ଦିନକ ପରେ ମଧୁସୂଦନ ଆଇନ ମହାବିଦ୍ୟାଳୟ ହେବ ବିଶ୍ୱବିଦ୍ୟାଳୟ: କୁଳପତି ଖୋଜା ଆରମ୍ଭ
କଟକ ଅଫିସ,୩୦ା୫-ମଧୁସୂଦନ ଆଇନ ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟରେ ପରିଣତ କରିବା ଦିଗରେ ଆଉ ଗୋଟିଏ ପାଦ ଆଗକୁ ବଢ଼ିଛି ଉଚ୍ଚଶିକ୍ଷା ବିଭାଗ। ଏହାର ପ୍ରଥମ କୁଳପତି ନିଯୁକ୍ତି ପାଇଁ ଶନିବାର ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି ପଦବୀ ପାଇଁ ଯୋଗ୍ୟ ପ୍ରାର୍ଥୀଙ୍କୁ ବାଛିବାକୁ…
ମହାପ୍ରସାଦର ହୋମ୍ ଡେଲିଭରି ହେଉ
କଟକ ଅଫିସ,୩୦ା୫-ଲକ୍ଡାଉନ୍ ଯୋଗୁ ପୁରୀ ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବେଶ ଉପରେ କଟକଣା ଲାଗିଛି। ମହାପ୍ରସାଦ ବିକ୍ରି ମଧ୍ୟ ବନ୍ଦ ରହିଛି। ତେବେ ମହାପ୍ରସାଦର ହୋମ୍ ଡେଲିଭରି ବ୍ୟବସ୍ଥା କରିବା ପାଇଁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକଙ୍କୁ ନିର୍ଦ୍ଦେଶ ଦେବାକୁ ହାଇକୋର୍ଟରେ…
ବଲାଙ୍ଗୀରରେ ଗାଇଲେ ବନ୍ଦେ ଉତ୍କଳ ଜନନୀ ଗୀତ
ବଲାଙ୍ଗୀର ଅଫିସ, ୩୦ା୫-ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ ମୁତାବକ ଶନିବାର ଅପରାହ୍ଣ ସାଢ଼େ ୫ଟାରେ ବଲାଙ୍ଗୀର ଜିଲାର ବିଭିନ୍ନ ସ୍ଥାନରେ ସରକାରୀ ଅଧିକାରୀ ଓ ଜନସାଧାରଣ ବନ୍ଦେ ଉତ୍କଳ ଜନନୀ ଗୀତ ଗାଇ କରୋନା ଯୋଦ୍ଧାଙ୍କୁ ସମ୍ମାନ ଓ ସମର୍ଥନ ଜଣାଇଛନ୍ତି ା ବଲାଙ୍ଗୀର…
ଟ୍ରକ୍ ଧକ୍କାରେ ଯୁବତୀ ମୃତ, ରାସ୍ତାରୋକୋ
ଖଲ୍ଲିକୋଟ,୩୦ା୫(ଡି.ଏନ୍.ଏ.)- ଖଲ୍ଲିକୋଟ ବ୍ଲକ ଭେଜିପୁଟ ଫାଣ୍ଡି ଆଗରେ ଶନିବାର ସନ୍ଧ୍ୟାରେ ଟ୍ରକ ଧକ୍କାରେ ସାନ ଭଉଣୀଙ୍କ ମୃତ୍ୟୁ ଘଟିଥିବାବେଳେ ବଡ ଭଉଣୀ ଗୁରୁତର ହୋଇଛନ୍ତି। ମୃତକ ହେଲେ ଭେଜିପୁଟର ପୁଷ୍ପାଞ୍ଜଳୀ ମହାରଣା (୧୮)। ଖବର ପାଇ ଅଞ୍ଚଳବାସୀ ପ୍ରାୟ ୩ ଘଣ୍ଟା…
ଦାଣ୍ଡରେ ଶୋଇବା କାଳ ହେଲା, ଗାଈ ମାଡି ଦେବାରୁ ଗଲା ଶିଶୁକନ୍ୟାଙ୍କ ଜୀବନ
ଟିକ୍ରାପଡା,୩୦ା୫(ଡି.ଏନ.ଏ.) -ବଲାଙ୍ଗୀର ଜିଲା ସଇଁତଳା ଥାନା ଟିକ୍ରାପଡା ଫାଣ୍ଡି ଅଧିନ ଝିଙ୍କିଡୁଙ୍ଗୁରି ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ଘର ସମ୍ମୁଖ ଦାଣ୍ଡରେ ଶୋଇଥିବା ବେଳେ ଗାଈ ମାଡି ଦେବାରୁ ଗୁରୁତର ଆହତ ହୋଇ ଚିକିତ୍ସାଧୀନ ଜଣେ ଶିଶୁର ଜୀବନ ଯାଇଛି…
ପ୍ରବାସୀଙ୍କୁ କ୍ୱାରାଣ୍ଟାଇନ୍କୁ ପଠାଗଲା
ଛତ୍ରପୁର,୩୦ା୫(ଡି.ଏନ୍.ଏ.)-ସୁରଟରୁ ବାଲେଶ୍ୱର ଯାଉଥିବା ଟ୍ରେନ୍ ଚେନ ପୁଲିଂ କରି ଛତ୍ରପୁର ଷ୍ଟେଶନ ନିକଟରେ ୧୫୩୪ ପ୍ରବାସୀ ଶୁକ୍ରବାର ସନ୍ଧ୍ୟାରେ ଓହ୍ଲାଇ ପଡ଼ିଥିଲେ। ଘଟଣା ସ୍ଥଳରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ଏସ୍ପି ବ୍ରିଜେଶ କୁମାର ରୟ, ପୋଲିସ, ଆରପିଏଫ ଓ…
କାର-ବାଇକ୍ ମୁହାଁମୁହିଁ ଧକ୍କା: ୨ ମୃତ
