ଆମ ଜିଲା ଖବର

ସାନଘାଗରାରେ ଜମୁଛି ଭିଡ଼: ବିଭିନ୍ନ ଆଚାରର ଚାହିଦା ଅଧିକ

କେନ୍ଦୁଝର, ୪।୧ (ସ୍ବ.ପ୍ର.)- କେନ୍ଦୁଝର ଜିଲାର ଅନ୍ୟତମ ଆକର୍ଷଣ ସାନଘାଗରା ଜଳପ୍ରପାତରେ ନୂଆବର୍ଷ ଉପଲକ୍ଷେ ପର୍ଯ୍ୟଟକଙ୍କ ଭିଡ଼ ଜମୁଛି। ସାନଘାଗରା ଜଳପ୍ରପାତ ବୁଲିବା ସହ ଭୋଜିଭାତ କରିବାକୁ ରାଜ୍ୟ ଓ ରାଜ୍ୟ ବାହାରୁ ବହୁସଂଖ୍ୟାରେ ପର୍ଯ୍ୟଟକ ଏଠାକୁ ଆସୁଛନ୍ତି। ପ୍ରାକୃତିକ...

ତେଲକୋଇ ବଜାରରୁ ଜବରଦଖଲ ଉଚ୍ଛେଦ

ତେଲକୋଇ,୪ା୧(ଡି.ଏନ୍‌.ଏ.)- ରାସ୍ତା ପ୍ରଶସ୍ତୀକରଣ ପାଇଁ ତେଲକୋଇ ମୁଖ୍ୟାଳୟର ବଜାର ଅଞ୍ଚଳରେ ଥିବା ସରକାରୀ ଜମିକୁ ଶୁକ୍ରବାର ଜବରଦଖଲ ମୁକ୍ତ କରାଯାଇଛି। ସ୍ଥାନୀୟ ତହସିଲଦାର ତଥା ମାଜିଷ୍ଟ୍ରେଟ ଅଶ୍ୱିନୀ କୁମାର ନାୟକ, ବାଂଶପାଳ ତହସିଲଦାର ତ୍ରିନାଥ ଦାଶ ଏବଂ ଥାନା ଅଧିକାରୀ...

ଜିଲା ଯୋଜନା କମିଟି ବାର୍ଷିକ ବଜେଟ: ୧୩୬୦. ୭୯ କୋଟିର ପ୍ରସ୍ତାବ ଅନୁମୋଦନ

ଭଦ୍ରକ ଅଫିସ, ୪।୧- ଭଦ୍ରକ ଜିଲା ଯୋଜନା କମିଟିର ବାର୍ଷିକ ବଜେଟ ବୈଠକ ଶୁକ୍ରବାର ଜିଲା ଗ୍ରାମ୍ୟ ଉନ୍ନୟନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। କମିଟି ଅଧ୍ୟକ୍ଷ ତଥା ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟଙ୍କ ଅଧ୍ୟକ୍ଷତାରେ ଜିଲାରେ ୨୦୧୯-୨୦ ଆର୍ଥିକ...

ମୟୂରଭଞ୍ଜରେ ଆରମ୍ଭ ହେଲା ପକ୍ଷୀ ଗଣନା

ବାରିପଦା ଅଫିସ/ଠାକୁରମୁଣ୍ଡା/ ରାଇରଙ୍ଗପୁର,୪ା୧(ଡ଼ି.ଏନ୍‌.ଏ.)- ମୟୂରଭଞ୍ଜ ଜିଲାରେ ବନ ବିଭାଗ ପକ୍ଷରୁ ଶୁକ୍ରବାର ପକ୍ଷୀ ଗଣନା କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ପକ୍ଷୀଙ୍କ ସଂରକ୍ଷଣ, ପ୍ରଜାତି ଚିହ୍ନଟ ଓ ଗତିବିଧି ଜାଣିବା ପାଇଁ ଏହି ଗଣନା କରାଯାଉଛି। ଶିମିଳିପାଳ ଅଭୟାରଣ୍ୟ ସମେତ ବାରିପଦା,...

