ଆମ ଜିଲା ଖବର

ଛାତ୍ରୀ ନିର୍ଯାତନା ଘଟଣା: ଡିସିପିଓ-କନ୍ୟାଶ୍ରମ ଅଧ୍ୟକ୍ଷା କାଦୁଅଫିଙ୍ଗା

ଅନୁଗୋଳ ଅଫିସ, ୬।୧: ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକସ୍ଥିତ କ୍ଷୀରୋଦବାସିନୀ କନ୍ୟାଶ୍ରମରେ ଦୁଇ ଅନ୍ତେବାସୀ ଭଉଣୀଙ୍କୁ ନିର୍ଯାତନା ଦିଆଯିବା ଅଭିଯୋଗ ଘଟଣାରେ ଆରମ୍ଭ ହୋଇଛି କାଦୁଅ ଫିଙ୍ଗା। ଘଟଣାର ୩ଦିନ ପରେ ରବିବାର ଅନୁଗୋଳରେ ଖବରଦାତା ସମ୍ମିଳନୀ କରି ମୁହଁ ଖୋଲିଛନ୍ତି...

୧୨ ଫୁଟର ଅଜଗର ଉଦ୍ଧାର

କାମାକ୍ଷାନଗର, ୬।୧(ଡି.ଏନ.ଏ.) କାମାକ୍ଷାନଗର ବ୍ଲକ ତୁମୁସିଙ୍ଗା ଥାନା ସୋଗରପାଟଣା ଗ୍ରାମର ଅଚ୍ୟୁତ ସ୍ବାଇଁଙ୍କ ବାଡ଼ିପଟୁ ରବିବାର ୧୨ଫୁଟ ଲମ୍ବର ଏକ ଅଜଗର ସାପ ଉଦ୍ଧାର କରାଯାଇଛି। ସାପଟି ବାଡ଼ିରେ ଥିବା ଦେଖି କେତେଜଣ ଯୁବକ ସ୍ନେକ୍‌ ହେଲ୍ପ ଲାଇନ ସଦସ୍ୟ ମହେନ୍ଦ୍ର...

‘ପରୀକ୍ଷା ପେ ଚର୍ଚ୍ଚା’ରେ ଭାଗନେବେ ସାଇଦତ୍ତ

ଅନୁଗୋଳ ଅଫିସ, ୬।୧: ଜାନୁୟାରୀ ୨୦ରେ ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ପ୍ରଧାନମନ୍ତ୍ରୀଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’ କାର୍ଯ୍ୟକ୍ରମରେ ଭାଗନେବାକୁ ମନୋନୀତ ହୋଇଛନ୍ତି ଅନୁଗୋଳର ଛାତ୍ର ସାଇଦତ୍ତ ବିଗ୍ନେଶ। ଓଡ଼ିଶାରୁ ମନୋନୀତ ହୋଇଥିବା ୨୮ଜଣଙ୍କ ଭିତରେ ସ୍ଥାନ ପକ୍କା କରି ସେ...

ସହାୟ ହେଲା ସାଥୀ ପରିବାର; ଉଦ୍ଧାର ହେଲେ ଅସହାୟ ମା’ପୁଅ

ବନ୍ତଳା, ୬।୧(ଡି.ଏନ.ଏ.) ଅସହାୟ ଅବସ୍ଥାରେ ଭୋକ ଉପାସରେ ପଡ଼ି ରହି ଜୀବନମରଣ ସହ ସଂଘର୍ଷ କରୁଥିବା ଅସହାୟା ପାତି ନାଏକ (୭୦) ଏବଂ ତାଙ୍କ ପୁଅ ପ୍ରମୋଦ (୫୦)ଙ୍କୁ ସହାୟ ହୋଇଛି ସାଥୀ ପରିବାର। ଏ ନେଇ ରବିବାର ‘ଧରିତ୍ରୀ’ରେ ଖବର...

