ତାଣ୍ଡବ ରଚିଲା ଘୂର୍ଣ୍ଣି ଝଡ଼: ଆହତଙ୍କୁ ଭେଟିଲେ ଏମ୍ପି ଅନନ୍ତ ନାୟକ
କେନ୍ଦୁଝର,୧୭।୩(ନରେଶ ଚନ୍ଦ୍ର ପଟ୍ଟନାୟକ): ମୟୂରଭଞ୍ଜ ଜିଲା କରଞ୍ଜିଆ ଅଞ୍ଚଳରେ ତାଣ୍ଡବ ରଚିଛି ଘୂର୍ଣ୍ଣି ଝଡ଼। ଏଥିରେ ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇ କେନ୍ଦୁଝର ଧରଣୀଧର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଏଭଳିସ୍ଥିତିରେ ସୋମବାର ଜଙ୍ଗଲ ଓ ପରିବେଶ ମନ୍ତ୍ରୀ…
ଶଳାଙ୍କୁ ପିଟିପିଟି ହତ୍ୟା କଲେ ଭିଣୋଇ: ଅଭିଯୁକ୍ତଙ୍କୁ ଧରିଲା ପୋଲିସ
ଭେଡେନ ,୧୭।୩(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଚିଚିଣ୍ଡା ହାଇସ୍କୁଲ ପଡ଼ାରେ ମଙ୍ଗଳବାର ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ସୁଦୀପ ବାଗ(୨୮)ଙ୍କୁ ତାଙ୍କ ଭିଣୋଇ ସାଳନା ଗ୍ରାମର ଶୁକଦେବ ମହାନନ୍ଦ(୫୦) କାଠ ଫାଳିଆରେ ପିଟିପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି…
ଡେଲାଙ୍ଗରେ ଭୟଙ୍କର ବୋମା ବିସ୍ଫୋରଣ: ହାତ ପାପୁଲି ଛିଣ୍ଡି…
ପିପିଲି,୧୭।୩: ପୁରୀ ଜିଲା ଡେଲାଙ୍ଗ ଥାନା ଅଧୀନ ଏକ ଜଙ୍ଗଲରେ ମଙ୍ଗଳବାର ଅଘଟଣ ଘଟିଛି। ବୋମା ଭିଡୁଥିବା ବେଳେ ବିସ୍ଫୋରଣ ଘଟି ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ବିସ୍ଫୋରଣରେ ଯୁବକଙ୍କ ହାତ ପାପୁଲି ଛିଣ୍ଡି ଯାଇଥିବା ସୂଚନା ମିଳିଛି। ଆହତ…
କ୍ଷୁଦ୍ର ବ୍ୟବସାୟୀଙ୍କୁ ଥଇଥାନ କରାଯାଉ: ଜିଲାପାଳଙ୍କୁ ଦାବିପତ୍ର
ଛତ୍ରପୁର,୧୭।୩(ଦିଲ୍ଲୀପ ସାମଲ): ବ୍ରହ୍ମପୁର ନୂତନ ବସଷ୍ଟାଣ୍ଡର କ୍ଷୁଦ୍ର ବ୍ୟବସାୟୀ ମାଙ୍ଗଳିକ ସଂଘ ଥଇଥାନ ନିମନ୍ତେ ଜିଲାପାଳଙ୍କୁ ସାକ୍ଷାତ କରି ଦାବିପତ୍ର ପ୍ରଦାନ କରିଛନ୍ତି। ସୂଚନା ଥାଉକି, ଦୀର୍ଘ ୩୫ ବର୍ଷ ହେଲା ବ୍ରହ୍ମପୁର ନୂତନ ବସଷ୍ଟାଣ୍ଡ ଅର୍ଥାତ୍ ସିଟି ବସଷ୍ଟାଣ୍ଡରେ ୭୨…
ରୁଷିକୂଲ୍ୟାରେ ବୁଡ ପକାଇଲେ ହଜାର ହଜାର ଭକ୍ତ: ପିତୃପୁରୁଷଙ୍କୁ ପିଣ୍ଡ ଦାନ
ପୁରୁଷୋତ୍ତମପୁର,୧୭।୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କିମ୍ବଦନ୍ତୀପୂର୍ଣ୍ଣ ପ୍ରତାପୁର ଗ୍ରାମ ଋଷିକୁଲ୍ୟା ନଦୀ ଉତ୍ତରବାଙ୍କ ତୁମ୍ବେଶ୍ବର ଘାଟରେ ମହାବାରୁଣୀ ସ୍ନାନ ଅବସରରେ ମଙ୍ଗଳବାର ହଜାର ହଜାର ସଂଖ୍ୟାରେ ଭକ୍ତ ବୁଡ ପକାଇଛନ୍ତି। ଏହା ସହ ପିତୃ ପୁରୁଷଙ୍କ ଲାଗି…
ଦୁଇ ଭାଇଙ୍କ ଝଗଡ଼ାରୁ ବଳି ପଡିଲେ ଶାଶୁ, ସାନଭାଇର କାଠ ଫାଳିଆ ମାଡ଼ରେ…
ବ୍ରହ୍ମଗିରି,୧୭।୩(ସ୍ୱାଧୀନ ଚମ୍ପତିରାୟ): ପୁରୀ ଜିଲା ଆରଖକୁଦ ମେରାନି ଥାନା ଅନ୍ତର୍ଗତ ପାଣ୍ଡାପୋଖରୀ ଗ୍ରାମରେ ଲୋମଟାଙ୍କୁରା ହତ୍ୟାକାଣ୍ଡ ହୋଇଛି । ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇର ଶାଶୁଙ୍କ ମୃତ୍ୟୁ ହୋଇଛି । ଅନ୍ୟପଟେ ଭାଉଜ ମଧ୍ୟ ଗୁରୁତର ହୋଇଛନ୍ତି ।…
ସ୍ତ୍ରୀଙ୍କୁ ତଣ୍ଟି ଚିପି ମାରିବାକୁ ହତ୍ୟା ଉଦ୍ୟମ, ସ୍ବାମୀଙ୍କୁ ବାନ୍ଧି କୋର୍ଟଚାଲାଣ କଲା ପୋଲିସ
ଦିଗପହଣ୍ଡି,୧୭ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କରପଡ଼ା ଗ୍ରାମର ବୁଡୁ ବେହେରା ତାଙ୍କ ସ୍ତ୍ରୀ ସୁଶୀଳା ବେହେରାଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି ।ଏହି ଘଟଣାରେ ସମ୍ପୃକ୍ତ ସୁଶୀଳାଙ୍କ ସ୍ବାମୀ ବୁଡୁଙ୍କୁ ତଦନ୍ତକାରୀ ଅଧିକାରୀ…
ବାଘ ଘାସ ଖାଇବାର କାଲି ଦେଖିଲି, କାହାକୁ ଏମିତି କହିଦେଲେ ଭକ୍ତ ଦାସ
କଟକ,୧୭।୩(ପ୍ରଭୁ କଲ୍ୟାଣ ପାଲ): ରାଜ୍ୟ ସଭା ନିର୍ବାଚନରେ ୩ କଂଗ୍ରେସ ବିଧାୟକଙ୍କ କ୍ରସ ଭୋଟିଂ ନେଇ ବିଧାୟକ, ବିଧାୟିକାଙ୍କୁ ନିଲମ୍ବନ କରାଯାଇଛି। ଏହି ପ୍ରସଙ୍ଗରେ ପିସିସି ସଭାପତି ଭକ୍ତ ଦାସ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି, ସେ କହିଛନ୍ତି ସେମାନଙ୍କ ଭଲ ଭବିଷ୍ୟତ…
ଚନ୍ଦ୍ରଭାଗା କୂଳରୁ ମିଳିଲା ଡଲଫିନ୍ର ମୃତଦେହ: ଡଙ୍ଗା କିମ୍ୱା ଟ୍ରଲର ମାଡ଼ରେ ମୃତ୍ୟୁ ସନ୍ଦେହ
କୋଣାର୍କ,୧୭।୩: ପୁରୀ ଜିଲା ଚନ୍ଦ୍ରଭାଗା ସମୁଦ୍ର କୂଳରୁ ମଙ୍ଗଳବାର ଏକ ଡଲଫିନ୍ର ମୃତଦେହ ଉଦ୍ଧାର କରାଯାଇଛି। ଡଙ୍ଗା କିମ୍ୱା ଟ୍ରଲର ମାଡ଼ରେ ଡଲଫିନ୍ର ମୃତ୍ୟୁ ଘଟିିଥିବା ସନ୍ଦେହ କରାଯାଉଛି। ଖବର ପାଇ ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଡଲଫିନ୍ର ମୃତଦେହ…
SCB ମେଡିକାଲ ଅଗ୍ନିକାଣ୍ଡ: ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି
କଟକ,୧୭।୩: କଟକ SCB ମେଡିକାଲ ଅଗ୍ନିକାଣ୍ଡରେ ମତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ଘଟିଛି। ଏ ନେଇ ବିଧାନସଭାରେ ଉତ୍ତର ରଖିଲା ବେଳେ ସ୍ପଷ୍ଟ କଲେ ସ୍ବାସ୍ଥ୍ୟ ମନ୍ତ୍ରୀ। ରବିବାର ରାତିରେ SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଥିଲା। ଟ୍ରମା କେୟାର…
ସିମନବାଡିରେ ଅଜବ ପରାମ୍ପରା: ବିଶ୍ୱାସ ରହିଛି ଏମିତି କଲେ ଦୂର ହୁଏ ରୋଗ ପିଡା
ଦାରିଙ୍ଗବାଡି, ୧୭ ।୩ (ଅରୁଣ ସାହୁ ): ବିଶ୍ୱାସ ଅନେକ ଦୁଃଖକୁ ଦୂର କରିବା ନଜିର ରହିଛି। ରୋଗ ବ୍ୟାଧି ହେଉ କି ହାଡଫୁଟି, ବସନ୍ତ ଭଳି ଭୁତାଣୁ ଜନିତ ରୋଗ ପାଇଁ ବିଜ୍ଞାନ ଯୁଗରେ ଅନେକ ପ୍ରକାର ପ୍ରତିଷେଧକ ଟିକାକରଣ…
ସିରିଜ୍ ଦୁର୍ଘଟଣା: ୪ ଘଣ୍ଟାରୁ ଅଧିକ ସମୟ ଧରି ଭିତରେ ଚାପି ହୋଇ ରହିଲେ ଡ୍ରାଇଭର, ଘଟଣାସ୍ଥଳରେ…
ଭଦ୍ରକ, ୧୭।୩(ସନାତନ ରାଉତ): ଭଦ୍ରକ ଗ୍ରାମାଞ୍ଚଳ ଥାନା ୧୬ ନମ୍ବର ଜାତୀୟ ରାଜପଥ ଅସୁରା ଛକରେ ସୋମବାର ବିଳମ୍ବିତ ରାତିରେ ସିରିଜ୍ ଦୁର୍ଘଟଣା ଘଟିଛି । ଟ୍ରକ୍କୁ ଧକ୍କା ଦେଇ ରାସ୍ତାରେ ଠିଆ ହୋଇଥିବା ବସ୍କୁ ପଛ ପଟୁ ଧକ୍କା ଦେଲା…