ଦକ୍ଷିଣ ଏସିଆସ୍ତରୀୟ ସୁଶ୍ରୀ, ଶ୍ରୀମତୀ ପ୍ରତିଯୋଗିତା: ଗୁଣପୁରର ବୋହୂ ଦ୍ବିତୀୟ

ଗୁଣପୁର,୪ା୧(ଡି.ଏନ.ଏ) ଶ୍ରୀଲଙ୍କା ପର୍ଯ୍ୟଟନ ବିଭାଗ ପକ୍ଷରୁ ଦକ୍ଷିଣ ଏସିଆସ୍ତରୀୟ ସୁଶ୍ରୀ ଓ ଶ୍ରୀମତୀ ପ୍ରତିଯୋଗିତାରେ ରାୟଗଡା ଜିଲା ଗୁଣପୁରର ବୋହୂ ଇନ୍ଦ୍ରାଣୀ ସାଇକିଆ ଦ୍ବିତୀୟ ସ୍ଥାନ ଅଧିକାର କରିଛନ୍ତି ା ଶ୍ରୀଲଙ୍କା ସରକାରଙ୍କ ଦ୍ବାରା କଲମ୍ବୋଠାରେ ଏହି କାର୍ଯ୍ୟକ୍ରମ ଆୟୋଜିତ...

ସର୍ବଭାରତୀୟ ଭଲିବଲ୍‌ ପ୍ରତିଯୋଗିତାରେ ଗଜପତିର ୨ ଛାତ୍ର

ପାରଳାଖେମୁଣ୍ଡି,୪ା୧(ସ୍ବ.ପ୍ର.) ଗଜପତି ଜିଲା ଗୋଷାଣୀ ବ୍ଲକ୍‌ ଅଧୀନ ଗାରାବନ୍ଧସ୍ଥିତ ଭେଙ୍କେଟେଶ୍ୱର ହାଇସ୍କୁଲ୍‌ର ୨ଛାତ୍ର ସର୍ବଭାରତୀୟ କନିଷ୍ଠ ଭଲିବଲ୍‌ ପ୍ରତିଯୋଗିତା ପାଇଁ ମନୋନିତ ହୋଇଛନ୍ତି। ଉକ୍ତ ଦୁଇ ଛାତ୍ର ହେଲେ ଗାବ୍ରିଆଲ୍‌ ଶବର ଓ ଜଶବନ୍ତ ଶବର। ଜାନୁୟାରୀ ୧୦ରୁ୧୪ ପର୍ଯ୍ୟନ୍ତ...

ବେଧଡ଼କ ଚାଲିଛି କୁକୁଡ଼ା ଲଢେଇ

କପ୍ତିପଦା,୪ା୧(ଡି.ଏନ.ଏ)- କୁକୁଡ଼ା ଲଢେଇ ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲାର ଏକ ପରମ୍ପରା । ମାତ୍ର ରାଜ୍ୟ ସରକାର ଏହାକୁ ବେଆଇନ ଦର୍ଶାଇ ବନ୍ଦ କରିଥିବା ବେଳେ ଜିଲାର ବିଭିନ୍ନ ଅଞ୍ଚଳରେ ଏହା ଖୁଲମଖୁଲା ଚାଲିଛି। ଜିଲା ପ୍ରଶାସନ ଏହି ଲଢେଇ...

ପଞ୍ଜୀକରଣ ଅପେକ୍ଷାରେ ୩୨୮ ଚାଷୀ

ଜୟପୁର,୪।୧(ଡି.ଏନ୍‌.ଏ.) ଧାର୍ଯ୍ୟ ତାରିଖ ଭିତରେ କୋରାପୁଟ ଜିଲାର ଅଧିକାଂଶ ଚାଷୀ ନାମ ପଞ୍ଜିକରଣ କରିପାରି ନାହାନ୍ତି। ଜିଲାପାଳ, ଯୋଗାଣ ଅଧିକାରୀଙ୍କ ଦୃଷ୍ଟିକୁ ଏହା ଅଣାଯିବା ପରେ ରାଜ୍ୟ ସରକାରଙ୍କୁ ଅବଗତ କରିଥିଲା ଜିଲା ପ୍ରଶାସନ। ଖାଦ୍ୟ ଯୋଗାଣ ବିଭାଗର ନିର୍ଦ୍ଦେଶକ୍ରମେ...

ସତୀଗୁଡା ଜଳଭଣ୍ଡାରରେ କମିଛି ପକ୍ଷୀ ସଂଖ୍ୟା:୨୦୧୯ରେ ଥିଲା ୨୧୧୭,ଚଳିତବର୍ଷ ୧୫୮୮

ମାଲକାନଗିରି,୪।୧ (ଡି.ଏନ୍‌.ଏ.)- ମାଲକାନଗିରି ବନଖଣ୍ଡ ମାଲକାନଗିରି ବନାଞ୍ଚଳ ପକ୍ଷରୁ ଶୁକ୍ରବାର ସତୀଗୁଡା ଜଲଭଣ୍ଡାରରେ ପକ୍ଷୀଗଣନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଗତବର୍ଷ ଅପେକ୍ଷା ଚଳିତବର୍ଷ ପକ୍ଷୀସଂଖ୍ୟା କମିଥିବା ଆକଳନରୁ ଜଣାପଡିଛି। ୨୦୧୯ରେ ସତୀଗୁଡା ଜଳଭଣ୍ଡାରରେ ୨୧୧୭ଟି ବିଭିନ୍ନ ପ୍ରଜାତିର ପକ୍ଷୀ ଆସିଥିବା...

କୁଲଡ଼ିହାରେ ପକ୍ଷୀ ଗଣନା ଆରମ୍ଭ

ସଜନାଗଡ଼, ୪।୧(ଡି.ଏନ.ଏ.)- ବାଲେଶ୍ୱର ଜିଲା ନୀଳଗିରି କୁଲଡ଼ିହା ଅଭୟାରଣ୍ୟରେ ପ୍ରତ୍ୟେକ ବର୍ଷ ଭଳି ଚଳିତବର୍ଷ ବନ ବିଭାଗ ପକ୍ଷରୁ କୁଲଡିହା ଅଭୟାରଣ୍ୟରେ ପକ୍ଷୀଗଣନା ଆରମ୍ଭ ହୋଇଛି। ଅଭୟାରଣ୍ୟ ଭିତରେ ଥିବା ରିଷିଆ ଡ୍ୟାମ୍‌, ସିନ୍ଦୁଆ, ବୁଗାଳିବନ୍ଧ, ଖୁମ୍‌କୁଟ୍‌, ତେଣ୍ଡା ଅଞ୍ଚଳର...

ଆଦର୍ଶ ବିଦ୍ୟାଳୟ ଲାଗି ଜମି ହସ୍ତାନ୍ତର

ଜଳେଶ୍ୱର, ୪।୧(ସ୍ବ.ପ୍ର.)-ଜଳେଶ୍ୱର ବ୍ଲକର ବିଛିନ୍ନାଞ୍ଚଳ ଭାବେ ପରିଚିତ ରାଇବଣିଆ ଥାନା କାଳିକଠାରେ ଆଦର୍ଶ ବିଦ୍ୟାଳୟ ନିର୍ମାଣ ଲାଗି ଜମି ହସ୍ତାନ୍ତର ପ୍ରକ୍ରିୟା ଶେଷ ହୋଇଛି । ଆସନ୍ତା ଶିକ୍ଷାବର୍ଷରୁ ଶିକ୍ଷାଦାନ ହେବା ଲାଗି ଅଭିଭାବକମାନେ ଆଶା ପୋଷଣ କରିଛନ୍ତି। ୨୦୧୪...

କୁକୁଡା ଲଢ଼େଇ ଦେଖି ଫେରୁଥିଲା ବେଳେ ଦୁର୍ଘଟଣା: ଟିପ୍ପର ଓଲଟି ୩ ମୃତ, ୧ ଗୁରୁତର

ଲହୁଣୀପଡା, ୪।୧ (ଡି.ଏନ.ଏ)- ସୁନ୍ଦରଗଡ ଜିଲା କେ.ବଲାଙ୍ଗ ଥାନା ଅନ୍ତର୍ଗତ ଚୋରଧରା ପଞ୍ଚାୟତ କଲ୍ୟାଣ ମଣ୍ଡପ ପାଖରେ ଏକ ଟିପ୍ପର ଗୁରୁବାର ସନ୍ଧ୍ୟା ସାଢ଼େ ୬ଟା ବେଳେ ଓଲଟି ୩ ଜଣଙ୍କ ମୃତ୍ୟୁ ଘଟିଛି। ଜଣେ ଗୁରୁତର ହୋଇଥିବାବେଳେ ୬...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri