ଅପହୃତା ନାବାଳିକା ଉଦ୍ଧାର: ଅଭିଯୁକ୍ତ ଗିରଫ
ରୂପ୍ସା, ୪।୧(ଡି.ଏନ.ଏ.)-ବାଲେଶ୍ୱର ସଦର ଥାନା ପରିକ୍ଷୀ ଫାଣ୍ଡି ଅଞ୍ଚଳର ଜଣେ ନାବାଳିକାଙ୍କୁ ଅପହରଣ ଅଭିଯୋଗରେ ଶନିବାର ପୋଲିସ ଚଢ଼ାଉ କରି ଅଭିଯୁକ୍ତ ଦୀପକ ମାଝିଙ୍କୁ ଗିରଫ କରିଛି। ତାଙ୍କ ଘର ବାହାର୍ଦ୍ଦା ଗ୍ରାମରେ। ଏଥିସହ ଅଭିଯୁକ୍ତଙ୍କ ଘରୁ ଅପହୃତା ନାବାଳିକାଙ୍କୁ...
ଦୁର୍ବୃତ୍ତ ଝାମ୍ପିନେଲେ ୪ ଲକ୍ଷ
ସଜନାଗଡ଼, ୪।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଥାନା ମିତ୍ରପୁର ବଜାରରୁ ଦୁର୍ବୃତ୍ତମାନେ ଶନିବାର ଅପରାହ୍ନ ସାଢ଼େ ୩ଟାରେ ୪ଲକ୍ଷ ଟଙ୍କା ଝାମ୍ପି ନେଇଛନ୍ତି। ମିତ୍ରପୁର ଟ୍ରକ୍ ଆସୋସିଏଶନ କୋଷାଧ୍ୟକ୍ଷ ସୁଧାଂଶୁ ଶେଖର ପଣ୍ଡା (ବାବୁ ପଣ୍ଡା) ପେପର ମିଲ୍ସ୍ଥିତ ବାଲଗୋପାଳପୁର ଷ୍ଟେଟ୍ବ୍ୟାଙ୍କରୁ...
ଚାଉଳ ବୋଝେଇ ୨ ଟ୍ରକ୍ ଅଟକ
ତିହିଡ଼ି, ୪।୧(ଡି.ଏନ.ଏ.)- ଭଦ୍ରକରୁ ଚାଉଳ ବୋଝେଇ ହୋଇ ତିହିଡ଼ିକୁ ଆସିଥିବା ୨ଟି ଟ୍ରକ୍କୁ ସ୍ଥାନୀୟ ତହସିଲଦାର ଶନିବାର ଅପରାହ୍ନରେ ଅଟକ ରଖିଛନ୍ତି। ତହସିଲଦାର ରମେଶ ଚନ୍ଦ୍ର ପଣ୍ଡା, ଜିଲା ଅତିରିକ୍ତ ଯୋଗାଣ ଅଧିକାରୀ ମାନସ ମହାପାତ୍ର ଓ କେଦାରନାଥ ନାୟକ,...
ଖରିଫ ଶସ୍ୟବୀମା ପ୍ରଦାନ ଦାବି: ଚାଷୀଙ୍କ ଆଇନ ଅମାନ୍ୟ ଆନ୍ଦୋଳନ
ସମ୍ବଲପୁର, ଜମନକିରା,୪।୧(ବ୍ୟୁରୋ/ ଡି.ଏନ୍.ଏ): ସମ୍ବଲପୁର ଜିଲା କୁଚିଣ୍ଡା ଉପଖଣ୍ଡ ଚାଷୀଙ୍କୁ ୨୦୧୮-୧୯ ଖରିଫ ଧାନଚାଷ ବୀମାରାଶି ପ୍ରଦାନ କରାଯାଇ ନଥିଲା। ଏ ନେଇ ପୂର୍ବ ନିଷ୍ପତ୍ତିକ୍ରମେ ଶନିବାର କୁଚିଣ୍ଡା ବ୍ଲକ୍ ସମେତ ବାମରା ଓ ଜମନକିରା ବ୍ଲକ୍ ସଦର ମହକୁମା...
ଶେଷ ପର୍ଯ୍ୟାୟରେ ଭିତରକନିକା ଜାତୀୟ ଉଦ୍ୟାନରେ ବଉଳା କୁମ୍ଭୀର ଗଣନା: କାଲିଠୁ ଖୋଲିବ ଭିତରକନିକା
ରାଜନଗର,୪।୧(ଡି.ଏନ୍.ଏ.): ସରୀସୃପଙ୍କ ନନ୍ଦନକାନନ କୁହାଯାଉଥିବା ବିଶ୍ୱ ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନରେ ଡିସେମ୍ବର ୨୯ ତାରିଖଠାରୁ ବଉଳା କୁମ୍ଭୀର ଗଣନା ଆରମ୍ଭ ହୋଇଥିଲା। ଏ ନେଇ ପର୍ଯ୍ୟଟକଙ୍କ ଲାଗି ଜାତୀୟ ଉଦ୍ୟାନ ବନ୍ଦ ରହିଥିଲା। ମାତ୍ର ଅଳ୍ପ ସମୟ ପରେ...
ପୁଣି ଲଜ୍ଜା: ବଳାତ୍କାର ପାଇଁ ନେଉଥିବା ବେଳେ ଗାଡ଼ି ଦୁର୍ଘଟଣା, ଲୋକଲୋଚନକୁ ଆସିଲା ଘଟଣା
କେନ୍ଦୁଝର,୪।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଝୁମ୍ପୁରା ଥାନା ଅଞ୍ଚଳରେ ୬ଷ୍ଠ ଶ୍ରେଣୀରେ ପଢୁଥିବା ଜଣେ ନାବାଳିକାଙ୍କୁ ଶୁକ୍ରବାର ଗଣବଳାତ୍କାର ପାଇଁ ହାଟରୁ ନିଆଯାଉଥିବା ବେଳେ ବାଟରେ ଗାଡ଼ି ଦୁର୍ଘଟଣା ଘଟିବା ଚର୍ଚ୍ଚାର ବିଷୟ ହୋଇଛି। ପୂର୍ବରୁ ଉକ୍ତ ନାବାଳିକାଙ୍କୁ ଦୁଇଥର ବଳାତ୍କାର...
ବରଗଡ଼ ଧନୁଯାତ୍ରାର ପଞ୍ଚମ ଦିବସ: ମଥୁରାକୁ ଦହି ବିକିଗଲେ ଗୋପାଙ୍ଗନା
ବରଗଡ଼ ଅଫିସ,୪।୧: ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଶନିବାର ପଞ୍ଚମ ଦିବସ। ଏହି ଦିବସରୁ ଆରମ୍ଭ ହୋଇଛି ଗୋପୀ, ଗୋପାଙ୍ଗନାଙ୍କ ଦହି ବିକା ଦୃଶ୍ୟାଭିନୟ। ଚନ୍ଦ୍ରସେଣାଙ୍କ ସମେତ ଗୋପୀ,ଗୋପାଙ୍ଗନାମାନେ ଯମୁନା(ଜୀରାନଦୀ) ପାରି ହୋଇ ଗୋପପୁର(ଅମ୍ବାପାଲି)ରୁ ମଥୁରାନଗରୀ(ବରଗଡ଼)କୁ ପ୍ରବେଶ...
ଟ୍ରେନ୍ରୁ ଖସି ଦାଦନ ଶ୍ରମିକ ମୃତ: ଆର୍ଥତ୍କ ସହାୟତା ଦେବାକୁ ଦାବି
ଭବାନୀପାଟଣା,୪।୧(ଡି.ଏନ୍.ଏ.): କଳାହାଣ୍ଡି ଜିଲା ନର୍ଲା ବ୍ଲକ ମାଣ୍ଡେଲ ଗ୍ରାମର ଯୁଧିଷ୍ଠିର ଗଉଡ (୪୦)ଙ୍କ ଟ୍ରେନ୍ରୁ ଖସି ମୃତ୍ୟୁ ଘଟିଛି। ଯୁଧିଷ୍ଠିର ୫ ମାସ ତଳେ କେରଳକୁ କାମ କରିବାକୁ ଯାଇଥିଲେ। ଘରକୁ ଫେରୁଥିବା ବେଳେ ତିରଶୁଲ ଓ ପାଲକାଡି ରେଳ...
୩ ଶହ ଟଙ୍କା ପାଇଁ ସ୍ତ୍ରୀଙ୍କୁ ହତ୍ୟାକଲେ ସ୍ବାମୀ
ଜୟପୁର,୪।୧(ନି.ପ୍ର.): କୋରାପୁଟ ଜିଲା ଜୟପୁର ସଦର ଥାନା ଅନ୍ତର୍ଗତ ବାମୁଣି ଗାଁ ନୂଆଗୁଡ଼ାଠାରେ ଏକ ଅଭାବନୀୟ ଘଟଣା ଘଟିଛି। ମାତ୍ର ୩ ଶହ ଟଙ୍କା ପାଇଁ ସ୍ତ୍ରୀଙ୍କୁ ହତ୍ୟାକରି ସ୍ବାମୀ ଶ୍ମଶାନରେ ପୋତି ଦେଇଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ...
ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର : ଜଣେ ଗିରଫ
ମାଲକାନଗିରି,୪।୧(ଡି.ଏନ୍.ଏ.): ମାଲକାନଗିରି ଜିଲା ମୁଦୁଲିପଡ଼ା ଥାନା ଅଞ୍ଚଳରେ ଜଣେ ଦିବ୍ୟାଙ୍ଗ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ଶୁକ୍ରବାର ରାତିରେ ଜଣକୁ ଗିରଫ କରିଛି । ସେ ହେଲେ ଜୟପୁର ଇରିଗେସନ କଲୋନୀର ଧନୁର୍ଜୟ ନାୟକ। ଧନୁର୍ଜୟ ଉକ୍ତ ଅଞ୍ଚଳର ଜଣେ...
ପେନ୍ସନ୍ ଉଠାଇ ଫେରିବା ସମୟରେ ମହିଳାଙ୍କଠାରୁ ଲୁଟ୍
ନିଶ୍ଚିନ୍ତକୋଇଲି,୪।୧(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଧୀନରେ ଦିନକୁ ଦିନ ଲୁଟେରାମାନଙ୍କର ଦୌରାତ୍ମ୍ୟ ଦେଖିବାକୁ ମିଳୁଛି। ଏକ ନିର୍ଦ୍ଦିଷ୍ଟ କଳା ପଲ୍ସରରେ ଲୁଟେରାମାନେ ବ୍ୟାଙ୍କରୁ ଟଙ୍କା ଉଠାଉଥିବା ଲୋକଙ୍କୁ ଟାର୍ଗେଟ କରୁଛନ୍ତି। ଏପରି ଏକ ଘଟଣା ଶନିବାର ପୂର୍ବାହ୍ନରେ ନିଶ୍ଚିନ୍ତକୋଇଲି...
ଫୋନ୍ରେ ସ୍ତ୍ରୀ କଥା ନ ହେବାରୁ ଦେହରେ କିରୋସିନ ଢାଳି ନିଆଁ ଲଗାଇଲେ ସ୍ବାମୀ
ସଜନାଗଡ଼,୪।୧(ଡି.ଏନ୍.ଏ): ବାଲେଶ୍ୱର ଜିଲା ନୀଳଗିରି ଥାନା ଅନ୍ତର୍ଗତ ୯ନଂ. ୱାର୍ଡର କାହାଳିଆ ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ତ୍ରୀ ଫୋନ୍ରେ କଥା ନ ହେବାରୁ ଦେହରେ କିରୋସିନ ଢାଳି ନିଆଁ ଲଗାଇ ସ୍ବାମୀ ଗୁରୁତର ହୋଇଛନ୍ତି। ସେ...
Archives


