ଚଳନ୍ତା ବସରେ ଲାଗିଲା ନିଆଁ: ଯାତ୍ରା କରୁଥିଲେ ବିଧାୟକ, ଆଉ ତା’ପରେ…
ପଟ୍ଟାଙ୍ଗି,୨୦।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ପଡିଶାକୁ ଲାଗି ରହିଥିବା ଆନ୍ଧ୍ର ରାଜ୍ୟର ବିଜୟନଗରମ ଜିଲା ଅଧିନସ୍ଥ ରାମ୍ପଦ୍ରପୁରମ ନିକଟସ୍ଥ ତାରାପୁରମ ଗ୍ରାମ ନିକଟରେ ଓଡ଼ିଶାର ଏକ ଘରୋଇ ଯାତ୍ରୀବାହୀ ବସରେ ନିଆଁ ଲାଗି ଯାଇଛି। ବସରେ ଭୁବନେଶ୍ୱରରୁ…
ଫ୍ଲାଏ ଓଭର ବ୍ରିଜ ତଳେ ହୁତୁ ହୁତୁ ହୋଇ ଜଳୁଛି ନିଆଁ
ରାୟଗଡ଼ା,୨୧।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଲାଇଫ ଲାଇନ ବୋଲାଉଥିବା ତଥା ୩୨୬ ନଂ ଜାତୀୟ ରାଜପଥରେ ରହିଥିବା ଏକ ମାତ୍ର ଫ୍ଲାଏ ଓଭର ବ୍ରିଜ ତଳେ ଏହାର ସପୋର୍ଟିଂ ପାଇଁ ଖଞ୍ଜା ଯାଇଥିବା ଲୁହା ପିଲର ନିକଟରେ ଶନିବାର ସକାଳୁ…
ବସୁଧା ଯୋଜନା ଅପହଞ୍ଚ: ପିଇବା ପାଣି ପାଇଁ ସଂଘର୍ଷ କରୁଛନ୍ତି ଗ୍ରାମବାସୀ
ଦାରିଙ୍ଗବାଡ଼ି ୨୧।୩ ( ଅରୁଣ ସାହୁ ) କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ଦୁର୍ଗମ ସିର୍କାବର୍ଗ ପଞ୍ଚାୟତର ବାଞ୍ଜାମାହା ଗାଁ ନାହୁଡ଼ିମାହା ସାହି ଏବଂ ପାଙ୍ଗାମାହାରେ ଜଳ ସଙ୍କଟ ଉତ୍କଟ ରୂପ ନେଇଛି। ଜଳ ବିନା ମଣିଷ ହେଉ କି ପ୍ରାଣୀ…
ବ୍ଲକ୍ କାର୍ଯ୍ୟାଳୟ ପ୍ରବେଶ ପଥ ବିପଦସଙ୍କୁଳ: ଆଖି ବୁଜି ଦେଇଛି ପ୍ରଶାସନ
ଥୁଆମୂଳ ରାମପୁର, ୨୧।୩ (ଦୁର୍ଗା କୀର୍ତ୍ତୀ):ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ବିପଦସଙ୍କୁଳ ହୋଇପଡ଼ିଛି। କାର୍ଯ୍ୟାଳୟ ସମ୍ମୁଖ ଡ୍ରେନ୍ ଉପରେ ପଡ଼ିଥିବା ଲୁହା ପାଇପ୍ଗୁଡ଼ିକ ଭାଙ୍ଗିରୁଜି ଯାଇଥିଲେ ହେଁ ପ୍ରଶାସନ ଏଥିପ୍ରତି ଆଖି ବୁଜି ଦେଇଥିବା…
ସାଞ୍ଜାସରୁ ଉନ୍ନୟନ ଟ୍ରଷ୍ଟର ଗୁରୁତ୍ୱପୂର୍ଣ୍ଣ ବୈଠକ, ସମସ୍ତ ପର୍ଯ୍ୟଟନକ୍ଷେତ୍ରକୁ ରାଜ୍ୟ ସରକାର ପରିଚାଳନା କରିବେ
ଦାରିଙ୍ଗବାଡି, ୨୧।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସଭାଗୃହ ଠାରେ ଶୁକ୍ରବାର ସାଞ୍ଜାସରୁ ଉନ୍ନୟନ ଟ୍ରଷ୍ଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଟ୍ରଷ୍ଟର ସମ୍ପାଦକ ତଥା ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ଆବାହନକ୍ରମେ ଅଧ୍ୟକ୍ଷା ତଥା ବାଲିଗୁଡା ଉପଜିଲାପାଳ ପ୍ରଣୀତା ଦାସଙ୍କ ଅଧ୍ୟକ୍ଷତାରେ…
ବାସନ୍ତୀକ ନବରାତ୍ର ପୂଜା : ଚନ୍ଦ୍ରଘଣ୍ଟା ବେଶରେ ମା’ ସମଲେଶ୍ବରୀ
ବରଗଡ଼,୨୧।୩, (ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଅନୁଷ୍ଠିତ ହୋଇଛି। ତୃତୀୟ ଦିବସ ଶନିବାରରେ ଦେବୀ ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ ଦେଇଛନ୍ତି । ଦେବୀଙ୍କୁ ଏହି ବେଶରେ ଦର୍ଶନ କରିବା ପାଇଁ ସକାଳୁ ଭକ୍ତମାନେ…
ବିଦ୍ୟାମନ୍ଦିରର ବାର୍ଷିକୋତ୍ସବ: ଯୋଗଦେଲେ ଏନ୍ଏସି ଅଧ୍ୟକ୍ଷ
ଦିଗପହଣ୍ଡି,୨୦।୩(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହିସ୍ଥିତ ସ୍ବାମୀ ଚେତନାନନ୍ଦ ସାରସ୍ବତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ ସ୍ବାମୀ ଚେତନାନନ୍ଦ ସରସତୀ ମହାରାଜଙ୍କ ୯୪ ତମ ଜନ୍ମବାର୍ଷିକୀ ସମାରୋହ ଶୁକ୍ରବାର ଅନୁଷ୍ଠିତ…
ହନୁମାନ ମନ୍ଦିରରେ ହିନ୍ଦୁ ନବବର୍ଷ ପାଳିତ
ହାଟଡ଼ିହୀ,୨୦ା୩(ଶୁଭକାନ୍ତ ନାୟକ): ରାଷ୍ଟ୍ରୀୟ ସେବିକା ସମିତି ପକ୍ଷରୁ କେନ୍ଦୁଝର ଜିଲା ହାଟଡ଼ିହୀ ହନୁମାନ ମନ୍ଦିର ପ୍ରାଙ୍ଗଣରେ ହିନ୍ଦୁ ନବବର୍ଷ ଗୁରୁବାର ପାଳନ ହୋଇଯାଇଛି। ଉପସ୍ଥିତ ସେବିକାମାନେ ପତାକା ଉତ୍ତୋଳନ ସ୍ବରୂପ କାର୍ଯ୍ୟକ୍ରମକୁ ଉଦ୍ଘାଟନ କରିଥିଲେ। ହିନ୍ଦୁ ନବ ବର୍ଷର ମହତ୍ତ୍ୱ ଏବଂ…
ଖୋଲିଲା ତାରାତାରିଣୀ ମନ୍ଦିରର ଦାନହୁଣ୍ଡି: ମିଳିଲା ସୁନା,ରୁପା ଅଳଙ୍କାର ସହ ୭ ଲକ୍ଷ ୮୦ ହଜାର ଟଙ୍କା
ପୁରୁଷୋତ୍ତମପୁର,୨୦ା୩ (ସବିତା ମିଶ୍ର):ଗଞ୍ଜାମ ଜିଲାର ଇଷ୍ଟ ଦେବୀ ମା’ ତାରାତାରିଣୀ ମନ୍ଦିର ଦାନ ହୁଣ୍ଡି ଶୁକ୍ରବାର ଖୋଲାଯାଇ ଗଣତି ହୋଇଛି। ହୁଣ୍ଡିରୁ ସୁନା,ରୁପା ଅଳଙ୍କାର ସହ ୭ ଲକ୍ଷ ୮୦ ହଜାର ଟଙ୍କା ମିଳିଛି। ଏହି ସମୟରେ ମନ୍ଦିର ନିର୍ବାହୀ ଅଧିକାରୀ…
ଥୁଆମୂଳରାମପୁରରେ କାଳବୈଶାଖୀର ତାଣ୍ଡବ
ଥୁଆମୂଳରାମପୁର, ୨୦ା୩ (ଦୁର୍ଗା ଦୁର୍ଗା): କଳାହାଣ୍ଡି ଜିଲା ଥୁଆମୂଳରାମପୁର ବ୍ଲକ ଅଞ୍ଚଳରେ ଗତ ମଙ୍ଗଳବାରଠାରୁ ଜାରି ରହିଥିବା ପ୍ରଳୟଙ୍କରୀ କାଳବୈଶାଖୀ ଜନଜୀବନକୁ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ କରିଦେଇଛି। ତୁହାକୁ ତୁହା ପବନ ସାଙ୍ଗକୁ କୁଆପଥର ମାଡ ଯୋଗୁ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି।…
ଜମିପଟ୍ଟା ପ୍ରଦାନ ଦାବିରେ ତହସିଲ କାର୍ଯ୍ୟାଳୟ ଘେରାଉ: ବିକ୍ଷୋଭ
ମୋହନା,୨୦ା୩(ମନ୍ମଥ ମିଶ୍ର): ବିଭିନ୍ନ ଦାବି ନେଇ ଶୁକ୍ରବାର ଅଲ ଇଣ୍ଡିଆ ମୂଳ ନିବାସୀ ସଂଘ ପକ୍ଷରୁ ମୋହନାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ହାଇସ୍କୁଲ ଛକରୁ ମୁଖ୍ୟ ବଜାର ଦେଇ ଏକ ଶୋଭାଯାତ୍ରା ସହର ପରିକ୍ରମା କରିଥିଲା। ପରେ ସଂଘ ପକ୍ଷରୁ ତହସିଲ…
ଠାକୁର ମଦନ ମୋହନଙ୍କ ଜାଗା ଜବର ଦଖଲ: ଦୁଇବର୍ଷ ପରେ ଆସିଲା ରାୟ
ଗଞ୍ଜାମ,୨୦ା୩(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ବ୍ରାହ୍ମଣ ଢମଣା ସାହିରେ ପୂୂଜା ପାଉଥିବା ଶ୍ରୀମଦନ ମୋହନଙ୍କ ବଡ଼ବଜାରଠାରେ ଥିବା ଜାଗାକୁ ଦୀର୍ଘବର୍ଷ ହେଲା ଏକ ପରିବାର ଜବରଦଖଲ କରି ରଖିଥିଲେ। ଏ ନେଇ ଅଭିଯୋଗ ପରେ କୋର୍ଟରେ ମାମଲା ଚାଲିଥିଲା। କୋର୍ଟଙ୍କ ନିର୍ଦ୍ଦେଶ…
Archives


