ଆମ ଜିଲା ଖବର

ଝାରସୁଗୁଡ଼ାରେ ଇନ୍ସପେକ୍ଟରଙ୍କ ଅଦଳବଦଳ

ଝାରସୁଗୁଡା ଅଫିସ,୩୦ା୫-ଝାରସୁଗୁଡା ଏସ୍‌ପି ରାହୁଲ ପିଆର ଜିଲାରେ କାର୍ଯ୍ୟରତ ଇନ୍ସପେକ୍ଟରଙ୍କ ମଧ୍ୟରେ ଅଦଳ ବଦଳ କରିଛନ୍ତି। ଚିଠି ସଂଖ୍ୟା ୫୩୪ରେ ସେ ଏହି ନିର୍ଦ୍ଦେଶନାମା ଜାରି କରିଛନ୍ତି। ଜିଲା ମୁଖ୍ୟାଳୟରେ କାର୍ଯ୍ୟରତ ଇନ୍ସପେକ୍ଟର ନଳିତା ମୋଦିଙ୍କୁ ବ୍ରଜରାଜ ନଗର ଥାନା ଅଧିକାରୀ…

ଶ୍ରମ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ବାରିପଦା ଅଫିସ,୩୦ା୫- ମୟୂରଭଞ୍ଜ ଜିଲା ନିର୍ମାଣ ଶ୍ରମିକ ସମନ୍ବୟ ସମିତି ପକ୍ଷରୁ ଶନିବାର ୯ ଦଫା ଦାବିରେ ପ୍ରଭାଗୀୟ ଶ୍ରମ ଆୟୁକ୍ତଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଶ୍ରମିକ ସଂଘ ସମନ୍ବୟ ସମିତିର ସଭାପତି ଅମଲ ଦେଙ୍କ ନେତୃତ୍ୱରେ ଅପରାହ୍ନରେ…

ବେଆଇନ ବାଲି ଚାଲାଣ, ୫ ଗାଡ଼ି ଜବତ

ଜଳେଶ୍ୱର, ୩୦।୫(ସ୍ବ.ପ୍ର.)-ବାଲେଶ୍ୱର ଜିଲା ଜଳେଶ୍ୱର ତହସିଲ ଅଧୀନରେ ସୁବର୍ଣ୍ଣରେଖାର ପ୍ରାୟ ୨୨ଟି ବାଲିସୈରାତଗୁଡ଼ିକ ୫ବର୍ଷ ପୂର୍ବେ ନିଲାମ ଦିଆଯାଇଥିବା ବେଳେ ଏବେ ଅବଧି ପୂରିବାକୁ ଯାଉଛି। ଲକ୍‌ଡାଉନ୍‌ ପାଇଁ ବାଲି ପରିବହନ ଠପ୍‌ ଥିବା ବେଳେ ଏବେ ଗତ କିଛିଦିନ ଧରି…

ଯୌତୁକ ପାଇଁ ବଧୂହତ୍ୟା ଅଭିଯୋଗ ମାମଲା: ୫ ଅଭିଯୁକ୍ତ ଗିରଫ

ପାଟପୁର,୩୦।୫-ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ବତାଗଡ ଗ୍ରାମର ଜଣେ ମହିଳାଙ୍କ ଶୁକ୍ରବାର ସନ୍ଦେହଜନକ ମୃତ୍ୟୁ ହୋଇଥିଲା। ସେ ହେଲେ ଉକ୍ତ ଗ୍ରାମର ରାଧା ଗୌଡ଼ (୨୪)। ଶାଶୁଘର ଲୋକେ ବିଷ ପିଆଇ ମାରିଦେଇଥିବା ରାଧାଙ୍କ ବାପା ହରି ପାତ୍ର ଶୁକ୍ରବାର ଥାନାରେ…

ଟିଟିଲାଗଡ଼ରେ କୋଭିଡ ଯୋଦ୍ଧାଙ୍କ ତ୍ୟାଗକୁ ସମ୍ମାନ

ଟିଟିଲାଗଡ଼, ୩୦।୫ (ଡି.ଏନ.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ବଲାଙ୍ଗୀର ଜିଲା ଟିଟିଲାଗଡ଼ରେ କୋଭିଡ ଯୋଦ୍ଧା ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ପୋଲିସଙ୍କୁ ସମ୍ମାନ ନେଇ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ମହିଳା ଓ ଶିଶୁ…

ଡମ୍ପର ତଳେ ଚାପି ହୋଇଗଲେ ଡ୍ରାଇଭର

ଯୋଡା, ୩୦।୫(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ଖଣିମଣ୍ଡଳ ତଥା ବାମେବାରୀ ଥାନା ଅନ୍ତର୍ଗତ ଟାଟାଷ୍ଟିଲର ଖଣ୍ଡବନ୍ଧ ଖଣି ପାର୍କିଂରେ ଏକ ଡମ୍ପର ଧକାରେ ଜଣେ ଡ୍ରାଇଭର ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଖବର ନେବାରୁ ଜଣାପଡିଛି ଯେ, ଶନିବାର ଅପରାହ୍ନରେ…

‘ବନ୍ଦେ ଉତ୍କଳ ଜନନୀ’ରେ କରୋନା ଯୋଦ୍ଧାଙ୍କୁ ସମ୍ମାନ

କର୍ଲାମୁଣ୍ଡା,୩୦।୫ (ଡି.ଏନ.ଏ.): କରୋନା ଯୋଦ୍ଧାଙ୍କୁ ସମ୍ମାନ ଜଣାଇବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ତଥା ଅନୁରୋଧ କ୍ରମେ ଶନିବାର ସନ୍ଧ୍ୟାରେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ସମସ୍ତ ପଞ୍ଚାୟତ ଓ ସରକାରୀ ବେସରକାରୀ ଅନୁଷ୍ଠାନରେ ‘ବନ୍ଦେ ଉତ୍କଳ ଜନନୀ’ ଗାନ…

କରୋନା ଯୋଦ୍ଧାଙ୍କ ସମ୍ମାନରେ ସମସ୍ତେ ଗାଇଲେ ‘ବନ୍ଦେ ଉତ୍କଳ ଜନନୀ’

ସଇଁତଲା, ୩୦।୫ (ଡି.ଏନ.ଏ.): କରୋନା ଯୋଦ୍ଧାଙ୍କୁ ସମ୍ମାନ ଜଣାଇବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ତଥା ଅନୁରୋଧ କ୍ରମେ ଶନିବାର ସନ୍ଧ୍ୟାରେ ବିଭିନ୍ନ କାର୍ଯ୍ୟାଳୟ ଓ ଘରେ ‘ବନ୍ଦେ ଉତ୍କଳ ଜନନୀ‌’ ଗାନ କରାଯାଇଛି। ଏହିକ୍ରମରେ ବଲାଙ୍ଗୀର ଜିଲା ସଇଁତଲା…

କେସିଙ୍ଗା ସହରରେ ବନ୍ଦେ ଉତ୍କଳ ଜନନୀ କାର୍ଯ୍ୟକ୍ରମ

କେସିଙ୍ଗା,୩୦ା୫(ଡି.ଏନ.ଏ.)-କରୋନା ଯୋଦ୍ଧାଙ୍କୁ ସମ୍ମାନ ଜଣାଇ କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାର୍ଯ୍ୟାଳୟ ପରିସରରେ ଶନିବାର ବନ୍ଦେ ଉତ୍କଳ ଜନନୀ ଗାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କେସିଙ୍ଗା ବିଡିଓ ପ୍ରଫୁଲ୍ଲ କୁମାର ଅଡୁଙ୍କ ନେତୃତ୍ୱରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ସଙ୍ଗୀତ ଗାନ…

ପଞ୍ଚସଖା ପଡ଼ିଆରେ ସମୂହ ‘ବନ୍ଦେ ଉତ୍କଳ ଜନନୀ’ ଗାନ

ସାକ୍ଷୀଗୋପାଳ, ୩୦।୫(ଡି.ଏନ୍‌.ଏ.): ପୁରୀ ଜିଲା ସାକ୍ଷୀଗୋପାଳ ବକୁଳ ବନ ସ୍ଥିତ ପଞ୍ଚସଖା ପଡିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ସମୁହ ‘ବନ୍ଦେ ଉତ୍କଳ ଜନନୀ’ଗାନ କରାଯାଇଛି। ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ, ଅଧ୍ୟକ୍ଷା ସସ୍ମିତା ପ୍ରଧାନ, ବିଡିଓ ସରୋଜ କୁମାର…

ଖୋର୍ଦ୍ଧାରେ ସମୂହ ‘ବନ୍ଦେ ଉତ୍କଳ ଜନନୀ’ ଗାନ: ସାମିଲ ହେଲେ ବିଧାୟକ, ଜିଲାପାଳ..

ଖୋର୍ଦ୍ଧା ଅଫିସ,୩୦।୫ : କରୋନା ଯୋଦ୍ଧାଙ୍କ ତ୍ୟାଗ, ନିଷ୍ଠାକୁ ସମ୍ମାନ ଜଣାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ବାନ କ୍ରମେ ଖୋର୍ଦ୍ଧା ନୂଆ ବସଷ୍ଟାଣ୍ଡ ପରିସରରେ ଶନିବାର ଜିଲାସ୍ତରୀୟ ‘ବନ୍ଦେ ଉତ୍କଳ ଜନନୀ’ ଗାନ କରାଯାଇଛି । ଜିଲାପାଳ ଶିତାଂଶୁ ରାଉତ, ଜିଲା…

ସଙ୍ଗରୋଧ କେନ୍ଦ୍ରରେ ବନ୍ଦେ ଉତ୍କଳ ଜନନୀ ଗାଇଲେ ପ୍ରବାସୀ

ଚୌଦ୍ୱାର,୩୦ା୫(ଡି.ଏନ.ଏ.)-କରୋନା ଯୋଦ୍ଧାଙ୍କୁ ସମ୍ମାନ ଜଣାଇ ଚୌଦ୍ୱାର କଲେଜ ମହିଳା ଛାତ୍ରୀ ନିବାସରରେ ରହୁଥିବା ପ୍ରବାସୀମାନେ ଜଗନ୍ନାଥ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ମହମବତୀ ଜାଳିବା ସହିତ ‘ବନ୍ଦେ ଉତ୍କଳ ଜନନୀ ଗାନ କରିଛନ୍ତି। ଏହି କେନ୍ଦ୍ରରେ ରହୁଥିବା ଜିଲା ତଥା ରାଜ୍ୟ ବାହାରର ୪୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?