ଭିଜିଲାନ୍ସ ହାତରେ ଢିପିସାହି ସମବାୟ ସମିତି ସମ୍ପାଦକ
ନୟାଗଡ ଅଫିସ,୨୮।୫-ବିହନ ଦେବା ପାଇଁ ଜଣେ ଚାଷୀଙ୍କଠାରୁ ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଗୁରୁବାର ନୟାଗଡ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଢିପିସାହି ସମବାୟ ସମିତି ସମ୍ପାଦକ ପ୍ରମୋଦ କୁମାର ଦେହୁରୀ। ଚାଷୀ ନିରଞ୍ଜନ ପ୍ରଧାନଙ୍କଠାରୁ ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ଅଧିକାରୀମାନେ…
ସ୍ବୟଂ ସହାୟିକା ଗୋଷ୍ଠୀ ଓ ପୌର କର୍ମଚାରୀଙ୍କ ମଧ୍ୟରେ ଧସ୍ତାଧସ୍ତି ଘଟଣା: ପ୍ରତିବାଦରେ ପୌର କାର୍ଯ୍ୟାଳୟରେ କର୍ମଚାରୀଙ୍କ ଆନ୍ଦୋଳନ
ଆନନ୍ଦପୁର,୨୮।୫(ସ୍ବ.ପ୍ର.)-ଆନନ୍ଦପୁର ପୌରପରିଷଦ କାର୍ଯ୍ୟାଳୟରେ ବୁଧବାର ମହିଳା ସ୍ବୟଂ ସହାୟିକା ଗୋଷ୍ଠୀର ସଦସ୍ୟ ଓ ପୌର କର୍ମଚାରୀଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା। ଏହାର ପ୍ରତିବାଦରେ ଗୁରୁବାର ପୌର କାର୍ଯ୍ୟାଳୟ ଗେଟରେ ତାଲା ପକାଇ କର୍ମଚାରୀମାନେ କଲମ ଛାଡ ଆନ୍ଦୋଳନ କରିଛନ୍ତି। ଅନ୍ୟପଟେ ଥାନା…
ଗଞ୍ଜାମରେ ସୁସ୍ଥ ହେଲେଣି ୩୦୨ ଆକ୍ରାନ୍ତ: ଆଉ ୮୯ କରୋନା ଆକ୍ଟିଭ
ଛତ୍ରପୁର, ୨୮।୫(ଡି.ଏନ୍.ଏ.)- ଗଞ୍ଜାମ ଜିଲାରେ ବର୍ତ୍ତମାନ ସୁଦ୍ଧା ୩୯୪ ଜଣଙ୍କଠାରେ କରୋନା ପଜିଟିଭ୍ ମିଳିଛି। ଏଥିରୁ ୩୦୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ସେହିଭଳି ୩ କରୋନା ପଜିଟିଭଙ୍କ ମତ୍ୟୁ ହୋଇଥିବା ବେଳେ ୮୯ ଜଣ କରୋନା ପଜିଟିଭ୍ ଆକ୍ଟିଭ…
ଗରିବ ହିତାଧିକାରୀଙ୍କୁ ମିଳୁନି ଚାଉଳ: ତଦନ୍ତ ଦାବି
ବାଲିଗୁଡା,୨୮।୫(ଡି.ଏନ.ଏ.)-ଲକଡାଉନ ବେଳେ କେହି ବି ଯେମିତି ଅନାହାରରେ ନ ରହିବେ ତାକୁ ଆଖି ଆଗରେ ରଖି କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନାରେ ସମସ୍ତେ ହିତାଧିକାରୀଙ୍କୁ ୩ ମାସ ପାଇଁ ମାଗଣାରେ ମୁଣ୍ଡପିଛା ୧୫ କିଲୋଗ୍ରାମ ଚାଉଳ ଓ କାର୍ଡ…
ବିଉଟି ପାର୍ଲର ଖୋଲିବାକୁ ଦାବି
ଝାରସୁଗୁଡା ଅଫିସ,୨୮।୫- ଓଡିଶା ବିଉଟି ଆସୋସିଏଶନ ଝାରସୁଗୁଡା ଜିଲା ଶାଖା ପକ୍ଷରୁ ଗୁରୁବାର ସହରର ସମସ୍ତ ବିଉଟି ପାର୍ଲର ଖୋଲିବାକୁ ଦାବି କରାଯାଇଛି। ସଂଘର ସଭାନେତ୍ରୀ ବିମଲା ରୋଚବାନି ଓ ସମ୍ପାଦିକା ମମତା ପଟୁଆଙ୍କ ନେତୃତ୍ୱରେ ଅନ୍ୟ କର୍ମକର୍ତ୍ତାମାନେ ଜିଲାପାଳଙ୍କ କାର୍ଯ୍ୟାଳୟରେ…
ସୁସ୍ଥ ଅଛନ୍ତି କରୋନା ଆକ୍ରାନ୍ତ ଡାକ୍ତର, ଗୁଜବରେ କରନ୍ତୁ ନାହିଁ ବିଶ୍ୱାସ
କଟକ ଅଫିସ,୨୮।୫- ରାଜ୍ୟର ପ୍ରଥମ କରୋନା ଆକ୍ରାନ୍ତ ଡାକ୍ତରଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଅଛି। ବର୍ତ୍ତମାନ ସେ କଟକ ସ୍ଥିତ ଅଶ୍ୱିନୀ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଏଣୁ ଗୁଜବରେ ବିଶ୍ୱାସ କରି ଭୟଭୀତ ନ ହେବାକୁ କଟକ ମହାନଗର ନିଗମ ପକ୍ଷରୁ…
ଲାଞ୍ଚ ନେବା ମାମଲା: ଜେଲ୍ଗଲେ ବନରକ୍ଷୀ, ରାତ୍ରି ଜଗୁଆଳ
ବ୍ରହ୍ମପୁର ଅଫିସ,୨୮ା୫: ଗଞ୍ଜାମ ଜିଲା ସୋରଡ଼ା ବନାଞ୍ଚଳ ଅଧୀନ ପିପଳପଙ୍କା ବନରକ୍ଷୀ ବିଷ୍ଣୁପ୍ରିୟା ଦାଶ ଏକ ମାମଲା ରଫାଦଫା ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାବୁଡ଼ରେ ଧରାପଡ଼ି ଗିରଫ ହୋଇଥିଲେ। ଏଥିରେ ସମ୍ପୃକ୍ତ ଥିବା ରାତ୍ରି…
ଚିକିତ୍ସା ଅବହେଳାରୁ ନବଜାତକର ମୃତ୍ୟୁ ଅଭିଯୋଗ: ଡାକ୍ତରଖାନାରେ ଉତ୍ତେଜନା
ଝାରସୁଗୁଡ଼ା ଅଫିସ,୨୮ା୫: ଝାରସୁଗୁଡ଼ା ଜିଲା ମୁଖ୍ୟ ଡାକ୍ତରଖାନାରେ ଗୁରୁବାର ଚିକିତ୍ସା ଅବହେଳା ଯୋଗୁ ଜଣେ ନବଜାତକର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣାକୁ ନେଇ ଡାକ୍ତରଖାନାରେ କିଛି ସମୟ ପାଇଁ ଉତ୍ତେଜନା ଦେଖା ଦେଇଥିଲା। ଅଭିଯୋଗ ଅନୁସାରେ ଲଖନପୁର ବ୍ଲକ…
ସ୍ଥାୟୀ ନିଯୁକ୍ତି ଦାବିରେ ଅସ୍ଥାୟୀ ସ୍ବାସ୍ଥ୍ୟକର୍ମୀଙ୍କ ଦାବିପତ୍ର ପ୍ରଦାନ
ବଲାଙ୍ଗୀର ଅଫିସ,୨୮ା୫: ସ୍ବାସ୍ଥ୍ୟ ବିଭାଗରେ କାମ କରୁଥିବା ଅସ୍ଥାୟୀ କର୍ମଚାରୀମାନେ ସ୍ଥାୟୀ ମାନ୍ୟତା ଦାବିରେ ଗୁରୁବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସିଡିଏମ୍ଓଙ୍କୁ ୪ଦଫା ଦାବିପତ୍ର ପ୍ରଦାନ କରିଛନ୍ତି। ସେମାନେ ଏହି ଦାବିପତ୍ର ମାଧ୍ୟମରେ କହିଛନ୍ତି ଯେ, ଗତ ଜୁନ୍ ୨୦୧୩ରେ ପଦବୀ ଘୋଷଣା…
ମୋରଡ଼ା ବ୍ଲକରେ ଥିବା ଏକମାତ୍ର ଷ୍ଟେଟ୍ବ୍ୟାଙ୍କ ଏଟିଏମ୍ ଅଚଳ, ନିରାଶ ହୋଇ ଫେରୁଛନ୍ତି ଗ୍ରାହକ
ଚିତ୍ରଡା,୨୮।୫(ଡି.ଏନ୍.ଏ.): ମୟୁରଭଞ୍ଜ ଜିଲା ମୋରଡା ବ୍ଲକର ଏକମାତ୍ର ଷ୍ଟେଟବ୍ୟାଙ୍କ ଏଟିଏମ୍ ଚିତ୍ରଡା ବସଷ୍ଟାଣ୍ଡରେ ରହିଛି। ପାଖାପାଖି କୋଡିଏ କିଲୋମିଟର ମଧ୍ୟରେ ଏହା ଗୋଟିଏ ମାତ୍ର ଏଟିଏମ୍ ହେତୁ ଅଞ୍ଚଳବାସୀ ଏହା ଉପରେ ନିର୍ଭର କରନ୍ତି। ହେଲେ ପାଖାପାଖି ଦେଢ଼ମାସରୁ ଉର୍ଦ୍ଧ ସମୟ…
ସ୍କୁଲ, କଲେଜ ଫି’ ଛାଡ଼ ନେଇ ଜିଲାପାଳଙ୍କଠାରେ ଦାବିକଲା ଛାତ୍ର କଂଗ୍ରେସ
ବଲାଙ୍ଗୀର ଅଫିସ,୨୮ା୫: ବଲାଙ୍ଗୀର ଜିଲା ଛାତ୍ର କଂଗ୍ରେସ ପକ୍ଷରୁ ଛାତ୍ରୀଛାତ୍ରଙ୍କ ସମସ୍ୟା ନେଇ ଜିଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଛାତ୍ର ସଭାପତି ଅଙ୍କିତ ସାହୁଙ୍କ ନେତୃତ୍ୱରେ ଜିଲା ସଭାପତି ଓ ପ୍ରତିନିଧି ଦଳ ଜିଲାପାଳଙ୍କ ଅନୁପସ୍ଥିତିରେ ଅତିରିକ୍ତ ଜିଲାପାଳ ଅନନ୍ତ…
ସଂଗରୋଧ କେନ୍ଦ୍ରରୁ ଘରକୁ ଫେରିବାର ୩ ଦିନ ପରେ ପ୍ରବାସୀ ଓଡ଼ିଆଙ୍କ ମୃତ୍ୟୁ
ବେତନଟୀ,୨୮।୫(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ଅଧୀନ ଏସ୍ଏସ୍ ନହଣ୍ଡାଶୋଲ ପଞ୍ଚାୟତର ଭାଲୁବସା ଗ୍ରାମର ପରେଶ ଚନ୍ଦ୍ର ମହାନ୍ତ(୫୫)ଙ୍କ ବୁଧବାର ବିଳମ୍ବିତ ରାତ୍ରିରେ ନିଜ ଘରେ ମୃତ୍ୟୁ ଘଟିଛି। ତେବେ ତାଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ଥିଲା ବେଳେ ଏହା କରୋନା…

