ଆମ ଜିଲା ଖବର

ସିମେଣ୍ଟ କାରଖାନାରେ ଶ୍ରମିକ ଅଶାନ୍ତି

ବରଗଡ଼ ଅଫିସ୍‌,୨।୬ ବରଗଡ଼ ସିମେଣ୍ଟ କାରଖାନାରେ ଶ୍ରମିକ ଅଶାନ୍ତି ଦେଖାଯାଇଛି । ବିଭିନ୍ନ ଦାବି ନେଇ ବରଗଡ଼ ଇଡକଲ୍‌ ମଜଦୁର ସଂଘ କାରଖାନା ସମ୍ମୁଖରେ ଧାରଣା ଦେଇଛି । ଲକ୍‌ ଡାଉନ୍‌ କଟକଣା ଲାଗୁ ହେବା ପରେ କାରଖାନାରେ ଶ୍ରମିକମାନଙ୍କୁ କାମ…

ମଣ୍ଡିରେ ତାଲା ପକାଇଲେ ଚାଷୀ

ବରଗଡ଼ ଅଫିସ୍‌/ସରଣ୍ଡା,୨।୬ ବରଗଡ଼ ଜିଲାରେ ରବିଋତୁ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଥିବାବେଳେ କେତେକ ମଣ୍ଡିରେ ଚାଷୀଙ୍କୁ ବହୁ ହଇରାଣ ହରକତ ହେବାକୁ ପଡ଼ୁଛି । ମଣ୍ଡିରେ ପଡ଼ି ରହିଥିବା ଧାନକୁ ଦୀର୍ଘଦିନ ଧରି ମିଲର୍ସ ଉଠାଉ ନଥିବା ଯୋଗୁ ଚାଷୀମାନେ ହଟହଟାର…

ମାନବିକତା ଦେଖାଇଲେ ସରପଞ୍ଚଙ୍କ ସ୍ବାମୀ

ବରଗଡ଼ ଅଫିସ୍‌,୨।୬ ବାଟବଣା ହୋଇ ଫସି ରହିଥିବା ଝାଡ଼ଖଣ୍ଡର ପ୍ରବାସୀ ମା, ପୁଅଙ୍କୁ ସହଯୋଗ କରି ସୋମବାର ବରଗଡ଼ ଜିଲା ପାଇକମାଲ ବ୍ଲକ ଅନ୍ତର୍ଗତ କାଂସଡ଼ା ପଞ୍ଚାୟତର ସରପଞ୍ଚ ସୁଷମା ସାହୁଙ୍କ ସ୍ବାମୀ ଯୁଧିଷ୍ଠିର ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ ସାଜିଛନ୍ତି ।…

ଜିଲା କାର୍ଯ୍ୟାଳୟ ଘେରିଲେ ସ୍ବୟଂ ସହାୟକ ଗୋଷ୍ଠୀ

ଅନୁଗୋଳ ଅଫିସ୍‌, ୧।୬- ସେସୁ ସହ ଏନ୍‌ଜେନ୍‌ର ଚୁକ୍ତି ଶେଷ ହେବା ଓ ସେସୁ ପରିଚାଳନା ଦାୟିତ୍ୱ ଟାଟା ପାଓ୍ବାର କମ୍ପାନୀ ଲିମିଟେଡ୍‌କୁ ଯିବା ପରେ ଠିକା କର୍ମଚାରୀଙ୍କ ଭଳି ମିଟର ରିଡିଂ ଓ ବିଲ୍‌ ଆଦାୟ ଦାୟିତ୍ୱ ତୁଲାଉଥିବା ଅନୁଗୋଳ…

ଟୋଲକବେଡା ଗ୍ରାମବାସୀଙ୍କ ଆନ୍ଦୋଳନ

କଣିହାଁ, ୧ା୬(ଡି.ଏନ.ଏ.)- ପାଉଁଶ ଟ୍ରକ୍‌, ଭାରିଯାନ ଚଳାଚଳ ଯୋଗୁ ଉପୁଜୁଥିବା ସମସ୍ୟାର ସମାଧାନ ଓ ଅନ୍ୟାନ୍ୟ ଦାବି ନେଇ ସୋମବାର ଅନୁଗୋଳ ଜିଲା କଣିହଁା ବ୍ଲକ ଟୋଲକବେଡା ଗ୍ରାମବାସୀ ଏନ୍‌ଟିପିସି ପ୍ରକଳ୍ପ ଶକ୍ତିଦ୍ୱାର ନିକଟରେ ଆନ୍ଦୋଳନ କରିଥିଲେ। ଏଥିଯୋଗୁ ପାଉଁଶ ଟ୍ରକ୍‌…

ବେଆଇନ ପଥର ଖାଦାନରେ ଚଢ଼ାଉ: ଟ୍ରାକ୍ଟର, କଟର ମେଶିନ ଜବତ

ଢେଙ୍କାନାଳ ଅଫିସ, ୧ା୬- ଢେଙ୍କାନାଳ ସଦର ଥାନା ଗୋବିନ୍ଦପୁର ଫାଣ୍ଡି ମାଣିପୁର ପଞ୍ଚାୟତ ଅଞ୍ଚଳରେ ଥିବା ବେଆଇନ ପଥର ଖାଦାନରେ ସୋମବାର ପ୍ରଶାସନ ପକ୍ଷରୁ ଚଢାଉ କରାଯାଇଥିଲା। ଏଥିରେ ଖାଦାନରୁ ଚୋରାଚାଲାଣ କରୁଥିବା ପଥର ବୋଝେଇ ଏକ ଟ୍ରାକ୍ଟର ସହ କଟର…

