ଚେନ୍ ଟାଣି ଖଲ୍ଲିକୋଟ ଷ୍ଟେଶନରେ ଓହ୍ଲାଇଗଲେ ୪୧୩ ପ୍ରବାସୀ ଓଡିଆ
ଖଲିକୋଟ,୨୭ା୫(ଡି.ଏନ୍.ଏ.)- ଖଲ୍ଲିକୋଟ ରେଲ୍ୱେ ଷ୍ଟେଶନରେ ବୁଧବାର ଅପରାହ୍ନ ପ୍ରାୟ ୧ଟାରେ ଏକ ଶ୍ରମିକ ସ୍ପେଶାଲ ଟ୍ରେନର ଚେନ୍ ଟାଣି ୪୩୧ ଜଣ ପ୍ରବାସୀ ଓଡ଼ିଆ ଓହ୍ଲାଇ ପଳାଇଥିଲେ। ଷ୍ଟେଶନ ଅଞ୍ଚଳର ବହୁ ଯୁବକ ସେମାନଙ୍କୁ ଅଟକାଇ ପୋଲିସକୁ ଖବର ଦେଇଥିଲେ। ଖଲ୍ଲିକୋଟ…
କୋଣାର୍କ ଶୋଭନୀୟ ରାସ୍ତା କାର୍ଯ୍ୟରେ ଅନିୟମିତତା
କୋଣାର୍କ,୨୭ା୫(ଡି.ଏନ.ଏ): କୋଣାର୍କ ଏନ୍ଏସି ଅଧୀନସ୍ଥ ୧୦ନଂ ୱାର୍ଡ ଜାତୀୟ ରାଜପଥ ରାସ୍ତାରୁ ଶୋଭନୀୟ ଶିକ୍ଷାଶ୍ରମ କଂକ୍ରିଟ ରାସ୍ତା ନିର୍ମାଣ କାର୍ଯ୍ୟରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ, ଶୋଭନୀୟ ଶିକ୍ଷାଶ୍ରମ ୧୫୦ମିଟର କଂକ୍ରିଟ ଢଳେଇ ରାସ୍ତା ନିର୍ମାଣ କାର୍ଯ୍ୟ ପାଇଁ…
୨ ଟ୍ରେନରେ ଫେରିଲେ ୯୬୭ ପ୍ରବାସୀ
ଖୋର୍ଦ୍ଧା ଅଫିସ,୨୭ା୫ : ଖୋର୍ଦ୍ଧ ରୋଡ ଷ୍ଟେଶନରେ ବୁଧବାର ୨ଟି ଟ୍ରେନରେ ୯୬୭ଜଣ ପ୍ରବାସୀ ଫେରିଛନ୍ତି। ଟ୍ରେନରୁ ସାମାଜିକ ଦୂରତା ବଜାୟ ରଖି ପ୍ଲାଟଫର୍ମରୁ ବାହାରିବା ପରେ ସମସ୍ତଙ୍କ ଥର୍ମାଲ ସ୍କ୍ରିର୍ନିଂ, ପଞ୍ଜୀକରଣ, ହାତରେ ଷ୍ଟାମ୍ପ ଲଗାଯାଇ ସ୍ବତନ୍ତ୍ର ବସରେ ନିଜ…
ଦଇତାପତି ସେବକଙ୍କ ସ୍ବାବ ସଂଗ୍ରହ
ପୁରୀ ଅଫିସ,୨୭ା୫: ଆସନ୍ତା ୫ରେ ଦେବସ୍ନାନ ପୂର୍ଣ୍ଣିମା। ରତ୍ନସିଂହାସନରୁ ଓହ୍ଲାଇ ସ୍ନାନମଣ୍ଡପକୁ ବିଜେ କରିବେ ଚତୁର୍ଦ୍ଧାବିଗ୍ରହ। ମଣ୍ଡପ ଉପରେ କରିବେ ପ୍ରତ୍ୟକ୍ଷ ସ୍ନାନ, ପୁଣି ହାତୀବେଶରେ ସଜେଇ ହେବେ। ମହାମାରୀ କରୋନାର ଭୟାବହତା ଭିତରେ ମହାପ୍ରଭୁଙ୍କ ଏହିସବୁ ନୀତିକାନ୍ତି କିପରି ସୁଚାରୁ…
ଆବଦ୍ଧାଞ୍ଚଳ ହେଲା ନୋଡାଲ ଉଚ୍ଚ ବିଦ୍ୟାଳୟ
ପାଟଣା,୨୭।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ଚେମେଣା ପଞ୍ଚାୟତ ନୋଡାଲ ଉଚ୍ଚ ବିଦ୍ୟାଳୟରେ ଚାଲିଥିବା କ୍ୱାରାଣ୍ଟାଇନ୍ କେନ୍ଦ୍ରକୁ ବୁଧବାର କେନ୍ଦୁଝର ଜିଲାପାଳ ଆଶୀଷ ଠାକ୍ରେ ଆବଦ୍ଧାଞ୍ଚଳ ଭାବେ ଘୋଷଣା କରିଛନ୍ତି। ଏହା ଶୁକ୍ରବାର ପର୍ଯ୍ୟନ୍ତ ବଳବତ୍ତର ରହିବ। ଜଣେ ୧୮ ବର୍ଷୀୟ ଗୁଜରାଟ…
୧୩ ଲକ୍ଷ ଟଙ୍କାର ଗୁଟ୍ଖା ଜବତ: ୨ ଗିରଫ
ଗୁଣପୁର,୨୭ା୫(ଡି.ଏନ୍.ଏ.)-ରାୟଗଡ଼ା ଜିଲା ଗୁଣପୁର ଅଞ୍ଚଳରେ ଗୁଟ୍ଖା ଏବଂ ପଲିଥିନ କାରବାର ଥମିବା ନାଁ ଧରୁନି ା ଲକ୍ଷଲକ୍ଷ ଟଙ୍କାର ଗୁଟ୍ଖା କାରବାର ହେଉଥିବା ଜଣାପଡ଼ିଛି। ମଙ୍ଗଳବାର ପୋଲିସ ସହରର ଦୁଇଟି ସ୍ଥାନରେ ଚଢ଼ାଉକରି ବ୍ୟାପକ ପରିମାଣରେ ଗୁଟ୍ଖା ଜବତ କରିଛି। ଏହାର…
ଅଗ୍ନିକାଣ୍ଡ: ୨୦ ଲକ୍ଷ ଟଙ୍କାର ସମ୍ପତ୍ତି ନଷ୍ଟ
ମାଲକାନଗିରି,୨୭ା୫(ଡି.ଏନ୍.ଏ.)- ମାଲକାନଗିରି ସଦର ମହକୁମାରେ ଥିବା ଏକ ବ୍ୟବସାୟ ପ୍ରତିଷ୍ଠାନରେ ମଙ୍ଗଳବାର ରାତିରେ ଅଗ୍ନିକାଣ୍ଡ ଘଟି ୨୦ ଲକ୍ଷ ଟଙ୍କାର ସମ୍ପତ୍ତି ପୋଡିଯାଇଛି। ଖବରପାଇ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚତ୍ ନିଆଁକୁ ଆୟତ କରିଥିଲେ। ଈଶ୍ୱର ପଟ୍ଟନାୟକଙ୍କ ଏହି ବ୍ୟବସାୟ ପ୍ରତିଷ୍ଠାନରେ…
ପାଟଣାରେ ମିଳୁନି ଧାନ ବିହନ
ପାଟଣା, ୨୭।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକରେ ବିହନ ଧାନର ଘୋର ଅଭାବ ପରିଲକ୍ଷିତ ହୋଇଛି। ଚାଷୀ ସମବାୟ ସମିତିକୁ ପ୍ରତିଦିନ ଦୌଡ଼ିଲେ ବି ଧାନ ବିହନ ନ ପାଇ ହତାଶ ହୋଇ ଫେରୁଛି। ଫଳରେ ଚାଷୀ କୁଳ ଅସନ୍ତାଷ ପ୍ରକାଶ କରିଛନ୍ତି।…
ସଙ୍ଗରୋଧ କେନ୍ଦ୍ରରେ ଭୀଷଣ ଅବ୍ୟବସ୍ଥା: ଭାଜପାର ଦାବିପତ୍ର
କଟକ ଅଫିସ,୨୭ା୫: କଟକ ଜିଲାରେ ଖୋଲାଯାଇଥିବା ସଙ୍ଗରୋଧ କେନ୍ଦ୍ରର ସ୍ଥିତି ସାଂଘାତିକ। ସେଠାରେ ନାନା ଅବ୍ୟବସ୍ଥା ଥିବା ଅଭିଯୋଗ କରି ଭାଜପା ପକ୍ଷରୁ ଜିଲାପାଳ ଭବାନୀ ଶଙ୍କର ଚୟନୀଙ୍କୁ ବୁଧବାର ଦାବିପତ୍ର ଦିଆଯାଇଛି। ଦଳର ଅଭିଯୋଗ ହେଉଛି, ଜିଲାରେ ୬୧୨ଟି ଅସ୍ଥାୟୀ…
ବାଲି ଚାଲାଣବେଳେ ଚଢାଉ, ୫ ଗାଡ଼ି ଜବତ
ଚମ୍ପୁଆ,୨୭ା୫(ଡି.ଏନ.ଏ)- ଚମ୍ପୁଆ ରାଜସ୍ବ ବିଭାଗ ଅଧିନରେ ଥିବା ବିଭିନ୍ନ ବାଲି ଉତ୍ସ ଗୁଡିକର ବାରମ୍ବାର ବାଲି ଚୋରାଚାଲାଣ ହୋଇ ଆସୁଥିବା ବେଳେ ରାଜସ୍ବ ବିଭାଗକୁ ଚକମା ଦେଖାଇ ବାଲି ମାଫିଆ ମାନେ ଅନାୟାଶରେ ବାଲି ଚାଲାଣ କରିଆସୁଥିଲେ। ଏପରିକି ରାଜସ୍ବ ବିଭାଗର…
ଜୁଲାଇ ୨୪ ସୁଦ୍ଧା ସରିବ ସବୁ ପରୀକ୍ଷା
କଟକ ଅଫିସ,୨୭ା୫: ରେଭେନ୍ଶା ବିଶ୍ୱବିଦ୍ୟାଳୟର ସମସ୍ତ ପରୀକ୍ଷା ଜୁଲାଇ ୨୪ ସୁଦ୍ଧା ସରିବ। ଜୁନ୍ ୧୭ ପରେ ବିଶ୍ୱବିଦ୍ୟାଳୟ ଖୋଲିଲେ ବାକି ଥିବା ସମସ୍ତ ପରୀକ୍ଷା ସାରିବା ପାଇଁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ନିଷ୍ପତ୍ତି ନେଇଛନ୍ତି। ଲକ୍ଡାଉନ୍ ପୂର୍ବରୁ କିଛି ବିଭାଗରେ ଇଣ୍ଟରନାଲ…
ପଦ୍ମେଶ୍ବର ଶୈବପୀଠରେ ଶୀତଳଷଷ୍ଠୀ ଉତ୍ସବ
କେନ୍ଦୁଝର,୨୭ା୫ (ସ୍ବ.ପ୍ର.)-କେନ୍ଦୁଝର ଜିଲାର ବିଭିନ୍ନ ଶୈବ ପୀଠରେ ଶୀତଳ ଷଷ୍ଠୀ ଉତ୍ସବ ଅନୁଷ୍ଠିତ ହୋଇଛି। ଏହି ଅବସରରେ ଶିବଙ୍କ ପୂଜା ଆରାଧନା କରିବା ସହ ଶିବ ଓ ପାର୍ବତୀଙ୍କ ବିବାହ କରାଯାଇଛି। କରୋନା କଟକଣା ପାଇଁ ନିଆରା ଭାବରେ ଓ ସାମାଜିକ…

