ଆମ ଜିଲା ଖବର

୨ହଜାର ଲୋକଙ୍କୁ ନେଇ ବିଚ୍ଛିନାଞ୍ଚଳରେ ପ୍ରଜାମେଳି

କୋରୁକୋଣ୍ଡା, ୨୮ା୫(ଡି.ଏନ. ଏ.)-ବିଚ୍ଛିନାଞ୍ଚଳବାସୀ ବାରମ୍ବାର ନିଜ ସମସ୍ୟା ନେଇ ପ୍ରଶାସନ ନିକଟରେ ଉପସ୍ଥାପନ କରିଥିଲେ ମଧ୍ୟ କିଛି ସୁଫଳ ମିଳୁନାହିଁ। ଫଳରେ ବିଚ୍ଛିନାଞ୍ଚଳବାସୀ ପୁଣି ଥରେ ପ୍ରଜାମେଳି କରିଥିବା ଦେଖିବାକୁ ମିଳିଛି। ସେମାନେ ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ନାକାମାମୁଡି…

୪ମାସ ବିତିଲା, ମୃତ୍ୟୁ ରହସ୍ୟ ଉନ୍ମୋଚିତ ହେଲାନି

ଦେଓଗାଁ, ୨୮ା୫(ଡି.ଏନ.ଏ.)-ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ସିଲେଟକାନୀ ଗାଁ ନିକଟ ସୋନଗଡ ନଦୀପଠାରୁ ୧୧ବର୍ଷର ବାଳକ ବାବୁଲାଲ ବଗର୍ତ୍ତିଙ୍କ ଗଳିତ ମୃତଦେହ ଉଦ୍ଧାର ହେବା ୪ମାସ ବିତିଯାଇଛି। ହେଲେ ଏ ଯାଏ ମୃତ୍ୟୁର ରହସ୍ୟ ଉନ୍ମୋଚନ ହୋଇ ପାରିନାହିଁ। ଏହାକୁ…

ନିରାଡମ୍ବରରେ ହେଲା ଦେବଦମ୍ପତିଙ୍କ ବିବାହ

ଧରାକୋଟ,୨୮ା୫(ଡି.ଏନ୍‌.ଏ.)- କରୋନା କଟକଣା ଯୋଗୁ ଧରାକୋଟଗଡ଼ର ପ୍ରମୁଖ ଯାତ୍ରା ଶୀତଳଷଷ୍ଠୀ ଚଳିତ ବର୍ଷ ନିରାଡମ୍ବରରେ ଶେଷ ହୋଇଛି। ଦୀର୍ଘବର୍ଷ ହେଲା ଏହିଦିନ ବାବା ଚନ୍ଦ୍ରଶେଖରଙ୍କ ସହ ମା’ ପାବର୍ତୀଙ୍କ ବିବାହ ବେଶ୍‌ ଜାକଜମକରେ ହୋଇଆସୁଥିଲା। ମାତ୍ର ବୁଧବାର ରାତିରେ ନିରାଡ଼ମ୍ବର ଭାବେ…

ପ୍ରବାସୀଙ୍କ ପାଇଁ ସାମଗ୍ରୀ ବୋହିଲେ ପ୍ରଶାସନିକ ଅଧିକାରୀ

ଜୁନାଗଡ଼,୨୮।୫(ଡି.ଏନ୍‌.ଏ.)-କୋଭିଡ-୧୯କୁ ମୁକାବିଲା କରିବା ପାଇଁ ଜୁନାଗଡ ବ୍ଲକ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ବିଡିଓଙ୍କ ସମେତ ବ୍ଲକର ସମସ୍ତ କର୍ମଚାରୀ ଏହି କାମରେ ନିୟୋଜିତ ରହିଛନ୍ତି। ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର (ଟିଏମସି)ରେ ରହିଥିବା ପ୍ରବାସୀମାନଙ୍କୁ ବ୍ଲକ ପ୍ରଶାସନ ପକ୍ଷରୁ ବିଭିନ୍ନ ପ୍ରକାର…

