ଆମ ଜିଲା ଖବର

ପୁରୀ ଜିଲାର ୭ କରୋନା ଆକ୍ରାନ୍ତ ସୁସ୍ଥ

ପୁରୀ ଅଫିସ,୨୮।୫: ପୁରୀ ଜିଲାର ୭ଜଣ କରୋନା ଆକ୍ରାନ୍ତ ବୁଧବାର ସୁସ୍ଥ ହୋଇଛନ୍ତି। ପୂର୍ବରୁ ୧୮ଜଣ ସୁସ୍ଥ ହୋଇଥିବାବେଳେ ନୂଆ ୭ଜଣଙ୍କୁ ମିଶାଇ ବର୍ତ୍ତମାନ ୨୫ଜଣ ଏହି ମହାମାରୀ କରୋନା କବଳରୁ ମୁକ୍ତି ପାଇଛନ୍ତି। ତେବେ ଏହି ୭ଜଣଙ୍କ ସମ୍ପର୍କରେ ପ୍ରଶାସନ…

ନରେନ୍ଦ୍ର କୋଣରୁ ହଟିଲା କଣ୍ଟେନମେଣ୍ଟ ନିର୍ଦ୍ଦେଶନାମା

ପୁରୀ ଅଫିସ,୨୮।୫: ନରେନ୍ଦ୍ର କୋଣ ଅଞ୍ଚଳରୁ ଗତ ୧୭ତାରିଖରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏହାପରେ ଜିଲା ପ୍ରଶାସନ ସମ୍ପୃକ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍‌(ଆବଦ୍ଧ ଅଞ୍ଚଳ) ଘୋଷଣା କରିଥିଲା। ବଡ଼ଦାଣ୍ଡ ମାର୍କେଟ ଛକରୁ ଅକ୍ଷୟପାତ୍ର ଲେନ୍‌ ଭାୟା ନରେନ୍ଦ୍ରକୋଣ ଲେନ୍‌,…

ଲୁଟେରା ସୟିଦ, ସଦାମ ଗିରଫ

କଟକ ଅଫିସ,୨୮।୫: ସହରର ଦୁଇ ବଡ଼ ଲୁଟ୍‌ ଅଭିଯୁକ୍ତଙ୍କୁ ବୁଧବାର ଗିରଫ କରିଛି ଲାଲବାଗ ଥାନା ପୋଲିସ। ସେମାନେ ଓଡ଼ିଆ ବଜାରର ସୟିଦ ଖାନ (୩୬) ଓ ଚାନ୍ଦିନୀଚୌକ ଅଞ୍ଚଳର ସୟିଦ ସଦାମ (୨୪)। ଇଦ୍‌ ଅବସରରେ ଅଳଙ୍କାର ଦୋକାନରୁ ଲୁଟ୍‌…

ବାଲି ଫିଲିଂକୁ ନେଇ ବଢୁଛି ଅସନ୍ତୋଷ

କଟକ ଅଫିସ,୨୮।୫: ବରଫି ପାଇଁ ଜିଲା ପ୍ରଶାସନ ପକ୍ଷରୁ ମାତାମଠ ମଣାଣିରେ ବାଲି ଫିଲିଂ କାର୍ଯ୍ୟକୁ ବିରୋଧ କରିଛନ୍ତି କଟକର ତେଲୁଗୁ ସମ୍ପ୍ରଦାୟ। ଏଥିପାଇଁ ବିକଳ୍ପ ବ୍ୟବସ୍ଥା କରିବାକୁ ଦାବି ହୋଇଛି। ତେଲୁଗୁ ସମ୍ପ୍ରଦାୟର କେହି ମୃତ୍ୟୁ ହେଲେ ସତ୍କାର ପାଇଁ…

CORONAVIRUS UPDATE: ବରଗଡ଼ରେ ଦ୍ବିତୀୟ କରୋନା ପଜିଟିଭ୍‌ ଚିହ୍ନଟ

ବରଗଡ଼ ଅଫିସ, ୨୮।୫: ବରଗଡ଼ ଜିଲାରେ ଗୁରୁବାର ପୁଣି ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣକ ବରପାଲି ବ୍ଲକ ଅଞ୍ଚଳର ୪୦ବର୍ଷୀୟ ପୁରୁଷ ଏବଂ ସେ ମହାରାଷ୍ଟ୍ର ଫେରନ୍ତା ବୋଲି ଜଣାପଡ଼ିଛି। ଏନେଇ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ଟୁଇଟ…

ନନ୍ଦନକାନନ ଖୋଲିବା ନେଇ ଅନିଶ୍ଚିତତା

ନରାଜ, ୨୮।୫ (ଡି.ଏନ୍‌.ଏ.): କରୋନା ଓ ଲକ୍‌ଡାଉନ୍‌ ପାଇଁ ପ୍ରାଣୀ ଉଦ୍ୟାନ ନନ୍ଦନକାନନ ପ୍ରଭାବିତ ହୋଇଛି। ୧୯୯୯ ମହାବାତ୍ୟା, ୨୦୧୯ ଫନୀ ପରେ ଏବେ ଏସିଆ ମହାଦେଶର ଏହି ସର୍ବବୃହତ୍‌ ଚିଡ଼ିଆଖାନା ଉପରେ କରୋନା ମାଡ଼ ପଡ଼ିଛି। ମାର୍ଚ୍ଚ ୧୫ରୁ ନନ୍ଦନକାନନରେ…

ଷ୍ଟେଶନ୍‌ ପରିସରରେ ପଡ଼ିଛି ପିପିଇ

ଅନୁଗୋଳ ଅଫିସ, ୨୮।୫ – ଅନୁଗୋଳ ରେଳ ଷ୍ଟେଶନ ପରିସରରେ ଏଣେତେଣେ ପଡ଼ିଛି କେତେକ ବ୍ୟବହୃତ ପର୍ସନାଲ ପ୍ରୋଟେକ୍ଟିଭ୍‌ ଇକ୍ୟୁମେଣ୍ଟ ବା ପିପିଇ। ଏହାକୁ ନେଇ ରେଳ କର୍ମଚାରୀ ଓ କଲୋନୀବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଗତ ସୋମବାର ଗୁଜରାଟରୁ…

ଭୟ କମାଉଛି ଭର୍ଚୁଆଲ କ୍ଲାସ୍‌

(ସୁଧୀର କୁମାର ପରିଡ଼ା) କାମାକ୍ଷାନଗର, ୨୮।୫ – ଲକ୍‌ଡାଉନ୍‌ କୋହଳ ପରେ ଧୀରେ ଧୀରେ ଟ୍ରାକ୍‌କୁ ଫେରୁଛି ଜୀବନ। ହେଲେ ଛାତ୍ରୀଛାତ୍ର ଏବଂ ଶିକ୍ଷାୟତନ ମଧ୍ୟରେ ବ୍ୟବଧାନ ଯେମିତି ଥିଲା ସେମିତି ରହିଛି। ସରକାରୀ କଟକଣା ଯୋଗୁ ପାଖାପାଖି ୨ମାସ ହେଲା…

କ୍ଷତିପୂରଣ ଦାବି କଲେ ଚାଷୀ

ଭଦ୍ରକ ଅଫିସ, ୨୮ା୫- ବାତ୍ୟା ଅମ୍ଫନ୍‌ ଓଡ଼ିଶାରେ ଅତ୍ୟନ୍ତ କ୍ଷତିଗ୍ରସ୍ତ କରିଛି। ମୁଖ୍ୟତଃ ଏହାଦ୍ୱାରା ଚାଷୀ ବେଶ୍‌ ପ୍ରଭାବିତ ହୋଇଛନ୍ତି। ଭଦ୍ରକ ଜିଲାର ଚାଷୀ, କୃଷି ଶ୍ରମିକ, ମାଛଧରା ଶ୍ରମିକ ମାନଙ୍କୁ କ୍ଷତିପୂରଣ ଯୋଗାଇ ଦେବା ଦାବି ନେଇ ଓଡ଼ିଶା କୃଷକ…

ଜନବସତିରେ ପଶିଲା ବାର୍‌ହା : ଲୋକେ ଆତଙ୍କିତ

ଉଦଳା,୨୮ା୫ (ଡି.ଏନ.ଏ) – ବନ୍ୟଜନ୍ତୁଙ୍କ ପାଇଁ ଅସୁରକ୍ଷିତ ହୋଇପଡ଼ିିଛି ଜଙ୍ଗଲ। ଯାହାଫଳରେ ବିଭିନ୍ନ ସମୟରେ ସେମାନେ ଜନବସତି ମୁହଁ। ହେଉଛନ୍ତି। ମୟୂରଭଞ୍ଜ ଜିଲା ଉଦଳା ଏନଏସି ଅଞ୍ଚଳରେ ଏପରି ଏକ ଘଟଣା ସାମ୍ନାକୁ ଆସିଛି। ଏକ ବାର୍‌ହା ଜନବସତିରେ ପଶି ବେଶ…

ଘରେ ପହଞ୍ଚିବା ସ୍ବପ୍ନ ଅଧୁରା ରହିଲା

ସୋନପୁର,୨୮ା୫(ନି.ପ୍ର.) ଲକ୍‌ଡାଉନ୍‌ ସମୟରେ ପ୍ରବାସୀ ଶ୍ରମିକଙ୍କ ଦୁଃଖ ବଢି ଚାଲିଛି। ମହାରାଷ୍ଟ୍ରରୁ ପଶ୍ଚିମବଙ୍ଗକୁ ଫେରୁଥିବା ଜଣେ ପ୍ରବାସୀ ଶ୍ରମିକଙ୍କର ମୃତ୍ୟୁ ହୋଇଛି । ମୃତ ଶ୍ରମିକଙ୍କ ନାମ ଜମିରୁଲ ଇସଲାମ(୩୮)। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜମିରୁଲଙ୍କ ସ୍ବାବ୍‌ ନମୁନା ସଂଗ୍ରହ ପରେ…

ଘାଟି ରାସ୍ତାରେ ଦୁର୍ଘଟଣା: ୧୦ ଆହତ

ବାଙ୍ଗିରିପୋଷି,୨୮ା୫(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଦେଇ ଯାଇଥିବା ୪୯ନଂ. ଜାତୀୟ ରାଜପଥର ଦ୍ୱାରଶୁଣି ଘାଟି ରାସ୍ତାରେ ଏକ ଟେମ୍ପୋ ଓ କାର୍‌ ମଧ୍ୟରେ ଧକ୍କା ହେବା ଫଳରେ ୧୦ ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?