ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ
ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଏବଂ ଦକ୍ଷିଣ ବନଖଣ୍ଡରୁ ବିପୁଳ ପରିମାଣର ରଥ…
ଲୋକକଳା ପାଇଁ ଦିନଟିଏ
ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସନ୍ଧ୍ୟାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ ଦତ୍ତାତ୍ରେୟ ବାହିନୀପତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିବା ବେଳେ ସରପଞ୍ଚ ଦାଶରଥି…
ହାତୀ ଆକ୍ରମଣରେ ଜଣେ ଗୁରୁତର
ରୁପ୍ରାରୋଡ୍,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ (୪୮)। ସୂଚନା ମୁତାବକ ଗୁରୁବାର ରାତି ପ୍ରାୟ ୧୦ଟା ପରେ ସୀମାଞ୍ଚଳ ବୁଦେଲଗୁମାରୁ…
ମୁଖ୍ୟମନ୍ତ୍ରୀ ବସ୍କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…
ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ ଅଟକାଇ ବସ୍ରେ ଯିବାପାଇଁ ବାଧ୍ୟ କରିଥିଲେ, ବସ୍ରେ ଅଧିକା ଲୋକ ବସିଥିବାରୁ କଣ୍ଡକ୍ଟର…
୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା
ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା ଠାରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୮୭ ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରୁଛନ୍ତି। ହେଲେ…
ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା
ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା ନେଇ ଅଭିଯୋଗ ହୋଇଛି। ଏବେ ଏପ୍ରିଲ ମାସ ୨ ତାରିଖରୁ ପ୍ରତ୍ୟେକ ହାଇସ୍କୁଲର…
ସରକାରୀ ନିୟମକୁ ଫୁ’: କେବୁଲ ବିଛାପାଇଁ ଚାଲିଛି ରାସ୍ତାଖୋଳା, ଯାତାୟାତରେ ବାଧା
ତୁମୁଡିବନ୍ଧ,୧୦।୪(ଦୀପକ କୁମାର ପରାସେଠ): ବିଏସଏନଏଲ କେବୁଲ ବିଛା ପାଇଁ ରାସ୍ତା ଖୋଳାଯିବା ଫଳରେ ଯାତାୟାତରେ ବାଧା। ଜାଣିନାହାନ୍ତି ବିଭାଗୀୟ ଅଧିକାରୀ। ଗ୍ରାମବାସୀଙ୍କ ବିରୋଧ। ଧମକ ଦେଉଛି ଠିକାଦାର। ଏପରି ଘଟଣା କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ସିର୍ଲା ପଞ୍ଚାୟତର ଟେକଲା ମିଲା…
ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ: ଶିଶୁ-ମାତୃ ମୃତ୍ୟୁ ହାର ହ୍ରାସ ଲକ୍ଷ୍ୟ
କେସିଙ୍ଗା ,୧୦।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଅଧ୍ୟକ୍ଷ ରବୀନ୍ଦ୍ର ଖଟୁଆଙ୍କ ନେତୃତ୍ୱରେ ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ ପାଳିତ ହୋଇ ଯାଇଥିଲା। ଭାରତ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଦ୍ବାରା ଜୁନ ୨୦୧୬ରେ…
ହୁମ୍ମା ଫାଣ୍ଡି ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ବିନାୟକ ଦାସ: ଟ୍ରାଫିକ-ଆଇନ ଶୃଙ୍ଖଳାକୁ ପ୍ରାଥମିକତା
ଗଞ୍ଜାମ,୧୦।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନସ୍ଥ ହୁମ୍ମା ଫାଣ୍ଡିର ନୂତନ ଫାଣ୍ଡି ଅଧିକାରୀ ଭାବେ ବିନାୟକ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ ଛତ୍ରପୁର ଥାନାରେ ଏସଆଇ ଭାବେ କାର୍ଯ୍ୟ କରୁଥିଲେ । ପରବର୍ତ୍ତୀ ସମୟରେ ଗଞ୍ଜାମ…
ଭାଲିଡେସନ ଆକ୍ଟକୁ ନେଇ ପେନସନଭୋଗୀଙ୍କ ମନରେ ଭୟ: ବିରୋଧ କଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ
ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭାରେ ଦିଗପହଣ୍ଡି ଅବସରପ୍ରାପ୍ତ କର୍ମଚାରୀ ସଂଘ ସଭାପତି ଡ. ଯୁଧିଷ୍ଠିର ସ୍ବାଇଁ ଅଧ୍ୟକ୍ଷତା କରିଥିଲେ। ଆଇନଜୀବୀ ଅଶେଷ ନାଥ…
ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର
ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ ସ୍ଥାନୀୟ ରାଜନୀତିରେ ହଲଚଲ ସୃଷ୍ଟି ହୋଇଛି। ତେବେ ଆଗାମୀ ଦିନରେ ସେ କେଉଁ…
ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…
ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ ଉର୍ଦ୍ଧ୍ଵ ଦଣ୍ଡୁଆ ଆହତ ହୋଇଭନ୍ତି । ବଡସହରା ପଞ୍ଚାୟତର ଦଣ୍ଡୁଆମାନେ ଆଜି ସକାଳୁ…
Archives


