୫ ଦଫା ଦାବିରେ ଏସୟୁସିଆଇର ଗଣବିକ୍ଷୋଭ
ଛେଣ୍ଡିପଦା,୭।୧(ସ୍ବ.ପ୍ର)-ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ସମ୍ମୁଖରେ ୫ ଦଫା ଦାବିରେ ମଙ୍ଗଳବାର ଏସୟୁସିଆଇ ଆଞ୍ଚଳିକ କମିଟି ପକ୍ଷରୁ ଗଣ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଛେଣ୍ଡିପଦା ଆଞ୍ଚଳିକ କମିଟିର ଆବାହକ ରଣଜିତ ପ୍ରଧାନଙ୍କ ନେତୃତ୍ୱରେ ଶତାଧିକ ସଦସ୍ୟ ଡାକବଙ୍ଗଳାଠାରୁ ଏକ ଶୋଭାଯାତ୍ରାରେ...
ମଧ୍ୟାହ୍ନଭୋଜନ ଡାଲମାରେ ବାହାରିଲା ବିଛା: ବିଇଓଙ୍କୁ ଭେଟିଲେ ଉତ୍ତ୍ୟକ୍ତ ଅଭିଭାବକ
ହିଞ୍ଜିଳିକାଟୁ,୭ା୧(ଡି.ଏନ୍.ଏ.)- ହିଞ୍ଜିଳିକାଟୁ ବ୍ଲକ ସାରୁ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସୋମବାର ସ୍କୁଲ ଛାତ୍ରୀଛାତ୍ରଙ୍କୁ ଦିଆଯାଇଥିବା ଖାଦ୍ୟରେ ବିଛା ବାହାରଥିବା ଅଭିଯୋଗ ହୋଇଛି। ସ୍କୁଲର ଜଣେ ୮ମ ଶ୍ରେଣୀ ଛାତ୍ରଙ୍କୁ ଡାଲମା ପରଷା ଯିବାବେଳେ ସେଥିରୁ ବିଛା ବାହାରିଥିଲା। ଫଳରେ...
ବିଦ୍ୟୁତ୍ ବିଭାଗ ଯନ୍ତ୍ରୀଙ୍କୁ ଆକ୍ରମଣ ମାମଲା: ଜେଲ୍ ଗଲେ ପୁଅ, ବାପା ଫେରାର
ରୂପ୍ସା, ୭।୧(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ହଳଦୀପାଳ ବଜାରରେ ସୋମବାର ବିଦ୍ୟୁତ୍ ବିଭାଗ ଜେଇ ଗୌରୀଶଙ୍କର ବାଗଙ୍କୁ ଆକ୍ରମଣ ଘଟଣାରେ ପୋଲିସ ଅଭିଯୁକ୍ତ ପୁଅ ରାମକୃଷ୍ଣ ଦାସଙ୍କୁ ଗିରଫ କରିଛି। ଏ ସଂକ୍ରାନ୍ତରେ ବସ୍ତା ଥାନାରେ ଏକ ମାମଲା (ନଂ. ୩/୨୦)...
ବୁଧବାର ପୁରୀ ଡିଭିଜନରେ ପକ୍ଷୀ ଗଣନା: ନିୟୋଜିତ ହେବେ ୨୩ ଟିମ୍
ପୁରୀ ଅଫିସ, ୭ା୧: ପୁରୀ ବନ୍ୟପ୍ରାଣୀ ଡିଭିଜନରେ ବୁଧବାର ପକ୍ଷୀ ଗଣନା କରାଯିବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି। ରାଜ୍ୟର ବିଭିନ୍ନ ଡିଭିଜନରେ ଗତ ୩ ତାରିଖରେ ପକ୍ଷୀ ଗଣନା କରାଯାଇଥିଲା। ପୁରୀ ଡିଭିଜନରେ ମଧ୍ୟ ଏହି ଦିନ ଗଣତି...
ବସ୍କୁ ଧକ୍କା ଦେଲା କାର୍: ୩ ଗୁରୁତର
ପୁରୀ ଅଫିସ, ୭ା୧: ପୁରୀ-ଭୁବନେଶ୍ୱର ଜାତୀୟ ରାଜପଥର ମାଳତିପାଟପୁର ଛକରେ ମଙ୍ଗଳବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଗୋଟିଏ ଯାତ୍ରୀବାହୀ ବସ୍କୁ ପଛପଟୁ କାର୍ ଧକ୍କା ଦେବାରୁ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ କଟକର ବିନୋବା...
ଖଇରାର ଗୌରବ ଅବିନାଶ
ଖଇରା, ୭।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ସାରଡାଙ୍ଗ ପଞ୍ଚାୟତ ଅଧୀନ ଅଲିପୁର ଗ୍ରାମର ଅବିନାଶ ଦଳେଇ ଓଡିଶା ପ୍ରଶାସନିକ ସେବା(ଓଏଏସ)ରେ ୧୭୧ନମ୍ବର ସ୍ଥାନରେ ରହି ଖଇରା ପାଇଁ ଗୌରବ ଆଣିଦେଇଛନ୍ତି। ସୋମବାର ପରୀକ୍ଷା ଫଳ ପ୍ରକାଶ ପାଇବା ପରେ ତାଙ୍କ...
ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ସମବାୟ ସମିତି ସମ୍ପାଦକ
କଟକ ଅଫିସ, ୭ା୧- ଅଢେଇ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ବାଲିଅନ୍ତା ଥାନା ଅଧୀନ କାକରୁଦ୍ରପୁର ସେବା ସମବାୟ ସମିତି ସମ୍ପାଦକ ହେମନ୍ତ କୁମାର ନାୟକ। ଉକ୍ତ ଥାନା ଅଧୀନ ପଞ୍ଚାଳୋ ଗ୍ରାମର ନିରଞ୍ଜନ ଦାସ...
ମୁଖ୍ୟ ଶାସନ ସଚିବ, ନଗର ଉନ୍ନୟନ ସଚିବଙ୍କ ବିରୋଧରେ ଅଦାଲତ ଅବମାନନା ମାମଲା
କଟକ ଅଫିସ, ୭ା୧- ରାଜ୍ୟ ମୁଖ୍ୟ ଶାସନ ସଚିବ ଓ ନଗର ଉନ୍ନୟନ ସଚିବଙ୍କ ବିରୋଧରେ ହାଇକୋର୍ଟରେ ଅଦାଲତ ଅବମାନନା ମାମଲା ରୁଜୁ କରାଯାଇଛି। ଭାରତୀୟ ବିକାଶ ପରିଷଦ ସଭାପତି ସୁରେନ୍ଦ୍ର ନାଥ ପାଣିଗ୍ରାହୀ ଏହି ମାମଲା ଦାଏର କରିଛନ୍ତି।...
୨୪ ଘଣ୍ଟା ପରେ ଧରାପଡ଼ିଲେ ଜେଲରୁ ଚମ୍ପଟ ବଳାତ୍କାର ଅଭିଯୁକ୍ତ
ଛତ୍ରପୁର,୭।୧(ଡି.ଏନ.ଏ)-ଗଞ୍ଜାମ ଜିଲା ଛତ୍ରପୁର ସବ୍ଜେଲ ପାଚେରି ଡେଇଁ ସୋମବାର ସନ୍ଧ୍ୟାରେ ଚମ୍ପଟ ମାରିଥିବା ବଳାତ୍କାର ଅଭିଯୁକ୍ତ ୨୪ ଘଣ୍ଟା ପରେ ମଙ୍ଗଳବାର ସନ୍ଧ୍ୟାରେ ଧରାପଡ଼ିଛନ୍ତି। ସେ ହେଲେ ପୁରୁଷୋତ୍ତମପୁର ଥାନା ଅଧୀନ ସୁନାଥର ଗାଁର କବିରାଜ ବେହେରା। ଜେଲ ନିକଟସ୍ଥ...
ପୁରୀରେ ପୁଣି ଆରମ୍ଭ ହେଲା ଉଚ୍ଛେଦ
ପୁରୀ ଅଫିସ,୭।୧: ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ପୁଣି ଉଚ୍ଛେଦ ଆରମ୍ଭ ହୋଇଛି। ଗତମାସ ୨୧ ତାରିଖରେ ଭିତର ସେବାୟତ ନିଯୋଗ କୋଠା ଭଙ୍ଗା ସରିବା ପରେ ଉଚ୍ଛେଦ କାର୍ଯ୍ୟକୁ ପ୍ରଶାସନ ବନ୍ଦ ରଖିଥିଲା। ନୂଆବର୍ଷ ଥିବାରୁ ଭକ୍ତଙ୍କ ସୁବିଧା ଦୃଷ୍ଟିରୁ...
ଜଙ୍ଗଲରୁ ଉଦ୍ଧାର ହେଲା ନିଖୋଜ କନିଷ୍ଠ ଯନ୍ତ୍ରୀଙ୍କ ମୃତଦେହ
ଜୟପୁର, ୭।୧(ନି.ପ୍ର): କୋରାପୁଟ ଜିଲା ବୋରିଗୁମ୍ମାରେ କାର୍ଯ୍ୟରତ ଆରଡବ୍ଲୁଏସ୍ଏସ୍ର ନିଖୋଜ କନିଷ୍ଠ ଯନ୍ତ୍ରୀ ଭେଙ୍କଟେଶ୍ୱର ରାଓଙ୍କ ମୃତଦେହ ଉଦ୍ଧାର କରାଯାଇଛି। ହରଡାଗୁଡା ନିକଟସ୍ଥ ମୂଷା ମାଟି ଜଙ୍ଗଲରୁ ଏସ୍ଡିପିଓଙ୍କ ଉପସ୍ଥିତିରେ ବିସିଂହପୁର ପୋଲିସ ରାଓଙ୍କ ମୃତଦେହ ଉଦ୍ଧାର କରିଛି। ମୃତ୍ୟୁର...
ଜବତ ଚାଉଳର ତଦନ୍ତ ଦାବି: ବ୍ଲକ କାର୍ଯ୍ୟାଳୟ ଘେରିଲା ଭାଜପା
ତିହିଡି,୭।୧(ଡି.ଏନ.ଏ.):ଭଦ୍ରକ ଜିଲା ତିହିଡି ବଜାରସ୍ଥିତ ଏକ ବ୍ୟକ୍ତିଗତ ଘର ସାମ୍ନାରୁ ଶନିବାର ସରକାରୀ ଚାଉଳ ଜବତ ହୋଇଥିଲା। ୨ଟି ଟ୍ରକରେ ବୋଝେଇ ହୋଇ ଚାଉଳ ରହିଥିବାବେଳେ ତହସିଲଦାର ରମେଶ ଚନ୍ଦ୍ର ପଣ୍ତା ଏହାକୁ ଅଟକ ରଖିଥିଲେ। ପରେ ଚାଉଳକୁ ଜବତ...
Archives


