ଆମ ଜିଲା ଖବର

ଯୁବକଙ୍କ ମୃତଦେହ ଉଦ୍ଧାର

ସଜନାଗଡ଼,୧୦।୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ବିଇଓ କାର୍ଯ୍ୟାଳୟ ନିକଟରୁ ଶୁକ୍ରବାର ପୂର୍ବାହ୍ନରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣକ ହେଲେ ଆମ୍ବଡିହା ଗ୍ରାମର ନିରଞ୍ଜନ ମଲ୍ଲିକଙ୍କ ପୁଅ ରାଜେଶ(୩୪)। ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ ପାଟିରୁ...

ଚକାଫାଟି ଗଛରେ ପିଟିହେଲା ଆମ୍ବୁଲାନ୍ସ, ୨ ଆହତ

ସଜନାଗଡ଼,୧୦।୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ଜାମୁନା ଅଞ୍ଚଳକୁ ରୋଗୀ ଆଣିବାକୁ ଯାଉଥିବା ବେଳେ ଚକା ଫାଟିଯିବାରୁ ଏକ ଆମ୍ବୁଲାନ୍ସ ଗଛରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଶୁକ୍ରବାର ପୂର୍ବାହ୍ନରେ ଓଡି ୦୧ ଏଡି ୬୩୩୬ ବିଶିଷ୍ଟ ୧୦୮ ଆମ୍ବୁଲାନ୍ସ ରୋଗୀ...

ରେବେସା ମଠ ଉଚ୍ଛେଦ ଆରମ୍ଭ

ପୁରୀ ଅଫିସ,୧୦।୧: ଶ୍ରୀମନ୍ଦିର ସୁରକ୍ଷା ଓ ସୌନ୍ଦର୍ଯ୍ୟକରଣ ପାଇଁ ମେଘନାଦ ପାଚେରିଠାରୁ ୭୫ ମିଟର ପରିଧି ମଧ୍ୟରେ ଉଚ୍ଛେଦ କାର୍ଯ୍ୟ ଜାରି ରହିଛି। ଶୁକ୍ରବାର ଉତ୍ତର ଦ୍ୱାର ନିକଟରେ ଥିବା ରେବେସା ମଠ ଉଚ୍ଛେଦ କାର୍ଯ୍ୟ ପ୍ରଶାସନ ଆରମ୍ଭ କରିଛି...

୫ରୁ ଊର୍ଦ୍ଧ୍ୱ ଲୋକଙ୍କ ଘର ଭାଙ୍ଗିଲା ହାତୀ

ପାଟଣା,୧୦।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ଗୋଟିକିଆ ଦନ୍ତାହାତୀର ଆତଙ୍କରାଜ ଯୋଗୁ ଲୋକେ ଭୟଭୀତ ଅବସ୍ଥାରେ ଅଛନ୍ତି। ଗୁରୁବାର ବିଳମ୍ବିତ ରାତିରେ ଏହି ଦନ୍ତାହାତୀଟି ପାଟଣା ରେଞ୍ଜର ବଡ଼ବିଲ, ଜମୁନାଳିଆ, ତାଳସରୁଆ, ହଳଦୀବଟା, ନୂଆଗାଁ ଓ ଦୁବେଇପେଣ୍ଠ ଆଦି ଗ୍ରାମରେ...

ବଡ଼ସାହି ଜଙ୍ଗଲରେ ଘୂରିବୁଲୁଛି ଦନ୍ତାହାତୀ: ଲୋକେ ଭୟଭୀତ

ବଡ଼ସାହି,୧୦।୧(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ବଡ଼ସାହି-ଉଦଳା ରାସ୍ତାର ସୁହାଗପୁର ଜଙ୍ଗଲରେ ଶୁକ୍ରବାର ଭୋର୍‌ରୁ ଏକ ଦନ୍ତାହାତୀ ବାଟବଣା ହୋଇ ଘୂରିବୁଲୁଛି। ରାସ୍ତାରେ ଚଳପ୍ରଚଳ କରୁଥିବା ଦେଖି ଲୋକମାନେ ଭୟଭୀତ ହୋଇଛନ୍ତି। ଖବରପାଇ ଡୁକୁରା ରେଞ୍ଜର କର୍ମଚାରୀ, ବଡ଼ସାହି ଫରେଷ୍ଟର ଓ ସ୍ଥାନୀୟ...

ମହାରାଷ୍ଟ୍ରରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ବାଙ୍କୀ,୧୦।୧(ବି.ପ୍ର): ମହାରାଷ୍ଟ୍ରର ଏକ ଘରୋଇ କମ୍ପାନୀରେ କାମ କରୁଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ସୋମବାର ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ସେ ହେଲେ ବାଙ୍କୀ ବ୍ଲକ ଅନ୍ତର୍ଗତ ସହଗଁା ଗୋପାଳପୁର ଗ୍ରାମର ସମୀର କୁମାର ସିଠ(୩୩)। ଏକ ସ୍ବତନ୍ତ୍ର ଆମ୍ବୁଲାନ୍ସ...

ଏରସମା ଫାଶୀଦଣ୍ଡ ମାମଲା:୨୪ରେ ପରବର୍ତ୍ତୀ ଶୁଣାଣି

କଟକ ଅଫିସ,୧୦।୧: ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅଞ୍ଚଳରେ ଘଟିଥିବା ନାବାଳିକା ବଳାତ୍କାର ଓ ହତ୍ୟା ଘଟଣାରେ ଫାଶୀଦଣ୍ଡ ପାଇଥିବା କାଳିଆ ମାନା ମାମଲା ଉପରେ ଗୁରୁବାର ହାଇକୋର୍ଟରେ ଶୁଣାଣି ହୋଇଥିଲା। ଏହି ମାମଲାରେ ରାଜ୍ୟ ସରକାରଙ୍କ ପକ୍ଷରୁ କୋର୍ଟରେ...

