ଆମ ଜିଲା ଖବର

ମଣ୍ଡି ବନ୍ଦ ଦିନ ୩ଶହ କୁଇଣ୍ଟାଲ ଧାନ କିଣା

ନବରଙ୍ଗପୁର,୧୦।୧(ବି.ପ୍ର.)- ମଣ୍ଡିରେ ଚାଷୀଙ୍କ ସ୍ବାଥର୍ର୍ ପ୍ରତି ଦୃଷ୍ଟି ଦିଆଯିବ। ଠିକ ସମୟରେ ଧାନ ମଣ୍ଡିରୁ ଉଠିବ ଓ ସରକାରୀ ଧାର୍ଯ୍ୟ ମୂଲ୍ୟ ଚାଷୀ ପାଇବେ । ଏହା ସରକାର ଚିନ୍ତା କରୁଛନ୍ତି। ତେବେ କେତେ ଜଣ ଲ୍ୟାମ୍ପ୍ସ କର୍ମଚାରୀ ବ୍ୟବସାୟୀଙ୍କ...

ମୋବାଇଲ ଅଛି, ନେଟଓ୍ବର୍କ ନାହିଁ: ଅପହଞ୍ଚ ଇଲାକାରେ ମୋବାଇଲ ଫୋନ ସେବା ବିଚ୍ଛିନ୍ନ

ଲେଫ୍ରିପଡା,୧୦।୧(ଡି.ଏନ.ଏ) -ସୁନ୍ଦରଗଡ ଜିଲା ଲେଫ୍ରିପଡା ବ୍ଲକ୍‌ ଅନ୍ତର୍ଗତ ରାଜବାହାଲ ପଞ୍ଚାୟତ ଏକ ଆଦିବାସୀ ଅଧ୍ୟୁଷିତ ଉପାନ୍ତ ଅଞ୍ଚଳ। ଏହା ଦୁର୍ଗମ ପାହାଡି ଅଞ୍ଚଳରେ ରହିଥିବା ବେଳେ ଅଞ୍ଚଳବାସୀ ମୋବାଇଲ ଫୋନ ସେବା ପାଇବାରୁ ବଞ୍ଚିତ ରହିଛନ୍ତି। ରାଜବାହାଲ ପଞ୍ଚାୟତରେ କୁଆଘରା,...

କଳା, ସଂସ୍କୃତି ସମସ୍ତଙ୍କୁ ଏକାଠି କରେ

ସୋନପୁର, ୧୦।୧(ନି.ପ୍ର.) – ସୁବର୍ଣ୍ଣପୁର ଜିଲା ସଂସ୍କୃତି ପରିଷଦ, ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ମିଳିତ ଆନୁକୂଲ୍ୟରେ ଆୟୋଜିତ ହେଉଛି ୨୭ ତମ ସୁବର୍ଣ୍ଣ ଲୋକ ମହୋତ୍ସବ । ଗାନ୍ଧୀ ପଡିଆର ଫକୀର ପଟ୍ଟନାୟକ ମୁକ୍ତମଞ୍ଚରେ ଚାଲିଥିବା...

ଲକ୍ଷ୍ମୀପୂଜା ମଣ୍ଡପ ଉଦ୍‌ଘାଟିତ

ଦେବଗଡ଼, ୧୦।୧(ଡ଼ି.ଏନ୍‌.ଏ.)-ତିଲେଇବଣୀ ବ୍ଲକର ବଣିଆଁକିଲିଣ୍ଡା ପଞ୍ଚାୟତ ଅଧିନ ସୁନାମୁଣ୍ଡା ଗ୍ରାମରେ ଲକ୍ଷ୍ମୀପୂଜା ମଣ୍ଡପ ଉଦ୍‌ଘାଟିତ ହୋଇଯାଇଛି। ସମ୍ବଲପୁର ଏମ୍‌ପି ରାଜା ନିତେଶ ଗଙ୍ଗଦେବ ମୁଖ୍ୟ ଅତିଥିଭାବେ ଯୋଗଦେଇ ଆନୁଷ୍ଠାନିକ ଭାବେ ଉକ୍ତ ପୂଜା ମଣ୍ଡପକୁ ଉଦ୍‌ଘାଟନ କରିଥିଲେ। ସେହିପରି ସମ୍ମାନିତ...

ସର୍ବଭାରତୀୟ ନାଟକ, ନୃତ୍ୟ ପ୍ରତିଯୋଗିତା ଆଜି: ଓଡ଼ିଆ, ହିନ୍ଦି, ମଣିପୁରୀ ନାଟକ ମଞ୍ଚସ୍ଥ ହେବ

ଦେବଗଡ,୧୦।୧(ଡି.ଏନ.ଏ)-ସର୍ବଭାରତୀୟ ବହୁଭାଷୀ ନାଟକ ଓ ନୃତ୍ୟ ପ୍ରତିଯୋଗିତା ଆୟୋଜନ ପାଇଁ ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ‘ଜାଗରଣ ଆର୍ଟ ଇଣ୍ଟରନ୍ୟାଶନାଲ’ପକ୍ଷରୁ ପ୍ରସ୍ତୁତି ଶେଷ ହୋଇଛି। ସର୍ବଭାରତୀୟ ପ୍ରତିଯୋଗିତା ଜାନୁୟାରୀ ୧୦ରୁ ଆରମ୍ଭ ହେବ। ୧୫ତାରିଖ ପର୍ଯ୍ୟନ୍ତ ଦୀର୍ଘ ୬ଦିନ ଧରି ଏହା...

ସର୍ବ ଭାରତୀୟ ପ୍ରଧାନପାଟ୍‌ କପ୍‌ ଫୁଟବଲ ଟୁର୍ନାମେଣ୍ଟ: ଦେବଗଡ଼କୁ ହରାଇଲା ହୁଗୁଳି ଫୁଟବଲ ଏକାଡେମୀ

ଦେବଗଡ଼, ୧୦।୧(ଡି.ଏନ.ଏ.)-ପ୍ରଧାନପାଟ ଫୁଟବଲ କ୍ଲବ ଆନୁକୂଲ୍ୟରେ ସ୍ଥାନୀୟ ଇନ୍ଦିରାଗାନ୍ଧୀ ଷ୍ଟାଡିୟମଠାରେ ଗତ ସୋମବାର ଠାରୁ ଆରମ୍ଭ ହୋଇଥିବା ସର୍ବଭାରତୀୟ ପ୍ରଧାନପାଟ କପ ଫୁଟବଲ ଟୁର୍ନାମେଣ୍ଟ ପୁଲ ‘ବି’ର ପ୍ରଥମ ମ୍ୟାଚରେ ଗୁରୁବାର ଦେବଗଡ ଫୁଟବଲ କ୍ଲବକୁ ୧-୦ ଗୋଲରେ ପରସ୍ତ...

ବରଗଡ଼ ଧନୁଯାତ୍ରା: ମଥୁରା ବୁଲିଲେ କୃଷ୍ଣ ବଳରାମ

ମଥୁରାନଗରୀ,୧୦।୧ – ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଦଶମ ଦିବସରେ ଅନ୍ୟ ଦିନ ଭଳି କଂସ ମହାରାଜା ମଥୁରା ନଗରୀ ପରିକ୍ରମା କରିଥିବାବେଳେ ଶ୍ରୀକୃଷ୍ଣ ଓ ବଳରାମଙ୍କ ମଥୁରା ପରିଭ୍ରମଣ ଅନ୍ୟତମ ଆକର୍ଷଣ ଥିଲା। ନିଜ ପାଖରେ ପାଇ ମଥୁରାବାସୀ...

ମନ୍‌ବଲ ଥିଲେ ସବୁ ସମ୍‌ଭବ: ପର୍‌ମାନ କରି ଦେଖେଇଛନ୍‌ ଦିବ୍ୟାଙ୍ଗ ଦମ୍ପତି

କଣ୍ଟାବାଞ୍ଜି, ୧୦ା୧(ଡି.ଏନ୍‌.ଏ.)-ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ ଚଟୁଅନକା ପଚେଁତ୍‌ ସଦର ଗଁାର ପବିତ୍ର ପୁଟେଲ(୨୫)ଜନ୍‌ମୁ ଦିବ୍ୟାଙ୍ଗ ଆନ୍‌। ଜନମ୍‌ ବେଲେ ସେ ପୋଲିଓ ରୋଗ୍‌ରେ ଆକ୍‌ରଁାତ ହେଲାରୁ ତାକର ଦୁଇଗୋଡ଼ ଅଚଲ ହେଇଯାଇଛେ। ହେଲେ ସେ ଜୀବନ୍‌ରେ ହାର ନାଇଁ...

‘ସ୍କୁଲ ପିଲାଙ୍କୁ ଯୋଡିଲେ ବହିହାଟ ସଫଳ ହେବ’

ବଲାଙ୍ଗୀର ଅଫିସ, ୧୦ା୧ – ୧୫ତମ ବଲାଙ୍ଗୀର ବହିହାଟ ଗୁରୁବାର ସନ୍ଧ୍ୟାରେ ଉଦ୍‌ଘାଟିତ ହୋଇଛି ା ବଲାଙ୍ଗୀର ଜିଲାପାଳ ଅରିନ୍ଦମ ଡାକୁଆ ମୁଖ୍ୟଅତିଥିଭାବେ ଯୋଗଦେଇ ଏହି ବହିହାଟର ଶୁଭ ଉଦ୍‌ଘାଟନ କରିଛନ୍ତି ା ଜିଲା ଲେଖକ ପରିଷଦ ପକ୍ଷରୁ ଆୟୋଜିତ...

ଶିଶୁ ଉଦ୍ୟାନ ହେଲାଣି ନିଶାଡ଼ିଙ୍କ ଆଡ୍ଡା: ଖୋଲାଖୋଲି ଚାଲିଛି ସିରପ୍‌ ନିଶା କାରବାର

ଅନୁଗୋଳ ଅଫିସ, ୧୦।୧ – ଅନୁଗୋଳ ସହରରେ ସିରପ୍‌ ନିଶା କାରବାର ବେଶ୍‌ ବଢ଼ିଯାଇଛି। ସହରରେ ଥିବା ବିଭିନ୍ନ ପାର୍କରେ ଦୈନିକ ପୁଳା ପୁଳା ସିରପ୍‌ ବୋତଲ ପଡ଼ୁଥିବା ଦେଖିବାକୁ ମିଳୁଛି। ଶସ୍ତା ହେଉଥିବାରୁ ବିଶେଷକରି ଯୁବ ପିଢ଼ି ଏହି ନିଶା...

ଅନୁଗୋଳରେ ସାମାଜିକ ନିରାପତ୍ତା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ସଚିବ: ମୋ ସରକାର ନିୟମାବଳୀ ଶୁଭାରମ୍ଭ

ଅନୁଗୋଳ ଅଫିସ, ୧୦।୧ – ରାଜ୍ୟ ସାମାଜିକ ନିରାପତ୍ତା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ କମିଶନର ତଥା ସଚିବ ଭାସ୍କର ଜ୍ୟୋତି ଶର୍ମା ଗୁରୁବାରଠାରୁ ଦୁଇଦିନିଆ ଅନୁଗୋଳ ଗସ୍ତରେ ଆସିଛନ୍ତି। ଏହି ଅବସରରେ ସଚିବ ବିଭିନ୍ନ ବିଭାଗର କାର୍ଯ୍ୟକ୍ରମ ସମ୍ପର୍କରେ...

ବିଭାଗରେ ରହୁନାହାନ୍ତି ପୌର କର୍ମଚାରୀ: ଅଭିଯୋଗକାରୀଙ୍କ ମଧ୍ୟରେ ବଢ଼ୁଛି ଅସନ୍ତୋଷ

ଅନୁଗୋଳ ଅଫିସ, ୧୦।୧- ଅନୁଗୋଳ ପୌରପାଳିକାକୁ ବିଭିନ୍ନ ଅଭିଯୋଗ ନେଇ ଆସୁଥିବା ସହରବାସୀ ଅନେକ ସମୟରେ ବିଭାଗୀୟ କର୍ମଚାରୀଙ୍କୁ ଅଫିସରେ ପାଉନାହାନ୍ତି। କାର୍ଯ୍ୟାଳୟ ଖୋଲାଥିଲେ ବି ବିଭିନ୍ନ ବିଭାଗର କେତେଜଣ କର୍ମଚାରୀ ତାଙ୍କ ଆସନରେ ଅଧିକାଂଶ ସମୟ ରହୁ ନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri