ପାଇଁ ବିଦ୍ୟୁତ୍‌ କର୍ମଚାରୀ ସଂଘର ସଜବାଜ

ବାରିପଦା ଅଫିସ,୧୨ା୧- ବାରିପଦା ସହର ରଘୁନାଥପୁରସ୍ଥିତ ଗଣେଶ ମଣ୍ଡପଠାରେ ପାୱାର ଏମ୍ପ୍ଲଇଜ୍‌ ସଂଘର ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ସଂଘର ଜିଲା ସଭାପତି ସୁବ୍ରମଣ୍ୟମ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସଂଘର ସହ ସାଧାରଣ ସମ୍ପାଦକ ଜ୍ୟୋତିକୃଷ୍ଣ ବେହେରା...

‘ବିପ୍ଲବୀ କେବେ ମରିପାରେନା’

ଜଳେଶ୍ୱର, ୧୩।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱରର ପୂର୍ବତନ ବିଧାୟକ ସ୍ବର୍ଗତ ଗଦାଧର ଗିରି ଜଣେ କ୍ରାନ୍ତିବୀର, ଆଦର୍ଶବାଦୀ ଓ ଜନଦରଦୀ ନେତା ଥିଲେ। ବିପ୍ଲବୀ କେବେ ମରିପାରେନା । ଆଦର୍ଶ ଜୀବନ ଅପରାଜେୟ । ସ୍ବର୍ଗତ ଗିରିଙ୍କ ୩୩ ତମ ଶ୍ରାଦ୍ଧ...

ଜାତୀୟ ରାଜପଥରେ ପ୍ରାଣୀଧନ ପରିବହନ

ଜଳେଶ୍ୱର, ୧୩।୧(ସ୍ବ.ପ୍ର.)- ବାଲେଶ୍ୱର ଜିଲା ଦେଇ ଯାଇଥିବା ୬୦ନଂ. ଜାତୀୟ ରାଜପଥ ଓ ୫୭ନଂ. ରାଜ୍ୟ ରାଜପଥରେ ଛେଳି, ମେଣ୍ଢା ଓ ଗୋରୁ ଆଦି ଗୃହପାଳିତ ପ୍ରାଣୀଙ୍କୁ ବିଭିନ୍ନ ଗାଡ଼ିରେ ବାହାର ରାଜ୍ୟକୁ ଚାଲାଣ କରାଯାଉଥିଲେ ମଧ୍ୟ ଏହାକୁ ରୋକା...

ବାଲିଆପାଳରେ ଆଦର୍ଶ ବିଦ୍ୟାଳୟ: ହୋଇନି ଜମି ହସ୍ତାନ୍ତର; ୩ ବର୍ଷ ହେଲା ଆରମ୍ଭ ହୋଇପାରୁନି କାମ

ବାଲିଆପାଳ, ୧୩।୧(ସ୍ବ.ପ୍ର.)-ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକରେ ରାଜ୍ୟ ସରକାର ଆଦର୍ଶ ଇଂରାଜୀ ବିଦ୍ୟାଳୟ ସ୍ଥାପନ ପାଇଁ ମଞ୍ଜୁରୀ ଦେଇଛନ୍ତି। ଏଥିପାଇଁ ଅର୍ଥ ମଞ୍ଜୁର ହୋଇ ଆର୍‌ଡି ପକ୍ଷରୁ ଟେଣ୍ଡର ଡକାଯାଇ ଠିକାଦାର ନିଯୁକ୍ତି କରାଯାଇଛି। ମାତ୍ର ଇତିମଧ୍ୟରେ ୩ବର୍ଷରୁ ଅଧିକ...

ଫୁଲବାଣୀରେ ୫ ଡିଗ୍ରୀ, ଦାରିଙ୍ଗବାଡ଼ିରେ ତୁଷାରପାତ

ଫୁଲବାଣୀ ଅଫିସ/ ଦାରିଙ୍ଗବାଡି, ୧୩ା୧(ଡି.ଏନ୍‌.ଏ.)-କନ୍ଧମାଳ ଜିଲାରେ ହାଡଭଙ୍ଗା ଶୀତ। ଶନିବାର ରାତିରୁ ରବିବାର ସକାଳ ସୁଦ୍ଧା ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୫ ଡିଗ୍ରୀ ଏବଂ ଦାରିଙ୍ଗିବାଡିରେ ୭.୨ ଡିଗ୍ରୀ ରେକର୍ଡ କରାଯାଇଛି। ଆଭ୍ୟନ୍ତରୀଣ ତୁମୁଡିବନ୍ଧ, କୋଟଗଡ, ରାଇକିଆ, ଚକାପାଦ ଆଦି...

ବଣ୍ଡା ନୃତ୍ୟରେ ଦୁଲୁକିଲା ମଞ୍ଚ

ଚିକିଟି,୧୩ା୧ (ଡି.ଏନ.ଏ.)-ଗଞ୍ଜାମ ଜିଲା ଚିକିଟି ବ୍ଲକ ନୂଆପଡା ଗ୍ରାମରେ ରବିବାର ଅପରାହ୍ନରେ ବାହୁଦା ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ମହୋତ୍ସବ ୧୫ ତାରିଖ ପର୍ଯ୍ୟନ୍ତ ଚାଲିବ। ଦକ୍ଷିଣ ଓଡ଼ିଶା ସାହିତ୍ୟ ସମ୍ମିଳନୀର ମହାସଚିବ ଦଣ୍ଡପାଣି ମହାପାତ୍ରଙ୍କ ସଭାପତିତ୍ୱରେ ଆୟୋଜିତ ମହୋତ୍ସବରେ...

କାଳୀ ମନ୍ଦିରରୁ ଚୋରି: ସୁନା ଆଖି, ଜିଭ ନେଇଗଲେ ଲୁଟେରା

ଗୋପାଳପୁର,୧୨ା୧- ଗଞ୍ଜାମ ଜିଲା ଗୋପାଳପୁର ଥାନା ଆମ୍ବପୁଆସ୍ଥିତ କାଳୀ ମନ୍ଦିରରେ ଶନିବାର ରାତିରେ କଳାକନା ବୁଲାଇଛନ୍ତି ଲୁଟେରା। ମା’ କାଳୀଙ୍କ ସୁନା ଓ ରୂପା ଅଳଙ୍କାର ସହ ହୁଣ୍ଡି ଭାଙ୍ଗି ଟଙ୍କା ନେଇଯାଇଛନ୍ତି। ନଂ.୫/୨୦ରେ ମାମଲା ରୁଜୁ କରି ପୋଲିସ...

ଉନ୍ନୟନ ପ୍ରକଳ୍ପ ଉଦ୍‌ଘାଟନ, ଭିତ୍ତିପ୍ରସ୍ତର ସ୍ଥାପନ

କଣିହାଁ, ୧୩ା୧(ଡି.ଏନ.ଏ.):  ପାଲଲହଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ରେଙ୍ଗାଳି ଡ୍ୟାମ ସାଇଟ ଥାନା ଅଞ୍ଚଳକୁ ଶନିବାର ଏମପି ମହେଶ ସାହୁ ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପ ଉଦ୍‌ଘାଟନ କରିଛନ୍ତି। ଏଥିସହ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଏମ୍‌ପି...

ନାବାଳିକା ଛାତ୍ରୀଙ୍କୁ ଗଣବଳାତ୍କାର, ଗୁରୁତର ଅବସ୍ଥାରେ ଚିକିତ୍ସିତ: ୨ ଅଟକ

ବ୍ରହ୍ମପୁର ଅଫିସ,୧୩ା୧-ଗଞ୍ଜାମ ଜିଲାରେ ପୁଣି ଏକ ଲଜ୍ଜାଜନକ ଘଟଣା ଘଟିଛି। ଜଣେ ୮ ମ ଶ୍ରେଣୀ ନାବାଳିକା ଛାତ୍ରୀଙ୍କୁ ହାତଗୋଡ ବାନ୍ଧି ଗଣ ବଳାତ୍କାର କରାଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ପୀଡ଼ିତା ଜଣଙ୍କ ଚିକିତ୍ସିତ ହେଉଥିବା ଖବର ପାଇବା...

ପାନୀୟ ଜଳ ଯୋଗାଣ ଉପରେ ଗୁରୁତ୍ୱ

ଅନୁଗୋଳ ଅଫିସ, ୧୩।୧: ଅନୁଗୋଳ ଜିଲାର ସହରାଞ୍ଚଳର ପାନୀୟ ଜଳ ଯୋଗାଣ, ଆବର୍ଜନ ପରିଚାଳନା, ମୋ ଜାଗା ମିଶନ, ଭେଣ୍ଡିଂଜୋନ ବ୍ୟବସ୍ଥା ନେଇ ରବିବାର ପୂର୍ବାହ୍ନରେ ସର୍କିଟ ହାଉସ୍‌ରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଧାୟକ ତଥା ଉପବାଚସ୍ପତି ରଜନୀକାନ୍ତ ସିଂ...

ଜଳିଗଲା ୧୦ ଏକର ଆଖୁ ଫସଲ

କାମାକ୍ଷାନଗର, ୧୩।୧(ଡି.ଏନ.ଏ.) ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ହାଟୁଆରୀ ଗ୍ରାମ ନିକଟରେ ରବିବାର ଅପରାହ୍ନରେ ନିଆଁ ଲାଗି ୧୦ ଚାଷୀଙ୍କ ୧୦ ଏକର ଆଖୁ ଫସଲ ପୋଡ଼ିଯାଇଛି। ନିଆଁର ପ୍ରକୋପରେ ଅଗ୍ନିଶମ ଗାଡ଼ି ମଧ୍ୟ ବର୍ତ୍ତିନାହିଁ। ଖବର ଲେଖାଯିବା ସୁଦ୍ଧା ନିଆଁକୁ...

ଆଖି ନ ଥାଇ ଜୀବନ ଯୁଦ୍ଧର ବିଜେତା କୀର୍ତ୍ତନ: ୫ ପ୍ରାଣୀଙ୍କ ମୁହଁରେ ଫୁଟାଇଛନ୍ତି ହସ

କାମାକ୍ଷାନଗର, ୧୩।୧: ଆଖି ନାହିଁ। ଦେଖିପାରନ୍ତିନି ଦୁନିଆକୁ। ହେଲେ ଏହି ଦୁଃଖ କେବେ ଆସିନି ତାଙ୍କ ଓଠ ପାଖକୁ। ଖୁସ୍‌ ମିଜାଜ ଆଉ ହସହସ ମୁହଁରେ କେଇ ମିନିଟ ଭିତରେ ଅପରିଚିତ ମଣିଷକୁ ନିଜର କରିପାରୁଥିବା ଜୀବନ ଯୁଦ୍ଧର ଏହି ବିଜେତା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri