ଆମ ଜିଲା ଖବର

ବୁଡିବାକୁ ବସିଲାଣି ବାଉଁଶ ଶିଳ୍ପ; ଦୁର୍ଦ୍ଦିନରେ ବାଉଁଶ କାରିଗର

ରାଇସୁଆଁ, ୬।୧(ଡି.ଏନ.ଏ.)-ବାଉଁଶ ଶିଳ୍ପ ଏକ ଲାଭଜନକ କୁଟୀର ଶିଳ୍ପ ଥିଲା। ଏହି କୁଟୀର ଶିଳ୍ପ ମାଧ୍ୟମରେ ଶହଶହ ପରିବାର ଆତ୍ମନିର୍ଭରଶୀଳ ହୋଇ ନିଜନିଜର ଗୁଜୁରାଣ ମେଣ୍ଟାଇ ପାରୁଥିଲେ। ବହୁ ପରିବାର ବେରୋଜଗାରରୁ ମୁକ୍ତି ପାଇ ପାରୁଥିଲେ। ବର୍ତ୍ତମାନ ଆମ ରାଜ୍ୟରେ...

୫ ବର୍ଷ ବିତିଲା, ସମ୍ପୂର୍ଣ୍ଣ ହେଲାନି ପୋଲ

ବାସୁଦେବପୁର,୬।୧(ଡି.ଏନ.ଏ.)- ଭଦ୍ରକ ଜିଲା ବାସୁଦେବପୁର ପୌରପାଳିକାର ବଳିବିନ୍ଧା ଗ୍ରାମଠାରୁ ଗମେଈ ନଦୀକୁ ସଂଯୋଗ କରୁଥିବା ମୋହନ ସାମଲ ନାଳ ଜଳ ନିଷ୍କାସନର ଏକ ପ୍ରମୁଖ ନାଳ। ଏହି ନାଳ ବଳିବିନ୍ଧା ବାଷଠି, ଚୂଡ଼ାମଣି, ଭୈରବପୁର ଆଦି ସଂଲଗ୍ନ ଗ୍ରାମର ଚାଷୀଙ୍କ...

ସୁଧୁରୁନି ଚରମ୍ପା ଷ୍ଟେଶନରୋଡ୍‌ ଟ୍ରାଫିକ ସମସ୍ୟା

ଭଦ୍ରକ ଅଫିସ,୬।୧-ଭଦ୍ରକ ଷ୍ଟେଶନରୁ ସହରକୁ ପ୍ରବେଶ ପଥ ଚରମ୍ପା ଷ୍ଟେଶନ ଫିଡର ରୋଡ୍‌ରେ ଟ୍ରାଫିକ ଜାମ୍‌ ସମସ୍ୟା ଯୋଗୁ ଯାତ୍ରୀମାନେ ଦୈନିକ ହଇରାଣ ହେଉଛନ୍ତି। ରାସ୍ତା ଜାମ୍‌ ଯୋଗୁ ସାଧାରଣ ଲୋକେ ଚାଲି ଚାଲି ଯିବା ମଧ୍ୟ କଷ୍ଟକର ହୋଇପଡୁଛି।...

ଖଡ଼ଗପୁର ଡିଆର୍‌ଏମ୍‌ଙ୍କୁ ଭେଟିଲେ ପ୍ରତିନିଧି ଦଳ

ଜଳେଶ୍ୱର,୬।୧(ସ୍ବ.ପ୍ର.)- ଖଡଗପୁର ରେଳ ଡିଭିଜନ ଅଧୀନ ବାଲେଶ୍ୱର ଜିଲାର ଜଳେଶ୍ୱର ଏକ ପ୍ରମୁଖ ଷ୍ଟେଶନ ହୋଇଥିଲେ ବି ଏହାର ଆଶାନୁରୂପ ବିକାଶ ହୋଇ ନାହିଁ ା ଏଣୁ ଜଳେଶ୍ୱରକୁ ଏକ ମଡେଲ ଷ୍ଟେଶନ କରାଯିବା ଲାଗି ଶନିବାର ଜଳେଶ୍ୱରର ସମାଜକଲ୍ୟାଲ...

ପ୍ରକଳ୍ପ ନିର୍ମାଣକୁ ବର୍ଷେ ପୂରିନି: ଲୋକଙ୍କ ନିକଟରେ ପହଞ୍ଚୁନି ପିଇବା ପାଣି

ଖଇରା, ୬।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ରଟିଣା ପାନୀୟ ଜଳ ପ୍ରକଳ୍ପ ନିର୍ମାଣର ବର୍ଷେ ନ ପୂରୁଣୁ ବହୁ ସ୍ଥାନରେ ପାଇପ ନଷ୍ଟ ହେବା ଯୋଗୁ ଲୋକଙ୍କ ନିକଟରେ ପାଣି ପହଞ୍ଚିବା ପରିବର୍ତ୍ତେ ରାସ୍ତାରେ ବୋହି ଲହଡ଼ି ମାରୁଛି...

ଚଣ୍ଡିଖୋଲ-ଡୁବୁରୀ ଜାତୀୟ ରାଜପଥ ମରାମତି କାର୍ଯ୍ୟରେ ବିଳମ୍ବ: ରାଜପଥ କର୍ତ୍ତୃପକ୍ଷଙ୍କୁ କାରଣ ଦର୍ଶାଅ ନୋଟିସ୍‌

ଚଣ୍ଡିଖୋଲ,୬ା୧(ଡ଼ି.ଏନ.ଏ)- ଚଣ୍ଡିଖୋଲ-ଡୁବୁରୀ ୫୩ନଂ ଜାତୀୟ ରାଜପଥ ଡେଥ୍‌ ଜୋନଭାବେ ପରିଗଣିତ ହେବା ପରେ ଜିଲା ପ୍ରଶାସନ ପାଇଁ ଚିନ୍ତା ବଢ଼ି ଯାଇଥିଲା। ସେଥିପାଇଁ ବାରମ୍ବାର ବୈଠକ କରି ଜାତୀୟ ରାଜପଥ କର୍ତ୍ତୃପକ୍ଷଙ୍କୁ ଡିସେମ୍ବର ୩୧ ସୁଦ୍ଧା ଏହି ଜାତୀୟ ରାଜପଥର...

ବେଆଇନ ବାଲି ଖାଦାନ ଅଣାୟତ୍ତ: ବାରଣ ସତ୍ତ୍ୱେ ବ୍ୟବହାର ହେଉଛି ମେଶିନ

ଯାଜପୁର ଅଫିସ,୬ା୧- ଯାଜପୁର ଜିଲାରେ ରାଜନୈତିକ ଛତ୍ରଛାୟା ତଳେ ବେଆଇନ ଲଘୁ ଖଣିଜ ସମ୍ପଦ ଲୁଟ ସୀମା ଲଂଘିଛି। ଟାସ୍କଫୋର୍ସ କମିଟି, ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ, ବିଧାନସଭାରେ ଆଲୋଚନା ଆଦି କୌଣସି ଧାର ଧାରୁନାହିଁ। ମାନୁଆଲ (ହସ୍ତଚାଳିତ) ମାଇନିଂ ଲିଜ...

ଜିପିଏଫ୍‌, ଫ୍ୟାମିଲି ପେନ୍‌ସନରୁ ବଁଚିତ୍‌ ପରିବାର: ସୁବର୍ଣ୍ଣକଁର ଉପରେ ୧୧ ଝନିଆଁ କୁଟ୍‌ମର ବୋଝ୍‌

ଲୋଇସିଂହା,୬ା୧(ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ଆଗଲପୁର ବ୍ଲକ ଝାଙ୍କରପାଲି ଗଁାର ସ୍ବର୍ଗତ ଗୋପାଳ ବେହେରା। ସେ ଥାନୀଅ ରୋତ ପିଏସ୍‌ କଲେଜରେ ଚାକିରି କରି ଅବସର ନେଇଥିଲେ। ଅବସର ନେବାର ବଛ୍‌ରେ ଉତାରୁ ତାକର ମୁର୍‌ତୁ ହେଇଥିଲା।...

