ଆମ ଜିଲା ଖବର

ବ୍ୟାଙ୍କ ଅଫ୍‌ ବରୋଦା ଏଟିଏମ୍‌ ଭାଙ୍ଗିଲେ ଦୁର୍ବୃତ୍ତ

ବଇଣ୍ଡା,୨।୬ (ଡି.ଏନ୍‌.ଏନ.): ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ପାଇକସାହି ଗ୍ରାମରେ ଥିବା ବ୍ୟାଙ୍କ ଅଫ୍‌ ବରୋଦାରୁ ସୋମବାର ରାତିରେ ଲୁଟ୍‌ ଉଦ୍ୟମ ବିଫଳ ହୋଇଛି। କେତେକ ଦୁର୍ବୃତ୍ତ ବ୍ୟାଙ୍କର ମୁଖ୍ୟ ଫାଟକ ତାଲାକୁ ଭାଙ୍ଗି ଭିତରେ ଥିବା ଏଟିଏମ୍‌କୁ ମଧ୍ୟଭାଙ୍ଗି ଦେଇଛନ୍ତି।…

ବୋଲେରୋରେ ମୃତଦେହ ଛାଡ଼ି ଫେରାର: ପ୍ରତିବାଦରେ ସ୍ଥାନୀୟ ଲୋକଙ୍କ ଉତ୍ତେଜନା

ଓଡ଼ାପଡ଼ା, ୨।୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ୫୫ ନଂ. ଜାତୀୟ ରାଜପଥର ଗଉଡ଼ାକାଟେଣି ଛକ ନିକଟରେ ମଙ୍ଗଳବାର ସକାଳେ ଏକ ବୋଲେରୋ ଭିତରେ ଜଣେ ବ୍ୟକ୍ତିଙ୍କ ମୃତଦେହ ଥିବା ଅଞ୍ଚଳବାସୀ ଦେଖିବାକୁ ପାଇଥିଲେ। ଏହାକୁ ନେଇ ସମ୍ପୃକ୍ତ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା।…

ମହାରାଷ୍ଟ୍ରରୁ ବାଇକ୍‌ରେ ଆସିଲେ ପ୍ରବାସୀ: ଏରଣ୍ଡେଇ ଗାଁକୁ ୩୬ ଘଣ୍ଟା ପର୍ଯ୍ୟନ୍ତ ଶର୍ଟଡାଉନ୍‌ ଘୋଷଣା କଲେ ସରପଞ୍ଚ

ପାଟଣା,୨।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରଣ୍ଡେଇ ପଞ୍ଚାୟତର ଏରଣ୍ଡେଇ ଗ୍ରାମକୁ ସରପଞ୍ଚ ପାର୍ବତୀ ଦେହୁରୀ ଜିଲାପାଳଙ୍କ କ୍ଷମତା ଉପଯୋଗ କରି ସୋମବାରଠାରୁ ୩୬ ଘଣ୍ଟା ପର୍ଯ୍ୟନ୍ତ ଶର୍ଟଡାଉନ୍‌ ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ, ମହାରାଷ୍ଟ୍ରରେ ଶ୍ରମିକ ଭାବେ କାମ କରୁଥିବା ଜଣେ…

ପୁରୀରୁ ଆଉ ୫ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୬ ଛୁଇଁଲା

ପୁରୀ ଅଫିସ,୨।୬: ପୁରୀ ଜିଲାରେ ପୁଣି ୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ମଙ୍ଗଳବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ନୂଆ ଆକ୍ରାନ୍ତଙ୍କ ସମ୍ପର୍କରେ ପ୍ରଶାସନ ପକ୍ଷରୁ କୌଣସି ସୂଚନା…

କାନ୍ତକବି ଲଷ୍ମୀକାନ୍ତ ମହାପାତ୍ରଙ୍କ ପ୍ରତିମୂର୍ତ୍ତି ପୁନଃସ୍ଥାପନ ଦାବିରେ ଧାରଣା

ଭଦ୍ରକ ଅଫିସ,୬।୨: କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କୁ ଜନ୍ମମାଟି ଭଦ୍ରକରେ ଜିଲା ପ୍ରଶାସନ ଉଚିତ ସମ୍ମାନ ପ୍ରଦର୍ଶନ କରୁ ନ ଥିବା ଅଭିଯୋଗ ହୋଇଛି। ଭଦ୍ରକ ବାଇପାସ ଛକଠାରେ ଦୀର୍ଘବର୍ଷ ଧରି ସ୍ଥାପିତ ହୋଇଥିବା ଲକ୍ଷ୍ମୀକାନ୍ତ ପ୍ରତିମୂର୍ତ୍ତିକୁ କେହି ଦୁବୃର୍ତ୍ତ ଦୁଇ ବର୍ଷ…

ଓଏଚ୍‌ଆର୍‌ସିଙ୍କ ଦ୍ୱାରସ୍ଥ ହେଲେ ଏଏସ୍‌ଆଇଙ୍କ ସ୍ତ୍ରୀ

ଭୁବନେଶ୍ୱର,୨।୬ (ବ୍ୟୁରୋ): ଲକ୍‌ଡାଉନ୍‌ ସମୟରେ ଓଡ଼ିଶା ପୋଲିସରେ ବହୁ ଅଧିକାରୀ କ୍ଷମତାର ଦୁରୁପଯୋଗ କରି ନିଲମ୍ବିତ ହୋଇଛନ୍ତି। ଆଉ କେତେଜଣଙ୍କ ଔଦ୍ଧତ୍ୟ ସୀମା ଟପିଛି। ତେବେ ଭୁବନେଶ୍ୱରରେ କାର୍ଯ୍ୟରତ କମିଶନରେଟ ପୋଲିସର ଜଣେ ଏଏସ୍‌ଆଇ ଓ ତାଙ୍କ ସ୍ତ୍ରୀଙ୍କୁ ନୟାଗଡ଼ ବାଣିଗୋଚ୍ଛା…

ଖର୍ଚ୍ଚ ନ ହୋଇ ଫେରିଯିବ ୧.୦୭ କୋଟି

କଟକ ଅଫିସ,୨।୬: ଗୋଟିଏ ପଟେ ରାଜ୍ୟରେ ସଡ଼କ ଦୁର୍ଘଟଣା ପ୍ରତି ବର୍ଷ ବଢୁଥିବା ବେଳେ ଏହାକୁ ରୋକିବାରେ ପୋଲିସ ଏକପ୍ରକାର ବିଫଳ ହେଉଛି। ଅନ୍ୟପଟେ ସଡ଼କ ସୁରକ୍ଷା ଦିଗରେ ପଦକ୍ଷେପ ପାଇଁ ମିଳିଥିବା ଟଙ୍କାକୁ ମଧ୍ୟ ଖର୍ଚ୍ଚ କରିପାରୁନାହିଁ। ସଡ଼କ ସୁରକ୍ଷା…

୧୧ଜଣିଆ ଅନ୍ତରୀଣ କମିଟି ଗଠିତ

କଟକ ଅଫିସ,୨।୬: ଲକ୍‌ଡାଉନ୍‌ ଯୋଗୁ ହାଇକୋର୍ଟ ସମେତ ରାଜ୍ୟର ସମସ୍ତ ଓକିଲ ସଂଘର ନିର୍ବାଚନ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ସ୍ଥଗିତ ରହିଛି। ଏଭଳି ସ୍ଥଳେ ଓକିଲ ସଂଘଗୁଡ଼ିକର ପରିଚାଳନା ପାଇଁ ହାଇକୋର୍ଟ ଓକିଲ ସଂଘର ଅନ୍ତରୀଣ କମିଟି ଗଠିତ ହୋଇଛି। କମିଟିରେ ଜଣେ…

ସ୍ମିତାରାଣୀ ମୃତ୍ୟୁ ମାମଲା: ରୂପେଶ ଭଦ୍ରଙ୍କୁ ହାଇକୋର୍ଟରୁ ଜାମିନ

କଟକ ଅଫିସ୍‌/ଧର୍ମଶାଳା, ୨।୬(ଡି.ଏନ୍‌.ଏ.): ଯାଜପୁର ହରିଦାଶପୁର ପଞ୍ଚାୟତର ପିଇଓ ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁ ଘଟଣାରେ ଗିରଫ ହୋଇଥିବା ରୂପେଶ ଭଦ୍ରଙ୍କୁ ସୋମବାର ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ ମିଳିଛି। ଗତ ଅକ୍ଟୋବରରୁ ସେ ଜେଲ୍‌ରେ ଥିଲେ। ଜଷ୍ଟିସ୍‌ ବିଭୂ ପ୍ରସାଦ ରାଉତରାୟ ମାମଲାର…

‘ଡିସ୍‌ଚାର୍ଜ ପୂର୍ବରୁ କରାଯାଇ ନ ଥିଲା ସ୍ବାବ୍‌ ପରୀକ୍ଷା’

ଯାଜପୁର ଅଫିସ୍‌/ରସୁଲପୁର, ୨।୬ (ଡି.ଏନ୍‌.ଏ.): କରୋନା ଚିକିତ୍ସାକୁ ନେଇ ଗୁରୁତର ଅଭିଯୋଗ ଆଣିଛନ୍ତି ଆରୋଗ୍ୟ ହୋଇ ଫେରିଥିବା ଜଣେ ସଂକ୍ରମିତ। ମେଡିକାଲରୁ ଡିସ୍‌ଚାର୍ଜ କରାଯିବା ପୂର୍ବରୁ ତାଙ୍କର ସ୍ବାବ୍‌ ପରୀକ୍ଷା କରାଯାଇ ନ ଥିଲା। ଏପରିକି ସେ ତାଙ୍କ ସ୍ବାସ୍ଥ୍ୟ ସମ୍ପର୍କିତ…

ପ୍ରବାସୀ ଶ୍ରମିକଙ୍କୁ ଦିଆଗଲା ଚାଉଳ

ଚମ୍ପୁଆ,୨ା୬(ଡି.ଏନ.ଏ.)- କରୋନା ମହାମାରୀରେ ପ୍ରଭାବିତ ହୋଇଛନ୍ତି ଶ୍ରମିକ। ଶ୍ରମ ହରାଇବା ସହିତ ବହୁ କଷ୍ଟରେ ନିଜ ପୈତୃକ ଘରକୁ ଫେରୁଛନ୍ତି। କେତେକ ଶହ ଶହ କି.ମି ଚାଲି ଚାଲି ଫେରୁଛନ୍ତି ତ କେତେକ ସାଇକେଲ ଯୋଗେ ମଧ୍ୟ ନିଜ ଘରକୁ ଫେରୁଥିବା…

ବ୍ଲକ କଂଗ୍ରେସ କମିଟି ପକ୍ଷରୁ ବିଡିଓଙ୍କୁ ଦାବିପତ୍ର

ବାସୁଦେବପୁର, ୨ା୬(ଡି.ଏନ.ଏ.)-ମହାମାରୀ କରୋନା ପାଇଁ ରାଜ୍ୟ ସରକାରଙ୍କ ଦ୍ୱାରା ଘୋଷଣା କରାଯାଇଥିବା ଲକ୍‌ଡାଉନ ପାଇଁ ଶ୍ରମିକ ଓ ଗରିବ ଲୋକମାନେ ହଇରାଣ ହରକତ ହେଉଥିବା ସହ ବିଭିନ୍ନ ସରକାରୀ ସହାୟତା ଠିକ୍‌ ଭାବେ ଲୋକଙ୍କ ପାଖରେ ପହଞ୍ଚତ୍ପାରୁନାହିଁ। ଫଳରେ ସେମାନଙ୍କ ପରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?