ମହାପ୍ରଭୁଙ୍କ ଦର୍ଶନ ପରେ ସବୁ ଖୋଲି କହିଦେଲେ ଦିଲୀପ ରାୟ: କହିଲେ, ବିଜେଡି ବିଧାୟକଙ୍କ ସହ ମୋର…
ପୁରୀ,୧୭।୩: ୧୨ ବର୍ଷ ବ୍ୟବଧାନରେ ଓଡ଼ିଶାରେ ହୋଇଛି ରାଜ୍ୟ ସଭା ନିର୍ବାଚନ । ୪ଆସନ ଲାଗି ସୋମବାର ଅନୁଷ୍ଠିତ ନିର୍ବାଚନରେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ, ସୁଜିତ୍ କୁମାର(ଭାଜପା), ସଂତୃପ୍ତ ମିଶ୍ର(ବିଜେଡି) ଏବଂ ଭାଜପା ସମର୍ଥିତ ସ୍ବାଧୀନ ପ୍ରାର୍ଥୀ ଦିଲୀପ…
ଚୈତ୍ରପର୍ବର ଦ୍ୱିତୀୟ ମଙ୍ଗଳବାର, ମା’ ତାରାତାରିଣୀଙ୍କ ଦର୍ଶନ ଲାଗି ପୀଠରେ ଭକ୍ତଙ୍କ ଭିଡ଼
ପୁରୁଷୋତ୍ତମପୁର,୧୭।୩(ସବିତା ମିଶ୍ର ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ଦ୍ବିତୀୟ ଚୈତ୍ର ମଙ୍ଗଳବାର ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଭକ୍ତଙ୍କ ଗହଳିରେ ସମଗ୍ର ରତ୍ନଗିରି ପାହାଡ ପ୍ରକମ୍ପିତ ହେବାରେ ଲାଗିଛି । ମା’ଙ୍କ ଦର୍ଶନ କରିବା…
ନିଆଁରେ ଜଳୁଥିଲେ ମେନକା, ଚିତ୍କାର କରି ଡାକୁଥିଲେ ପୁଅ: ଛାଡ଼ିଲେନି SCB ସିକ୍ୟୁରିଟୀ, ଆସିଲା ସାଂଘାତିକ ଅଭିଯୋଗ
ମହାକାଳପଡ଼ା, ୧୭ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ):କଟକ ବଡ଼ ଡାକ୍ତରଖାନାରେ ରବିବାର ବିଳମ୍ବିତ ରାତିରେ ମେଡିସିନ ୱାର୍ଡ ଟ୍ରମା କେୟାର ଆଇସିୟୁରେ ଶର୍ଟ ସର୍କିଟରୁ ନିଆଁ ଲାଗି ଯାଇଥିଲା। ଫଳରେ ଘଟଣାସ୍ଥଳରେ ୧୦ ଜଣ ରୋଗୀଙ୍କ ମୃତ୍ୟୁ ହୋଇଥିଲା। ରାଜ୍ୟ ସରକାରଙ୍କ ପକ୍ଷରୁ ରୋଗୀଙ୍କୁ…
ହାତୀ ଉପଦ୍ରବରେ ପଡିଗଲା ଘରର କାନ୍ଥ, ଚାଲିଗଲା ଶିଶୁ ପୁତ୍ରର ଜୀବନ
ଜଳେଶ୍ଵର,୧୭।୩( ନବୀନ ସାହୁ): ଜଳେଶ୍ଵର ବ୍ଲକ୍ ରାଇବଣିଆ ଥାନା ଖୁଆଡ଼ ପଞ୍ଚାୟତ କେନ୍ଦୁଖୁଣ୍ଡା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଗୋଠ ଛଡା ହାତୀ ପଶି ଉପଦ୍ରବ ମଚାଇଥିଲା । ଗ୍ରାମର ଜଣଙ୍କର ଘରର କାନ୍ଥ ପଡିଯିବାକୁ ମା’ କୋଳରେ ଶୋଇଥିବା ଦୁଇ…
ପଞ୍ଚାୟତସ୍ତରୀୟ ମିଳିତ ଜନଶୁଣାଣି: ସ୍ବାସ୍ଥ୍ୟକେନ୍ଦ୍ରରେ ଖାଲି ପଡ଼ିଥିବା ଡାକ୍ତର ପଦବୀ ପୂରଣ ପାଇଁ ସରପଞ୍ଚଙ୍କ ଦାବି
ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅନ୍ତର୍ଗତ ସିଦ୍ଧେଶ୍ୱର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତସ୍ତରୀୟ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ଅତିରିକ୍ତ ବିଡ଼ିଓ ଉମେଶ ଚନ୍ଦ୍ର ସେଠୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ବ୍ରହ୍ମପୁର ମହାନଗର ନିଗମ ଡେପୁଟି କମିଶନର…
ଖଣି ବିରୋଧରେ ଗର୍ଜିଲେ ଜନତା
ବଲାଙ୍ଗୀର/ଲୋଇସିଂହା, ୧୭ା୩(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ): କିଛିଦିନ ପୂର୍ବରୁ ବଲାଙ୍ଗୀର ଜିଲାର ଲୋଇସିଂହା ବ୍ଲକ ଅନ୍ତର୍ଗତ ବିଅରପାଲି, ବବ୍ଜା, ପାଟଣାଗଡ ବ୍ଳକର ସାଲେପାଲି, ଭରତବାହାଲ, ଲରମ୍ଭା ଏବଂ କହ୍ନେଇଟାଲ ଠାରେ ଗ୍ରାଫାଇଟ ଓ ମାଙ୍ଗାନିଜ ଖଣି ନିଲାମ ହୋଇଥିବା ଜଣାପଡିଥିଲା। ବିନା…
ରନ୍ଧନ ଗ୍ୟାସ ସଂକଟ: ଆହାର କେନ୍ଦ୍ରରେ ଛାତ୍ରୀଛାତ୍ରଙ୍କୁ ମିଳୁ ଅତିରିକ୍ତ ଖାଦ୍ୟ
ବରଗଡ଼,୧୭ା୩(ପ୍ରେମାନନ୍ଦ ଖମାରୀ): ମଧ୍ୟପ୍ରାଚ୍ୟ ଯୁଦ୍ଧ ପ୍ରଭାବରେ ରନ୍ଧନ ଗ୍ୟାସ ସଂକଟ ଦେଖାଦେଇଛି। ଏହା ସାଧାରଣ ଜୀବନ ଜୀବିକାକୁ ମଧ୍ୟ ପ୍ରଭାବିତ କରିଛି। ଏଥିରୁ ସ୍କୁଲ, କଲେଜ ଛାତ୍ରୀଛାତ୍ର ବାଦ ପଡ଼ି ନାହାନ୍ତି। ବିଭିନ୍ନ ଛାତ୍ରାବାସ, ଛାତ୍ରୀ ନିବାସ ଏବଂ ଚ୍ୟାମ୍ବର ଗୁଡିକରେ…
ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ: ପରୀକ୍ଷା ଦେଲେ ୨୫ହଜାର ୫୨୮ ଶିକ୍ଷାର୍ଥୀ
ବରଗଡ଼,୧୭।୩(ପ୍ରେମାନନ୍ଦ ଖମାରୀ): ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ (ଉଲ୍ଲାସ) ଅନ୍ତର୍ଗତ ମୌଳିକ ସାକ୍ଷରତା ଏବଂ ସଂଖ୍ୟା ଜ୍ଞାନ ଦ୍ୱିତୀୟ ମୂଲ୍ୟାଙ୍କନ ପରୀକ୍ଷା (ଏଫଏଲଏନଏଟି-୨) ରବିବାର ବରଗଡ଼ ଜିଲାର ବିଭିନ୍ନ ବିଦ୍ୟାଳୟ ଗୁଡ଼ିକରେ ଅନୁଷ୍ଠିତ ହୋଇଯାଇଛି। ଜିଲା ଶିକ୍ଷାଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ନିରୀକ୍ଷଣ ଏବଂ…
୪ କୋଠରିରେ ବସୁଛନ୍ତି ୯ ଶ୍ରେଣୀର ପିଲା
ନୂଆପଡ଼ା,୧୭ା୩ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ଠିକପାଲି ପଞ୍ଚାୟତ ଶୁକ୍ଲିମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ୧୯୫୮ମସିହାରେ ସ୍ଥାପିତ ବିଦ୍ୟାଳୟ ନାମରେ ଜମି ପଟ୍ଟା ନାହିଁ। ଗ୍ରାମ୍ୟ ଜଙ୍ଗଲ ଜମିରେ ବିଦ୍ୟାଳୟ…
ଭୋଟର୍ସ ଲିଷ୍ଟ ସଂଶୋଧନ ପାଇଁ କଡ଼ା ନିର୍ଦ୍ଦେଶ, ଭୋଟର୍ସଙ୍କ ନାଁ ତାଳମେଳ ନଥିଲେ ଏହି ତାରିଖ ସୁଦ୍ଧା କରନ୍ତୁ ଆବେଦନ, ନଚେତ୍…
କେସିଙ୍ଗା,୧୭।୩(ତୁମେଶ୍ୱର ସାହୁ) : କଳାହାଣ୍ଡି ଜିଲା କେସିଙ୍ଗା ଏନଏସିରେ ସ୍ବତନ୍ତ୍ର ସଂଘନ ସଂଶୋଧନ ( ଏସଆଇଆର) ପାଇଁ କାର୍ଯ୍ୟନିର୍ବାହୀ ଅଧିକାରୀ ଚିନ୍ମୟ ଆଚାରୀଙ୍କ ନେତୃତ୍ୱରେ ଭୋଟର୍ସ ଲିଷ୍ଟ ସଂଶୋଧନ ପାଇଁ ସୋମବାର ସନ୍ଧ୍ୟାରେ ଏକ ପ୍ରେସ ମିଟ୍ ଅନୁଷ୍ଠିତ ହୋଇଥିଲା। ଏହି…
ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ
ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ ରାଜପଥରେ ଏବେ ଗାଡ଼ି ଚଳାଚଳ ସ୍ବାଭାବିକ ହୋଇଛି । ସୂଚନା ଅନୁସାରେ, ବ୍ଲକର…
ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର
ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିକିଛି। ମୃତ ଯୁବତୀଙ୍କ ନାମ ଖୁସବୁ ସାହୁ (୨୫)…

