ଆମ ଜିଲା ଖବର

ପୁଅର ମୃତ୍ୟୁ ଖବର ଶୁଣି ଆରପାରିକୁ ଚାଲିଗଲେ ମା’

ବାଲେଶ୍ୱର ଅଫିସ, ୧୬।୩-ଚିକିତ୍ସା ଅବହେଳାରୁ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ରବିବାର ଜଣେ ରୋଗୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଡାକ୍ତରଖାନା ପରିସରରେ କିଛି ସମୟ ପାଇଁ ଉତ୍ତେଜନା ଦେଖାଦେଇଥିଲା। ରୋଗୀଙ୍କ ସମ୍ପର୍କୀୟମାନେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା.…

ପୂରଣ ହେଲାନି ସହରବାସୀଙ୍କ ସ୍ବପ୍ନ

ବାଲେଶ୍ୱର ଅଫିସ, ୧୬।୩(ମାନସ ବିଶ୍ୱାଳ)-ସଂସ୍କୃତିସମ୍ପନ୍ନ ବାଲେଶ୍ୱର ସହରରେ ଜନସଂଖ୍ୟା ଓ ପରିସୀମା ବୃଦ୍ଧି ପାଉଥିବାବେଳେ ଆଧୁନିକ ଜୀବନଧାରା ସହ ତାଳ ଦେଇ ଚାଲିବା ପାଇଁ ଭିତ୍ତିଭୂମି ବିକଶିତ ହୋଇପାରୁନାହିଁ। ସହରବାସୀଙ୍କ ଚିତ୍ତବିନୋଦନ ପାଇଁ ନା ଅଛି ଅତ୍ୟାଧୁନିକ ପାର୍କ, ନା ଅନ୍ୟ…

ବାଇକ୍‌କୁ ଧକ୍କା ଦେଲା ଆମ୍ବୁଲାନ୍ସ, ୨ ମୃତ

ତୁମୁଡ଼ିବନ୍ଧ,୧୬ା୩( ଡି.ଏନ୍‌.ଏ.) କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ ୫୯ନଂ. ଜାତୀୟ ରାଜପଥର ମୁଣ୍ଡିଗଡଠାରେ ରବିବାର ଅପରାହ୍ନରେ ଏକ ବାଇକ୍‌କୁ ପଛପଟୁ ଆମ୍ବୁଲାନ୍ସ ଧକ୍କା ଦେବାରୁ ୨ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ମୁଣ୍ଡିଗଡ ପଞ୍ଚାୟତର ସନ୍ଦିପଦର ଗ୍ରାମର ପ୍ରଭାତ ବଡସେଠ୍‌ ଓ…

ଦୋଳଯାତ୍ରା ବେଳେ ବାଣ ଫୁଟି ୮ ଆହତ

ଧରାକୋଟ/ ଆସିକା,୧୬ା୩(ଡି.ଏନ.ଏ.) ଗଞ୍ଜାମ ଜିଲା ଧରାକୋଟ ଥାନା ଢଉଗଁା ପଞ୍ଚାୟତ କେ.ରାମଚନ୍ଦ୍ରପୁର (କଇଠିରା) ଗ୍ରାମରେ ଦୋଳ ପୂର୍ଣ୍ଣିମା ଉପଲକ୍ଷେ ଶନିବାର ରାତିରେ ପୌରାଣିକ ନାଟକ ପରିବେଶଣ କରାଯାଉଥିଲା। ନାଟକ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ବା ବେଳେ ଉପସ୍ଥିତ ଦର୍ଶକଙ୍କୁ ଆକୃଷ୍ଟ କରିବା ପାଇଁ ଅଭିମନ୍ୟୁ…

ଏମ୍‌କେସିଜି କରୋନା ୱାର୍ଡରୁ ସନ୍ଦିଗ୍ଧ ଫେରାର

ବ୍ରହ୍ମପୁର ଅଫିସ,୧୬ା୩: ବ୍ରହ୍ମପୁର ବଡ ମେଡିକାଲରେ ଗତ ୧୪ ତାରିଖରେ ଜଣେ କରୋନା ସନ୍ଦିଗ୍ଧ ଭର୍ତ୍ତି ହୋଇଥିଲେ। ଶନିବାର ବିଳମ୍ବିତ ରାତିରେ ସେ ଫେରାର ହୋଇଯାଇଛନ୍ତି । ରବିବାର ସକାଳେ ୱାର୍ଡରେ ତାଙ୍କୁ ନ ପାଇ ମେଡିକାଲ ଅଧୀକ୍ଷକଙ୍କୁ କାର୍ଯ୍ୟରତ କର୍ମଚାରୀମାନେ ।…

ଅଚଳାବସ୍ଥାରେ ୱାଟର ଏଟିଏମ୍‌

ବ୍ରହ୍ମପୁର ଅଫିସ,୧୬ା୩: ଆଗକୁ ଆସୁଛି ଗ୍ରୀଷ୍ମ ଋତୁ। ବ୍ରହ୍ମପୁର ମହାନଗରବାସୀ ଓ ବାହାରୁ ସହରକୁ ଆସୁଥିବା ଜନସାଧାରଣଙ୍କ ପାଇଁ ବିଶୁଦ୍ଧ ଜଳ ଯୋଗାଣ ନିମନ୍ତେ ମହାନଗର ନିଗମ ପକ୍ଷରୁ ଏକ ଓ୍ବାଟର ଏଟିଏମ୍‌ର ବ୍ୟବସ୍ଥା କରାଯାଇଥିଲା। କିନ୍ତୁ ତାହା ୯ରୁ ୧୦ ମାସ…

ନିର୍ବାହୀ ଅଧିକାରୀଙ୍କୁ ସହର, ବିଡିଓଙ୍କୁ ଗାଁ ଦାୟିତ୍ୱ

ଅନୁଗୋଳ ଅଫିସ୍‌, ୧୬।୩:  କରୋନା ଭୂତାଣୁ ସଂକ୍ରମଣକୁ ଦୃଷ୍ଟିରେ ରଖି ରବିବାର ପୂର୍ବାହ୍ନରେ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ତାଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାକୁ ଆସୁଥିବା ପର୍ଯ୍ୟଟକଙ୍କ ଉପରେ କଡ଼ା ନଜର ରଖିବା ଉପରେ…

କାନ୍ଥରେ ଗୌରବ ଗାଥା

ଢେଙ୍କାନାଳ ଅଫିସ, ୧୬।୩: କାନ୍ଥ ବଖାଣୁଛି ଗୌରବ ଗାଥା। ଐତିହ୍ୟ, ସଂସ୍କୃତି, ପର୍ଯ୍ୟଟନ, ଲୋକକଳା, ସାହିତ୍ୟ, ବ୍ୟକ୍ତିତ୍ୱ ସବୁକିଛି ଝଲସି ଉଠିଛି କାନ୍ଥରେ। ସରକାରୀ ଦପ୍ତର, ଶିକ୍ଷାନୁଷ୍ଠାନର କାନ୍ଥରେ ଏପରି ରଙ୍ଗବେରଙ୍ଗର ଚିତ୍ର ଆନମନା କରୁଛି ପର୍ଯ୍ୟଟକଙ୍କୁ। ରଙ୍ଗତୂଳୀରେ ନିଖୁଣ କଳାକୁ ଦେଖିଲେ…

ବିଜୁଳି ବିଲ୍‌ ଆଦାୟ ବେଳେ ମାଡ଼

ଅନୁଗୋଳ ଅଫିସ୍‌, ୧୬।୩: ବକେୟା ବିଦ୍ୟୁତ୍‌ ବିଲ ଆଦାୟ କରିବାକୁ ଯାଇଥିବାବେଳେ ରବିବାର ଅନୁଗୋଳ ଏନଜେନ୍‌ କନିଷ୍ଠ ଯନ୍ତ୍ରୀ ଦୀପକ କୁମାର ପାତ୍ରଙ୍କୁ ମାଡ଼ ମରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଅଙ୍ଗାରବନ୍ଧ ଗ୍ରାମର ଜଣେ ଉପଭୋକ୍ତା ତାଙ୍କୁ ଆକ୍ରମଣ କରିଥିବା ଅଭିଯୋଗରେ ଦର୍ଶାଯାଇଛି।…

୧୨୭ ପିଲାଙ୍କୁ ପଢାଉଛନ୍ତି ୨ ଶିକ୍ଷକ

ବଇଣ୍ଡା,୧୬।୩(ଡି.ଏନ.ଏ.) ଶିକ୍ଷାର ବିକାଶ ପାଇଁ ସରକାରଙ୍କ ଯୋଜନା ବହୁ ବିଦ୍ୟାଳୟରେ ଠିକ୍‌ ଭାବେ କାର୍ଯ୍ୟକାରୀ ହୋଇପାରୁନି। ଭିତ୍ତିଭୂମି, ଶିକ୍ଷକ ଅଭାବ ପିଲାଙ୍କ ପାଠପଢାରେ ବ୍ୟାଘାତ ସୃଷ୍ଟି କରୁଥିବାରୁ ଅଭିଭାବକମାନେ ସେମାନଙ୍କ ପିଲାଙ୍କୁ ବେସରକାରୀ ବିଦ୍ୟାଳୟମୁହାଁ କରାଉଥିବା ଅଭିଯୋଗ ହେଉଛି। ବିଦ୍ୟାଳୟ ଭଳି ଅନୁଷ୍ଠାନରେ…

କରୋନା ପାଇଁ ଆଶ୍ୱସ୍ତ

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି ବିଶ୍ୱବାସୀଙ୍କ ଆସ୍ଥା ଓ ବିଶ୍ୱାସ ରହିଛି। ତାଙ୍କ ସାନ୍ନିଧ୍ୟ ପାଇବା ପାଇଁ କାହିଁ କେତେ ଦୂରରୁ ଭକ୍ତମାନେ ଛୁଟି ଆସନ୍ତି। ବିଶ୍ୱନିୟନ୍ତାଙ୍କ ସେବା କରିବାର ସାମାନ୍ୟ ସୁଯୋଗ ଯିଏ ପାଏ, ସେ ଭାବଭକ୍ତିରେ ହଜିଯାଏ। ହେଲେ କେତେଜଣ…

ବାହାର ଲୋକଙ୍କ ପୁରୀ ପ୍ରବେଶରେ କଟକଣା: ଆଜିଠୁ ପିପିଲିରେ ଯାଞ୍ଚ

ପୁରୀ ଅଫିସ,୧୬।୩: ପୁରୀକୁ ପ୍ରତ୍ୟହ ଦେଶ, ବିଦେଶର ବହୁ ଭକ୍ତ ଓ ପର୍ଯ୍ୟଟକ ଆସିଥାନ୍ତି। କିନ୍ତୁ ବର୍ତ୍ତମାନ କରୋନା ଯେଉଁଭଳି ମାଡ଼ି ଚାଲିଛି ସେଥିପାଇଁ ସତର୍କ ହୋଇଛି ଜିଲା ପ୍ରଶାସନ। ଶନିବାର ଜିଲାପାଳ ବଲୱନ୍ତ ସିଂ ଆବଶ୍ୟକ ନ ଥିଲେ ପୁରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri