ଆମ ଜିଲା ଖବର

କରଞ୍ଜିଆ ଆଇଟିଡିଏ କାର୍ଯ୍ୟାଳୟରେ ଭିଜିଲାନ୍ସ ଚଢ଼ାଉ

ଠାକୁରମୁଣ୍ଡା,୭ା୧(ଡ଼ି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା କରଞ୍ଜିଆ ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା(ଆଇଟିଡିଏ)ରେ ସୋମବାର ବାରିପଦା ଭିଜିଲାନ୍ସ ବିଭାଗ ଚଢାଉ କରିଛି। ଉପଖଣ୍ଡର ବିଭିନ୍ନ ସ୍ଥାନରେ ରବର ଚାଷ ପ୍ରକଳ୍ପରେ ବ୍ୟାପକ ଅନିୟମିତତା ହୋଇଥିବା ନେଇ ଏହି ଚଢାଉ କରାଯାଇଛି। ଭିଜିଲାନ୍ସ ଡିଏସପି...

ସମସ୍ୟାରେ କୁଆମରା ମ.ଇ. ବିଦ୍ୟାଳୟ

କୁଆମରା,୭ା୧(ଡ଼ି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଅଧୀନ କୁଆମରା ମ.ଇ ବିଦ୍ୟାଳୟ ପ୍ରଶାସନିକ ଅବହେଳାର ଶିକାର ହୋଇଛି। ରାଜରାଜୁଡା ଅମଳରୁ ୧୮୯୨ ମସିହାରେ ପ୍ରତିଷ୍ଠିତ ଏହି ପୁରାତନ ବିଦ୍ୟାଳୟରେ ସମସ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏ...

ଧାନକିଣା ବେଳେ କଟନୀଛଟନୀ ବିବାଦ

ବାହାନଗା,୭ା୧(ଡି.ଏନ.ଏ.)-ବିଭିନ୍ନ ମଣ୍ଡିରେ ଧାନକିଣା ବେଳେ କଟନୀଛଟନୀ କରାଯାଉ ଥିବାରୁ ଚାଷୀମାନେ ଏହାକୁ ବିରୋଧ କରୁଛନ୍ତି। ବାଲେଶ୍ୱର ଜିଲା ବାହାନଗା ସେବା ସମବାୟ ସମିତି ପକ୍ଷରୁ ଖୋଲାଯାଇଥିବା ମଣ୍ଡିକୁ ଧାନ ବିକିବାକୁ ଆସୁଥିବା ଚାଷୀ ଏ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି।...

ରେଳ ଷ୍ଟେଶନର ତରବରିଆ ସୌନ୍ଦର୍ଯ୍ୟକରଣ

ବସ୍ତା,୭।୧(ଡି.ଏନ.ଏ.)- ଦକ୍ଷିଣପୂର୍ବ ରେଳବାଇର ବିଭାଗୀୟ ଜିଏମ ଆସନ୍ତା ୧୦ ତାରିଖରେ ରୂପସାରୁ ବାଙ୍ଗିରିପୋଷି ପର୍ଯ୍ୟନ୍ତ ପରିଦର୍ଶନ କରିବା ପରେ ଅପରାହ୍ନ ୩ଟାରୁ ୪ଟା ମଧ୍ୟରେ ବସ୍ତା ଷ୍ଟେଶନ ବୁଲି ସମସ୍ୟା ଅନୁଧ୍ୟାନ କରିବା କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ବସ୍ତା ଷ୍ଟେଶନରେ...

ବେଧଡ଼କ ଚାଲିଛି ବେଆଇନ କରତକଳ

ରୂପ୍‌ସା,୭।୧(ଡି.ଏନ.ଏ.)- ବାଲେଶ୍ୱର ଜିଲା ସଦର ବ୍ଲକ ସମେତ ବସ୍ତା, ବାଲିଆପାଳ ଓ ଭୋଗରାଇ ଆଦି ଅଞ୍ଚଳରେ ଅବାଧରେ ବେଆଇନ ଭାବେ କରତକଳ ଚାଲୁଥିବା ଅଭିଯୋଗ ହେଉଛି। ସ୍ଥାନୀୟ ଜଙ୍ଗଲରୁ ଗଛକଟା ଯାଇ କରତକଳରେ ଚିରାଯିବାପରେ ଅନ୍ୟତ୍ର ଚାଲାଣ କରାଯାଉଛି। ଏଭଳି...

କନ୍ୟାଶ୍ରମରେ ନିର୍ଯାତନା ଅଭିଯୋଗର ତଦନ୍ତ ଆରମ୍ଭ:ଦୁଇ ସ୍କୁଲରେ ୧୩ ଛାତ୍ରୀଙ୍କ ହେଲା ନାମଲେଖା

ଅନୁଗୋଳ ଅଫିସ, ୭।୧ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକରେ ଥିବା କ୍ଷୀରୋଦବାସିନୀ କନ୍ୟାଶ୍ରମରେ ଦୁଇ ଅନ୍ତେବାସୀ ଭଉଣୀଙ୍କୁ ନିର୍ଯାତନା ଦିଆଯିବା ଅଭିଯୋଗ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି ଜିଲା ଶିଶୁ ସୁରକ୍ଷା ଅଧିକାରୀ (ଡିସିପିଓ) ଗୌରୀ ଶଙ୍କର ବେହେରା। ଦୁଇଜଣିଆ...

ଗଁ। ଚଳଣିରୁ ବାସନ୍ଦ ଅଭିଯୋଗ:ଗ୍ରାମ ସଭାପତିଙ୍କ ସମେତ ୫ ଗିରଫ

ବଇଣ୍ଡା,୭।୧(ଡି.ଏନ.ଏ.) ଅନୁଗୋଳ ଜିଲା କିଶୋରନଗର ଥାନା ଚୁଡାଖାଇ ଗ୍ରାମର ଏକ ଦଳିତ ପରିବାରକୁ ବାସନ୍ଦ ଅଭିଯୋଗରେ ପୋଲିସ ସୋମବାର ୫ ଜଣଙ୍କୁ କୋର୍ଟଚାଲାଣ କରିଛି। ସେମାନେ ହେଲେ ଗ୍ରାମ ସଭାପତି ଉପେନ୍ଦ୍ର ସାହୁ, ସମ୍ପାଦକ ସୁରେଶ କୁମାର ପ୍ରଧାନ, କୋଷାଧ୍ୟକ୍ଷ...

ଓଏଏସ୍‌ ପରୀକ୍ଷା: ଶାରଦାପ୍ରସନ୍ନଙ୍କୁ ୧୫ ର଼୍ୟାଙ୍କ

ଓଡ଼ାପଡ଼ା,୭।୧(ଡି.ଏନ.ଏ.) ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ପରୀକ୍ଷାରେ ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ଅଧୀନ ଓଡ଼ାପଡ଼ା ଗ୍ରାମର ଶାରଦା ପ୍ରସନ୍ନ ପଣ୍ଡା ସମଗ୍ର ରାଜ୍ୟରେ ୧୫ନଂ. ର଼୍ୟାଙ୍କରେ କୃତିତ୍ୱର ସହ ଉତ୍ତୀର୍ଣ୍ଣ ହୋଇଛନ୍ତି। ସୋମବାର ପରୀକ୍ଷା ଫଳ ପ୍ରକାଶ ପାଇବାପରେ...

ଢେଙ୍କାନାଳରୁ ବାହୁଡ଼ିଲେ ୧୧୦ ହାତୀ

ଢେଙ୍କାନାଳ ଅଫିସ, ୭।୧ ପଡ଼ୋଶୀ ଜିଲାରୁ ଢେଙ୍କାନାଳକୁ ଚାଲିଆସିଥିବା ହାତୀପଲ ବାହୁଡ଼ିବା ଆରମ୍ଭ କରିଛନ୍ତି। ଗତ ଅଗଷ୍ଟରୁ ଚଳିତ ୫ ତାରିଖ ସୁଦ୍ଧା ୧୧୦ ହାତୀ ଅନ୍ୟ ଜିଲାକୁ ପଳାଇଛନ୍ତି। ପୂର୍ବ ବାସସ୍ଥାନକୁ ହାତୀ ଫେରିବା ପରେ ଜିଲା ବନ...

୪୦ ବର୍ଷରେ ପାଦ ଥାପିଲା ନାଲ୍‌କୋ:ପ୍ରତିଷ୍ଠା ଦିବସ ପାଳନ ଆଜି

ବଅଁରପାଳ,୭।୧ (ଡି.ଏନ୍‌.ଏ.) ଅନୁଗୋଳ ଜିଲା ନାଲ୍‌କୋ ପକ୍ଷରୁ ୪୦ତମ ପ୍ରତିଷ୍ଠା ଦିବସ ମଙ୍ଗଳବାର ପାଳନ କରାଯିବ। ଏଥିପାଇଁ ନାଲ୍‌କୋ କର୍ତ୍ତୃପକ୍ଷଙ୍କ ମଧ୍ୟରେ ବେଶ୍‌ ତତ୍ପରତା ପ୍ରକାଶ ପାଇଛି। ସନ୍ଧ୍ୟାରେ ମିନା ବଜାର ପଡ଼ିଆ ଠାରେ ଏହି ପ୍ରତିଷ୍ଠା ଦିବସ ଉତ୍ସବର...

ଜାତୀୟ ଥ୍ରୋବଲ ଟୁର୍ନାମେଣ୍ଟ:ଭିଏସ୍‌ ବିଦ୍ୟାଳୟ ଛାତ୍ରୀ ମନୋନୀତ

ସୁନାବେଡା,୭।୧ଛତିଶଗଡର ଦୁର୍ଗଠାରେ ଜାତୀୟ ଥ୍ରୋବଲ ପ୍ରତିଯୋଗିତା ଆସନ୍ତା ୧୨ ତାରିଖରେ ଅନୁଷ୍ଠିତ ହେବ ା ଏଥିରେ ସୁନାବେଡା ମିଗନଗରୀସ୍ଥିତ ଭିଏସ ବିଦ୍ୟାଳୟର ଏକାଦଶ ଶ୍ରେଣୀ ଛାତ୍ରୀ ଜଳ୍ପନା ମହାନ୍ତି ଭାଗ ନେବା ପାଇଁ ମନୋନୀତ ହୋଇଛନ୍ତି। ଗତ ନଭେମ୍ବର ୬...

ଭରୁନି ତିତ୍‌ଲି କ୍ଷତ :ଏବେ ବି ଭଙ୍ଗା କୁଡ଼ିଆରେ ବିତୁଛି ଜୀବନ

ପାରଳାଖେମୁଣ୍ଡି,୭।୧(ସ୍ବ.ପ୍ର.) – ତିତ୍‌ଲି ବାତ୍ୟା ଯିବାର ବର୍ଷେ ପୁରିଲାଣି। ହେଲେ ଏବେ ବି ଅନେକ କ୍ଷତିଗ୍ରସ୍ତ ପରିବାର ଅସହାୟ ଅବସ୍ଥାରେ ଦିନ କାଟୁଛନ୍ତି। ଭୟଙ୍କର ବାତ୍ୟା ଓ ଏହା ପରବର୍ତ୍ତି ବର୍ଷାରେ ଘର ନଷ୍ଟ ହୋଇଥିବାବେଳେ ବାତ୍ୟା ସହାୟତା କେବଳ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri