ଆକାଂକ୍ଷା ଯୋଜନାରେ ନବରଙ୍ଗପୁର ୩ୟ
ନବରଙ୍ଗପୁର,୮ା୧(ବି.ପ୍ର.) – କେନ୍ଦ୍ରର ଆକାଂକ୍ଷା ଯୋଜନାରେ ସାମିଲ ହୋଇଥିବା ଜିଲାମାନଙ୍କ ମଧ୍ୟରେ ନବରଙ୍ଗପୁର ଜିଲା ୩ୟ ସ୍ଥାନରେ ରହିଛି ା ଛତିଶଗଡ ରାଜ୍ୟର ସୁକମା ଜିଲା ପ୍ରଥମ, ଆସାମର ଉଦଲଗରି ଦ୍ୱିତୀୟ, ନବରଙ୍ଗପୁର ତୃତୀୟ, ରାଜସ୍ଥାନର ଜୟସଲମେର ୪ର୍ଥ ଓ...
ଅସୁରକ୍ଷିତ ଶିଆଳି ଭିୟୁ ଟାୱାର
ଏରସମା, ୮।୧ (ସ୍ବ.ପ୍ର.):ଜଗତ୍ସିଂହପୁର ଜିଲାର ଅନ୍ୟତମ ମୁଖ୍ୟ ପର୍ଯ୍ୟଟନସ୍ଥଳୀ ତଥା ଏରସମା ବ୍ଲକ ଅଧୀନ ପଦ୍ମପୁର ପଞ୍ଚାୟତସ୍ଥିତ ଶିଆଳି ସମୁଦ୍ର ବେଳାଭୂମି ନିକଟରେ ଥିବା ଭିୟୁ ଟାୱାର ଅସୁରକ୍ଷିତ ହୋଇପଡିଛି। ରକ୍ଷଣାବେକ୍ଷଣ ଅଭାବ ସାଙ୍ଗକୁ ସମୁଦ୍ର ଜଳପତ୍ତନ ବୃଦ୍ଧି ଏହାର...
ଆନ୍ତଃରାଜ୍ୟ ହକି ଟୁର୍ନାମେଣ୍ଟ ଜିତିଲା ସୁନ୍ଦରଗଡ
ଉଲୁଣ୍ଡା, ୮ା୧(ଡି.ଏନ.ଏ.) – ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଏସ.ପତ୍ରାପାଲି ପଞ୍ଚାୟତର ଗିନ୍ଦିଲ୍ଲାମାଲଠାରେ ଉଲୁଣ୍ଡା ଯୁବ ମହାସଂଘ ଏବଂ ଆଦିବାସୀ ବିକାଶ କ୍ଲବ ମିଳିତ ଆନୁକୂଲ୍ୟରେ ଗତ ଚାରଦିନ ଧରି ଚାଲିଥିବା ଆନ୍ତଃରାଜ୍ୟ ହକି ଟୁର୍ନାମେଣ୍ଟ ମଙ୍ଗଳବାର ଉଦ୍ଯାପିତ ହୋଇଯାଇଛି।...
ସୁବର୍ଣ୍ଣ ଲୋକ ମହୋତ୍ସବ ଉଦ୍ଘାଟିତ: ଲୋକନୃତ୍ୟ ଗୀତରେ ଦୁଲୁକିଲା ମଞ୍ଚ
ସୋନପୁର, ୮।୧(ନି.ପ୍ର.): ସାଂସ୍କୃତିକ ଶୋଭାଯାତ୍ରା ଓ ଲୋକନୃତ୍ୟର ତାଳେ ତାଳେ ସୁବର୍ଣ୍ଣ ଲୋକ ମହୋତ୍ସବ ୨୦୨୦ ମଙ୍ଗଳବାର ଉଦ୍ଘାଟିତ ହୋଇଯାଇଛି । ପୂର୍ବାହ୍ନରେ ଲୋକ ବାଦ୍ୟ ଓ ଲୋକ ନୃତ୍ୟରେ ସହରର ରାସ୍ତା ଦୁଲୁକି ଉଠିଥିଲା। ରାଜ୍ୟ ଓ ରାଜ୍ୟ...
ଚିକିଛା ଅଭାବୁ ଜୀବନ୍ ମରନ୍ ସଂଗେ ଯୁଝୁଛନ୍ ବୁଲୁ: ମାଏକିନାର ଉପରେ ୫ ପରାନୀର ବୋଝ୍
ଗଣ୍ଡତୁରୁମ, ୮ା୧(ଡି.ଏନ୍.ଏ.)-ବରଗଡ଼ ଜିଲା ଭେଡ଼େନ ବ୍ଲକ ମହୁଲପାଲି ପଁଚେତ୍ ଭାଙ୍ଗକୁଦ ଗଁାର ବୁଲୁ ହଂସ(୪୩)। ସେ ଆଏଜ୍କେ ୨ ବଛର ହେଲା ରୋଗ୍ ବେମାରୀରେ ଶଢ଼ୁଛନ୍। ପରିବାର ଲୋକ୍ ଲାଗ୍ବରମସ କରି ତାକର ଚିକିଛା କରେଇ ନିରାଶ ହେଇଛନ୍। ଏହେଦେ...
୧୭ରେ ମୁକ୍ତିଲାଭ କରିବ ଚଳଚ୍ଚିତ୍ର ଶଲାବୁଢ଼ାର ବଦ୍ଲା
ବଲାଙ୍ଗୀର ଅଫିସ, ୮ା୧- ଆସନ୍ତା ୧୭ ତାରିଖ ବଲାଙ୍ଗୀରରେ ମୁକ୍ତିଲାଭ କରିବ ବହୁପ୍ରତୀକ୍ଷିତ କୋଶଲୀ-ସମ୍ବଲପୁରୀ ଚଳଚ୍ଚିତ୍ର ଶଲବୁଢ଼ାର ବଦ୍ଲା ା ଏହି ଓଡିଶାର ପ୍ରଥମ ଓ ସାରା ଭାରତର ଦ୍ୱିତୀୟ ଟ୍ରାଇଲଜି ବୋଲି ଚଳଚ୍ଚିତ୍ର ନିର୍ଦ୍ଦେଶକ ସବ୍ୟସାଚୀ ମହାପାତ୍ର ମଙ୍ଗଳବାର...
ଜିଲାପାଳଙ୍କୁ ଦାବିପତ୍ର ଦେଲେ ଅଞ୍ଚଳବାସୀ: ଫାଣ୍ଡି ସ୍ଥାପନ, ହାତୀ ଉପଦ୍ରବ ରୋକାଯାଉ
ତାଳଚେର,୮ା୧(ନି.ପ୍ର.)- ତାଳଚେର ବ୍ଲକର ସନ୍ଥପଡ଼ା, ଗୁରୁଜାଙ୍ଗୁଲି ଏବଂ ବନ୍ତୋଲ ପଞ୍ଚାୟତର ବିଭିନ୍ନ ମୌଳିକ ସମସ୍ୟାର ସମାଧାନ ସହିତ ବହ୍ଲର ଛକଠାରେ ଏକ ଫାଣ୍ଡି ସ୍ଥାପନ ନିମନ୍ତେ ଅଞ୍ଚଳବାସୀ ସୋମବାର ଜିଲାପାଳଙ୍କ ଜନ ଅଭିଯୋଗ ଶୁଣାଣି ଶିବିରରେ ଦାବି କରିଛନ୍ତି। ସେହିପରି...
ମଦ୍ୟପ ସ୍ବାମୀଙ୍କ ନୃଶଂସକାଣ୍ଡ: ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା, ଶାଶୁ ଗୁରୁତର
ପରଜଙ୍ଗ, ୮।୧(ଡି.ଏନ.ଏ.)- ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ ଫାଣ୍ଡି ଅଧୀନ ପଙ୍ଗାତୀରା ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ହତ୍ୟାକାଣ୍ଡ ଘଟିଛି। ମଦ୍ୟପ ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିଥିବାବେଳେ ଶାଶୁ ଗୁରୁତର ହୋଇଛନ୍ତି। ହତ୍ୟାକାଣ୍ଡ ପଛର କାରଣ...
୩୦୦ ଶ୍ରମିକଙ୍କୁ ବେଆଇନ ଛଟେଇ ଅଭିଯୋଗ: ଲେବର କଣ୍ଟ୍ରାକ୍ଟରଙ୍କ ବିରୋଧରେ ବିକ୍ଷୋଭ
ଢେଙ୍କାନାଳ ଅଫିସ, ୮।୧- ଢେଙ୍କାନାଳ ଜିଲା ଟାଟା ଷ୍ଟିଲ ବିଏସ୍ଏଲ୍ରେ ଲେବର କଣ୍ଟ୍ରାକ୍ଟରଙ୍କ ମନମୁଖି କାର୍ଯ୍ୟରେ ଅସନ୍ତୋଷ ପ୍ରକାଶ କରିଛି ଟାଟା ବିଏସ୍ଏଲ୍ ଇଣ୍ଡଷ୍ଟ୍ରିଜ୍ ଶ୍ରମିକ ୟୁନିୟନ। ଏହାର ପ୍ରତିବାଦରେ ମଙ୍ଗଳବାର ମଧ୍ୟାହ୍ନରେ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ...
ଜିଲା ଭାଜପା କମିଟି ବୈଠକ: ସିଏଏ ସମ୍ପର୍କରେ ଲୋକଙ୍କୁ ସଚେତନ କରାଯିବ
ଅନୁଗୋଳ ଅଫିସ, ୮।୧- ଅନୁଗୋଳ ଜିଲା ଭାଜପା କମିଟି ପକ୍ଷରୁ ମଙ୍ଗଳବାର ସ୍ଥାନୀୟ ଜିଲା କଳା କେନ୍ଦ୍ରଠାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରଥମେ ନୂତନ ସଭାପତି ଦୀଲେଶ୍ୱର ପ୍ରଧାନଙ୍କୁ ପୂର୍ବତନ ସଭାପତି ଭାଗୀରଥି ପ୍ରଧାନ ଦାୟିତ୍ୱ ହସ୍ତାନ୍ତର କରିବା...
୩ କଲେଜ ପରିଦର୍ଶନ କଲେ ଢେଙ୍କାନାଳ ଏମ୍ପି: ସମସ୍ୟା ସମ୍ପର୍କରେ ଜଣାଇବାକୁ ପରାମର୍ଶ
ତାଳଚେର,୮ା୧(ନି.ପ୍ର.)- ଢେଙ୍କାନାଳ ଏମ୍ପି ମହେଶ ସାହୁ ମଙ୍ଗଳବାର ତାଳଚେର ଅଞ୍ଚଳର ହିଙ୍ଗୁଳା ମହାବିଦ୍ୟାଳୟ, ବଲଣ୍ଡାସ୍ଥିତ ନୀଳକେଣ୍ଠଶ୍ୱର ମହାବିଦ୍ୟାଳୟ ଏବଂ ଥର୍ମାଲର ଗଡତଳ ଆଞ୍ଚଳିକ ମହାବିଦ୍ୟାଳୟ ପରିଦର୍ଶନ କରିଥିଲେ। ଏହି ଅବସରରେ ଏମ୍ପି ସାହୁ ଉକ୍ତ କଲେଜଗୁଡିକର ଶିକ୍ଷାନୀତି, ଶୈକ୍ଷିକ ବାତାବରଣ,...
ପଥର କ୍ୱାରି କଲେ ଆତ୍ମହତ୍ୟା କରିବୁ
ଚନ୍ଦ୍ରଗିର,୮ା୧ -ପଥର କ୍ୱାରୀ କଲେ ଆତ୍ମହତ୍ୟା କରିବୁ। ଏଭଳି ଚେତାବନୀ ଦେଇଛନ୍ତି ମୋହନା ତହସିଲ ବାଘମାରୀ ପଞ୍ଚାୟତର ପେଜପାଣୀ, ଫଟାଚାଞ୍ଚଡା ଓ ସର୍ଗୀସାହି ଗ୍ରାମବାସୀ। ସୂଚନାଯୋଗ୍ୟ ଯେ, ଫଟାଚାଞ୍ଚଡା ମୌଜା ଖାତା ନଂ.୧୮ ପ୍ଲଟ ନମ୍ବର ୧୭୨ରେ ୧.୮୦୦ହେକ୍ଟର ପର୍ବତ...
Archives


