ଆମ ଜିଲା ଖବର

ଜି.ଉଦୟଗିରିରେ ଘଡଘଡି ସହ ପ୍ରବଳ ବର୍ଷା

ଜି.ଉଦୟଗିରି,୧ା୬(ଡି.ଏନ.ଏ.)-ଜି.ଉଦୟଗିରି ସହର ସମେତ ଆଖପାଖ ଅଞ୍ଚଳରେ ସୋମବାର ପୂର୍ବାହ୍ନ ପ୍ରାୟ ୧୧ଟାରୁ ଦୁଇ ଘଣ୍ଟା ପର୍ଯ୍ୟନ୍ତ ଘଡଘଡି ସହ ପ୍ରବଳ ବର୍ଷା ପବନ ହୋଇଥିଲା। ଏଥିରେ ରାସ୍ତା କଡରେ ବ୍ୟବସାୟ କରୁଥିବା ଛୋଟ ବ୍ୟବସାୟୀମାନେ ବିଶେଷ କ୍ଷତିଗ୍ରସ୍ତ ହୋଇଛନ୍ତି। କନ୍ଧମାଳ ଜିଲାରେ…

ଝିଆରୀ ହତ୍ୟାକାରୀ ଦାଦା ଗିରଫ

ନୟାଗଡ଼ ଅଫିସ/ଦଶପଲ୍ଲା,୧ା୬(ଡି.ଏନ୍‌.ଏ.): ଝିଆରୀ ହତ୍ୟା ଅଭିଯୋଗରେ ନୟାଗଡ଼ ଜିଲା ଦଶପଲ୍ଲା ପୋଲିସ ସୋମବାର ଦାଦା ବିପିନ ବିହାରୀ ଦାସ(୩୮)ଙ୍କୁ ଗିରଫ କରିଛି । ଏଥିସହ ହତ୍ୟାରେ ବ୍ୟବହୃତ ଠେଙ୍ଗାକୁ ମଧ୍ୟ ଜବତ କରିଛି । ପ୍ରକାଶ ଯେ, ଦଶପଲ୍ଲା ସହର ମାଳିସାହିରେ…

କେନ୍ଦ୍ରାପଡ଼ା ଜିଲା ଏବେ କରୋନା ହଟ୍‌ସ୍ପଟ୍‌: ଆକ୍ରାନ୍ତ ସଂଖ୍ୟା ୧୦୦ ଟପିଲା

କେନ୍ଦ୍ରାପଡ଼ା ଅଫିସ, ୧ା୬: କେନ୍ଦ୍ରାପଡ଼ା ଜିଲା ଏବେ କରୋନା ହଟ୍‌ସ୍ପଟ୍‌ ପାଲଟିଛି । ଏପ୍ରିଲ ୭ରେ ଜିଲାରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଇତିମଧ୍ୟରେ ଏହା ୧୦୦ ଟପିଛି। ସୋମବାର ଘୋଷଣା ହୋଇଥିବା ରାଜ୍ୟର ୧୫୬ ନୂତନ ଆକ୍ରାନ୍ତଙ୍କ…

କଂସାମାରି ଗ୍ରାମରୁ ବିରଳ ପ୍ରଜାତିର ବଜ୍ରକାପ୍ତା ଉଦ୍ଧାର

ପାଟପୁର,୧ା୬(ଡି.ଏନ.ଏ.)-ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମର ନନ୍ଦ ଗୌଡ଼ଙ୍କ କୂଅରୁ ସୋମବାର ଏକ ବିରଳ ପ୍ରଜାତିର ବଜ୍ରକାପ୍ତା ଉଦ୍ଧାର କରାଯାଇଛି। ଗ୍ରାମର ଯୁବକ ଗୋଷ୍ଠୀ ବଜ୍ରକାପ୍ତାକୁ ଦେଖି ପୋଡାମାରି ବନବିଭାଗ ଅଧିକାରୀଙ୍କୁ ଖବର ଦେଇଥିଲେ। ବନବିଭାଗ ଅଧିକାରୀ କାଳୀଚରଣ ବେହେରାଙ୍କ ନିର୍ଦ୍ଦେଶକ୍ରମେ ଫରେଷ୍ଟର…

ଫନୀ କ୍ଷତିଗ୍ରସ୍ତଙ୍କ ଜୋରଦାର ଆନ୍ଦୋଳନ: ଆତ୍ମାହୁତି ଧମକକୁ ନେଇ ପ୍ରଶାସନ ସଜାଗ

ସାକ୍ଷୀଗୋପାଳ,୧।୬(ଡି.ଏନ୍‌.ଏ.): ଫନୀ ବାତ୍ୟାକୁ ବର୍ଷେ ବିତିଯାଇଥିଲେ ସୁଦ୍ଧା ମିଳିନି ସରକାରୀ ସହାୟତା। ଏ ନେଇ ୭ ଦଫା ଦାବିରେ ଗତ ସପ୍ତାହ ବ୍ୟାପୀ ସାକ୍ଷୀଗୋପାଳ ଓଭରବ୍ରିଜ୍‌ ତଳେ ଧାରଣାଦେଇ ବସି ରହିଥିବା ଶତାଧିକ ମହିଳା ଓ ପୁରୁଷ ସୋମବାର ଆନ୍ଦୋଳନକୁ ଜୋରଦାର…

କଥାବାର୍ତ୍ତା ହେଲା କାଳ: ବଜ୍ରପାତରେ ଚାଲିଗଲା ୨ ଜୀବନ, ଜଣେ ଗୁରୁତର

ବୁଗୁଡ଼ା,୧ା୬(ଡି.ଏନ.ଏ.)-ବୁଗୁଡ଼ା ଥାନା ଡେଙ୍ଗାବାଡ଼ ଗ୍ରାମରେ ସୋମବାର ଅପରାହ୍ନରେ ବଜ୍ରପାତ ଘଟି ୨ ଜଣ ଯୁବକଙ୍କ ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ ଡେଙ୍ଗାବାଡ଼ି ଗ୍ରାମର ସନ୍ତୋଷ ଗୌଡ଼ (୩୦) ଓ ଅନ୍ୟ ଜଣେ ତାକରଡ଼ା ଗ୍ରାମର ନୀଳାଞ୍ଚଳ ଆଲଟିଆ(୨୮)।…

ଆମ୍ବପାଳ ଗ୍ରାମରେ ଅଗ୍ନିକାଣ୍ଡ: ୩ ବଖରା ସହ ଜଳିଗଲେ ବୃଦ୍ଧା

ବଇଣ୍ଡା,୧ା୬(ଡି.ଏନ.ଏ.)-ଅନୁଗୋଳ ଜିଲା କିଶୋରନଗର ବ୍ଲକ ଆମ୍ବପାଳ ଗ୍ରାମରେ ସୋମବାର ପୂର୍ବାହ୍ନରେ ନିଆଁରେ ପୋଡ଼ି ହୋଇ ପୁଞ୍ଜେଇ ପ୍ରଧାନ(୯୦)ଙ୍କ ମୃତ୍ୟୁ ଘଟିଛି। ଏଥିସହ ତାଙ୍କର ୩ ବଖରା ଚାଳ ଘର ଜଳିଯାଇଛି। ଘଟଣା ମୁତାବକ, ଘରେ କେହି ନ ଥିବାବେଳେ ପୁଞ୍ଜେଇ ରୋଷେଇ…

ବାଳସୁଧାର ଗୃହରୁ ଅନ୍ତେବାସୀ ଚମ୍ପଟ ଘଟଣା: ଦୁଇ ସପ୍ତାହ ପରେ ମଧ୍ୟ ୩ ଜଣଙ୍କ ମିଳୁନି ପତ୍ତା

ବ୍ରହ୍ମପୁର ଅଫିସିି,୧।୬: ପର୍ଯ୍ୟବେକ୍ଷଣ ଆବାସ ଓ ବାଳସୁଧାର ଗୃହରୁ ୭ ଅନ୍ତେବାସୀ ଚମ୍ପଟ ମାରିଥିବା ଘଟଣାର ଦୁଇ ସପ୍ତାହ ପରେ ମଧ୍ୟ ୩ ଜଣଙ୍କର ପତ୍ତା ମିଳିପାରିନାହିଁ। ଫଳରେ ଏବେ ଉଭୟ ପୋଲିସ ଓ ବାଳସୁଧାରଗୃହର ଅଧୀକ୍ଷକ ପାଇଁ ଚିନ୍ତାର କାରଣ…

ଗାଧୁଆତୁଠରୁ ବାଲି ଉତ୍ତୋଳନକୁ ବିରୋଧ: ଉପଜିଲାପାଳଙ୍କ ନିକଟରେ ଫେରାଦ ହେଲେ ଗ୍ରାମବାସୀ

ଆନନ୍ଦପୁର,୧।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ତହସିଲ ଅନ୍ତର୍ଗତ ଗୋହିରା ପଞ୍ଚାୟତ ତାଳଗାଁ ନିକଟ କଲରାଗଡ଼ିଆ ଅଞ୍ଚଳରେ ଥିବା ବୈତରଣୀ ନଦୀର ଗାଧୁଆତୁଠରୁ ବାଲି ଚାଲାଣକୁ ଗ୍ରାମବାସୀ ବିରୋଧ କରିଛନ୍ତି। ଏ ନେଇ ସେମାନେ ସୋମବାର ମଧ୍ୟାହ୍ନରେ ଆନନ୍ଦପୁର ଉପଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି।…

ଦିନରାତି କାର୍ଯ୍ୟରେ ଲାଗିଛନ୍ତି ଅଗ୍ନିଶମ କର୍ମଚାରୀ: ଟ୍ରେନ୍‌, ବସ୍‌ରେ ଆସୁଥିବା ପ୍ରବାସୀଙ୍କୁ କରାଯାଉଛି ସାନିଟାଇଜ

ଛତ୍ରପୁର,୧।୬(ଡି.ଏନ୍‌.ଏ.): କରୋନା ସଂକ୍ରମଣକୁ ରୋକିବା ପାଇଁ ଗଞ୍ଜାମ ଜିଲା ଅଗ୍ନିଶମ କର୍ମଚାରୀ ଦିନରାତି କାର୍ଯ୍ୟରେ ଲାଗିଛନ୍ତି। ଉଭୟ ବ୍ରହ୍ମପୁର, ଜଗନ୍ନାଥପୁର ଷ୍ଟେଶନକୁ ଅନ୍ୟ ରାଜ୍ୟରୁ ପ୍ରବାସୀମାନେ ଆସୁଛନ୍ତି। ପ୍ରବାସୀ ଓହ୍ଲାଇବା ପରେ ଷ୍ଟେଶନରେ ତାଙ୍କ ବ୍ୟାଗ୍‌ଠାରୁ ଆରମ୍ଭ କରି ପ୍ଲାଟ୍‌ଫର୍ମ, ସହ…

ମାସକ ମଧ୍ୟରେ ଫେରିଲେଣି ଦେଢ଼ଲକ୍ଷ ପ୍ରବାସୀ

ଛତ୍ରପୁର,୧।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବ୍ରହ୍ମପୁର ଓ ଜଗନ୍ନାଥପୁର ଷ୍ଟେଶନକୁ ମାସକ ମଧ୍ୟରେ ୧ ଲକ୍ଷ ୫୦ ହଜାରରୁ ଊର୍ଦ୍ଧ୍ୱ ପ୍ରବାସୀ ଫେରିଲେଣି। ତେବେ ଏଥିରେ ଗଞ୍ଜାମ ସମେତ ଓଡ଼ିଶାର ବିଭିନ୍ନ ଜିଲାର ଲୋକ ରହିଛନ୍ତି। ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଏମାନଙ୍କ…

ଡୁମ୍ବୁଳା ଗ୍ରାମରେ ମାତିଲେ ଦୁର୍ବୃତ୍ତ; କବାଟ ଭାଙ୍ଗି ନେଇଗଲେ ଅଳଙ୍କାର, ଟଙ୍କା

ଦିଗପହଣ୍ଡି,୧।୬(ଡି.ଏନ.ଏ.)-ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବଡଡୁମ୍ବୁଳା ପଞ୍ଚାୟତ ଅଧୀନ ସାନ ଡୁମ୍ବୁଳା ଗ୍ରାମରେ ରବିବାର ରାତିରେ ଲୁଟ୍‌ ହୋଇଛି। ଗ୍ରାମର ଜି.ରାଧାକାନ୍ତ ପ୍ରଧାନ ଓ ତାଙ୍କ ସାନଭାଇ ଜି. ଲକ୍ଷ୍ମୀ ପ୍ରଧାନଙ୍କ ଘର କବାଟ ଭାଙ୍ଗି ଦୁର୍ବୃତ୍ତମାନେ ସୁନା, ରୂପାଗହଣା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?