କୁଖ୍ୟାତ ଲୁଟେରା ସୟିଦ, ସଦାମ ଗିରଫ
କଟକ ଅଫିସ,୨୭ା୫: ସହରର ଦୁଇ କୁଖ୍ୟାତ ଲୁଟେରାଙ୍କୁ ବୁଧବାର ଗିରଫ କରିଛି ଲାଲବାଗ ଥାନା ପୋଲିସ। ଏହି ଦୁଇ ଜଣ ହେଲେ ଓଡ଼ିଆ ବଜାରର ସୟିଦ ଖାନ (୩୬) ଓ ଚାନ୍ଦିନୀଚୌକ ଅଞ୍ଚଳର ସୟିଦ ସଦାମ (୨୪)। ଇଦ୍ ଅବସରରେ ଅଳଙ୍କାର…
ସଂସ୍କାର ପାଇଁ ଯାଉଥିବା ମୃତଦେହ ଜବତ କଲା ପୋଲିସ
ପାଟପୁର,୨୭ା୫- ପାଟପୁର ପୋଲିସ ବୁଧବାର ସଂସ୍କାର ପାଇଁ ପୁରୀ ସ୍ବର୍ଗଦ୍ୱାର ଯାଉଥିବା ମୃତଦେହକୁ ଜବତ କରିଛି। ମୃତଦେହ ବ୍ରହ୍ମପୁର ବଡ ମେଡିକାଲକୁ ବ୍ୟବଚ୍ଛେଦ ପାଇଁ ପଠାଇ ଏକ ମାମଲା ରୁଜୁ କରିଛି। ପ୍ରକାଶ ଯେ, ଗଣେଶ ସାମନ୍ତରାୟ (୫୫) ବୁଧବାର ଅପରାହ୍ନରେ…
ଭିଜିଲାନ୍ସ ଜାଲରେ ପିପଳପଙ୍କା ବନରକ୍ଷୀ, ରାତ୍ର ଜଗୁଆଳି
ବ୍ରହ୍ମପୁର ଅଫିସ,୨୭।୫-ଗଞ୍ଜାମ ଜିଲା ସୋରଡ଼ା ବନଖଣ୍ଡ ଅଧିନରେ ଥିବା ପିପଳପଙ୍କା ବନରକ୍ଷୀ (ଫରେଷ୍ଟ ଗାର୍ଡ) ବିଷ୍ଣୁପ୍ରିୟା ଦାଶ ଜଣେ ଆଦିବାସୀଙ୍କ ନାମରେ ମାମଲା ରୁଜୁ ନ କରିବା ପାଇଁ ବୁଧବାର ମଧ୍ୟାହ୍ନରେ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ଜାଲରେ…
ଅମ୍ଫନ୍ରେ ୩୨୪ ହେକ୍ଟର ଜମି କ୍ଷତିଗ୍ରସ୍ତ : ରିପୋର୍ଟ ଦେଲା ପ୍ରଶାସନ
ଜଳେଶ୍ୱର,୨୭।୫(ସ୍ବ.ପ୍ର.)-ବାତ୍ୟା ଅମ୍ଫନ୍ ପ୍ରଭାବରେ ବାଲେଶ୍ୱର ଜିଲା ଜଳେଶ୍ୱର ଅଞ୍ଚଳରେ ମୋଟ ଚାଷ ହୋଇଥିବା ୮ହଜାର ହେକ୍ଟର ଜମି ମଧ୍ୟରୁ ୩୨୪ ହେକ୍ଟର ଜମି କ୍ଷତିଗ୍ରସ୍ତ ହୋଇଛି ବୋଲି ପ୍ରଶାସନ ପକ୍ଷରୁ ରିପୋର୍ଟ ଦିଆଯାଇଛି ା ଏହି ଆକଳନ ତ୍ରୁଟିପୂର୍ଣ୍ଣ ବୋଲି ଜଳେଶ୍ୱର…
ପୁରୁଷୋତ୍ତମପୁର ବ୍ଲକରେ ପ୍ରଥମ କରୋନା ପଜିଟିଭ ଚିହ୍ନଟ : ପାଣ୍ଡିଆ ଗ୍ରାମକୁ ସଟ୍ଡାଉନ ଘୋଷଣା
ପୁରୁଷୋତ୍ତମପୁର,୨୭।୫(ଡି.ଏନ.ଏ)-ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକରେ ପ୍ରଥମ କରୋନା ପଜିଟିଭ ଚିହ୍ନଟ ହୋଇଛି। ଆକ୍ରାନ୍ତ ବ୍ୟକ୍ତିଙ୍କ ଘର ପାଣ୍ଡିଆ ଗ୍ରାମରେ। ଏହାପରେ ପ୍ରଶାସନ ପକ୍ଷରୁ ଉକ୍ତ ଗ୍ରାମକୁ ପାର୍ସିଆଲ ସଟ୍ଡାଉନ ଘୋଷଣା କରାଯାଇଛି। ଆକ୍ରାନ୍ତ ବ୍ୟକ୍ତିଙ୍କଠାରେ ସୋମବାର ରାତିରେ ଲକ୍ଷଣ ଜଣାପଡ଼ିବା ପରେ…
ବିଭିନ୍ନ ସମସ୍ୟା ନେଇ ସିପିଆଇର ଗଣବିକ୍ଷୋଭ
ଏରସମା,୨୭ା୫(ସ୍ବ.ପ୍ର.): ଏରସମା ବ୍ଲକ ମୁଖ୍ୟାଳୟସ୍ଥିତ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବୁଧବାର ସିପିଆଇ ରାଜ୍ୟ ପରିଷଦ ଓ କୃଷକ ସଭାର ସର୍ବଭାରତୀୟ ପ୍ରତିବାଦ ଦିବସ ଅବସରରେ ବିଭିନ୍ନ ସମସ୍ୟାନେଇ ଗଣବିକ୍ଷୋଭ ଅନୁଷ୍ଠିତ ହୋଇଛି। ଏରସମା ସିପିଆଇ କାର୍ଯ୍ୟାଳୟରୁ ସାମାଜିକ ଦୂରତା ରକ୍ଷାକରି ଜିଲା…
କେନ୍ଦ୍ରାଞ୍ଚଳ ଆର୍ଡିସିଙ୍କ ଚାନ୍ଦପୁର କୋଭିଡ ମେଡିକାଲ ପରିଦର୍ଶନ
ରଣପୁର,୨୭।୫(ସ୍ବ.ପ୍ର)-ନୟାଗଡ ଜିଲା ଚାନ୍ଦପୁରରେ ୧୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲକୁ ବୁଧବାର କେନ୍ଦ୍ରାଞ୍ଚଳ ଆରଡିସି ଅନିଲ କୁମାର ସାମଲ ଅଚାନକ ଗସ୍ତରେ ଆସି ପରିଦର୍ଶନ କରିଛନ୍ତି। ପ୍ରଥମେ ଆର୍ଡିସି ସାମଲ ଟାଙ୍ଗି ପୂର୍ତ୍ତବିଭାଗ ଡାକ ବଙ୍ଗଳାରେ ପହଞ୍ଚି ଜିଲାର ବରିଷ୍ଠ ଅଧିକାରୀଙ୍କ…
ଚାଷୀଙ୍କ ଘରୁ ୧୦ ଫୁଟ୍ ଅହିରାଜ ଉଦ୍ଧାର
ରଣପୁର,୨୭।୫(ସ୍ବ.ପ୍ର)-ନୟାଗଡ ଜିଲା ରଣପୁର ବ୍ଲକ ଦର୍ପନାରାୟଣପୁର କାକଲମା ଗ୍ରାମର ଚାଷୀ ରମେଶ ପ୍ରଧାନଙ୍କ ଘରୁ ବୁଧବାର ଏକ ୧୦ ଫୁଟ ଅହିରାଜ ସାପ ଉଦ୍ଧାର କରାଯାଇଛି। ଭୋର ୪ ଟାରେ ରମେଶଙ୍କ ରୋଷେଇ ଘର ମଞ୍ଚା ଉପରେ ଅହିରାଜଟି ଏକ ଗୋଧିକୁ…
ମାଗୁରା ନୌକାବିହାର ପରିଦର୍ଶନ କଲେ ପର୍ଯ୍ୟଟନ ମନ୍ତ୍ରୀ
ଚୌଦ୍ୱାର,୨୭।୫(ଡି.ଏନ.ଏ)-ଚୌଦ୍ୱାର ବିରୂପା ନିକଟରେ ନିର୍ମାଣ ଚାଲିଥିବା ମାଗୁରା ନୌକାବିହାର କମ୍ପ୍ଲେକ୍ସକୁ ବୁଧବାର ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ପରିଦର୍ଶନ କରିଛନ୍ତି। ଏଥିସହିତ ଏହି କମ୍ପ୍ଲେକ୍ସର ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଏହି କାର୍ଯ୍ୟକ୍ରମରେ ଚୌଦ୍ୱାର କଟକ ବିଧାୟକ ସୌବିକ ବିଶ୍ୱାଳ ଓ…
ରାଇସ ମିଲ୍ରୁ ବିଷଧର ସାପ ଉଦ୍ଧାର
ବୁଗୁଡ଼ା,୨୭ା୫(ଡି.ଏନ.ଏ.)-ବୁଗୁଡ଼ା ସହର ନିକଟସ୍ଥ ଷୋହଳମାଇଲି ଠାରେ ଥିବା ଶଙ୍କର ରାଇସ୍ ମିଲରୁ ବୁଧବାର ଅପରାହ୍ନରେ ଏକ ୫ ଫୁଟିଆ ବିଷଧର ସାପ ଉଦ୍ଧାର କରାଯାଇଛି। ମିଲ୍ରେ କାମ କରୁଥିବାବେଳେ ଉକ୍ତ ସାପଟିକୁ ଅଚାନକ ଜଣେବ୍ୟକ୍ତି ଦେଖିଥିଲେ। ଖବର ପାଇ ଦଦରାଖୋଲର ନାରାୟଣ…
ତହସିଲ ଟୁଇଟର୍ ଆକାଉଣ୍ଟ ହେଉନି ଅପ୍ଡେଟ୍: ୫ ତହସିଲଦାରଙ୍କୁ ତାଗିଦ୍ କଲେ ଜିଲାପାଳ
ଜଗତସିଂହପୁର ଅଫିସ,୨୭ା୫: ଲକ୍ଡାଉନ୍ ସମୟରେ ଘରେ ବସି ପ୍ରଶାସନ ନିକଟରେ ଅଭିଯୋଗ କରି ସମାଧାନ ପାଇଁ ଟୁଇଟର୍ ସୁଯୋଗ ସୃଷ୍ଟି କରୁଛି । କିନ୍ତୁ ଜିଲାର କୁଜଙ୍ଗ, ନାଉଗାଁ, ବିରିଡ଼ି, ବାଲିକୁଦା ଓ ଜଗତ୍ସିଂହପୁର ତହସିଲ କାର୍ଯ୍ୟାଳୟ ଟୁଇଟର୍ ଅପଡେଟ୍ ହେଉନାହିଁ।…
ଆନନ୍ଦପୁର ପୌର ପରିଷଦ କାର୍ଯ୍ୟାଳୟରେ ଉତ୍ତେଜନା: ଯନ୍ତ୍ରୀ-ସ୍ବୟଂ ସହାୟିକା ଗୋଷ୍ଠୀ ମହିଳାଙ୍କ ଧସ୍ତାଧସ୍ତି
ଆନନ୍ଦପୁର,୨୭ା୫(ସ୍ବ.ପ୍ର.): ଆନନ୍ଦପୁର ପୌରପରିଷଦ କାର୍ଯ୍ୟାଳୟରେ ଯନ୍ତ୍ରୀ, ସହକାରୀ ଯନ୍ତ୍ରୀଙ୍କ ସହିତ ସ୍ବୟଂ ସହାୟିକା ଗୋଷ୍ଠୀ ମହିଳାଙ୍କ ବଚସା ପରେ ଧସ୍ତାଧସ୍ତି ହୋଇଛି। ଫକୀରପୁର ୮ ନଂ. ଓ୍ବାର୍ଡର ଉନୟନ ଯୋଜନାରେ ସଂପୃକ୍ତ ଓ୍ବାର୍ଡରେ ଥିବା ସ୍ବୟଂ ସହାୟିକା ଗୋଷ୍ଠୀର ମହିଳାମାନଙ୍କୁ ସାମିଲ…