ସ୍ନାନଯାତ୍ରା ଦର୍ଶନ ପାଇଁ ଜଗଦ୍‌ଗୁରୁଙ୍କୁ ନିମନ୍ତ୍ରଣ

ପୁରୀ ଅଫିସ,୧ା୬:ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଧାର୍ମିକ ପୀଠକୁ ଭକ୍ତମାନେ ଯାଇପାରିବେ ନାହିଁ। କୌଣସି ଧାର୍ମିକ ସମାବେଶ ହୋଇପାରିବ ନାହିଁ। ରାଜ୍ୟ ସରକାରଙ୍କ ଏଭଳି ନୂଆ ଗାଇଡ୍‌ଲାଇନ ପରେ ୩ ତାରିଖରେ ଶ୍ରୀମନ୍ଦିରରେ ପାଳନ ହେବାକୁ ଥିବା ଚମ୍ପକ ଦ୍ୱାଦଶୀ ନୀତିକୁ…

ସ୍ଥଗିତ ହେଲା ବରିଷ୍ଠ ନାଗରିକ ସୁରକ୍ଷା ମଞ୍ଚର ଧାରଣା

ଯୋଡା, ୧।୬ (ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହରବାସୀ ବିଭିନ୍ନ ମୌଳିକ ସୁବିଧାରୁ ବଞ୍ଚିତ ହେଉଥିବା ବିଭିନ୍ନ ସମୟରେ ଦାବି କରୁଥିଲେ ହେଁ, ପ୍ରଶାସନର ଅଣଦେଖା ହେତୁ ଦାବି ପୁରଣ ହେଉନଥିବାରୁ ଅତିଷ୍ଟ ହୋଇ ଯୋଡାବାସୀ ଧାରଣାକୁ ଓହ୍ଲାଇଥିଲେ। ଯୋଡା ବରିଷ୍ଠ ନାଗରିକ…

ସାମାନ୍ୟ ବର୍ଷାରେ ଗାଁ ରାସ୍ତା ବେହାଲ: ବର୍ଷାଋତୁ ଆସିବା ପୂର୍ବରୁ ମରାମତି ଲାଗି ଦାବି

ହିିଞ୍ଜିଳିକାଟୁ,୧।୬(ଡି.ଏନ୍‌.ଏ): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ରାଳବ ଗ୍ରାମର ସୁନାରୀ ସାହିରେ ସୋମବାର ମଧ୍ୟାହ୍ନରେ ହୋଇଥିବା ସମାନ୍ୟ ବର୍ଷାରେ ଗାଁ ରାସ୍ତା ବେହାଲ ହୋଇ ଯାଇଛି। ଏହାର ପ୍ରଭାବରେ ଡ୍ରେନପାଣି ନିଷ୍କାସନ ହୋଇ ନ ପାରି ଦୀର୍ଘ ସମୟ ରାସ୍ତା ଉପରେ…

ଛତ୍ରପୁରରେ କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧନା

ଛତ୍ରପୁର,୧।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁରର ବୁଦ୍ଧିଜୀବୀ ଓ ସାମାଜିକ କର୍ମୀଙ୍କ ପକ୍ଷରୁ ସୋମବାର ଅପରାହ୍ନରେ କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ସାମାଜିକ କର୍ମୀ ଭାଗୀରଥି ବେହେରାଙ୍କ ନେତୃତ୍ୱରେ ପୂର୍ବତନ ନଗରପାଳ ରାମଚନ୍ଦ୍ର ବେହେରା, ପୋର୍ଟ ଡକ୍‌ ୱାର୍କର୍ସ ୟୁନିୟନର ସଭାପତି ଜି…

ଭୋଗରାଇ ତହସିଲ ଆଗରେ ବିକ୍ଷୋଭ

ଭୋଗରାଇ, ୧।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ତହସିଲ ସମ୍ମୁଖରେ ସୋମବାର ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ଓ ଭାଜପାର ମିଳିତ ସହଯୋଗରେ ଶତାଧିକ ମହିଳା ଏବଂ ପୁରୁଷ ସାମାଜିକ ଦୂରତା ରକ୍ଷା କରି ନୀରବ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ସମାଜସେବୀ ଦିଲ୍ଲୀପ କାମିଳାଙ୍କ…

ନୂତନ ଛତ୍ରପୁର ଏନ୍‌ଏସି ନିର୍ବାହୀ ଅଧିକାରୀଙ୍କ ଦାୟିତ୍ୱ ଗ୍ରହଣ

ଛତ୍ରପୁର,୧।୬(ଡି.ଏନ୍‌.ଏ): ଗଞ୍ଜାମ ଜିଲା ଛତ୍ରପୁର ନୂତନ ଏନ୍‌ଏସିର ନିର୍ବାହୀ ଅଧିକାରୀ ଭାବେ ଏନ୍‌ ଗଣେଶ ବାବୁ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି । ଏହା ପୂର୍ବରୁ ସେ ବ୍ରହ୍ମପୁର ମହାନଗର ନିଗମରେ ଓଏସ୍‌ଡି ଭାବେ କାର୍ଯ୍ୟକରୁଥିଲେ । ଛତ୍ରପୁର ଏନ୍‌ଏସିର ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?