ଅମ୍ଫନ କ୍ଷତିପୂରଣ ଦାବି

ବିଞ୍ଝାରପୁର, ୨୮।୫ (ଡି.ଏନ୍‌.ଏ.): ବାତ୍ୟା ଅମ୍ଫନ ପ୍ରଭାବରେ ବିଞ୍ଝାରପୁର ବ୍ଲକ ଅଧୀନ ବିଭିନ୍ନ ପଞ୍ଚାୟତର ଶହ ଶହ ପରିବାର ପ୍ରଭାବିତ ହୋଇଛନ୍ତି। ଅନେକଙ୍କର କଚ୍ଚା ଘର ଭାଙ୍ଗି ଯାଇଥିବା ବେଳେ ବହୁ ପରିବାର ଖୋଲା ଆକାଶ ତଳେ ପଡ଼ିଛନ୍ତି। ତହସିଲ ପ୍ରଶାସନ…

ଘରେ ପଶି ସୁନା,ଟଙ୍କା ଚୋରି

ଧରାକୋଟ,୨୮ା୫(ଡି.ଏନ୍‌.ଏ.)- ଧରାକୋଟ ଥାନା ଢଉଗଁା କନ୍ଧସାହିର ଶତ୍ରୁଘ୍ନ ନାହାକଙ୍କ ଘରୁ ବୁଧବାର ବିଳମ୍ବିତ ରାତିରେ ଚୋରି ହୋଇଛି। ୮୦ ଗ୍ରାମ ସୁନା ଅଳଙ୍କାର ସହ ୪୨ ହଜାର ଟଙ୍କା ଦୁର୍ବୃତ୍ତ ଚୋରି କରି ନେଇଥିବା ଶତ୍ରୁଘ୍ନ ଧରାକୋଟ ଥାନାରେ ଏତଲା ଦେଇଛନ୍ତି।…

ଅଟୋ-ବାଇକ ମୁହଁାମୁହିଁ, ଜଣେ ମୃତ

ବାଲିଗୁଡା/ତୁମୁଡିବନ୍ଧ,୨୯ା୫(ଡି.ଏନ୍‌.ଏ.)- ବାଲିଗୁଡା ଉପଖଣ୍ଡ ତୁମୁଡିବନ୍ଧ ବ୍ଲକ ଡ଼ଡ଼ଙ୍ଗ ନିକଟ ଏନ୍‌ଏଚ୍‌.୫୯ରେ ଅଟୋ-ବାଇକ ମୁହଁାମୁହିଁ ଧକ୍କା ହେବାରୁ ବାଇକ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବାଲିଗୁଡା ବ୍ଲକ ବାରଖମା ଗ୍ରାମର ଦୀନବନ୍ଧୁ ପାତ୍ର। ଦୀନବନ୍ଧୁ ଏକ ବାଇକ ଯୋଗେ ଜଲେଶପଟ୍ଟା ସ୍ଥିତ…

ଲକ୍‌ଡାଉନ୍‌ରେ ଚିତ୍ରଶିଳ୍ପୀଙ୍କୁ କାମ ଯୋଗାଇଲା ଏନ୍‌ଏସି

ବାଲିଗୁଡ଼ା,୨୮ା୫(ଡି.ଏନ୍‌.ଏ.)- ଲକ୍‌ଡାଉନ୍‌ ପରେ କାମ ନ ପାଇ ହାତବାନ୍ଧି ବସିଥିବା ବାଲିଗୁଡା ଟାଉନର ୪୦ରୁ ଉର୍ଦ୍ଧ୍ୱ ଚିତ୍ରଶିଳ୍ପୀଙ୍କୁ ସହାୟତାର ହାତ ବଢ଼ାଇଛି ଏନ୍‌ଏସି। ଏନ୍‌ଏସି ଅଧ୍ୟକ୍ଷ ଲୋକନାଥ ପାଢ଼ୀ ଅଞ୍ଚଳର ସମସ୍ତ ଚିତ୍ରଶିଳ୍ପୀଙ୍କୁ ଏକାଠି କରି ସହରକୁ ସରସ ସୁନ୍ଦର କରିବା…

ଆନ୍ଧ୍ରକୁ ବେଆଇନ ବାଲି ଚାଲାଣ: ୮ ଟ୍ରକ୍‌ ଜବତ

ଚିକିଟି,୨୮ା୫(ଡି.ଏନ.ଏ.)-ଚିକିଟି ବ୍ଲକ୍‌ ଗିରିସୋଲା ଗ୍ରାମ ନିକଟରେ ପଡୋଶୀ ରାଜ୍ୟ ଆନ୍ଧ୍ରକୁ ବେଆଇନ୍‌ ବାଲି ଚାଲାଣ ହେଉଥିବାବେଳେ ଗୁରୁବାର ଚିକିଟି ତହସିଲ୍‌ଦାର ହରପ୍ରସାଦ ଭୋଇ ଚଢାଉ କରି ୮ଟି ଟ୍ରକ୍‌ ଜବତ କରିଛନ୍ତି। କୌଣସି ସୂତ୍ରରୁ ଖବରପାଇ ତହସିଲ୍‌ଦାର ହରପ୍ରସାଦ ଘଟଣାସ୍ଥଳରେ ପହଞ୍ଚି…

ସୁବର୍ଣ୍ଣପୁର ଶୀତଳ ଷଷ୍ଠୀ ଯାତ୍ରା: ବିବାହ ସମ୍ପନ୍ନ, ଦେବଦମ୍ପତିଙ୍କ ଯୁଗଳ ଦର୍ଶନ

ସୋନପୁର,୨୮ା୫(ନି.ପ୍ର.): ସୁବର୍ଣ୍ଣପୁର ସହରର ଡେରାପଡାରେ ଗୁରୁବାର ଦେବଦମ୍ପତିଙ୍କ ଯୁଗଳ ଦର୍ଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଶ୍ରଦ୍ଧାଳୁମାନେ ସାମାଜିକ ଦୂରତ୍ୱ ବଜାୟ ରଖି ଶିବ ପାର୍ବତୀଙ୍କ ଦର୍ଶନ କରିଥିଲେ। ବୁଧବାର ବିଳମ୍ବିତ ରାତିର ମହେନ୍ଦ୍ର ବେଳାରେ ଶିବ ପାର୍ବତୀଙ୍କ ବିବାହ ସମ୍ପନ୍ନ ହୋଇଥିଲା।…

କ୍ୱାରାଣ୍ଟାଇନ କେନ୍ଦ୍ର ବୁଲି ଦେଖିଲେ ବିଧାୟିକା

କବିସୂର୍ଯ୍ୟନଗର,୨୮ା୫-କବିସୂର୍ଯ୍ୟନଗରରେ ଥିବା ବିଭିନ୍ନ କ୍ୱାରାଣ୍ଟାଇନ କେନ୍ଦ୍ରକୁ ଗୁରୁବାର ବିଧାୟିକା ଲତିକା ପ୍ରଧାନ ବୁଲି ଦେଖିଛନ୍ତି। ଏଥିସହ କ୍ୱାରାଣ୍ଟାଇନ କେନ୍ଦ୍ରରେ ଥିବା ପ୍ରବାସୀମାନଙ୍କ ସହ ଆଲୋଚନା କରିଛନ୍ତି। ସହରର ମର୍ଦ୍ଧରାଜ ହାଇସ୍କୁଲ, କେବିଭି କଲେଜ, ବାଳିକା ହାଇସ୍କୁଲ, ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ଓ…

ଅନୁମତି ପରେ ବି ସ୍ବାଭାବିକ ହୋଇପାରିଲାନି ଘରୋଇ ବସ୍‌ ଚଳାଚଳ: ୧୧ ଯାତ୍ରୀଙ୍କୁ ନେଇ ବ୍ରହ୍ମପୁରରୁ ଭୁବନେଶ୍ୱର ଗଲା ବସ୍‌

ବ୍ରହ୍ମପୁର ଅଫିସ, ୨୮ା୫: ଘରୋଇ ବସ୍‌ ଚଳାଚଳ ସ୍ବାଭାବିକ କରିବା ନେଇ ସରକାରଙ୍କ ପକ୍ଷରୁ ଅନୁମତି ମିଳିବା ପରେ ମଧ୍ୟ ଗୁରୁବାର ବ୍ରହ୍ମପୁରରେ ସ୍ବାଭାବିକ ହୋଇପାରିଲା ନାହିଁ ଘରୋଇ ବସ୍‌ ଚଳଚଳ। ବସ ସେବା ସ୍ବାଭାବିକ କରିବା ନେଇ ସରକାରଙ୍କ ଅନୁମତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?