ଆମ ଜିଲା ଖବର

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର କରାଯାଉଥିବା ପାଣି ଟ୍ୟାଙ୍କରରୁ ରବିବାର କିଛି ଦୁର୍ବୃତ୍ତ ଚକା ଖୋଲି ନେଇ ଯାଇଥିବା…

ମାଓବାଦୀଙ୍କୁୁ ବଡ଼ ଧକ୍କା: ଲୁଚାଇ ରଖିଥିବା ବିସ୍ଫୋରକ ସାମଗ୍ରୀ ଜବତ

ମାଲକାନଗିରି,୧୬।୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକୁମା ଜିଲାରେ୨୨୬ ବାଟାଲିୟନ ସିଆରପିଏଫ୍‌ ଯବାନ ସ୍ୱତନ୍ତ୍ର ଆମ୍ୱୁସ ଅପରେଶନ କରୁଥିବାବେଳେ ଗୋମଗୁଡ଼ା ଗ୍ରାମର ପୋଡିୟମପାରା ଅଞ୍ଚଳରେ ଏକ ମାଓବାଦୀ ଡମ୍ପ ଠାବ କରିଥିଲେ। ଉକ୍ତ ଡମ୍ପରେ ମାଓବାଦୀମାନେ ଲୁଚାଇ ରଖିଥିବା ବ୍ୟାପକ…

ମହିଳା ଟାଏକୋଣ୍ଡୋ ଚାମ୍ପିୟନଶିପ୍‌ର ଆରମ୍ଭ: ଭାଗନେଲେ ୧ ହଜାର କ୍ରୀଡ଼ାବିତ୍‌

ବାଲେଶ୍ୱର,୧୬ା୩(ବାଞ୍ଛାନିଧି ଦେ): ଭାରତୀୟ ବିଶ୍ୱବିଦ୍ୟାଳୟ ସଂଘ(ଏଆଇୟୁ), ନୂଆଦିଲ୍ଲୀ ସହଯୋଗ ଓ ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟ ସହଭାଗିତାରେ ସୋମବାର ସର୍ୱଭାରତୀୟ ଆନ୍ତଃ ବିଶ୍ୱବିଦ୍ୟାଳୟ ମହିଳା ଟାଏକୋଣ୍ଡୋ ଚାମ୍ପିୟନଶିପ୍‌ ୨୦୨୫-୨୬ ଉଦ୍‌ଘାଟିତ ହୋଇଛି। ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରଥମଥର ପାଇଁ ଜାତୀୟସ୍ତରର କ୍ରୀଡ଼ା ଆୟୋଜିତ ହେଉଛି।…

SCBରେ ନିଆଁ: ରିପୋର୍ଟ ମାଗିଲେ NHRC

କଟକ, ୧୬।୩: କଟକ SCBରେ ନିଆଁ ଲାଗି ୧୦ ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟ ସଚିବଙ୍କୁ ରିପୋର୍ଟ ମାଗିଛନ୍ତି ଜାତୀୟ ମାନବାଧିକାର କମିଶନ(NHRC )। ଘଟଣାର ଅନୁଧ୍ୟାନ କରି ୧୫ ଦିନ ମଧ୍ୟରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। SCB ମେଡିକାଲରେ…

ଗଜପତି ଜିଲାର ୪ ବ୍ଲକରେ ରବର ଚାଷ ରବରଚାଷରେ ହେକ୍ଟର ପିଛା ଚାଷୀଙ୍କୁ ଲାଭ ୨ ଲକ୍ଷ

ପାରଳାଖେମୁଣ୍ଡି,୧୬ା୩(ଗିରିଧାରୀ ପରିଚ୍ଛା): ରବର ଚାଷ ପାଇଁ ଗଜପତି ଜିଲାର ସୁନାମ ରହିଛି। ପାହାଡିଆ ଅଞ୍ଚଳରେ ରବର ଚାଷ କରି ଚାଷୀ ବେଶ୍‌ ଉପକୃତ ହେଉଛନ୍ତି। ଜିଲାର ଗୁମ୍ମା, ମୋହନା, କାଶୀନଗର, ଗୋଷାଣୀ ବ୍ଲକରେ ଚାଷୀ ରବର ଚାଷ କରୁଥିବା ବେଳେ ସେମାନଙ୍କ…

ଛତ୍ରପୁରରେ ଭୟଙ୍କର ଗ୍ୟାସ୍‌ ସଙ୍କଟ: ସିଲିଣ୍ଡର ନେବାକୁ ଉପଭୋକ୍ତାଙ୍କ ଲମ୍ବା ଲାଇନ୍‌

ଛତ୍ରପୁର,୧୬ା୩(ଦିଲ୍ଲୀ ସାମଲ): ଗ୍ୟାସ୍‌ ବୁକିଂ ନମ୍ବର ଲାଗୁନାହିଁ, ପୂର୍ବରୁ ବୁକିଂ ଥିଲେ ବିଳମ୍ବ ହେଉଛି। ମଧ୍ୟପ୍ରାଚ୍ୟରେ ଯୁଦ୍ଧର ତାଣ୍ଡବ ମଧ୍ୟରେ ମୁଣ୍ଡ ଟେକିଛି ବଡ଼ ଧରଣର ଶକ୍ତି ସଙ୍କଟ। ଭାରତ ମଧ୍ୟ ଏହି ସମସ୍ୟାରୁ ବାହାରି ପାରି ନାହିଁ। ଯୋଗାଣ ବାଟ…

ନକ୍‌ଆଉଟ ଟୁର୍ନାମେଣ୍ଟ: ବାରାବାଂସ ଦଳ ବିଜୟୀ

ବନ୍ଧମୁଣ୍ଡା,୧୬ା୩(ସୁବ୍ରତ ଦେ): ସୁନ୍ଦରଗଡ଼ ଜିଲା ବିଶ୍ରା ବ୍ଲକ କପାଟମୁଣ୍ଡା ପଞ୍ଚାୟତଠାରେ ଲାୟନ୍ସ ହାର୍ଟ କ୍ଲବ ପକ୍ଷରୁ ଆୟୋଜିତ ୨ ଦିନିଆ ଷଷ୍ଠ ଇଣ୍ଟର ପଞ୍ଚାୟତ କ୍ରିକେଟ ନକ୍‌ଆଉଟ ଟୁର୍ନାମେଣ୍ଟ ସୋମବାର ଶେଷ ହୋଇଛି। ଫାଇନାଲ ମ୍ୟାଚ କପାଟମୁଣ୍ଡା ଓ ବାରାବାଂସ ଦଳ…

ଦିଗପହଣ୍ଡି ପୋଲିସକୁ ସଫଳତା, ୩ଜଣଙ୍କୁ ଗିରଫ କରି କୋର୍ଟଚାଲାଣ…

ଦିଗପହଣ୍ଡି,୧୬ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ସୋମବାର ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ସୁନାରି ସାହିର ପ୍ରଦୀପ କୁମାର ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। (ଜି.ଆର. କେସ ନଂ.୨୩୬/୨୩) ଅନୁଯାୟୀ ହତ୍ୟା ଉଦ୍ୟମ…

SCB ନିଆଁ: ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌ ଗଠନ କଲେ ମୁଖ୍ୟମନ୍ତ୍ରୀ, ଆଜି ସନ୍ଧ୍ୟା ସୁଦ୍ଧା…

ଭୁବନେଶ୍ୱର,୧୬ା୩(ସୁନିତ୍‌ ମିଶ୍ର): କଟକ ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲରେ ଘଟିଯାଇଥିବା ଦୁର୍ଭାଗ୍ୟଜନକ ଅଗ୍ନିକାଣ୍ଡ ଏବଂ ଏଥିପାଇଁ ରୋଗୀମାନଙ୍କ ମୃତ୍ୟୁ ଯୋଗୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌ ଗଠନ କରିଛନ୍ତି। କେଉଁ କାରଣରୁ ଏଭଳି ଦୁର୍ଭାଗ୍ୟଜନକ…

ଆଇସିସି ଚେୟାରମ୍ୟାନ୍‌ ଜୟ ଶାହାଙ୍କ ବଡ଼ ବୟାନ, କହିଲେ…

ମୁମ୍ୱାଇ,୧୬ା୩: ନିକଟରେ ଶେଷ ହୋଇଥିବା ଟି୨୦ ବିଶ୍ୱକପ୍‌ରେ ଦେଖାଦେଇଥିବା ବିବାଦ ଏବଂ ଅନିଶ୍ଚିତତା ସମ୍ପର୍କରେ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ(ଆଇସିସି) ଚେୟାରମ୍ୟାନ୍‌ ଜୟ ଶାହା ପ୍ରଥମଥର ପାଇଁ ମୁହଁ ଖୋଲିଛନ୍ତି। ନିର୍ଦ୍ଦିଷ୍ଟ ଭାବେ କୌଣସି ଦେଶର ନାଁ ନ ନେଇ ସେ ପ୍ରକାଶ…

କୂଅରେ ପଡିଛି ଯୁବକଙ୍କ ମୃତଦେହ: କୁକୁର ଧରି ପହଞ୍ଚିଲେ ସାଇଣ୍ଟିଫିକ୍‌ ଟିମ୍‌

ଗଞ୍ଜାମ,୧୬।୩ (ବିଦ୍ୟାଧର ସାହୁ ): ଗଞ୍ଜାମ ଥାନା ଅନ୍ତର୍ଗତ ଲକ୍ଷ୍ମୀପୁର ଗ୍ରାମ ନିକଟସ୍ଥ ଏକ କୂଅରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ରବିବାର କୂଅରେ ଜଣେ ବ୍ୟକ୍ତିଙ୍କ ମୃତ ଦେହ ଭାସୁଥିବା କିଛି ଲୋକ ଦେଖିବା ପରେ ଗଞ୍ଜାମ…

ରାସ୍ତାରେ ଅଚଳ ୧୦୮ ଆମ୍ବୁଲାନ୍ସ, ପ୍ରସବ ବେଦନାରେ ଛଟପଟ ଆସନ୍ନ ପ୍ରସବା

ନନ୍ଦପୁର/ପାଡୁଆ୧୬।୩(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ପାନ୍ଥଲୁଙ୍ଗ ପଞ୍ଚାୟତର ଆନ୍ଧ୍ର ସୀମାକୁ ଲାଗି ରହିଥିବା ସାରିଆପାଲି ଗାଁରେ ଜନନୀ ଯନ୍ତ୍ରଣା ଦେଖିବାକୁ ମିଳିଛି। ଆସନ୍ନ ପ୍ରସବ ବେଦନାରେ ଛଟପଟ ହେଉଥିବା ଗର୍ଭବତୀ ଲିମ୍ବେ ମାରି (୪୦) ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?