ରଥଯାତ୍ରା ସମ୍ପର୍କିତ ଜନସ୍ବାର୍ଥ ମାମଲା: ଷ୍ଟାଟସ ରିପୋର୍ଟ ମାଗିଲେ ହାଇକୋର୍ଟ
କଟକ ଅଫିସ,୩ା୬: କରୋନା ପାଇଁ ଚଳିତ ବର୍ଷ ରଥଯାତ୍ରା ବାତିଲ କରିବା ପାଇଁ ହାଇକୋର୍ଟରେ ଯେଉଁ ଜନସ୍ବାଥର୍ର୍ ମାମଲା ରୁଜୁ ହୋଇଥିଲା, ସେଥିରେ ମଙ୍ଗଳବାର ରାଜ୍ୟ ସରକାର ନିଜ ପକ୍ଷ ରଖିଛନ୍ତି। କେବଳ ‘ବିଧି ଓ ବିଧାନ’ ପାଇଁ ରଥଯାତ୍ରା ଆୟୋଜିତ…
ରାଉତପଡ଼ାରୁ ଗଲା ମହାପ୍ରଭୁଙ୍କ ପାଟବସ୍ତ୍ର, ସୂତାଲୁଗା
ଖୋର୍ଦ୍ଧା ଅଫିସ,୩ା୬: ଜୁନ ୨୩ରେ ଘୋଷଯାତ୍ରା। ଏଥିଲାଗି ମହାପ୍ରଭୁଙ୍କ ପାଟବସ୍ତ୍ର ଓ ସୂତାଲୁଗା ମଙ୍ଗଳବାର ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ରାଉତପଡ଼ାରୁ ପଠାଯାଇଛି। ଗତ ଫେବୃୟାରୀ ୨୫ରେ ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ତାଲିକା ପାଇବା ପରେ ମହାପ୍ରଭୁଙ୍କ ପାଟବସ୍ତ୍ର ଓ ସୂତା…
ମହିଳାଙ୍କୁ ଅଟୋରେ ଅପହରଣ ପରେ ଅସଦାଚରଣ ଘଟଣା: କନ୍ଷ୍ଟେବଳ ସମେତ ୩ ଗିରଫ
ଭୁବନେଶ୍ୱର,୩ା୬(ବ୍ୟୁରୋ): ଖାକିରେ ପୁଣି ଲାଗିଲା ଦାଗ। ମହିଳାଙ୍କୁ ଥାନାରେ ଛାଡ଼ି ଦେବାକୁ କହି ଖଣ୍ଡଗିରି ପିସିଆର କନ୍ଷ୍ଟେବଳ ଓ ତାଙ୍କର ଦୁଇ ସହଯୋଗୀ ଅଟୋରେ ଅପହରଣ କରିବା ସହ ଅସଦାଚରଣ କରିବା ଘଟଣା ରାଜଧାନୀରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ଏହି ମାମଲାକୁ…
ବଡ଼ଦାଣ୍ଡକୁ ବାହାରିବନି ବିମାନ
ପୁରୀ ଅଫିସ,୩ା୬: ରାଜ୍ୟରେ ଦ୍ରୁତଗତିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ନୂଆ ଗାଇଡ଼ଲାଇନ ଜାରି କରିଛନ୍ତି। ଜୁନ୍ ୩୦ ପର୍ଯ୍ୟନ୍ତ କୌଣସି ଧାର୍ମିକସ୍ଥଳକୁ ସର୍ବସାଧାରଣ ଯାଇପାରିବେ ନାହିଁ। ସେହିପରି ଧାର୍ମିକ ସମାବେଶ ଉପରେ ବି…
