ସାମାଜିକ ବାସନ୍ଦ ବିରୋଧରେ ଦୃଢ଼ ହେଲେ ପ୍ରମିଳା
ଗୁଡ଼ଭେଲା, ୩।୧ (ଡ଼ି.ଏନ.ଏ.): ବାପାଙ୍କ ମୃତଦେହ ଘରେ ୨ ଦିନ ହେଲା ପଡ଼ିଥିଲା। ମୁଣ୍ଡପିଟି କାନ୍ଦୁଥିଲେ ପରିବାର ଲୋକେ। ଶୋକରେ କାହାର ପାଟି ଫିଟୁ ନ ଥିଲା। ମୃତଦେହ ସତ୍କାର ହୋଇ ନ ଥିବାରୁ ଭୋକ ଉପାସରେ ରହିଥିଲେ ସାରା...
ଅବକାରୀ ମନ୍ତ୍ରୀଙ୍କ ଯାଜପୁର ଗସ୍ତ, ବିଭାଗୀୟ କାର୍ଯ୍ୟର ସମୀକ୍ଷା: ଚୋରା, ବିଷାକ୍ତ ମଦ ବିକ୍ରି ରୋକିବାକୁ ନିର୍ଦ୍ଦେଶ
ଯାଜପୁର ଟାଉନ,୪ା୧(ଡିଏନଏ): ରାଜ୍ୟ ଅର୍ଥ ଓ ଅବକାରୀ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଶୁକ୍ରବାର ଯାଜପୁର ଜିଲା ଗସ୍ତରେ ଆସି ବିଭାଗୀୟ କାର୍ଯ୍ୟଗୁଡିକର ସମୀକ୍ଷା କରିଛନ୍ତି। ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଆୟୋଜିତ ବୈଠକରେ ଅଧ୍ୟକ୍ଷତା କରି ଜିଲାରେ ଯେପରି କୌଣସି ବିଷାକ୍ତ...
ମାଙ୍କଡ଼ ଆକ୍ରମଣରେ ଛାତରୁ ପଡ଼ି ମହିଳାଙ୍କ ମୃତ୍ୟୁ
ବିଞ୍ଝାରପୁର/ବରୀ,୪ା୧ (ଡି.ଏନ.ଏ/ସ୍ବ.ପ୍ର.): ଯାଜପୁର ଜିଲା ବିଞ୍ଝାରପୁର ଥାନା ଅନ୍ତର୍ଗତ ବରିଲୋ ଗ୍ରାମରେ ଶୁକ୍ରବାର ଜଣେ ମହିଳାଙ୍କୁ ମାଙ୍କଡ଼ ଆକ୍ରମଣ କରିବାରୁ ସେ ଛାତରୁ ଖସି ପଡ଼ି ମୃତ୍ୟୁବରଣ କରିଥିବା ଜଣାପଡ଼ିଛି। ମୃତ ମହିଳା ହେଉଛନ୍ତି ଉକ୍ତ ଗ୍ରାମର ଅରୁଣ ସ୍ବାଇଁଙ୍କ...
ଘାରିଛି ଅଜବ ନିଶା: ପାଲା ପ୍ରେମରେ ୯୦ ବର୍ଷୀୟ ବିଷ୍ଣୁଚରଣ
ରସୁଲପୁର,୪ା୧(ଡି.ଏନ.ଏ): ଏକଦା ହିନ୍ଦୁ ସଂସ୍କୃତି ଓ ପରମ୍ପରାର ପ୍ରଚାର, ପ୍ରସାର ଦିଗରେ ପାଲା ଏକ ବଳିଷ୍ଠ ମାଧ୍ୟମ ଥିଲା। ସାଂସ୍କୃତିକ କାର୍ଯ୍ୟକ୍ରମରେ ପାଲା ପରିବେଷଣକୁ ଅଧିକ ଗୁରୁତ୍ୱ ଦିଆଯାଉଥିଲା। ଆଧୁନିକ ଚାକଚକ୍ୟ ଭିତରେ ପାଲା ଗୁରୁତ୍ୱହୀନ ହୋଇପଡିଛି। ଏବେ ବିଭିନ୍ନ...
ପ୍ରଥମଖଣ୍ଡ ସମବାୟ ସମିତିରେ ଧାନମଣ୍ଡି ଖୋଲିଲା: ୨୫ଶହ କୁଇଣ୍ଟାଲ ଧାନ ସଂଗ୍ରହ ଲକ୍ଷ୍ୟ
ରସୁଲପୁର,୪ା୧(ଡିଏନଏ): ରସୁଲପୁର ବ୍ଲକ ଅଧୀନ ୧୧ଟି ପ୍ରାଥମିକ କୃଷି ସେବା ସମିତି(ପାକ୍ସ) ରହିଛି। ସେଥିରୁ ପ୍ରଥମଖଣ୍ଡ ସେବା ସମିତି ଧାନ ମଣ୍ଡି ଖୋଲିବାରେ ଆଗୁଆ ରହିଛି। ଏହି ସମିତି ଜରିଆରେ ୨୫ଶହ କୁଇଣ୍ଟାଲ ଧାନ ସଂଗ୍ରହ କରିବାକୁ ଲକ୍ଷ୍ୟ କରାଯାଇଛି।...
ଦାଉ ସାଧିଲା ଅଦିନିଆ ବର୍ଷା: ଲକ୍ଷାଧିକ ହେକ୍ଟର ଫସଲ ନଷ୍ଟ ଆଶଙ୍କା
ଜଗତ୍ସିଂହପୁର ଅଫିସ୍, ୪।୧: ଚଳିତ ଖରିଫ ଋତୁରେ ଜଗତ୍ସିଂହପୁର ଜିଲାରେ ପ୍ରାୟ ୩,୪୪,୮୦୦ ମେଟ୍ରିକ୍ ଟନ୍ ଧାନ ଅମଳ ଲକ୍ଷ୍ୟ ରଖାଯାଇଥିବା ବେଳେ ଦାଉ ସାଧିଛି ଅଦିନିଆ ବର୍ଷା। ଶୁକ୍ରବାର ବର୍ଷା ଯୋଗୁ ସହସ୍ରାଧିକ ହେକ୍ଟର ଜମିରେ ଧାନ ଚକଡ଼ା...
ଦୌଡ଼ିଲେ ୫ ବର୍ଷର ବାଳକ ବୁଦ୍ଧାଦିତ୍ୟ: କମ୍ ବୟସ ଯୋଗୁ ଭାଗ ନେଇପାରିଲେନି
ପାରାଦୀପ,୪ା୧(ସ୍ବ.ପ୍ର.)ପାରାଦୀପ ବନ୍ଦର ପ୍ରତିଷ୍ଠା ଦିବସରେ ଆୟୋଜିତ ମିନି ମାରାଥନ୍ରେ ଆକର୍ଷଣର କେନ୍ଦ୍ରବିନ୍ଦୁ ଥିଲେ ୫ ବର୍ଷୀୟ ବାଳକ ବୁଦ୍ଧାଦିତ୍ୟ ସ୍ବାଇଁ। ଭୁବନେଶ୍ୱରର ଦେବଦତ୍ତ ସ୍ବାଇଁଙ୍କ ପୁତ୍ର ବୁଦ୍ଧାଦିତ୍ୟ ବିଗତ ଦିନର ବିସ୍ମୟ ବାଳକ ବୁଦ୍ଧିଆ ଭଳି ହେବାକୁ ଲକ୍ଷ୍ୟ ରଖିଛନ୍ତି।...
ପାରାଦୀପରେ ପୁଣି କାଉ ମଡ଼କ
ପାରାଦୀପ,୪ା୧(ସ୍ବ.ପ୍ର.): ପାରାଦୀପ ସହରାଞ୍ଚଳରେ ଚଳିତବର୍ଷ ପୁଣି କାଉମଡ଼କ ହେଉଥିବା ଦେଖିବାକୁ ମିଳିଛି। ସହରର ମେଡିକାଲ ଛକ, ମାଛ ମାର୍କେଟ, ନେହେରୁ ବଙ୍ଗଳା ଆଦି ସ୍ଥାନରେ ଅନେକ କାଉ ମରିଥିବା ଦେଖାଯାଇଛି। ଏହି ଖବର ପ୍ରଚାରିତ ହେବା ପରେ ପ୍ରାଣୀ ଚିକିତ୍ସା...
ମାଓବାଦୀଙ୍କ ବର୍ବରକାଣ୍ଡ: ପୋଲିସ ଇନ୍ଫର୍ମର ସନ୍ଦେହରେ ଜଣକୁ ଗୁଳିକରି ହତ୍ୟା
ଦାରିଙ୍ଗବାଡ଼ି/କ.ନୂଆଗଁ।,୪।୧(ଡି.ଏନ୍.ଏ.)- କନ୍ଧମାଳ ଜିଲା କ. ନୂଆଗଁ। ବ୍ଲକ ଲେତିଙ୍ଗିଆ ପଞ୍ଚାୟତ ବୁଡ୍ରୁମାହାରେ ଗୁରୁବାର ରାତିରେ ମାଓବାଦୀମାନେ ଜଣକୁ ପୋଲିସ ଇନ୍ଫର୍ମର ସନ୍ଦେହରେ ଗୁଳିକରି ହତ୍ୟା କରିଛନ୍ତି। ହତ୍ୟାର ଶିକାର ହୋଇଛନ୍ତି ବାଲିଗୁଡା ଥାନା ରେବିଙ୍ଗିଆ ପଞ୍ଚାୟତ ମାର୍ଦ୍ଦୋଳ ଗ୍ରାମର ରଞ୍ଜନ...
ଧରାପଡ଼ିଲେ ୯ ଜଣିଆ ଲୁଟେରା ଗ୍ୟାଙ୍ଗ: ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କୁ ଲୁଟୁଥିଲେ
ଛତ୍ରପୁର,୪ା୧୨(ଡି.ଏନ.ଏ)-କର୍ମଚାରୀଙ୍କଠାରୁ ଲୁଟପାଟ କରୁଥିବା ୯ ଜଣିଆ ଏକ ଲୁଟେରା ଗ୍ୟାଙ୍ଗକୁ ଗଞ୍ଜାମ ପୋଲିସ ଧରିବାରେ ସଫଳ ହୋଇଛି। ଗଞ୍ଜାମ ଓ ନୟାଗଡ ଜିଲାରେ ହୋଇଥିବା ୧୨ଟି ଲୁଟ୍ ଘଟଣା ଏବଂ ଏକ ହତ୍ୟା ମାମଲାରେ ଏମାନେ ସମ୍ପୃକ୍ତ ଥିଲେ। ଅଭିଯୁକ୍ତମାନଙ୍କ...
ଖାରିପଲ୍ଲୀ ଗ୍ରାମ୍ୟ କମିଟି ସଭ୍ୟଙ୍କୁ ହତ୍ୟା
ଧରାକୋଟ,୪ା୧(ଡି.ଏନ.ଏ.)-ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବଡ଼ଗଡ଼ ଥାନା ଅଧୀନ ଖାରିପଲ୍ଲୀ ଗ୍ରାମ୍ୟ କମିଟି ସଭ୍ୟ ଭରତ ବେହେରା (୬୭)ଙ୍କୁ ଶୁକ୍ରବାର ତେଲିଆ ଠାକୁରାଣୀ ନିକଟସ୍ଥ ରାସ୍ତାରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକଙ୍କ ଶଳା ଗୌରହରି ବେହେରାଙ୍କ ଏତଲା କ୍ରମେ...
ପୂର୍ବତନ ବିଧାୟକ ଦୈତାରି ବେହେରାଙ୍କ ପରଲୋକ: ଚିକିତ୍ସା ଅବହେଳା ଅଭିଯୋଗ ଆଣିଲେ ପୁଅ
ଗଞ୍ଜାମ,୪ା୧(ଡି.ଏନ.ଏ.)- ଛତ୍ରପୁରର ପୂର୍ବତନ ବିଧାୟକ ଦୈତାରି ବେହେରାଙ୍କର ୮୪ ବର୍ଷରେ ଗୁରୁବାର ରାତିରେ ବ୍ରହ୍ମପୁର ବଡ ମେଡିକାଲରେ ପରଲୋକ ଘଟିଛି। ଚିକିତ୍ସା ଅବହେଳାରୁ ବାପାଙ୍କ ମୃତ୍ୟୁ ଘଟିଥିବା ସାନପୁଅ ଶିଶିର ଅଭିଯୋଗ କରିଛନ୍ତି। ଅବସ୍ଥା ସଙ୍କଟାପନ୍ନ ଥିଲେ ମଧ୍ୟ ଆଇସିୟୁରେ...
Archives


