କଦଳୀ ଭେଳାରେ ମା’ ମନସାଙ୍କୁ ପୂଜା କରନ୍ତି ବଙ୍ଗୀୟ ସମ୍ପ୍ରଦାୟ, ଏହା ପଛର କାରଣ ଜାଣିଲେ…
ମହାକାଳପଡ଼ା, ୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଧି ଓ ପରମ୍ପରା ଅନୁସାରେ ବଙ୍ଗୀୟ ଶ୍ରଦ୍ଧାଳୁମାନେ କଦଳୀ ଭେଳାରେ ମା’ ମନସା ଦେବୀଙ୍କୁ ପୂଜା କଲେ ସନ୍ତୁଷ୍ଟ ହୋଇ ସର୍ପ ଦଂଶନରୁ ମୁକ୍ତି ମିଳେ ବୋଲି ବିଶ୍ୱାସ ରହିଛି। ତେବେ ପ୍ରତି ବର୍ଷ ଭାଦ୍ରବ…
ମମତାଙ୍କ କୋଳ ଶୂନ୍ୟ କରିଦେଲା ଋଷିକୁଲ୍ୟା: ଖେଳିଗଲା ଶୋକର ଛାୟା
ପୁରୁଷୋତ୍ତମପୁର,୧୯।୯ (ସବିତା ମିଶ୍ର): ଗଣେଶ ମୂର୍ତ୍ତି ବିସର୍ଜନବେଳେ ଋଷିକୁଲ୍ୟା ନଦୀରେ ଭାସିଯାଇ ନିଖୋଜ ହୋଇଥିବା ଛାତ୍ର ସୁମିତ କୁମାର ମିଶ୍ରଙ୍କ ମୃତଦେହ ଶନିବାର ଉଦ୍ଧାର ହୋଇଛି। ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଗ୍ରାମ ନିକଟ ଋଷିକୁଲ୍ୟା ନଦୀର ତୁମ୍ବେଶ୍ୱର ଘାଟରେ ଏହି…
ଗଞ୍ଜାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଶହ ଶହ ରୋଗୀ ନିର୍ଭରଶୀଳ: ମାତ୍ର ୨ଟି ବେଡ୍ରେ ଚାଲିଛି ଚିକିତ୍ସା
ଗଞ୍ଜାମ,୧୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ଼ବଜାରସ୍ଥିତ ବହୁ ପୁରାତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ଦାବି ଜୋର ଧରିଛି। ରାଜପଥ ପାର୍ଶ୍ୱରେ ଅବସ୍ଥିତ ଏହି ସ୍ବାସ୍ଥ୍ୟକେନ୍ଦ୍ରକୁ ପ୍ରତିଦିନ ଶହ ଶହ ରୋଗୀ ପ୍ରାଥମିକ ଚିକିତ୍ସା ପାଇଁ ଆସୁଛନ୍ତି। ଗଞ୍ଜାମ…
୬ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କଲେ କାକା: ଘର ପଛପଟକୁ ନେଇ…
ପାଟଣା,୧୯ା୯(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ସମ୍ପର୍କୀୟ କାକା ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା (ନଂ.୩୨୧/୨୬) ରୁଜୁ କରି ଅଭିଯୁକ୍ତ ସିଙ୍ଗରାୟ ମୁଣ୍ଡା (୨୧)ଙ୍କୁ ଅଟକ…
ଦୋକାନରୁ ଚୋରି,ଜାଲ ନୋଟ କାରବାର ଅଭିଯୋଗ: ୨ ଅଟକ
ଦେବଗଡ଼, ୧୯।୯: ଦୋକାନରୁ ଚୋରି ଏବଂ ସନ୍ଦିଗ୍ଧ ଜାଲ ନୋଟ ବ୍ୟବହାର ଅଭିଯୋଗରେ ଦେବଗଡ଼ ଜିଲା ବାରକୋଟ ଥାନା ପୋଲିସ ୨ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। ଅଟକ ଦୁଇଜଣଙ୍କ ମଧ୍ୟରେ ଜଣେ ନାବାଳକ ଥିବାବେଳେ ଅନ୍ୟଜଣଙ୍କ ମରଡଙ୍ଗ ଗ୍ରାମର…
ସରିଲା ନୂଆଁଖାଇ, ରହିଗଲା ଆବର୍ଜନା: ସହର ସାରା ପରିବେଶ ପ୍ରଦୂଷଣର ବିକଳ ଚିତ୍ର
ବରଗଡ଼,୧୯।୯(ପ୍ରେମାନନ୍ଦ ଖମାରୀ): ଗଣେଶ ପୂଜା ଓ ନୂଆଁଖାଇ ସରି ଯାଇଛି। ଉତ୍ସାହ, ଉଦ୍ଦୀପନା ସହିତ ଲୋକେ ଏହାକୁ ପାଳନ କରିଛନ୍ତି। ହେଲେ ଏହି ପର୍ବ ସରିବା ପରେ ବରଗଡ଼ ସହର ସାରା ପରିବେଶ ପ୍ରଦୂଷଣର ବିକଳ ଚିତ୍ର ଦେଖିବାକୁ ମିଳିଛି। ସହରର…
ନିକିତାଙ୍କୁ ଗ୍ଲୋବାଲ ପାଥ୍ଫାଇଣ୍ଡର୍ସ ଆୱାର୍ଡ: ଛୁଟୁଛି ଶୁଭେଚ୍ଛାର ସୁଅ
ପଦ୍ମପୁର,୧୯ା୯(ପ୍ରଦୀପ୍ତ ଦାଶ):ସ୍ଥାନୀୟ ଅଞ୍ଚଳ ମହାବିଦ୍ୟାଳୟର ଛାତ୍ରୀ ନିକିତା ସାହୁ ଗ୍ଲୋବାଲ ଫାଇନାନ୍ସ ଆଣ୍ଡ ଟେକ୍ନୋଲୋଜି ନେଟୱାର୍କ ପକ୍ଷରୁ ପ୍ରଦତ୍ତ ପ୍ରତିଷ୍ଠିତ ‘ଗ୍ଲୋବାଲ ପାଥଫାଇଣ୍ଡର୍ସ ଆୱାର୍ଡ’ ଲାଭ କରି ମହାବିଦ୍ୟାଳୟ ପାଇଁ ଗୌରବ ଆଣିଦେଇଛନ୍ତି। ସେ ସାର୍ଟିଫିକେଟ ଇନ ଫିନଟେକ ଆଣ୍ଡ ଇନସୁରଟେକ…
କଟକରେ ନନ୍ଦିନୀ ଶତପଥୀଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ଉନ୍ମୋଚିତ
କଟକ,୧୯ା୯(କାର୍ତ୍ତିକ ସାହୁ): ସାମାଜିକ, ରାଜନୈତିକ ଓ ପ୍ରଶାସନିକ ଇତିହାସରେ ନନ୍ଦିନୀ ଶତପଥୀଙ୍କ ଅବଦାନ ଅତ୍ୟନ୍ତ ସ୍ବତନ୍ତ୍ର। ରାଜ୍ୟର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ଭାବେ ସେ ଓଡ଼ିଶା ରାଜନୀତିରେ ମହିଳା ନେତୃତ୍ୱର ଏକ ନୂଆ ଅଧ୍ୟାୟ ଶୁଭାରମ୍ଭ କରିଥିଲେ। ଜାତୀୟ ରାଜନୀତିରେ ମଧ୍ୟ…
ସୁନ୍ଦରଗଡରେ ଲଜ୍ଜା: ୭ ବର୍ଷୀୟା ଶିଶୁକନ୍ୟାଙ୍କୁ ବଳାତ୍କାର କଲେ ମାମୁ
ସୁନ୍ଦରଗଡ,୧୯ା୯(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ଗୁରୁଣ୍ଡିଆ ଥାନା ଅଞ୍ଚଳରେ ବୁଧବାର ଅପରାହ୍ନରେ ଜଣେ ୭ବର୍ଷୀୟା ଶିଶୁକନ୍ୟାଙ୍କୁ ତାଙ୍କର ଜଣେ ସମ୍ପର୍କୀୟ ମାମୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ପୀଡିତାଙ୍କ ମା’ଙ୍କ ଏତଲା କ୍ରମେ ପୋଲିସ ଶୁକ୍ରବାର ଅଭିଯୁକ୍ତ ମନୋଜ ଲୁଗୁନ(୪୫)ଙ୍କୁ…
ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ସାମାନ୍ୟ କଥା କଟାକଟିରୁ ଭୁଜାଲି-ଛୁରୀ ମାଡ଼; ୮ ଗୁରୁତର, ୨ ଜଣଙ୍କ ଅବସ୍ଥା…
ବରଗଡ଼,୧୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ୍ ଥାନା ଅନ୍ତର୍ଗତ ପାତିକାରପଲ୍ଲୀ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଭୟାବହ ଗୋଷ୍ଠୀ ସଂଘର୍ଷ ଘଟିଯାଇଛି। ସାମାନ୍ୟ କଥା କଟାକଟିକୁ କେନ୍ଦ୍ର କରି ଉଭୟ ପକ୍ଷ ମଧ୍ୟରେ ଗଣ୍ଡଗୋଳର ସୂତ୍ରପାତ ହୋଇଥିଲା, ଯାହା ପରବର୍ତ୍ତୀ ସମୟରେ…
ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର
ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ ଛାତ୍ର ନିଖୋଜ ହେବାର କିଛି ଘଣ୍ଟା ମଧ୍ୟରେ ଶୁକ୍ରବାର ରାତିରେ ଜେନେରେଟର ନିଆଁ…
ବେଆଇନ ବାଣ ବିକ୍ରି ଅଭିଯୋଗରେ ପୋଲିସର ଅତର୍କିତ ଚଢ଼ାଉ: ୧ ଲକ୍ଷରୁ ଊର୍ଦ୍ଧ୍ୱ ବାଣ ଜବତ
ଗଜପତି,୧୭।୯(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ସହରରେ ବେଆଇନ ବାଣ ବିକ୍ରି ଅଭିଯୋଗ ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବାଣ ବିକ୍ରି ପାଇଁ ଆବଶ୍ୟକ ଅନୁମତି ନ ଥାଇ ବିପୁଳ ପରିମାଣର ହାତ ତିଆରି ଅତ୍ୟନ୍ତ ଶବ୍ଦ ଯୁକ୍ତ ବିସ୍ପୋରକ ବାଣ ଗଚ୍ଛିତ…