ପୂଜାଥାଳି ଖୋଜୁଛନ୍ତି ପୂଜାରୀ
ବଅଁରପାଳ,୩ା୬ – ପୂର୍ଣ୍ଣମୀ ହେଉ କି ଅମାବାସ୍ୟା, ସଂକ୍ରାନ୍ତି ହେଉ ଅବା ସୋମବାର, ସକାଳୁ ଗହଳିଚହଳିରେ ପୂରି ଉଠୁଥିଲା ମନ୍ଦିର ପରିବେଶ। ପୂଜା ପାଇଁ ଥାଳି ଧରି ଶ୍ରଦ୍ଧାଳୁମାନେ ଘଣ୍ଟା ଘଣ୍ଟା ଧାଡ଼ିରେ ଅପେକ୍ଷା କରୁଥିଲେ ପୂଜାରୀଙ୍କୁ। ହେଲେ କରୋନା କଟକଣା…
ବ୍ରହ୍ମପୁର ରେଳଷ୍ଟେଶନରେ ଓହ୍ଲାଇଲେ ୩୬ ଯାତ୍ରୀ
ବ୍ରହ୍ମପୁର ଅଫିସ,୩ା୬-ପ୍ରଥମକରି ଯାତ୍ରୀଙ୍କୁ ନେଇ ସିକନ୍ଦରାବାଦରୁ ହାଓଡ଼ା ଅଭିମୁଖେ ବାହାରିଥିବା ଫଲକନାମା ଏକ୍ସପ୍ରେସ୍ ମଙ୍ଗଳବାର ବ୍ରହ୍ମପୁର ଷ୍ଟେଶନରେ ପହଞ୍ଚିଥିଲା। ସେଥିରୁ ୩୬ ଜଣ ଯାତ୍ରୀ ବ୍ରହ୍ମପୁର ରେଳାଷ୍ଟେଶନରେ ଓହ୍ଲାଇଥିଲେ। ସେହିପରି ହାଓଡା ଅଭିମୁଖେ ୭ ଯାତ୍ରୀ ଉକ୍ତ ଟ୍ରେନରେ ଚଢିଥିଲେ ବୋଲି…
ପୁଣି ରେକର୍ଡ ଭାଙ୍ଗିଲେ ସତ୍ୟ: ନିର୍ମାଣ କଲେ ବିଶ୍ୱର କ୍ଷୁଦ୍ରତମ ରଥ
ବ୍ରହ୍ମପୁର ଅଫିସ,୩ା୬-ପୂର୍ବ ରେକର୍ଡକୁ ଭାଙ୍ଗିଛନ୍ତି ଶିଳ୍ପୀ ସତ୍ୟ ମହାରଣା ା ଦୁଇଦିନ ପୂର୍ବେ ସେ ୧.୩ ସିଏମ୍ ଉଚ୍ଚତାର ରଥ ନିର୍ମାଣ କରି ଚର୍ଚ୍ଚାକୁ ଆସିଥିବା ବେଳେ ମଙ୍ଗଳବାର ପୁଣି ରେକର୍ଡ ଭାଙ୍ଗିଛନ୍ତି ା ମାତ୍ର ୩୦ ମିନିଟ୍ରେ ୧ ଏମ୍ଏମ୍…
୨ ପଜିଟିଭ ଚିହ୍ନଟ ପରେ କେନ୍ଦୁବାଡି ଶଟ୍ଡାଉନ୍
ପୋଲସରା,୩ା୬(ଡି.ଏନ.ଏ.)- ଗୋଷ୍ଠୀ ସଂକ୍ରମଣ ଆଶଙ୍କାରେ ପୋଲସରା ବ୍ଲକ କେନ୍ଦୁବାଡି ଗ୍ରାମକୁ ମଙ୍ଗଳବାର ଶଟ୍ଡାଉନ୍ ଘୋଷଣା କରାଯାଇଛି। ୨ ପଜିଟିଭ ଚିହ୍ନଟ ଓ ସେମାନେ ବହୁ ଲୋକଙ୍କ ସଂସ୍ପର୍ଶରେ ଆସିଥିବାରୁ ଏପରି ପଦକ୍ଷେପ ନିଆଯାଇଛି। ମଙ୍ଗଳବାର ପୋଲସରା ବିଡ଼ିଓ ଶମ୍ଭୁନାଥ ନନ୍ଦୀ ଓ…
ଦିଗପହଣ୍ଡି ବ୍ଲକ ସମ୍ମୁଖରେ ସିପିଆଇର ଗଣବିକ୍ଷୋଭ
ଦିଗପହଣ୍ଡି,୩ା୬(ଡି.ଏନ.ଏ.)- ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ମଙ୍ଗଳବାର ସିପିଆଇ ରାଜ୍ୟ କମିଟିର ଡାକରା କ୍ରମେ ବଡ଼ଖେମୁଣ୍ଡି ଜୋନାଲ କମିଟି ପକ୍ଷରୁ ଗଣ ବିକ୍ଷୋଭ ଅନୁଷ୍ଠିତ ହୋଇଯାଇଛି। ସିପିଆଇ ଗଞ୍ଜାମ ଜିଲା କମିଟି ସହ ସମ୍ପାଦକ ଅଳକ ନାଥ ମିଶ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ…
ବେଉସା ବଞ୍ଚାଇବା ଚିନ୍ତାରେ ଟସର କାରିଗର
କେନ୍ଦୁଝର, ୩।୬ (ସ୍ବ.ପ୍ର.)-କରୋନା ମହାମାରୀ ଯୋଗୁ ବୁଣାକାର ପରିବାର ବିଶେଷ ଭାବେ ପ୍ରଭାବିତ ହୋଇଛନ୍ତି। ସେମାନଙ୍କ ଜୀବନଜୀବିକାରେ ଯେପରି ବ୍ରେକ ଲାଗିଯାଇଛି। ବୁଡ଼ିବାକୁ ବସିଲାଣି ସେମାନଙ୍କ କୁଳବେଉସା। ବଞ୍ଚାଇବାକୁ ଚେଷ୍ଟା କଲେ ମଧ୍ୟ ବିକ୍ରିବଟା ନ ଥିବାରୁ କାରିଗରମାନେ ଚିନ୍ତାରେ ରହିଛନ୍ତି।…
ସଙ୍ଗରୋଧ କେନ୍ଦ୍ରରୁ ଫେରାର ପ୍ରବାସୀଙ୍କୁ ଉଦ୍ଧାର କଲେ ଗ୍ରାମବାସୀ
ବେତନଟୀ,୩ା୬(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ଯୁଗଳ ପଞ୍ଚାୟତ ସଙ୍ଗରୋଧ କେନ୍ଦ୍ରରୁ ଜଣେ ପ୍ରବାସୀ ମଙ୍ଗଳବାର ଅପରାହ୍ନ ୨ଟା ବେଳେ ଫେରାର ହୋଇଯାଇଥିଲେ। ସଙ୍ଗରୋଧ କେନ୍ଦ୍ର ଦାୟିତ୍ୱରେ ଥିବା ଅଧିକାରୀ ଓ ସ୍ଥାନୀୟ ଗ୍ରାମବାସୀ ସନ୍ଧ୍ୟାରେ ଯୁଗଳ ହାଟରୁ ତାଙ୍କୁ…
ମହିଳାଙ୍କ ଉପରେ ଢାଳି ଦେଲେ ଗରମ ପେଜ
ଖଇରା, ୩ା୬(ଡି.ଏନ.ଏ.)-ବାଲେଶ୍ବର ଜିଲା ଖଇରା ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ଶ୍ବଶୁର ଘର ଲୋକେ ସୋମବାର ଗରମ ପେଜ ଢାଳି ମାରିବାକୁ ଉଦ୍ୟମ କରିଥିଲେ। ଖଇରା ପୋଲିସ ପ୍ରାଥମିକ ତଦନ୍ତ କରି ମହିଳାଙ୍କ ଦିଅର, ଶାଶୁ ଓ ଖୁଡି ଶାଶୁଙ୍କୁ ମଙ୍ଗଳବାର…