ଖାଦାନରୁ କଳାପଥର ଲୁଟ ରୋକିବାରେ ପ୍ରଶାସନ ବିଫଳ: ପାର୍ଶ୍ୱ ରାସ୍ତାରେ ଚାଲିଛି ପରିବହନ

ଯାଜପୁର ଅଫିସ,୬।୧: ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧିନରେ ଥିବା ବିଭିନ୍ନ ଖାଦାନରୁ କଳାପଥର ଲୁଟ ରୋକିବାକୁ ଜିଲା ପ୍ରଶାସନ ପକ୍ଷରୁ କଡା ପଦକ୍ଷେପ ଗ୍ରହଣ କରାଯାଇଛି। ଚଢେଇଧରା-ଢେଙ୍କାନାଳ ଓ ଡଙ୍କାରୀ-୫୩ ନମ୍ବର ଜାତୀୟ ରାଜପଥ ଆଦି ୫ଟି ସ୍ଥାନରେ...

ମହାନଦୀ ପୋଲ ଉପରେ ଜମୁଛି ଅସାମାଜିକଙ୍କ ଆଡ୍ଡା: ଷ୍ଟ୍ରିଟ୍‌ ଲାଇଟ୍‌ ଲଗାଯିବା ସହ ପାଟ୍ରୋଲିଂ ଦାବି

ରାହାମା,୬।୧ (ଡି.ଏନ୍‌.ଏ.): ରାହାମା-ଖୋସାଲପୁର ରାସ୍ତାର ଦେଢ଼ କିଲୋମିଟର ଲମ୍ବ ମହାନଦୀ ପୋଲ ଉପରେ ଷ୍ଟ୍ରିଟ୍‌ ଲାଇଟ୍‌ ଲଗାଇବାକୁ ସ୍ଥାନୀୟ ଅଞ୍ଚଳବାସୀ ଦାବି କରିଛନ୍ତି। ଏହି ପୋଲ ଦେଇ ପ୍ରତିଦିନ ହଜାର ହାଜର ଲୋକ ଯା’ଆସ କରୁଛନ୍ତି। ସନ୍ଧ୍ୟା ହେଲେ ପୋଲ...

ପରିଚାଳନା କ୍ଷେତ୍ରରେ ଦୃଷ୍ଟି ଦେଉନାହାନ୍ତି ଅଧ୍ୟକ୍ଷ, ଉପାଧ୍ୟକ୍ଷ: ଆର୍‌ଏମ୍‌ସି ଦାୟିତ୍ୱ ତୁଲାଉଛନ୍ତି କିରାଣି

ରାହାମା,୬।୧ (ଡି.ଏନ୍‌.ଏ.): ରାହାମା ନିୟନ୍ତ୍ରିତ ବଜାର କମିଟି (ଆର୍‌ଏମ୍‌ସି) ନାନା ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ପରିଚାଳନାଗତ ତ୍ରୁଟି ଯୋଗୁ ନାନା ଅସୁବିଧା ସୃଷ୍ଟି ହେଉଥିବା ଅଭିଯୋଗ ହେଉଛି। ଆର୍‌ଏମ୍‌ସି ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ବଜାର ପରିଚାଳନା କ୍ଷେତ୍ରରେ ଗୁରୁତ୍ୱ...

ନିୟମ ମାନୁନାହାନ୍ତି ବ୍ୟବସାୟୀ, ସ୍କୁଲ ପାଖରେ ପୋଡ଼ା ହେଉଛି ଇଟାଭାଟି

ନାଉଗାଁ,୬।୧ (ସ୍ବ.ପ୍ର.): ଜଗତସିଂହପୁର ଜିଲା ନାଉଗାଁ ବ୍ଲକର ବିଭିନ୍ନ ସ୍ଥାନରେ ବେଆଇନ ଇଟାଭାଟି ପୋଡ଼ାହେଉଛି। ସରକାରୀ ନିୟମକୁ ବେଖାତିର କରି ବ୍ୟବସାୟୀମାନେ ସ୍କୁଲ ଓ ଜନଗହଳି ସ୍ଥାନ ଆଦିରେ ଇଟାଭାଟିରେ ନିଆଁ ଲଗାଉଛନ୍ତି। ଏ ନେଇ ତହସିଲ ବା ରାଜସ୍ବ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri