ଆମ ଜିଲା ଖବର

୩ ବାଇକ୍‌ ସହ ଚୋରା କୋଇଲା ଜବତ, ଜଣେ ଗିରଫ

ପଦ୍ମପୁର, ୩୧ା୫(ଡି.ଏନ୍‌.ଏ.)- ବାସୁଦେବପୁର ବ୍ଲକ ଅଧୀନ ନାୟକାଣିଡିହୀ ପୋଲିସ କୋରବାଟିଆ ଛକ ଠାରୁ ୩ଟି ବାଇକ୍‌ ସହ ୬ କୁଇଣ୍ଟାଲରୁ ଊର୍ଦ୍ଧ୍ୱ କୋଇଲା ଶନିବାର ସନ୍ଧ୍ୟାରେ ଜବତ କରିଛି। ସୂଚନା ଅନୁଯାୟୀ, ଏକଡାଳ ହତାଶିଆ ରାସ୍ତାରେ ୩ଟି ବାଇକ୍‌ରେ ଚୋରା କୋଇଲା…

ବିଭିନ୍ନ ଦାବି ନେଇ ଦିଆଯିବ ଧାରଣା

ଯୋଡ଼ା, ୩୧।୫ (ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହର ଏକ ଖଣିପ୍ରବଣ ଉପାନ୍ତ ଅଞ୍ଚଳ। ଏହି ଅଞ୍ଚଳରୁ କେନ୍ଦ୍ର ଓ ରାଜ୍ୟ ସରକାର ହଜାର ହଜାର କୋଟି ଟଙ୍କାର ରାଜସ୍ବ ପାଉଛନ୍ତି। ହେଲେ ଏହି ଯୋଡା ଖଣି ଅଞ୍ଚଳ ଆଜି ବି ଅବହେଳିତ…

ଖାଦ୍ୟ ବ୍ୟାଗ କାନ୍ଧେଇ ଦେଢ କି.ମି. ଚାଲିଲେ ସରପଞ୍ଚ

ଖଇରା, ୩୧।୫(ଡି.ଏନ.ଏ)-କରୋନା ମୁକାବିଲା ଲାଗି ସରପଞ୍ଚମାନଙ୍କୁ ଜିଲାପାଳ କ୍ଷମତା ପ୍ରଦାନ କରାଯାଇଛି। ପ୍ରବାସରୁ ଫେରି ପଞ୍ଚାୟତ ସଙ୍ଗରୋଧରେ ରହୁଥିବା ଲୋକଙ୍କୁ ରହିବା, ଖାଇବା, ପିଇବା ବ୍ୟବସ୍ଥା ସରପଞ୍ଚଙ୍କ ଉପରେ ନ୍ୟସ୍ତ ରହିଛି। ବାଲେଶ୍ୱର ଜିଲା ଖଇରା ବ୍ଲକ ମହତୀପୁର ପଞ୍ଚାୟତ ସରପଞ୍ଚ…

ଗାଁକୁ ଆସିପାରିଲାନି ଆମ୍ବୁଲାନ୍ସ: ଖଟିଆରେ ମହିଳାଙ୍କୁ ବୋହି ମେଡିକାଲରେ ଭର୍ତ୍ତି କଲେ ପରିବାର ଲୋକ

ପଦ୍ମପୁର,୩୧ା୫(ଡି.ଏନ.ଏ.)-ରାସ୍ତା ଖରାପ ଯୋଗୁ ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ। ଫଳରେ ଅସହ୍ୟ ଯନ୍ତ୍ରଣା ଭୋଗୁଥିବା ଜଣେ ମହିଳାଙ୍କୁ ପରିବାର ଲୋକ ଖଟିଆରେ ବୋହି ମେଡ଼ିକାଲରେ ଭର୍ତ୍ତି କରିଛନ୍ତି। ଏପରି ଅଭାବନୀୟ ଘଟଣା ରବିବାର ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ବିରସ…

କରୋନା ଯୋଦ୍ଧାଙ୍କୁ ଫୁଲଚନ୍ଦନ ଦେଇ ସମ୍ବର୍ଦ୍ଧନା

ରାଇରଙ୍ଗପୁର,୩୧ା୫(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ରାଇରଙ୍ଗପୁରର ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ(ଏବିଭିପି) ପକ୍ଷରୁ ଅଞ୍ଚଳର କରୋନା ଯୋଦ୍ଧାମାନଙ୍କୁ ଫୁଲଚନ୍ଦନ ଦେଇ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଶନିବାର ପରିଷଦ ପକ୍ଷରୁ ସୁପ୍ରିୟା ଜେନା ଓ ଜ୍ୟୋତିପ୍ରକାଶ ରଣାଙ୍କ ନେତୃତ୍ୱରେ ଛାତ୍ରୀଛାତ୍ରମାନେ ରାଇରଙ୍ଗପୁର ଟାଉନ…

ବାରିପଦାରେ ଆରମ୍ଭ ହେଲା କରୋନା ଟେଷ୍ଟିଂ

ବାରିପଦା ଅଫିସ,୩୧ା୫- ମୟୂରଭଞ୍ଜ ଜିଲା ବାରିପଦାର ରଙ୍ଗମାଟିଆସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ ମେଡ଼ିକାଲ କଲେଜରେ ରବିବାରଠାରୁ କରୋନା ଟେଷ୍ଟିଂ ଆରମ୍ଭ ହୋଇଛି। ଜିଲାପାଳ ବିନୀତ ଭରଦ୍ୱାଜ ଏହି ଟେଷ୍ଟିଂ ଲ୍ୟାବ୍‌କୁ ଉଦ୍‌ଘାଟନ କରିଛନ୍ତି। ପ୍ରତିଦିନ ଏଠାରେ ୧୦୦ ଜଣଙ୍କ ସ୍ବାବ୍‌ ପରୀକ୍ଷା…

ସ୍ବତନ୍ତ୍ର ପ୍ୟାକେଜ୍‌ ଘୋଷଣା ନ ହେଲେ ଚକାବନ୍ଦ ଆନ୍ଦୋଳନ ଚେତାବନୀ

ବାଲେଶ୍ୱର ଅଫିସ, ୩୧।୫-ବାଲେଶ୍ୱର ବସ୍‌ଷ୍ଟାଣ୍ଡରେ ରାଜ୍ୟ ସରକାରଙ୍କ ପରିବହନ ଶ୍ରମିକଙ୍କ ପ୍ରତି ବୈମାତୃକ ମନୋଭାବକୁ ବିରୋଧ କରି ଓଡ଼ିଶା ମୋଟର ଟ୍ରାନ୍ସପୋର୍ଟ ୱାର୍କର୍ସ ୟୁନିୟନ ପକ୍ଷରୁ ରବିବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ରାଜ୍ୟସରକାରଙ୍କ ନିଷ୍ପତ୍ତିକ୍ରମେ ଓଡ଼ିଶା ବସ୍‌ ମାଲିକ ସଂଘ ସହିତ…

ଅନଲାଇନ୍‌ ପାଠପଢ଼ାରେ ନେଟ୍‌ଓ୍ବାର୍କ ବାଧକ: ଥ୍ରୀ-ଜି ସେବା ପାଇଁ ଦାବି କଲେ ଛାତ୍ରୀଛାତ୍ର

ଦାରିଙ୍ଗବାଡ଼ି,୩୧ା୫(ଡି.ଏନ୍‌.ଏ.)- କରୋନା ପାଇଁ ଛାତ୍ରୀଛାତ୍ରଙ୍କ ପାଠପଢାରେ ଡୋରି ବନ୍ଧାହୋଇଛି। ଫଳରେ ଅନ୍‌ଲାଇନରେ ପଢିବାକୁ ସରକାର ବ୍ୟବସ୍ଥା କରିଛନ୍ତି। ମାତ୍ର ବିଭିନ୍ନ ଦୁର୍ଗମ ଅଞ୍ଚଳରେ ଟାଓ୍ବାର ନ ଥିବାବେଳେ କେତେକ ଅଞ୍ଚଳରେ ଟାଓ୍ବାର ଥିଲେ ସେଠାରେ ୨ଜି ନେଟ୍‌ଓ୍ବାର୍କ ରହିଛି। ଫଳରେ ଛାତ୍ରୀଛାତ୍ର…

କଳିଙ୍ଗା ଘାଟିରେ ଡକାୟତି: କାର୍‌ ମାଲିକଙ୍କୁ ଆକ୍ରମଣ କରି ଲୁଟ୍‌

ଜି.ଉଦୟଗିରି/ଶଙ୍କରାଖୋଲ,୩୧ା୫(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ଜି.ଉଦୟଗିରି ଥାନା କଳିଙ୍ଗା ଘାଟିରେ ଶନିବାର ରାତିରେ ଦୁର୍ବୃତ୍ତମାନେ ଏକ କାର୍‌କୁ ଅଟକାଇ ମାଲିକଙ୍କୁ ଆକ୍ରମଣ କରିବା ସହ ଟଙ୍କା ଓ ମୋବାଇଲ ଲୁଟି ନେଇଛନ୍ତି। ଏନେଇ କାର ମାଲିକ ଶଙ୍କରାଖୋଲ ଗ୍ରାମର ଦ୍ୱିତୀକୃଷ୍ଣ ପାଢୀଙ୍କ ଏତଲାକ୍ରମେ…

ସାର ଗୋଦାମରେ କେନ୍ଦୁପତ୍ର ରଖିବା ଘଟଣା: ନିଲମ୍ବିତ ହେଲେ ଶିଖପାଲି ଲ୍ୟାମ୍ପ ପରିଚାଳକ

ମାଲକାନଗିରି, ୩୧ା୫(ଡି.ଏନ୍‌.ଏ.)-ମାଲକାନଗିରି ଜିଲା ଶିଖପାଲି ଲାମ୍ପ ପରିଚାଳକ ଧନେଶ୍ୱର ପଟ୍ଟନାୟକଙ୍କୁ ଲ୍ୟାମ୍ପ ପ୍ରଶାସକ ସାମଲ ମାରାଣ୍ଡି କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ଚଲାଣଗୁଡା ପଞ୍ଚାୟତ ନୁଆଗୁଡାଠାରେ ଥିବା ସାର ଓ ବିହନ ଗୋଦାମରେ ସେ ବେନିୟମ ଭାବେ ଜଣେ ବ୍ୟବସାୟୀଙ୍କ କେନ୍ଦୁପତ୍ର ଗଛିତ…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ମରଣାନ୍ତକ ଆକ୍ରମଣ: ୬ କୋର୍ଟଚାଲାଣ

ଗୋପାଳପୁର,୩୧ା୫-ପୂର୍ବଶତ୍ରୁତାକୁ କେନ୍ଦ୍ରକରି ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଗୋପାଳପୁର ଥାନା ପୋଲିସ ରବିବାର ୬ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଏହି ଥାନା ଅନ୍ତର୍ଗତ ନୂଆଗୋଳାବନ୍ଧର କେ.ବୈରାଗୀ ଓ ଉକ୍ତ ଗ୍ରାମର ଏସ.ଧନରାଜଙ୍କ ମଧ୍ୟରେ ପୂର୍ବରୁ ଶତ୍ରୁତା ଲାଗି ରହିଥିଲା।…

ଜଙ୍ଗଲରୁ ଶିଶୁପୁତ୍ର ଉଦ୍ଧାର

ଚିତ୍ରଡା,୩୧।୫(ଡି.ଏନ.ଏ.)-ମୟୁରଭଞ୍ଜ ଜିଲା ମୋରଡା ବ୍ଲକ ଅଧିନରେ ଥିବା ଚିତ୍ରଡା ଜଙ୍ଗଲରୁ ଶନିବାର ସାରେ ଏକ ଶିଶୁପୁତ୍ରକୁ ଉଦ୍ଧାର କରାଯାଇଛି। ଘଟଣାରୁ ଜଣାପଡ଼ିଛି, ମୁଲୁକଚାନ୍ଦ ମହନ୍ତ ଜଣେ ବୃଦ୍ଧ ଉକ୍ତ ଜଙ୍ଗଲକୁ ପତ୍ର ତୋଳିବା ପାଇଁ ଯାଇଥିଲେ। ସେହି ସମୟରେ ସେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?