ଆମ ଜିଲା ଖବର

ଗାଧୋଇବାକୁ ଯାଇ ପୋଖରୀରେ ବୁଡିଗଲେ ୨ ନାବାଳିକା, ୨ ନାବାଳକ

ଢେଙ୍କାନାଳ ଅଫିସ, ୧।୬: ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଅଞ୍ଚଳରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ବାରବାଙ୍କ ଶବର ସାହିରେ ଥିବା ପୋଖରୀକୁ ଗାଧୋଇବାକୁ ଯାଇ ୪ ଜଣଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ୨ ନାବାଳିକା ଥିବା…

ଏଣିକି ଓ୍ବେବ୍‌ ପୋର୍ଟାଲରେ କରାଯିବ ଅଭିଯୋଗ: ଖୋର୍ଦ୍ଧା ଜିଲାର ୨୦୯ଟି ସଂସ୍ଥା, ବିଭାଗ ସହ ହୋଇଛି ସଂଯୋଗ

ଖୋର୍ଦ୍ଧା ଅଫିସ,୧।୬: ଏଣିକି ଅଭିଯୋଗ ଲାଗି ଆଉ ଖୋର୍ଦ୍ଧା ଜିଲାପାଳଙ୍କ କାର୍ଯ୍ୟାଳୟକୁ ଦୌଡିବାକୁ ପଡ଼ିବ ନାହିଁ। କାରଣ ଜିଲା ପ୍ରଶାସନ ପକ୍ଷରୁ ସୋମବାର ଏକ ୱେବ ପୋର୍ଟାଲ ଉଦ୍‌ଘାଟନ କରାଯାଇଛି। ଏଣିକି ଅଭିଯୋଗକାରୀ ଏହି ପୋର୍ଟାଲରେ ନିଜ ଅଭିଯୋଗ କରିପାରିବେ। ଏହି…

ଭଦ୍ରକରେ ୧୨୦ ଛୁଇଁଲା ଆକ୍ରାନ୍ତଙ୍କ ସଂଖ୍ୟା

ଭଦ୍ରକ ଅଫିସ,୧ା୬: ସୋମବାର ଜିଲାରୁ ୭ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଜିଲାରେ ଏବେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୨୦ ଛୁଇଁଛି। ଏମାନଙ୍କ ମଧ୍ୟରୁ କିଛି କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚି଼ହ୍ନଟ ହୋଇଥିବା ବେଳେ ଅନ୍ୟ କିଛି ଗାଁରୁ ଚି଼ହ୍ନଟ ହୋଇଥିବା ଜଣାପଡ଼ିଛି।

ରେଲ୍‌ଓ୍ବେ ଶ୍ରମିକଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ପ୍ଲାଣ୍ଟକୁ ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ

ବଅଁରପାଳ,୧ା୬(ଡି.ଏନ୍‌.ଏ.): ସୋମବାର ନାଲ୍‌କୋ ସ୍ମେଲଟର ଓ ସିପିପି ପ୍ଲାଣ୍ଟରେ ରେଲଓ୍ବେ ଅପରେଶନରେ କାର୍ଯ୍ୟ କରୁଥିବା ୧୫୦ରୁ ଊର୍ଦ୍ଧ୍ୱ ଶ୍ରମିକ ବିଭିନ୍ନ ଦାବି ନେଇ କାର୍ଯ୍ୟବନ୍ଦ ଆନ୍ଦୋଳନ କରିଛନ୍ତି। ଫଳରେ ପ୍ଲାଣ୍ଟ୍‌୍‌କୁ ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଏହି ଶ୍ରମିକମାନେ ଦୀର୍ଘ ୨…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ବୃଦ୍ଧଙ୍କ ଜୀବନ

ଭଦ୍ରକ ଅଫିସ,୧ା୬: ସୋମବାର ସକାଳୁ ବିଦ୍ୟୁତ୍‌ ଆଘାତରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧିନସ୍ଥ କୁରଣ୍ଡ ଗ୍ରାମର ଗୌରାଙ୍ଗ ମୁଦୁଲି ବୋଲି ଜଣାପଡ଼ିଛି। ସେ ସକାଳୁ ଏକ ବିଦ୍ୟୁତ୍‌ ତାରରେ ଲାଗିଯାଇଥିଲେ। ଗ୍ରାମବାସୀ ତାଙ୍କୁ…

କେନ୍ଦ୍ରାପଡ଼ାରେ ୫୦ ନୂଆ କରୋନା ପଜିଟିଭ୍‌ ଚିହ୍ନଟ, ୧୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

କେନ୍ଦ୍ରାପଡ଼ା ଅଫିସ,୧ା୬: କେନ୍ଦ୍ରାପଡ଼ା ଜିଲାରେ ସୋମବାର ୫୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସମସ୍ତ ଚିହ୍ନଟ ଆକ୍ରାନ୍ତଙ୍କୁ ଛତାସ୍ଥିତ କୋଭିଡ୍‌ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିବା ଜିଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି। ଜିଲାପାଳ କହିଛନ୍ତି ଯେ, ନୂତନ ଚିହ୍ନଟଙ୍କ ମଧ୍ୟରେ…

ବନ୍ତରୁ ୩ କରୋନା ପଜିଟିଭ ଚିହ୍ନଟ

ବନ୍ତ,୧ା୬(ଡି.ଏନ୍‌.ଏ/ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ ବ୍ଲକରୁ ସୋମବାର ୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ କେନ୍ଦୁଆପଦା ପଞ୍ଚାୟତ ଗଣ୍ଡଗରା ଗ୍ରାମର ହୋଇଥିବା ବେଳେ ସେ ଓଡ଼ଙ୍ଗ କ୍ବାରାଣ୍ଟାଇନ ସେଣ୍ଟରରେ ରହି ଘରକୁ ଫେରିଥିଲେ। ଅନ୍ୟ ୨ ଜଣ…

କଟକଣା ଅଭାବ: ଭାରିଯାନ ଚଳାଚଳରୁ ଛିଣ୍ଡିଲା ବିଦ୍ୟୁତ୍‌ ତାର, ସାଧାରଣରେ ଅସନ୍ତୋଷ

କେନ୍ଦୁଝର,୧ା୬(ସ୍ବ.ପ୍ର.): କଟକଣା ଅଭାବରୁ କେନ୍ଦୁଝର ସହରର ବିଭିନ୍ନ ଗଳି ରାସ୍ତାରେ ଭାରିଯାନ ଚଳାଚଳ ଜାରିରହିଛି। ଫଳରେ ଟ୍ରାଫିକ ସମସ୍ୟା ସୃଷ୍ଟି ହେବା ସହ ରାସ୍ତା, ଡ୍ରେନ୍‌ ଭାଙ୍ଗୁଛି। ସୋମବାର ଅଜନ୍ତା ଲଜ୍‌ ଗଳିରେ ଭାରୀଯାନ ଚଳାଚଳ ଯୋଗୁ ଅନେକ ଦୋକାନର ବିଦ୍ୟୁତ୍‌…

ମହିଳା ସରପଞ୍ଚଙ୍କୁ ଅସଦାଚରଣ, ଆକ୍ରମଣ ଘଟଣା: ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୧।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଞ୍ଚଳରେ ଜଣେ ମହିଳା ସରପଞ୍ଚଙ୍କୁ ଅସଦାଚରଣ ଓ ଆକ୍ରମଣ ଘଟଣାରେ ପୋଲିସ ସୋମବାର ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ସୁଣ୍ଢିପଲ୍ଲୀ ଗାଁର ଡାକ ସ୍ବାଇଁ। ପ୍ରକାଶ ଯେ, ମହିଳା…

ସ୍ବତନ୍ତ୍ର ପ୍ୟାକେଜ୍‌ ଘୋଷଣା ଦାବିକଲା ଘରୋଇ ବସ୍‌ କର୍ମଚାରୀ ସଂଘ

ଭଦ୍ରକ ଅଫିସ,୧ା୬: ଭଦ୍ରକ ଘରୋଇ ବସ୍‌ କର୍ମଚାରୀ ସଂଘ ପକ୍ଷରୁ ସୋମବାର ଜିଲାପାଳଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଏହି ବର୍ଗର ଲୋକଙ୍କ ପାଇଁ ସ୍ବତନ୍ତ୍ର ପ୍ୟାକେଜ୍‌ ଘୋଷଣା କରିବା ପାଇଁ ଦାବି କରାଯାଇଛି। ପ୍ରତିଟି ବର୍ଗର ଲୋକଙ୍କୁ ବିଭିନ୍ନ ଘୋଷଣା…

ଅନ୍‌ଲାଇନରେ ଯୁକ୍ତ ଦୁଇ ଖାତାଦେଖା ଆରମ୍ଭ: ୬୫ ଅଧ୍ୟାପିକା, ଅଧ୍ୟାପକ ନିଯୁକ୍ତ

କଟକ ଅଫିସ,୧।୬: ଯୁକ୍ତଦୁଇ ପରୀକ୍ଷାର ଉତ୍ତର ଖାତାଦେଖା ସୋମବାରଠାରୁ ଆରମ୍ଭ ହୋଇଛି। କେବଳ ଅନ୍‌ଲାଇନରେ ଭୁବନେଶ୍ୱର ଏବଂ କଟକରେ ଖାତା ଦେଖାଯାଉଛି। କଟକ ଲିଙ୍କ୍‌ରୋଡ଼ସ୍ଥିତ ଏକ କମ୍ପ୍ୟୁଟର ଶିକ୍ଷାନୁଷ୍ଠାନରେ ଖାତାଦେଖା ପାଇଁ ବ୍ୟବସ୍ଥା କରାଯାଇଛି। ଏହି କେନ୍ଦ୍ରରେ ୬୪ଟି କମ୍ପ୍ୟୁଟର ଥିବାବେଳେ…

ଗହମ ବୋଝେଇ ପିକ୍‌ଅପ୍‌ ଜବତ, ଡ୍ରାଇଭର ଅଟକ

ଭଦ୍ରକ ଅଫିସ,୧ା୬: ରବିବାର ରାତିରେ ଚୋରା ଚାଲାଣ ସନ୍ଦେହରେ ଗହମ ବୋଝେଇ ପିକ୍‌ଅପ୍‌ ଜବତ କରିଛି ଭଦ୍ରକ ଜିଲା ଧାମନଗର ପୋଲିସ। ପିକ୍‌ଅପ୍‌ଟି ୪୨ବସ୍ତା ଗହମ ନେଇ ଦୋବଲ ଅଭିମୁଖେ ଯାଉଥିବା ବେଳେ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଧାମନଗର ଛକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?