ବାରିପଦା ଫାଶୀଦଣ୍ଡ ମାମଲା: ୧୪ରେ ପରବର୍ତ୍ତୀ ଶୁଣାଣି

କଟକ ଅଫିସ,୧୦।୧: ୮ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରିବା ଘଟଣାର ଅଭିଯୁକ୍ତ ଯାମିନୀକାନ୍ତ ମହନ୍ତଙ୍କୁ ତଳକୋର୍ଟ ଫାଶୀଦଣ୍ଡରେ ଦଣ୍ଡିତ କରିଛନ୍ତି। ଉକ୍ତ ଫାଶୀ ଦଣ୍ଡାଦେଶ ମାମଲାର ଶୁଣାଣି ଗୁରୁବାର ହାଇକୋର୍ଟରେ ହୋଇଥିଲା। ବିଚାରପତି ଜଷ୍ଟିସ ଅକ୍ଷୟ କୁମାର...

ବିପର୍ଯ୍ୟସ୍ତ ଅବସ୍ଥାରେ ଜଟଣୀ କୃଷକ ବଜାର: ଲକ୍ଷାଧିକ ଟଙ୍କା ବ୍ୟୟ, କାମରେ ଲାଗୁନି

ଜଟଣୀ,୧୦।୧(ଡି.ଏନ.ଏ): ଜଟଣୀ ନିୟନ୍ତ୍ରିତ ବଜାର କମିଟି(ଆର୍‌ଏମ୍‌ସି) ପକ୍ଷରୁ ୨୦୦୧ରେ ଏଠାରେ କୃଷକ ବଜାର ଆରମ୍ଭ କରାଯାଇଥିଲା। ଏହା ଏବେ ବିପର୍ଯ୍ୟସ୍ତ ଅବସ୍ଥାରେ ପଡିରହିଛି। ଚାଷୀଙ୍କ ଉତ୍ପାଦିତ ଦ୍ରବ୍ୟର ଉଚିତ୍‌ ମୂଲ୍ୟ ପ୍ରଦାନ ସହ ଖାଉଟିଙ୍କୁ ସଦ୍ୟ ଫଳ ପନିପରିବା ସୁଲଭ...

ପାରାଦୀପ ଟ୍ରକ୍‌ ସଂଘ ବିବାଦ ପ୍ରସଙ୍ଗ: ବୈଠକ ବସିଲା, ସମାଧାନ ହେଲାନି

ପାରାଦୀପ,୧୦।୧ (ସ୍ବ.ପ୍ର.): ପାରାଦୀପ ଟ୍ରକ ମାଲିକ ସଂଘଗୁଡ଼ିକ ମଧ୍ୟରେ ଚାଲିଥିବା ବିବାଦ ସମାଧାନ ପାଇଁ ଗୁରୁବାର ପ୍ରଶାସନିକ ଅଧିକାରୀଙ୍କ ଉପସ୍ଥିତିରେ ତ୍ରିପାକ୍ଷିକ ବୈଠକ ବସିଥିଲେ ବି କିଛି ନିଷ୍କର୍ଷ ବାହାରି ପାରିନାହିଁ। ହାଇକୋର୍ଟ ନିଷ୍ପତ୍ତିକୁ ନେଇ ଅଙ୍କ ଛିଡୁ ନ...

ପୂଜକ-ମ୍ୟାନେଜିଂ ଟ୍ରଷ୍ଟି ଆଲୋଚନା ବିଫଳ

ରଘୁନାଥପୁର, ୧୦ା୧(ଡି.ଏନ.ଏ.): ଜଗତ୍‌ସିଂହପୁର ଜିଲା ରଘୁନାଥପୁର ବ୍ଲକ କେରେକେରାସ୍ଥିତ ପ୍ରଭୁ ଗୋରଖନାଥ ପୀଠରେ ପ୍ରସାଦ ବ୍ୟବସ୍ଥାକୁ ନେଇ ଲାଗି ରହିଥିବା ବିବାଦ ଥମିବାର ନଁା ଧରୁନି। ପୂଜକ ଓ ମ୍ୟାନେଜିଂ ଟ୍ରଷ୍ଟି ଆଲୋଚନା ଗୁରୁବାର ବିଫଳ ହୋଇଛି। ଗୋଟେ ପଟେ...

ପରିତ୍ୟକ୍ତ ଗୃହରେ ଚାଲିଛି ‘ସଖୀ’ କେନ୍ଦ୍ର ନିଜସ୍ବ ବିଲ୍ଡିଂ ପାଇଁ ଚିହ୍ନଟ ଜମିକୁ ନେଇ ଦ୍ୱନ୍ଦ୍ୱ

ଜଗତ୍‌ସିଂହପୁର ଅଫିସ୍‌,୧୦।୧: ରାଜଧାନୀ ଦିଲ୍ଲୀରେ ନିର୍ଭୟା ଗଣବଳାତ୍କାର ଓ ହତ୍ୟା ଘଟଣା ସାରା ଦେଶବାସୀଙ୍କୁ ସ୍ତବ୍ଧ କରିଦେଇଥିଲା। ଏହି ମାମଲାର ବିଚାର ସମୟରେ ନିର୍ଯାତନାର ଶିକାର ହେଉଥିବା ନାବାଳିକା, ଯୁବତୀ ଓ ମହିଳାମାନଙ୍କୁ ସହାୟତା ପାଇଁ ୱାନ୍‌ ଷ୍ଟପ୍‌ ସେଣ୍ଟର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri