ଆମ ଜିଲା ଖବର

ନିଅଁ। ରେ ଚାଲିଲେ ମାନସିକଧାରୀ ଭକ୍ତ

ଯୋଡ଼ା, ୧୧।୧(ଡି.ଏନ.ଏ.)- କେନ୍ଦୁଝର ଜିଲା ଯୋଡା ସହରର ଭୂୟାଁ ବସ୍ତର କୋଠି ଶାଳରେ ସବୁବର୍ଷ ପରି ଚଳିତବର୍ଷ ଠାକୁରାଣୀ ମା’ଙ୍କ ଓଷା ମହା ଆଡମ୍ବରରେ ପାଳିତ ହୋଇ ଯାଇଛି । ପୌଷ ମାସରେ ହେଉଥିବା ମା’ ଠାକୁରାଣୀଙ୍କ ଏହି ଓଷାରେ...

ପୁରୁଣା ବୃତ୍ତି: ଅଲୋଡ଼ା ହୋଇ ବି ପୋଷୁଛି ପେଟ

କେନ୍ଦୁଝର, ୧୧ା୧ (ସ୍ବ.ପ୍ର.) ଆଗରୁ ଗ୍ରାମାଞ୍ଚଳରେ ଥିଲା କମାର ଶାଳ । ଲୋକେ ଛୁରି, ପନିକି, କଟୁରି, ଦା, କୋଦାଳ, ଟାଙ୍ଗିଆ ଆଦି କମାର ଶାଳରେ ପ୍ରସ୍ତୁତ କରିବା ସହ ଧାର କରିବା କାମ କରୁଥିଲେ। ଏବେ ଆଧୁନିକ ସଭ୍ୟତାରେ...

ମଣ୍ଡିରୁ ଧାନ ଉଠିବାରେ ବିଳମ୍ବ

ବନ୍ତ, ୧୧।୧ (ଡି.ଏନ.ଏ.)- ଭଦ୍ରକ ଜିଲା ବନ୍ତ ବ୍ଲକର ୧୪ଟି ମଣ୍ଡିରୁ ଧାନ ଉଠିବାରେ ବିଳମ୍ବ ହେଉଥିବା ଅଭିଯୋଗ ହୋଇଛି। ଫଳରେ ଚାଷୀମାନେ ଚିନ୍ତାରେ ପଡ଼ିଯାଇଛନ୍ତି। ଧାନ ଅମଳ ସମୟରେ ବାରମ୍ବାର ଅଦିନିଆ ବର୍ଷା ନୟାନ୍ତ କଲାଣି। ଏପଟେ ମଣ୍ଡିରୁ...

ବାଲିଡିପୋ ବିବାଦରୁ ଯୁବକଙ୍କୁ ହତ୍ୟା ଘଟଣା: ୩ ଗିରଫ

ରାସଗୋବିନ୍ଦପୁର,୧୧ା୧(ଡ଼ି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ମୂଷାମାରୀଠାରେ ବାଲିଡିପୋ ବିବାଦରୁ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା। ପୋଲିସ ଘଟଣାର ତଦନ୍ତ ଚଳାଇ ୩ ଅଭିଯୁକ୍ତଙ୍କୁ ଗିରଫ କରି ଶୁକ୍ରବାର କୋର୍ଟଚାଲାଣ କରିଛି। ଅଭିଯୁକ୍ତମାନେ ହେଲେ ମୂଷାମାରୀ...

ପର୍ଯ୍ୟଟନସ୍ଥଳୀର ବିକାଶ ଦାବି: ଦୁଇ କାର୍ଯ୍ୟାଳୟ ଘେରିଲା ଭଞ୍ଜସେନା

ବାରିପଦା ଅଫିସ,୧୧ା୧- ମୟୂରଭଞ୍ଜ ଜିଲାରେ ବହୁ ସଂଖ୍ୟକ ପର୍ଯ୍ୟଟନସ୍ଥଳୀ ଥିଲେ ମଧ୍ୟ ଏହାର ଉନ୍ନତି ଓ ରକ୍ଷଣାବେକ୍ଷଣ ଦିଗରେ ରାଜ୍ୟ କିମ୍ବା କେନ୍ଦ୍ର ସରକାର କୌଣସି ପଦକ୍ଷେପ ନେଉ ନାହାନ୍ତି। ବିଭିନ୍ନ ସଂଗଠନ ଜିଲାରେ ପର୍ଯ୍ୟଟନ ଶିଳ୍ପ ସ୍ଥାପନ ପାଇଁ...

ବୋଲେରୋ ଧକ୍କାରେ ବୃଦ୍ଧାଙ୍କ ମୃତ୍ୟୁ: ମୃତଦେହ ରଖି ରାସ୍ତାରୋକୋ

କୁଳିଅଣା,୧୧ା୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ୧୮ ନଂ. ଜାତୀୟ ରାଜପଥ ବାଇଗଣବାଡ଼ିଆ ଛକଠାରେ ଶୁକ୍ରବାର ପୂର୍ବାହ୍ନରେ ଏକ ବୋଲେରୋ ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ଏହାର ପ୍ରତିବାଦରେ ସ୍ଥାନୀୟ ଲୋକେ ମୃତଦେହ ରଖି ରାସ୍ତାରୋକୋ କରିଥିଲେ।...

ନିମ୍ନମାନର କାର୍ଯ୍ୟକୁ ବିରୋଧ କଲେ ଗ୍ରାମବାସୀ

ବଡସାହି,୧୧ା୧(ସ୍ବ.ପ୍ର.)-ବଡ଼ସାହି ବ୍ଲକ ଅଧୀନ ଭୀମଦା ପଞ୍ଚାୟତ ଚେଙ୍ଗୁଆ-ମଙ୍ଗଳପୁର ଗ୍ରାମରେ ଚାଲିଥିବା ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ନିର୍ମାଣାଧୀନ ରାସ୍ତା କାର୍ଯ୍ୟ ନିମ୍ନମାନର ହେଉଥିବା ନେଇ ଗ୍ରାମବାସୀ ଅଭିଯୋଗ କରିଛନ୍ତି । ମାଟି ଉପରେ ପିଚୁ ପକାଇ ରାସ୍ତା ତିଆରି କରୁଥିବା...

ହରିଚନ୍ଦନଙ୍କୁ ବାଲେଶ୍ୱରରେ ଭବ୍ୟ ‘ନାଗରିକ ସମ୍ବର୍ଦ୍ଧନା’: ‘ବରପୁତ୍ରଙ୍କୁ ସମ୍ମାନ ଦେବାର ବେଳ ଆସିଛି’

ବାଲେଶ୍ୱର ଅଫିସ, ୧୧।୧-ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ଶୁକ୍ରବାର ବାଲେଶ୍ୱର ପ୍ରତିଭା ବିକାଶ ମଞ୍ଚ ତରଫରୁ ଆୟୋଜିତ ସଭାରେ ‘ନାଗରିକ ସମ୍ବର୍ଦ୍ଧନା’ ପ୍ରଦାନ କରାଯାଇଛି। ସ୍ଥାନୀୟ ଟାଉନହଲ ପରିସରରେ ଅନୁଷ୍ଠିତ ଏକ ସମାରୋହରେ ସ୍ବାଗତ କମିଟି ଅଧ୍ୟକ୍ଷ ହରେକୃଷ୍ଣ ଦାସ...

ମହାବିଦ୍ୟାଳୟ ଅଧ୍ୟକ୍ଷଙ୍କ ସମ୍ମିଳନୀ: ‘ସମନ୍ବୟ ରହିଲେ ଶିକ୍ଷାର ମାନ ବୃଦ୍ଧି ହେବ’

ବାଲେଶ୍ୱର ଅଫିସ,୧୧।୧-ବାଲେଶ୍ୱର ନୂଆପାଢ଼ୀସ୍ଥିତ ଫକୀରମୋହନ ବିଶ୍ୱବିଦ୍ୟାଳୟ ପରିସରରେ ବାଲେଶ୍ୱର ଓ ଭଦ୍ରକ ଜିଲାର ସମସ୍ତ ଅନୁବନ୍ଧିତ ମହାବିଦ୍ୟାଳୟ ଅଧ୍ୟକ୍ଷମାନଙ୍କର ଏକ ସମ୍ମିଳନୀ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ବିଭିନ୍ନ ମହାବିଦ୍ୟାଳୟରୁ ୭୦ରୁ ଊର୍ଦ୍ଧ୍ୱ ଅଧ୍ୟକ୍ଷ ଏଥିରେ ଯୋଗଦେଇ ସକ୍ରିୟ ଅଂଶଗ୍ରହଣ କରିଥିଲେ।...

ରୂପ୍‌ସା, ବସ୍ତା, ଜଳେଶ୍ୱର ଷ୍ଟେଶନ ପରିଦର୍ଶନ କଲେ ଜିଏମ୍‌

ରୂପ୍‌ସା/ବସ୍ତା/ଜଳେଶ୍ୱର, ୧୧।୧(ଡି.ଏନ.ଏ./ସ୍ବ.ପ୍ର.)-ଦକ୍ଷିଣ-ପୂର୍ବ ରେଳପଥର ଜେନେରାଲ ମ୍ୟାନେଜର(ଜିଏମ୍‌) ସଞ୍ଜୟ କୁମାର ମହାନ୍ତି ପ୍ରଥମଥର ପାଇଁ ଶୁକ୍ରବାର ବାଲେଶ୍ୱର ଗସ୍ତରେ ଆସି ରୂପ୍‌ସା ଜଙ୍କଶନ, ବସ୍ତା ଓ ଜଳେଶ୍ୱର ଷ୍ଟେଶନ ପରିଦର୍ଶନ କରିଛନ୍ତି। ଏକ ସ୍ବତନ୍ତ୍ର ଟ୍ରେନ୍‌ ଯୋଗେ ସେ ବାଙ୍ଗିରିପୋଷି ଷ୍ଟେଶନ...

ଜିଲା ଶିକ୍ଷାଧିକାରୀଙ୍କ ଉପରେ ବର୍ଷିଲେ ୩ ବିଧାୟକ

ଫୁଲବାଣୀ ଅଫିସ,୧୧ା୧ -ଜିଲା ଉନ୍ନୟନ ସମନ୍ବୟ ଏବଂ ମନିଟରିଂ କମିଟି (ଦିଶା) ବୈଠକ ଶୁକ୍ରବାର ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ପ୍ରଥମଥର ପାଇଁ ପ୍ରଶାସନିକ ଅଧିକାରୀଙ୍କ ଉପରେ ବିଧାୟକ ଏବଂ ଏମ୍‌ପି ବର୍ଷିଛନ୍ତି। ବିଶେଷ କରି...

ବ୍ରହ୍ମପୁର ବନଖଣ୍ଡରେ ୧୨, ୩୩୨ ପକ୍ଷୀ

ବ୍ରହ୍ମପୁର ଅଫିସ,୧୧ା୧-ବ୍ରହ୍ମପୁର ବନଖଣ୍ଡ ଅଞ୍ଚଳରେ ପକ୍ଷୀ ଗଣନା ସରିଛି। ଗତବର୍ଷ ତୁଳନାରେ ଚଳିତ ବର୍ଷ ପକ୍ଷୀ ସଂଖ୍ୟା ବଢ଼ିଛି। ବନଖଣ୍ଡ ଅନ୍ତର୍ଗତ ବ୍ରହ୍ମପୁର, ଦିଗପହଣ୍ଡି, ସାମନ୍ତିଆପଲ୍ଲୀ ଓ ଖଲ୍ଲିକୋଟ ରେଞ୍ଜରେ ୭୨ ପ୍ରଜାତିର ୧୨, ୩୩୨ ପକ୍ଷୀ ଥିବା ଠାବ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri