ତେଲକୋଇରେ ହାତୀ ଆତଙ୍କ
କେନ୍ଦୁଝର, ୬।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ବନାଞ୍ଚଳ ଅଧୀନସ୍ଥ ଖୁଣ୍ଟାପଡା ଗାଁରେ ହାତୀ ଉପଦ୍ରବ ଦେଖାଯାଇଛି। ୫ ଟିକିଆ ହାତୀପଲ ଗାଁରେ ପଶି ଖଳାରେ ଥିବା ଧାନକୁ ଖାଇବା ସହ ଧାନ ଜଗିବା ପାଇଁ ଥିବା ମଞ୍ଚାକୁ ଭାଙ୍ଗି ଦେଇଛନ୍ତି।...
ମହିଳାଙ୍କଠାରୁ ୫୨ ହଜାର ଟଙ୍କା ଝାମ୍ପି ନେଲେ ଦୁର୍ବୃତ୍ତ
କେନ୍ଦୁଝର,୬।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଟାଉନ ଥାନା ଅନ୍ତର୍ଗତ ନରଣପୁରସ୍ଥିତ ବ୍ୟାଙ୍କ ଅଫ ଇଣ୍ଡିଆରୁ ଟଙ୍କା ନେଇ ଆସୁଥିବା ଜଣେ ମହିଳାଙ୍କଠାରୁ ଟଙ୍କା ଲୁଟ୍ ଅଭିଯୋଗ ହୋଇଛି। ସମ୍ପୃକ୍ତ ମହିଳା ଜଣଙ୍କ ହେଲେ ସବିତା ନାୟକ। ତାଙ୍କ ଘର ହଳଦିଆ ଟାଙ୍ଗିରି...
ନିଖୋଜ ମତ୍ସ୍ୟଜୀବୀଙ୍କ ମୃତଦେହ ଉଦ୍ଧାର, ପରିବାର ଲୋକଙ୍କ ହତ୍ୟା ଅଭିଯୋଗ
ପାରାଦ୍ୱୀପ, ୬।୧(ସ୍ବ.ପ୍ର): ପାରାଦ୍ୱୀପ ମାଛଧରା ବନ୍ଦର ପୋତାଶ୍ରୟରେ ସୋମବାର ଜଣେ ନିଖୋଜ ମତ୍ସଜୀବୀଙ୍କ ମୃତଦେହ ଉଦ୍ଧାର କରିଛି ମେରାଇନ୍ ପୋଲିସ୍ । ସେ ହେଲେ ଭଦ୍ରକ ଜିଲାର ଉପେନ୍ଦ୍ର ପରିଜା(୪୦)। ଗତ ୧ ତାରିଖରୁ ସେ ନିଖୋଜ ଥିଲେ ବୋଲି...
ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ
ପୁରୀ ଅଫିସ୍, ୬।୧: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟମାନେ ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀଙ୍କ ସହ ଆଲୋଚନା କରିଛନ୍ତି। ପରିଚାଳନା କମିଟି ଅଧ୍ୟକ୍ଷ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ନେତୃତ୍ୱରେ କମିଟି ସଦସ୍ୟ ଗୋବର୍ଦ୍ଧନ ମଠରେ...
୨୧ରେ ସିଏଏ ସପକ୍ଷରେ ରାଲି
କେନ୍ଦୁଝର,୬।୧(ସ୍ବ.ପ୍ର.): ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ପରିପ୍ରେକ୍ଷୀରେ କେନ୍ଦୁଝର ଭାଜପା ପକ୍ଷରୁ ଏକ ଖବରଦାତା ସମ୍ମିଳନୀ ସୋମବାର ଅନୁଷ୍ଠିତ ହୋଇଯାଇଛି। ଜିଲା ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମାସ୍ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ...
ବରିଷ୍ଠ କଂଗ୍ରେସ ନେତା ଅରୁଣ ରାଉତ ଦଳରୁ ବହିଷ୍କୃତ
ରାଜନଗର, ୬।୧(ଡି.ଏନ.ଏ): କେନ୍ଦ୍ରାପଡା ଜିଲା ରାଜନଗର ବ୍ଲକ କଂଗ୍ରେସ କମିଟିର ବରିଷ୍ଠ ନେତା ତଥା ପୂର୍ବତନ ଜିଲା ପରିଷଦ ସଭ୍ୟ ଅରୁଣ କୁମାର ରାଉତଙ୍କୁ ଦଳରୁ ବହିଷ୍କୃତ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟରେ ସମ୍ପୃକ୍ତ ଥିବାରୁ ପ୍ରଦେଶ କଂଗ୍ରେସ କମିଟି...
ସିଏଏ ସମର୍ଥନରେ ବାହାରିଲା ପଦଯାତ୍ରା
ଅନୁଗୋଳ ଅଫିସ୍, ୬।୧: ସଂଶୋଧିତ ନାଗରିକତ୍ୱ ଆଇନ(ସିଏଏ)କୁ ସମର୍ଥନ କରି ଅନୁଗୋଳ ସଚେତନ ନାଗରିକ ମଞ୍ଚ ପକ୍ଷରୁ ଏକ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଗାନ୍ଧୀ ଛକରୁ ଏହି ଶୋଭାଯାତ୍ରା ବାହାରି ସହର ପରିକ୍ରମା କରିବା ପରେ ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଛି।...
ରାସ୍ତାକଡରୁ ମିଳିଲା ଟିଫିନ୍ ବୋମା
ନବରଙ୍ଗପୁର,୬।୧(ବି.ପ୍ର): ନବରଙ୍ଗପୁର ଜିଲା ରାଇଘର ଥାନା ସରଗୁଲି ଗ୍ରାମର ରାସ୍ତାକଡରୁ ଦୁଇଟି ଜୀବନ୍ତ ଟିଫିନ ବୋମା ଉଦ୍ଧାର କରାଯାଇଛି। ପୋଲିସ ବୋମା ନିଷ୍କ୍ରିୟକାରୀ ଦଳ ସହ ଘଟଣାସ୍ଥଳରେ ପହଞ୍ଚିଛି। ସେଠାରେ ଏବେ ବୋମା ନିଷ୍କ୍ରିୟ ପାଇଁ ଉଦ୍ୟମ ଜାରି ରହିଛି।...
ଚିଲିକାରେ ସରିଲା ପକ୍ଷୀ ଗଣନା: ଅନୁକୂଳ ପାଗ ଯୋଗୁ ପକ୍ଷୀଙ୍କ ସଂଖ୍ୟା ବଢ଼ିଛି
ବାଲୁଗାଁ,୬ା୧(ଡି.ଏନ୍.ଏ.): ବାଲୁଗାଁ ବନ୍ୟପ୍ରାଣୀ ବିଭାଗ ଓ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ (ସିଡିଏ)ର ମିଳିତ ଆନୁକୂଲ୍ୟରେ ରବିବାର ସମଗ୍ର ଚିଲିକାରେ ପକ୍ଷୀ ଗଣନା ଶେଷ ହୋଇଛି। ବିଭାଗ ପକ୍ଷରୁ ପ୍ରକାଶିତ ଗଣନା ରିପୋର୍ଟ ଅନୁଯାୟୀ, ଚଳିତବର୍ଷ ସମଗ୍ର ଚିଲିକାରେ ୧୧ଲକ୍ଷ ୫ହଜାର...
ମଣ୍ଡିରେ ଅନିୟମିତତା: ଧାନ ବିକ୍ରି ପାଇଁ ଆନ୍ଧ୍ରକୁ ଯାଉଛନ୍ତି ଚାଷୀ
ପାରଳାଖେମୁଣ୍ଡି,୬ା୧(ସ୍ବ.ପ୍ର.) – ଗଜପତି ଜିଲାରେ ଡିସେମ୍ବର ୧୨ରୁ ଧାନମଣ୍ଡି ଖୋଲାଯାଇଥିଲେ ମଧ୍ୟ ବ୍ୟାପକ ଅନିୟମିତତା ଯୋଗୁ ଜିଲାର ଚାଷୀ ଧାନ ବିକ୍ରି ପାଇଁ ଆନ୍ଧ୍ର ଯାଉଥିବା ଦେଖିବାକୁ ମିଳୁଛି। ସରକାରୀ ମୂଲ୍ୟ ଠାରୁ କମ୍ ଦରରେ ସେଠାକାର ମିଲର୍ଙ୍କୁ ଧାନ...
ବେଧଡ଼କ ଚାଲିଛେ ଦାଦନ ଶ୍ରମିକ ଚାଲାନ: ଲଗାମ୍ କସ୍ବାରେ ପରଶାସନ ବିଫଲ
ଲାଠୋର, ୬ା୧(ଡି.ଏନ୍.ଏ.)- ରାଏଜ୍ ସରକାର ଦାଦନ ସମସିଆ ସଂଗେ ଯୁଝବାର ଲାଗି ଅନେକ୍ ଯୋଜନା କାଯ୍କାରୀ କରୁଛନ୍। ହେଲେ ଅନେକ ଜାଗାରେ ହକ୍ଦାର ହିତାଧିକାରୀ ସରକାରୀ ଯୋଜନାର ଲାଭ୍ ନାଇଁ ପାଏବାର। ଯେନ୍ଥିରଲାଗି ଗରିବ୍ ଦୁଖି ଉପେ ଶୂଇନ୍ ହେଇ...
ଭଗବାନ ଭରସାରେ କ୍ୟାନସର ପୀଡ଼ିତ୍ ଧର୍ମରାଜ: ଚିକିଛା ସାହାଯ୍ ଆଶ୍ରେ ପରିବାର
ଜାମଟିକ୍ରା, ୬ା୧(ଡି.ଏନ୍.ଏ.)- ଉଭଏ କେନ୍ଦ୍ର ଆର ରାଏଜ୍ ସରକାର ଗରିବ୍ ଦୁଖିକୁ ମାହାଲିଆ ସୁଆସ୍ତିଅ ସେବା ଯୁଗେଇ ଦେବାର ଲାଗି ଅନେକ୍ ଯୋଜନା କାଯ୍କାରୀ କରୁଛନ୍। ସେନ୍ତା ଏଭେ ରାଏଜ୍ ସରକାର ସୁଆସ୍ତିଅ ସେବାକେ ଅଧ୍କା ଗୁରୁତ୍ ଦେଇ ସେଟାକେ...
Archives