ଫୁଲବାଣୀ ଅଫିସ, ୩୦ା୫-କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ପଲାବୃଡି ପଞ୍ଚାୟତ ଅଲିମାଡା ଗ୍ରାମର ଶନିବାର ବେପରୁଆ ଗାଡି ଚାଳନା କାଳ ହୋଇଛି ା ଏକ କାର ସହ ବାଇକ୍ ଧକ୍କା ହେବାରୁ ବାଇକ୍ରେ ଥିବା ୨ ଯୁବକଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି…
ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାଇଲେ ସବୁବର୍ଗ
ମାଲକାନଗିରି,୩୦ା୫(ଡି.ଏନ୍.ଏ.)-କରୋନା ମୁକାବିଲା କ୍ଷେତ୍ରରେ କାର୍ଯ୍ୟ କରୁଥିବା ଯୋଦ୍ଧାଙ୍କୁ ଉତ୍ସାହିତ କରିବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପରାମର୍ଶକ୍ରମେ ଶନିବାର ସମସ୍ତ ଓଡ଼ିଶାବାସୀ ସନ୍ଧ୍ୟା ସାଢେ ୫ଟାରେ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ କରିଛନ୍ତି। ମାଲକାନଗିରି ଜିଲା ସଦର ମହକୁମା ମୁଖ୍ୟ…
କୋରାପୁଟ ଓଡ୍ରାଫ ଟିମ୍କୁ ପଶ୍ଚିମବଙ୍ଗର ପ୍ରଶଂସା
ଜୟପୁର ୩୦ା୫ (ନି.ପ୍ର.)-ଅମ୍ଫନ୍ ବାତ୍ୟାରେ ପଶ୍ଚିମବଙ୍ଗରେ ବହୁ କ୍ଷୟକ୍ଷତି ହୋଇଛି ା ଏହି ପରିସ୍ଥିତିରେ ଓଡ଼ିଶା ସରକାର ପଶ୍ଚିମବଙ୍ଗକୁ ସହଯୋଗର ହାତ ବଢ଼ାଇ କୋରାପୁଟ ଓଡ୍ରାଫ ଟିମ୍ ପଠାଇଥିଲେ ା ଏହି ଟିମ୍ ପଶ୍ଚିମବଙ୍ଗରେ ପହଞ୍ଚତ୍ ପଶ୍ଚିମବଙ୍ଗର ବଡୋଦରାରେ ଅମ୍ଫନ ଯୋଗୁ…
କ୍ୱାରାଣ୍ଟାଇନ୍ କେନ୍ଦ୍ରରେ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ ଘଟଣା: ଆଖିଦୃଶିଆ କାର୍ଯ୍ୟାନୁଷ୍ଠାନ ନେଇନି ପୋଲିସ
ସଜନାଗଡ଼, ୩୦।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମ୍ପୁର ଥାନା ଅଧୀନ ତେଲିପାଳ ଆଶ୍ରମ କ୍ୱାରାଣ୍ଟାଇନ୍ କେନ୍ଦ୍ରରେ ଥିବା ଜଣେ ପ୍ରବାସୀ ଓଡ଼ିଆ ଯୁବତୀଙ୍କୁ ଗାଧୁଆଘରେ ଗତ ୨୬ତାରିଖରେ ବଳାତ୍କାର ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ଥାନାରେ ମାମଲା (ନଂ. ୩୯/୨୦)…
ଲକ୍ଡାଉନ୍ ଦୁର୍ଦ୍ଦଶାକୁ ମାଇକ୍ରୋଫାଇନାନ୍ସ ଋଣ ଚାପ: ଜିଲାପାଳଙ୍କ ନିକଟରେ ମହିଳାଙ୍କ ଅଭିଯୋଗ
ବାଲେଶ୍ୱର ଅଫିସ, ୩୦।୫-ରାଜ୍ୟରେ ମହିଳାମାନଙ୍କୁ ସଶକ୍ତ କରିବା ଲକ୍ଷ୍ୟ ନେଇ ରାଜ୍ୟ ଓ କେନ୍ଦ୍ର ସରକାର ବହୁ ମାଇକ୍ରୋ ଫାଇନାନ୍ସ ସଂସ୍ଥାକୁ ଅର୍ଥ କାରବାର କରିବା ପାଇଁ ଅନୁମତି ଦେଇଥିଲେ। କରୋନା ମହାମାରୀ ଯୋଗୁ ସାରା ଦେଶ ଲକ୍ଡାଉନ୍ ହେବା ପରେ…
ଜୁନାଗଡବାସୀ ସାମୂହିକଭାବେ ଗାଇଲେ ବନ୍ଦେ ଉତ୍କଳ ଜନନୀ
ଜୁନାଗଡ,୩୦।୫(ଡି.ଏନ୍.ଏ)-କୋଭିଡ ଯୋଦ୍ଧାଙ୍କୁ ଉତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନକ୍ରମେ ଶନିବାର କଳାହାଣ୍ଡି ଜିଲା ଜୁନାଗଡ ସହର ନୂଆବସ୍ଷ୍ଟାଣ୍ଡଠାରେ ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ କ୍ୟାପ୍ଟେନ ଦିବ୍ୟଶଙ୍କର ମିଶ୍ରଙ୍କ ସହ ଜୁନାଗଡବାସୀ ସାମୂହିକ ଭାବେ ବନ୍ଦେ ଉକତ୍ଳ ଜନନୀ ଗାନ କରିଥିଲେ। ଏହି…

