୭ କଏଦୀ, ୫ ଜେଲ କର୍ମଚାରୀଙ୍କ ରିପୋର୍ଟ ନେଗେଟିଭ
ପୁରୀ ଅଫିସ,୨୬ା୫: ଆଶ୍ୱସ୍ତି ହୋଇଛନ୍ତି ପୁରୀ ଜେଲ୍ କର୍ତ୍ତୃପକ୍ଷ। ଜଣେ ଅଭିଯୁକ୍ତ ଜେଲ୍କୁ ଆସିବା ପରେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ନେଇ ଚିନ୍ତାରେ ପଡ଼ିିଥିଲେ ଅନ୍ୟ ବିଚାରାଧୀନ କଏଦୀ ଏବଂ ଜେଲ୍ କର୍ମଚାରୀ। ତେଣୁ ସମ୍ପୃକ୍ତ ଅଭିଯୁକ୍ତଙ୍କ ସଂସ୍ପର୍ଶରେ ଆସିଥିବା…
ଟ୍ରକରେ ଖଣିଜ ପରିବହନକୁ ନେଇ ତୁଟିଲା ବିବାଦ -ଘଟଗାଁ ବୈଠକରେ ରୋଡମ୍ୟାପ୍ ପ୍ରସ୍ତୁତ
କେନ୍ଦୁଝର,୨୬ା୫(ଡି.ଏନ୍.ଏ.)-ପାରାଦ୍ୱୀପଠାରେ କେନ୍ଦୁଝର ଓ ସୁନ୍ଦରଗଡ ଜିଲାର ଟ୍ରକଗୁଡିକରୁ ଖଣିଜ ପଦାର୍ଥ ଅନଲୋଡକୁ ନେଇ ସୃଷ୍ଟି ହୋଇଥିବା ଅଚଳାବସ୍ଥା ଦୂର ହୋଇଛି ା କେନ୍ଦୁଝର ଜିଲାର ଘଟଗାଁଠାରେ ରାଜ୍ୟର ୧୦ଟି ଟ୍ରକମାଲିକ ସଂଘର ମିଳିତ ବୈଠକ ଅନୁଷ୍ଠିତ ହୋଇ ସମାଧାନର ପନ୍ଥା ବାହାର…
କୋଭିଡ୍ ହସ୍ପିଟାଲ୍ କର୍ମଚାରୀ ଆନ୍ଦୋଳନରେ ବସିଲେ
କେନ୍ଦୁଝର,୨୬ା୫(ଡି.ଏନ୍.ଏ.)-ଛଟେଇ ପ୍ରତିବାଦରେ କେନ୍ଦୁଝର ସହର ଉପକଣ୍ଠ ରାଙ୍କିସ୍ଥିତ ସ୍ବତନ୍ତ୍ର କୋଭିଡ଼ ହସ୍ପିିଟାଲ୍ର କର୍ମଚାରୀମାନେ ସୋମବାର ଆନ୍ଦୋଳନରେ ବସିଥିଲେ। କୋଭିଡ ହସ୍ପିଟାଲ ପାଇଁ ସମସ୍ତ ଖର୍ଚ୍ଚ ଜିଲା ଖଣିଜ ପାଣ୍ଠିରୁ ପ୍ରଦାନ କରାଯାଉଥିବାବେଳେ ଏହାର ପରିଚାଳନା ଦାୟିତ୍ୱ ଉକତ୍ଳ ହସ୍ପିଟାଲ ନାମକ ଏକ…
ବିନା ଟେଷ୍ଟରେ ଘରକୁ ଫେରିଲେ କ୍ୱାରାଣ୍ଟାଇନ୍ ଅନ୍ତେବାସୀ
ଆରଡି,୨୬ା୫(ଡି.ଏନ.ଏ.)-ସଙ୍ଗରୋଧ ନିୟମ କୋହଳ ପରେ କ୍ୱାରାଣ୍ଟାଇନ୍ ସେଣ୍ଟରରେ ରହୁଥବା ଅନ୍ତେବାସୀ ବିନା କରୋନା ଟେଷ୍ଟରେ ଘରକୁ ଫେରିଛନ୍ତି। ଭଦ୍ରକ ଜିଲା ଆରଡି ଅଞ୍ଚଳରେ ଏହି ଘଟଣା ଦେଖିବାକୁ ମିଳିଛି। ଏନେଇ ସ୍ଥାନୀୟ ଅଞ୍ଚଳବାସୀ ଚିନ୍ତା ପ୍ରକଟ କରିଛନ୍ତି। ସେମାନଙ୍କ ଦ୍ୱାରା ଗାଁରେ…
ଘରେ ହେଲା ନମାଜ ପାଠ
ବାଙ୍ଗିରିପୋଷି,୨୬ା୫(ଡି.ଏନ.ଏ): ମହାମାରୀ କରୋନାକୁ ପ୍ରତିହତ କରିବା ପାଇଁ ସାରା ଦେଶରେ ଲକ୍ ଡାଉନ ଜାରି ରହିଛି। ଏହି ସମୟ ମଧ୍ୟରେ କୌଣସି ଧାର୍ମିକ ସ୍ଥଳରେ ପୂଜାର୍ଚ୍ଚନା ନ କରିବା ପାଇଁ କଟକଣା ରହିଛି। ଏହି ଅବସରରେ ସମସ୍ତ ମନ୍ଦିର ଓ ମସଜିଦରେ…
ଅଣ୍ଟା ସଳଖି ପାରୁନାହାନ୍ତି ପାନଚାଷୀ
ଭୋଗରାଇ,୨୬।୫(ଡି.ଏନ.ଏ.)-କରୋନା ପାଇଁ ସାରାଦେଶ ୨ମାସ ଧରି ଲକ୍ଡାଉନ ରହିବା ଯୋଗୁୁ ଏହାର ସିଧାସଳଖ ପ୍ରଭାବ ପାନଚାଷୀ ଓ ବ୍ୟବସାୟୀଙ୍କ ଉପରେ ପଡ଼ିଛି। ବାଲେଶ୍ୱର ଜିଲା ସମେତ ଜଗତ୍ସିଂହପୁର, ପୁରୀ ଓ ଗଞ୍ଜାମ ଜିଲାର ଉପକୂଳବର୍ତ୍ତୀ ଅଞ୍ଚଳରେ ହେଉଥିବା ପାନଚାଷ ଏବଂ…
ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ନବଦମ୍ପତିଙ୍କ ଅର୍ଥ ପ୍ରଦାନ
ଦିଗପହଣ୍ଡି,୨୬ା୫(ଡି.ଏନ.ଏ.)-କରୋନା ପ୍ରଭାବରେ ରାଜ୍ୟରେ ଲକ୍ଡାଉନ୍ କଟକଣା ଜାରି ରହିଛି। ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକାର ଉତ୍ସବ ମହୋତ୍ସବ, ବାହାଘର ଓ ସଭାସମିତି ବନ୍ଦ କରାଯାଇଛି। ଏଭଳି ସ୍ଥିତିରେ ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମରେ ଅନୁଷ୍ଠିତ ହୋଇଛି ନିଆରା ବାହାଘର। ଗ୍ରାମ…
ଅଧୁରା ରହିଲା ଘରବାହୁଡ଼ା : ଟ୍ରେନ୍ରେ ପ୍ରବାସୀ ଓଡ଼ିଆଙ୍କ ମୃତ୍ୟୁ
ଆସିକା,୨୬ା୫(ଡି.ଏନ.ଏ.)- ସୁରଟରୁ ସ୍ବତନ୍ତ୍ର ଶ୍ରମିକ ଟ୍ରେନରେ ଫେରୁଥିବା ଜଣେ ପ୍ରବାସୀ ଓଡ଼ିଆଙ୍କ ରବିବାର ସନ୍ଧ୍ୟାରେ ରାସ୍ତାରେ ମୃତ୍ୟୁ ଘଟିଛି। ସେ ହେଲେ ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ପାଟଳିଗୁଡା ଗ୍ରାମର ପ୍ରଫୁଲ୍ଲ କୁମାର ସ୍ବାଇଁ (୪୫)। ୧୨ ବଷର୍ର୍ୀୟ ନିଜ…
ସ୍ବତନ୍ତ୍ର ରାଜ୍ୟ ପାହ୍ୟା ଦାବି ନେଇ ପଦଯାତ୍ରା:ବୁଲିଲେଣି ୫୦୦୦ରୁ ଊର୍ଦ୍ଧ୍ୱ କି.ମି.
ବ୍ରହ୍ମପୁର ଅଫିସ,୨୬।୪-ଡିଶାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ଦାବି ସହ ଲୋକଙ୍କୁ ସଚେତନ ନେଇ ଜଗତସିଂହପୁର ଜିଲା ବାଲିକୁଦା ବ୍ଲକ ଭାଗବନ ସିନ୍ଧଳା ଗ୍ରାମର ସତ୍ୟବ୍ରତ ଦାସ ପଦଯାତ୍ରାରେ ଓଡିଶା ଭ୍ରମଣରେ ବାହାରି ସୋମବାର ବ୍ରହ୍ମପୁରରେ ପହଞ୍ଚିଛନ୍ତି। ବ୍ରହ୍ମପୁରର ବିଭିନ୍ନ ଅଞ୍ଚଳ ବୁଲି…
କ୍ୱାରାଣ୍ଟାଇନ୍ ଅବଧି ପରେ ପ୍ରବାସୀଙ୍କୁ ମିଳିବ କର୍ମନିଯୁକ୍ତି
ଛତ୍ରପୁର,୨୬ା୫(ଡି.ଏନ.ଏ.)-ଗଞ୍ଜାମ ଜିଲାକୁ ଅନ୍ୟ ରାଜ୍ୟରୁ ପ୍ରବାସୀଙ୍କ ଆସିବା ଜାରି ରହିଛ। ଜିଲାକୁ ଫେରିବାପରେ ସେମାନଙ୍କୁ ବିଭିନ୍ନ ପଞ୍ଚାୟତ ଓ ସହରାଞ୍ଚଳରେ ଥିବା କ୍ୱାରାଣ୍ଟାଇନ୍ ସେଣ୍ଟରରେ ରଖାଯାଉଛି। ଅପରପକ୍ଷରେ ଏମାନଙ୍କ କ୍ୱାରାଣ୍ଟାଇନ୍ ଅବଧି ସରିବାପରେ କର୍ମ ନିଯୁକ୍ତି ଚିନ୍ତା ରହିବ। ଏଥିଲାଗି ପ୍ରଶାସନ…
ମହାରାଷ୍ଟ୍ର, ଗୁଜରାଟରୁ ୮ ବସ୍ରେ ଆସିଲେ ପ୍ରବାସୀ
ଭଞ୍ଜନଗର,୨୬।୫(ଡି.ଏନ.ଏ)-ଅନ୍ୟ ରାଜ୍ୟରୁ ଓଡ଼ିଶାକୁ ପ୍ରବାସୀଙ୍କୁ ନେଇ ସ୍ବତନ୍ତ୍ର ଟ୍ରେନ ଆସୁଥିଲେ ମଧ୍ୟ ଏବେ ବି ଗଞ୍ଜାମ ଜିଲାକୁ ବସ୍, କାର ଓ ବାଇକ୍ ଯୋଗେ ପ୍ରବାସୀ ଓଡ଼ିଆ ଫେରୁଥିବା ଦେଖାଯାଉଛି। ସୋମବାର ଗୁଜରାଟ ଓ ମହାରାଷ୍ଟ୍ରରୁ ୮ଟି ବସ୍ରେ ପ୍ରବାସୀ ଗଞ୍ଜାମ…
ଦୋକାନ ସମ୍ମୁଖରେ ମଦ କଳାବଜାର
ଅନୁଗୋଳ ଅଫିସ, ୨୬।୫ ଅନ୍ଲାଇନ୍ରେ ମଦ ବିକ୍ରି ପାଇଁ ରାଜ୍ୟ ସରକାର ଅନୁମତି ଦେଇଥିଲେ ହେଁ ଅନୁଗୋଳରେ ତାହାର ଉଲ୍ଲଂଘନ କରାଯାଇଥିବା ଅଭିଯୋଗ ହୋଇଛି। ସହରର ଜଣେ ମଦ ବ୍ୟବସାୟୀ ଅନ୍ଲାଇନ୍ରେ ମଦ ବିକିବା ପରିବର୍ତ୍ତେ ସିଧାସଳଖ ଟୋକନ କାଟି ଦୋକାନରୁ…

