ନାଗରିକତ୍ୱ ସଂଶୋଧନ ଆଇନକୁ ବିରୋଧ: ପ୍ରତିବାଦରେ ସହର ପରିକ୍ରମା
ବାଲେଶ୍ୱର ଅଫିସ, ୫।୧-କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଣୀତ ନାଗରିକ ସଂଶୋଧନ ଆଇନ (ସିଏଏ), ଜାତୀୟ ନାଗରିକ ପଞ୍ଜୀକରଣ (ଏନ୍ଆରସି), ନୂତନ ପଦ୍ଧତିରେ ଜନଗଣନା (ଏନ୍ଆରପି)କୁ ବିରୋଧ କରି ବାଲେଶ୍ୱର ପ୍ରୋଗ୍ରେସିଭ୍ ସିଟିଜେନ୍ ଫୋରମ୍ ପକ୍ଷରୁ ଶନିବାର ସୁନହଟସ୍ଥିତ ଦରଘା ମଇଦାନରୁ...
ଜଳେଶ୍ୱରରେ ଏସ୍ଟିଏଫ୍ର ଚଢ଼ାଉ: ୩୦ ଗ୍ରାମ୍ ବ୍ରାଉନ୍ସୁଗାର ଜବତ, ଜଣେ ଗିରଫ
ଜଳେଶ୍ୱର, ୫।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଜଳେଶ୍ୱର ଝାଡ଼େଶ୍ୱରପୁର ଗ୍ରାମରେ ଭୁବନେଶ୍ୱରରୁ ଆସିଥିବା ଏସ୍ଟିଏଫ୍ର ଏକ ୧୫ଜଣିଆ ଟିମ୍ ଚଢାଉ କରି ଶେଖ ଲାଲବାବୁଙ୍କୁ ଗିରଫ କରିବା ସହ ୩୦ଗ୍ରାମ୍ ବ୍ରାଉନ୍ସୁଗାର ଜବତ କରିଛି। ଶନିବାର ସକାଳେ ଏହି ଟିମ୍ ଭଦ୍ରକ ରୁରାଲ...
ଖଇରା ବଜାରରେ ବାରମ୍ବାର ଦୁର୍ଘଟଣା: ପ୍ରତିବାଦରେ ରାସ୍ତା ଅବରୋଧ
ଖଇରା, ୫।୧(ଡି.ଏନ.ଏ.)-ସୋର-କୁପାରୀ ରାଜ୍ୟ ରାଜପଥର ଖଇରା ବଜାରରେ ବିପର୍ଯ୍ୟସ୍ତ ଟ୍ରାଫିକ ବ୍ୟବସ୍ଥା ଯୋଗୁ କ୍ରମାଗତ ଦୁର୍ଘଟଣା ଘଟୁଛି। ରାସ୍ତାରେ ବାଲି ଜମା ହେବା ଯୋଗୁ ଜଣେ ଛାତ୍ରୀ ଗୁରୁତର ଆହତ ହୋଇଛନ୍ତି। ଏହାର ପ୍ରତିବାଦ କରି ଶନିବାର ସ୍ଥାନୀୟ ବ୍ୟବସାୟୀ...
ଏନ୍ଏଲ୍ୟୁରେ ଓଡ଼ିଆ ଛାତ୍ରୀଛାତ୍ରଙ୍କ ପାଇଁ ୨୫% ସିଟ୍ ସଂରକ୍ଷଣ
କଟକ ଅଫିସ,୪ା୧- ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ କେ.ଏସ୍ ଝାବେରୀଙ୍କର ଶନିବାର ଥିଲା କାର୍ଯ୍ୟକାଳର ଅନ୍ତିମ ଦିବସ। ଏହି ଶେଷ ଦିନରେ ଜଷ୍ଟିସ ଝାବେରୀ ରାଜ୍ୟ ପାଇଁ ଏକ ବଡ଼ ଖୁସି ଖବର ଆଣି ଦେଇଛନ୍ତି। କଟକ ଜିଲା...
ଛାତ୍ରୀଙ୍କ ତଣ୍ଟି କାଟିଥିବା ଶିକ୍ଷକ ପଶ୍ଚିମବଙ୍ଗରୁ ଗିରଫ
ଭୋଗରାଇ, ୪।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ଥାନା ଅଧୀନ ଦେହୁର୍ଦ୍ଦା ଗ୍ରାମର ବିଶ୍ୱଜିତ୍ ନାଥ (୨୮) ନାମକ ଟ୍ୟୁଶନ ଶିକ୍ଷକ ଯୁକ୍ତ ୨ କଲେଜ ଛାତ୍ରୀଙ୍କୁ ଗତ ୨ ତାରିଖ ରାତିରେ ତଣ୍ଟି କାଟି ଫେରାର ହୋଇଯାଇଥିଲେ। ବାଲେଶ୍ୱର ଏସ୍ପିଙ୍କ ନିର୍ଦ୍ଦେଶକ୍ରମେ...
ଅପହୃତା ନାବାଳିକା ଉଦ୍ଧାର: ଅଭିଯୁକ୍ତ ଗିରଫ
ରୂପ୍ସା, ୪।୧(ଡି.ଏନ.ଏ.)-ବାଲେଶ୍ୱର ସଦର ଥାନା ପରିକ୍ଷୀ ଫାଣ୍ଡି ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ ଅଭିଯୋଗରେ ଶନିବାର ପୋଲିସ ଚଢ଼ାଉ କରି ଅଭିଯୁକ୍ତ ଦୀପକ ମାଝିଙ୍କୁ ଗିରଫ କରିଛି। ତାଙ୍କ ଘର ବାହାର୍ଦ୍ଦା ଗ୍ରାମରେ। ଏଥିସହ ଅଭିଯୁକ୍ତଙ୍କ ଘରୁ ଅପହୃତା ନାବାଳିକାଙ୍କୁ...
ଦୁର୍ବୃତ୍ତ ଝାମ୍ପିନେଲେ ୪ ଲକ୍ଷ
ସଜନାଗଡ଼, ୪।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଥାନା ମିତ୍ରପୁର ବଜାରରୁ ଦୁର୍ବୃତ୍ତମାନେ ଶନିବାର ଅପରାହ୍ନ ସାଢ଼େ ୩ଟାରେ ୪ଲକ୍ଷ ଟଙ୍କା ଝାମ୍ପି ନେଇଛନ୍ତି। ମିତ୍ରପୁର ଟ୍ରକ୍ ଆସୋସିଏଶନ କୋଷାଧ୍ୟକ୍ଷ ସୁଧାଂଶୁ ଶେଖର ପଣ୍ଡା (ବାବୁ ପଣ୍ଡା) ପେପର ମିଲ୍ସ୍ଥିତ ବାଲଗୋପାଳପୁର ଷ୍ଟେଟ୍ବ୍ୟାଙ୍କରୁ...
ଚାଉଳ ବୋଝେଇ ୨ ଟ୍ରକ୍ ଅଟକ
ତିହିଡ଼ି, ୪।୧(ଡି.ଏନ.ଏ.)- ଭଦ୍ରକରୁ ଚାଉଳ ବୋଝେଇ ହୋଇ ତିହିଡ଼ିକୁ ଆସିଥିବା ୨ଟି ଟ୍ରକ୍କୁ ସ୍ଥାନୀୟ ତହସିଲଦାର ଶନିବାର ଅପରାହ୍ନରେ ଅଟକ ରଖିଛନ୍ତି। ତହସିଲଦାର ରମେଶ ଚନ୍ଦ୍ର ପଣ୍ଡା, ଜିଲା ଅତିରିକ୍ତ ଯୋଗାଣ ଅଧିକାରୀ ମାନସ ମହାପାତ୍ର ଓ କେଦାରନାଥ ନାୟକ,...
ଖରିଫ ଶସ୍ୟବୀମା ପ୍ରଦାନ ଦାବି: ଚାଷୀଙ୍କ ଆଇନ ଅମାନ୍ୟ ଆନ୍ଦୋଳନ
ସମ୍ବଲପୁର, ଜମନକିରା,୪।୧(ବ୍ୟୁରୋ/ ଡି.ଏନ୍.ଏ): ସମ୍ବଲପୁର ଜିଲା କୁଚିଣ୍ଡା ଉପଖଣ୍ଡ ଚାଷୀଙ୍କୁ ୨୦୧୮-୧୯ ଖରିଫ ଧାନଚାଷ ବୀମାରାଶି ପ୍ରଦାନ କରାଯାଇ ନଥିଲା। ଏ ନେଇ ପୂର୍ବ ନିଷ୍ପତ୍ତିକ୍ରମେ ଶନିବାର କୁଚିଣ୍ଡା ବ୍ଲକ୍ ସମେତ ବାମରା ଓ ଜମନକିରା ବ୍ଲକ୍ ସଦର ମହକୁମା...
ଶେଷ ପର୍ଯ୍ୟାୟରେ ଭିତରକନିକା ଜାତୀୟ ଉଦ୍ୟାନରେ ବଉଳା କୁମ୍ଭୀର ଗଣନା: କାଲିଠୁ ଖୋଲିବ ଭିତରକନିକା
ରାଜନଗର,୪।୧(ଡି.ଏନ୍.ଏ.): ସରୀସୃପଙ୍କ ନନ୍ଦନକାନନ କୁହାଯାଉଥିବା ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନରେ ଡିସେମ୍ବର ୨୯ ତାରିଖଠାରୁ ବଉଳା କୁମ୍ଭୀର ଗଣନା ଆରମ୍ଭ ହୋଇଥିଲା। ଏ ନେଇ ପର୍ଯ୍ୟଟକଙ୍କ ଲାଗି ଜାତୀୟ ଉଦ୍ୟାନ ବନ୍ଦ ରହିଥିଲା। ମାତ୍ର ଅଳ୍ପ ସମୟ ପରେ...
ପୁଣି ଲଜ୍ଜା: ବଳାତ୍କାର ପାଇଁ ନେଉଥିବା ବେଳେ ଗାଡ଼ି ଦୁର୍ଘଟଣା, ଲୋକଲୋଚନକୁ ଆସିଲା ଘଟଣା
କେନ୍ଦୁଝର,୪।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଝୁମ୍ପୁରା ଥାନା ଅଞ୍ଚଳରେ ୬ଷ୍ଠ ଶ୍ରେଣୀରେ ପଢୁଥିବା ଜଣେ ନାବାଳିକାଙ୍କୁ ଶୁକ୍ରବାର ଗଣବଳାତ୍କାର ପାଇଁ ହାଟରୁ ନିଆଯାଉଥିବା ବେଳେ ବାଟରେ ଗାଡ଼ି ଦୁର୍ଘଟଣା ଘଟିବା ଚର୍ଚ୍ଚାର ବିଷୟ ହୋଇଛି। ପୂର୍ବରୁ ଉକ୍ତ ନାବାଳିକାଙ୍କୁ ଦୁଇଥର ବଳାତ୍କାର...
ବରଗଡ଼ ଧନୁଯାତ୍ରାର ପଞ୍ଚମ ଦିବସ: ମଥୁରାକୁ ଦହି ବିକିଗଲେ ଗୋପାଙ୍ଗନା
ବରଗଡ଼ ଅଫିସ,୪।୧: ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଶନିବାର ପଞ୍ଚମ ଦିବସ। ଏହି ଦିବସରୁ ଆରମ୍ଭ ହୋଇଛି ଗୋପୀ, ଗୋପାଙ୍ଗନାଙ୍କ ଦହି ବିକା ଦୃଶ୍ୟାଭିନୟ। ଚନ୍ଦ୍ରସେଣାଙ୍କ ସମେତ ଗୋପୀ,ଗୋପାଙ୍ଗନାମାନେ ଯମୁନା(ଜୀରାନଦୀ) ପାରି ହୋଇ ଗୋପପୁର(ଅମ୍ବାପାଲି)ରୁ ମଥୁରାନଗରୀ(ବରଗଡ଼)କୁ ପ୍ରବେଶ...
Archives