ପାଇଖାନା ନିର୍ମାଣରେ ଦୁର୍ନୀତି: ବାହ୍ୟ ମଳମୁକ୍ତ ଘୋଷଣା କେତେ ସତ କେତେ ମିଛ

କଟକ ଅଫିସ,୬।୧: ୨୦୧୯ ଅଗଷ୍ଟ ୧୫ରେ କଟକ ଜିଲାକୁ ବାହ୍ୟ ମଳମୁକ୍ତ ଜିଲା ଭାବେ ଘୋଷଣା କରାଯାଇଥିଲା। ଅର୍ଥାତ୍‌ ପ୍ରତ୍ୟେକ ପରିବାରକୁ ସରକାର ସ୍ବଚ୍ଛ ଭାରତ ମିଶନ ଯୋଜନାରେ ପାଇଖାନା ଯୋଗାଇ ଦେଇଥିଲେ। ମାତ୍ର ଏହି ଘୋଷଣା ସମ୍ପୂର୍ଣ୍ଣ ଧୂଅଁାବାଣ...

କନ୍ଧମାଳରେ ଗଣଶିକ୍ଷା ମନ୍ତ୍ରୀ: ମାଟ୍ରିକ ପରୀକ୍ଷା ଠିକ୍‌ରେ କରିବାକୁ ନିର୍ଦ୍ଦେଶ

ଫୁଲବାଣୀ ଅଫିସ, ୬ା୧-ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ରବିବାର କନ୍ଧମାଳ ଜିଲା ଗସ୍ତରେ ଆସି ଜିଲାପାଳଙ୍କ କାର୍ଯ୍ୟାଳୟ ସଦ୍‌ଭାବନା ସଭାଗୃହରେ ସମୀକ୍ଷା କରିଛନ୍ତି। ଚଳିତବର୍ଷ ମାଟ୍ରିକ୍‌ ପରୀକ୍ଷା ପ୍ରଶ୍ନପତ୍ରର ଢାଞ୍ଚା ବଦଳିବ। ଛାତ୍ରୀଛାତ୍ରଙ୍କୁ ଏଥିପାଇଁ ଅଭ୍ୟସ୍ତ...

ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟ: ଆରମ୍ଭ ହେଲାଣି ସିଜରିଆନ ଡେଲିଭରି

ଫୁଲବାଣୀ ଅଫିସ, ୬ା୧-ସରକାର ସ୍ବାସ୍ଥ୍ୟସେବା ଉପରେ ଗୁରୁତ୍ୱ ଦେଉଛନ୍ତି। ମାତୃ ଓ ଶିଶୁ ମୃତ୍ୟୁହାର କମିବା ପାଇଁ ବହୁବିଧ ପଦକ୍ଷେପ ନିଆଯାଉଛି। ଏହିକ୍ରମରେ ସିଜରିଆନ ଡେଲିଭରି ଲାଗି ସଚେତନ କରାଯାଉଛି। କନ୍ଧମାଳ ଜିଲାରେ ସିଜରିଆନ ଡେଲିଭରି କହିଲେ ଜିଲା ମୁଖ୍ୟ...

ପିଲା କଳିରୁ ବୃଦ୍ଧଙ୍କୁ ହତ୍ୟା

ଫୁଲବାଣୀ ଅଫିସ, ୬ା୧-ଦୁଇ ଛୋଟ ପିଲାଙ୍କ ମଧ୍ୟରେ ଖେଳକୁଦ ଚାଲିଥିଲା। ଜଣେ ଅନ୍ୟ ଜଣଙ୍କ ହାତକୁ କାମୁଡ଼ି ଦେଲା ା ଏହାକୁ ନେଇ ଉଭୟ ପିଲାଙ୍କ ଜେଜେ ଓ ଅଜାଙ୍କ ମଧ୍ୟରେ ପ୍ରଥମେ ବଚସା ହେଲା। ଏପରିକି ଜଣେ ଅନ୍ୟ...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ: ହରିଣ ପାର୍କ ସ୍ଥାନାନ୍ତର ବାଟ ଫିଟିଲା; ପାରଳାଖେମୁଣ୍ଡି ଲଖାରିକୁ ଯିବା ନିଷ୍ପତ୍ତି

ବ୍ରହ୍ମପୁର ଅଫିସ,୬ା୧-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପରିସରରେ ଥିବା ହରିଣ ପାର୍କ ସ୍ଥାନାନ୍ତର ହେବା ନିଶ୍ଚିତ ହୋଇଛି ା ସେଣ୍ଟ୍ରାଲ ଜୁ ଅଥରିଟି ଅଫ ଇଣ୍ଡିଆ ନିର୍ଦ୍ଦେଶନାମାର ୯ ବର୍ଷ ପରେ ଏହି ପାର୍କକୁ ସ୍ଥାନାନ୍ତର କରାଯିବା ଉପରେ ବନ ବିଭାଗ ଗୁରୁତ୍ୱ...

ଭାରତୀୟ ବିଜ୍ଞାନ କଂଗ୍ରେସରେ ସୋରଡ଼ା ଅଧ୍ୟାପକ ଉପସ୍ଥାପନ କଲେ ବାଲିପଦର କୃଷ୍ଣସାର ମୃଗ ଉପରେ ସନ୍ଦର୍ଭ

ସୋରଡ଼ା,୬ା୧(ଡି.ଏନ.ଏ.)-ସ୍ଥାନୀୟ ଋଷିକୁଲ୍ୟା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବିଜ୍ଞାନ ଅଧ୍ୟାପକ ରାମଚନ୍ଦ୍ର ବିଷୋୟୀ ୧୦୭ତମ ଭାରତୀୟ ବିଜ୍ଞାନ କଂଗ୍ରେସ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ଚଳିତ ମାସ ୩ରୁ ୭ ପର୍ଯ୍ୟନ୍ତ ବାଙ୍ଗାଲୋର କୃଷି ବିଜ୍ଞାନ ବିଶ୍ୱବିଦ୍ୟାଳୟ ପରିସରରେ ଚାଲିଥିବା ବିଜ୍ଞାନ କଂଗ୍ରେସରେ...

ଖୋଲିନି ସମସ୍ତ ମଣ୍ଡି, ଆନ୍ଧ୍ର ଯାଉଛି ଗଞ୍ଜାମ ଧାନ

ଛତ୍ରପୁର,୬ା୧(ଡି.ଏନ.ଏ)-ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲାରେ ନଭେମ୍ବର ୧୫ ତାରିଖରୁ ମଣ୍ଡି ମାଧ୍ୟମରେ ଧାନକିଣା ଆରମ୍ଭ ହୋଇଛି। ହେଲେ ଏ ପର୍ଯ୍ୟନ୍ତ ସବୁ ସ୍ଥାନରେ ମଣ୍ଡି ଖୋଲି ନ ଥିବାରୁ ଚାଷୀମାନେ ସମସ୍ୟାରେ ପଡ଼ିଥିବା ଅଭିଯୋଗ ହୋଇଛି। ଅମଳ ଧାନ...

ବାପଛେଉଣ୍ଡ ୪ ଶିଶୁ ଅସହାୟ

ତେଲକୋଇ, ୬।୧(ଡି.ଏନ.ଏ.)-ତେଲକୋଇ ଥାନା ଅନ୍ତର୍ଗତ ସଲେଇକେନା ପଞ୍ଚାୟତର ଦାମୋଦର ଗୌଣି ମୁଣ୍ଡା ସାହିରେ ୪ଜଣ ଅନାଥ ଶିଶୁ ରହୁଛନ୍ତି। ବାପା ମରିବା ପରେ ସେମାନଙ୍କ ମା’ ଛୁଆଙ୍କୁ ଛାଡି ପଳାଇବା ଯୋଗୁ ଛୁଆ ମାନଙ୍କ ପାଖରେ କେହି ନାହାନ୍ତି। ତାଙ୍କର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri