କଟକଣା କୋହଳ ପରେ… ଦ୍ୱନ୍ଦ୍ୱ, ଭୟ, ଆଶଙ୍କା
କୋହଳ ହେଉଛି ତାଲାବନ୍ଦ କଟକଣା। ଆଉ ତା’ ସହିତ ଧୀରେ ଧୀରେ ଟ୍ରାକ୍କୁ ଫେରୁଛି ଜୀବନ। ଦୁଇମାସ ହେଲା ଜୀବିକା ଚିନ୍ତାରେ ଥିବା ମଣିଷ କର୍ମକ୍ଷେତ୍ର ଆଡ଼କୁ ମୁହାଁଇଲେଣି। ଯାନବାହନ ଚଳାଚଳ ଆରମ୍ଭ ହୋଇଥିବାବେଳେ ଖୋଲିଲାଣି ଶପିଂମଲ, ହୋଟେଲ, ଟେଲର ଦୋକାନ,…
ଆତ୍ମନିର୍ଭର ଭାରତ ସମ୍ପର୍କିତ ସଚେତନତା
ଫୁଲବାଣୀ ଅଫିସ, ୧ା୬- କନ୍ଧମାଳ ଜିଲାର ସମସ୍ତ ବ୍ୟାଙ୍କ ପରିଚାଳକ ଓ ଉଦ୍ୟୋଗୀମାନଙ୍କୁ ନେଇ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗୀମାନଙ୍କ ଆତ୍ମନିର୍ଭର ଭାରତ ଅଭିଯାନ ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ସ୍ଥାନୀୟ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି।…
ଭାରସାମ୍ୟ ହରାଇ ଓଲଟିଲା ଧାନ ବୋଝେଇ ଟ୍ରକ୍
କୋକସରା, ୩୧ା୫,(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ମୋଟେର ଫାଣ୍ଡି ଅନ୍ତର୍ଗତ ଡଙ୍ଗରୀଗୁଡା ବୁଲାଣି ୨୬ ନମ୍ବର ଜାତୀୟ ରାଜପଥ ନିକଟରେ ଶନିବାର ବିଳମ୍ବିତ ରାତିରେ ଏକ ଧାନ ବୋଝେଇ ଟ୍ରକ ଭାରସାମ୍ୟ ହରାଇ ଓଲଟି ପଡିଛି। ଟ୍ରକ ଜୟପୁରରୁ କଣ୍ଟାବାଞ୍ଜିକୁ…
ସମାନ୍ୟ ବଚସାରୁ ଠେଙ୍ଗାରେ ପିଟି ଯୁବକଙ୍କୁ ହତ୍ୟା
ଜୁନାଗଡ, ୧।୬(ସ୍ବ.ପ୍ର): କଳହାଣ୍ଡି ଜିଲା ଜୁନାଗଡ ଥାନା ଅନ୍ତର୍ଗତ ବିଜ୍ରାଦର ଗ୍ରାମରେ ସାମାନ୍ୟ ବଚସାରୁ ଜଣକୁ ଠେଙ୍ଗାରେ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି ା ହତ୍ୟାର ଶିକାର ହୋଇଛନ୍ତି ରୁପି ମାଝୀ (୪୮)। ପୋଲିସ ସୂତ୍ରରୁ ପ୍ରକାଶ ଶନିବାର ସନ୍ଧ୍ୟାରେ…
ଗଜପତିରେ ପୁଣି ୧୬ କରୋନା ପଜିଟିଭ: ଆକ୍ରାନ୍ତଙ୍କ ସଂଖ୍ୟା ୩୬ରେ ପହଞ୍ଚିଲା
ପାରଳାଖେମୁଣ୍ଡି, ୩୧ା୫ (ସ୍ବ.ପ୍ର.) – ଗଜପତି ଜିଲାରେ ପୁଣି ୧୬ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି ା ସେମାନଙ୍କୁ ଆର୍.ସୀତାପୁରଠାରେ ଥିବା କୋଭିଡ୍ ହସ୍ପିଟାଲରେ ରବିବାର ଭର୍ତ୍ତି କରାଯାଇଛି ା ଗଜପତି ଜିଲାପାଳ ଅନୁପମ ଶାହା ଏକ ପ୍ରେସ୍ ଇସ୍ତାହାର ମାଧ୍ୟମରେ…
ଟ୍ରେନ୍ରେ ତାମିଲନାଡୁରୁ ଫେରିଲେ ୧୭୩ ପ୍ରବାସୀ
ରାୟଗଡ଼ା ଅଫିସ,୩୧ା୫: ପ୍ରବାସୀ ଓଡ଼ିଆଙ୍କୁ ନେଇ ତାମିଲନାଡ଼ୁରୁ ବାହାରିଥିବା ଏକ ସ୍ବତନ୍ତ୍ର ଟ୍ରେନ୍ ରବିବାର ସନ୍ଧ୍ୟାରେ ରାୟଗଡ଼ା ଷ୍ଟେଶନରେ ପହଞ୍ଚିଥିଲା। ଏଥିରୁ ମାଲକାନଗିରି ଜିଲାର ୫ ଶ୍ରମିକ, ନବରଙ୍ଗପୁର ୨୧, କୋରାପୁଟ ୪, କନ୍ଧମାଳ ୭୬ ଏବଂ ରାୟଗଡ଼ା ଜିଲାର ୩୨…
ସ୍ବାବ୍ ପରୀକ୍ଷା ଦାବିରେ ପ୍ରବାସୀଙ୍କ ରାସ୍ତାରୋକୋ
ତିଗିରିଆ,୩୧।୫(ଡି.ଏନ୍.ଏ.)- କଟକ ଜିଲା ତିଗିରିଆ ବ୍ଲକ ଅନ୍ତର୍ଗତ ଜେମାଦେଈପୁର ପଞ୍ଚାୟତସ୍ଥିତ କ୍ଷେତ୍ରମୋହନ ଚୌଧୁରୀ ନୋଡାଲ ଉ.ପ୍ରା.ବିଦ୍ୟାଳୟରେ ଥିବା ପ୍ରବାସୀମାନଙ୍କ ସ୍ବାବ୍ ପରୀକ୍ଷା ବିଳମ୍ବ ହେଉଛି। ଏନେଇ ପ୍ରବାସୀମାନେ ରବିବାର କଟକ-ନରସିଂହପୁର ୬୫ନଂ ରାଜପଥରେ ରାସ୍ତାରୋକୋ କରିଥିଲେ। ଏହି ସ୍ବାସ୍ଥ୍ୟକେନ୍ଦ୍ରରେ ୬୦ରୁ ଊର୍ଦ୍ଧ୍ୱ…
୬ କାର୍ଯ୍ୟରତ କର୍ମଚାରୀ କରୋନା ଆକ୍ରାନ୍ତ
କେନ୍ଦ୍ରାପଡ଼ା ଅଫିସ/ମାର୍ଶାଘାଇ(ଡି.ଏନ୍.ଏ.),୩୧ା୫- କେନ୍ଦ୍ରାପଡା ଜିଲାରେ ରବିବାର ୧୮ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬ ଜଣ ଅଙ୍ଗନୱାଡି କର୍ମୀ, ଆଶାକର୍ମୀ ଓ ସଫେଇ କର୍ମଚାରୀ ରହିଛନ୍ତି। ଏହି କର୍ମଚାରୀମାନେ କେନ୍ଦ୍ରାପଡା ବ୍ଲକ ପେଣ୍ଠପାଳ ଓ ମାର୍ଶାଘାଇ…
୩ ମାସରେ ଅଜଣା ରୋଗ ନେଲାଣି ୧୭ ଜୀବନ
ମାଲକାନଗିରି,୩୧ା୫(ଡି.ଏନ୍.ଏ.)-ଅଜଣା ରୋଗରେ ମାଲକାନଗିରି ଜିଲାରେ ଗୋଟିଏ ଗ୍ରାମରେ ୩ ମାସ ମଧ୍ୟରେ ୧୭ଜଣଙ୍କ ମୃତ୍ୟୁ ହୋଇଛି। ଜିଲା ସଦର ବ୍ଲକ୍ ପେଡ଼ାକୋଣ୍ଡା ପଞ୍ଚାୟତ କେନ୍ଦୁଗୁଡ଼ା ଗ୍ରାମରେ ଫେବୃୟାରୀ ୨୫ରୁ ଏପର୍ଯ୍ୟନ୍ତ ଏତେ ସଂଖ୍ୟକ ଲୋକ ପ୍ରାଣ ହରାଇବା ଆଲୋଚନାର ବିଷୟ ହୋଇଛି।…
ଦଣ୍ଡାବାଡି କ୍ବାରାଣ୍ଟାଇନରେ ନିମ୍ନମାନ ଖାଦ୍ୟ ପ୍ରଦାନ ଅଭିଯୋଗ : ଖାଇ ନ ପାରି ଫୋପାଡିଲେ ଲୋକେ
ବୈପାରିଗୁଡା,୩୧ା୫ (ଡି.ଏନ୍.ଏ.)-କୋରାପୁଟ ଜିଲା ବୈପାରୀଗୁଡା ବ୍ଲକ ଅନ୍ତର୍ଗତ ଦଣ୍ଡାବାଡି ପଞ୍ଚାୟତର କ୍ୱାରାଣ୍ଟାଇନ ସେଣ୍ଟରରେ ନିମ୍ନମାନର ଖାଦ୍ୟ ପ୍ରଦାନ ନେଇ ଅନ୍ତେବାସୀ ଅଭିଯୋଗ କରଛନ୍ତି। ଶନିବାର ଦରସିଝା ଭାତ ଓ ଟମାଟୋ ଚାରୁ ଖାଇବାକୁ ଦେବାରୁ ଏହା ଖାଇ ନ ପାରି ଅସନ୍ତୁଷ୍ଟ…
ଦୁର୍ଘଟଣାରେ ବୃଦ୍ଧଙ୍କ ଜୀବନ ଗଲା
ବିଶୋଇ, ୩୧।୫(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଧୀନ ଅଶନା ଛକଠାରେ ଏକ ସଡକ ଦୁର୍ଘଟଣା ଘଟି ଜନୈକ ବୃଦ୍ଧଙ୍କ ଜୀବନ ଯାଇଛି। ମୃତକ ହେଲେ ଅଶନା ପଞ୍ଚାୟତର ପାଳଗଡ଼ା ଗ୍ରାମର ଗୋପାଳ ଗିରି (୮୦)। ରବିବାର ପୂର୍ବାହ୍ନ ୯ଟା ବେଳେ ଗୋପାଳ…
ବ୍ୟାଙ୍କସମୂହର ଜିଲାସ୍ତରୀୟ ପରାମର୍ଶଦାତା କମିଟି ବୈଠକ ୨୬୦୬.୯୬ କୋଟି ଋଣ ଯୋଗାଣ ଲକ୍ଷ୍ୟ
ଅନୁଗୋଳ ଅଫିସ, ୩୧।୫- ଅନୁଗୋଳ ଜିଲାର ବ୍ୟାଙ୍କଗୁଡ଼ିକର ଏକ ଜିଲାସ୍ତରୀୟ ପରାମର୍ଶଦାତା କମିଟି ବୈଠକ ରବିବାର ଅନୁଷ୍ଠିତ ହୋଇଯାଇଛି। ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ସମ୍ମିଳନୀ କକ୍ଷରେ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବିଭିନ୍ନ ବର୍ଗର…

