ଆମ ଜିଲା ଖବର

ବନ୍ଧୁସାହିରେ ପାନୀୟ ଜଳ ସଙ୍କଟ

ଜହ୍ନାପଙ୍କ,୨୪।୫ (ଡି.ଏନ.ଏ)- ବୌଦ୍ଧ ବ୍ଲକ ତେଲିବନ୍ଧ ପଞ୍ଚାୟତ ଅନ୍ତର୍ଗତ ବନ୍ଧୁସାହିରେ ପାନୀୟ ଜଳ ସଙ୍କଟ ଦେଖାଦେଇଛି । ଏହି ସାହିରେ ୨୦ ପରିବାରର ପ୍ରାୟ ୩୦୦ ଲୋକ ବସବାସ କରନ୍ତି । ଏମାନଙ୍କ ପାଇଁ ୨ଟି ନଳକୂପ ଅଛି । ମାତ୍ର…

ସ୍ପେଶାଲ ଟ୍ରେନ୍‌ରେ ପହଞ୍ଚତ୍ଲେ ୫୨୩୮ ପ୍ରବାସୀ

ବଲାଙ୍ଗୀର ଅଫିସ, ୨୪ା୫-ବଲାଙ୍ଗୀର ରେଳଷ୍ଟେଶନରେ ରବିବାର ୩ଟି ଶ୍ରମିକ ସ୍ପେଶାଲ ଟ୍ରେନ୍‌ ପହଞ୍ଚତ୍ଛି ା ଆଉ ଏକ ଟ୍ରେନ୍‌ ରାତି ସୁଦ୍ଧା ପହଞ୍ଚତ୍ବ ା ସକାଳ ୭ଟାରେ ବିଶାଖାପାଟଣାରୁ ବଲାଙ୍ଗୀର ଆସିଥିବା ପ୍ରଥମ ଶ୍ରମିକ ସ୍ପେଶାଲ ଟ୍ରେନ୍‌ରେ ୧୩୮୧ ଜଣ ପ୍ରବାସୀ…

ଟିଏମ୍‌ସି ତଥ୍ୟ ଇ-ଅଫିସ ମାଧ୍ୟମରେ ଦିଅ  

ଜଗତ୍‌ସିଂହପୁର ଅଫିସ,୨୪ା୫: କରୋନା ସଂକ୍ରମଣ ବଢ଼ୁଥିବାରୁ ପ୍ରତ୍ୟହ ଜିଲାକୁ ପ୍ରବାସୀଙ୍କ ଆଗମନ ହେଉଛି। ସେମାନଙ୍କୁ ଜିଲାର ବିଭିନ୍ନ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର (ଟିଏମ୍‌ସି)ରେ ରଖାଯାଉଛି। କିନ୍ତୁ ଟିଏମ୍‌ସିରେ ପ୍ରବାସୀଙ୍କ ରହିବା ପାଇଁ ପୂର୍ବରୁ ଥିବା ଅବଧିରେ ସଂଶୋଧନ ହୋଇଛି। ଏଣିକି ପ୍ରବାସୀ କ୍ବାରାଣ୍ଟାଇନ…

ସଙ୍ଗରୋଧ କେନ୍ଦ୍ରରେ ସାପ

ହିଞ୍ଜିଳିକାଟୁ,୨୪ା୫(ଡ଼ି.ଏନ୍‌.ଏ.)- ହିଞ୍ଜିଳିକାଟୁ ବ୍ଲକ ପୋଚିଲିମା ଖମ୍ବେୟାଦୋରା ଜୁନିୟର କଲେଜରେ ହୋଇଥିବା କ୍ୱାରାଣ୍ଟାଇନ ସେଣ୍ଟରରେ ସରୀସୃପ ଦେଖି ଅନ୍ତେବାସୀମାନେ ଅତଙ୍କିତ ହୋଇ ପଡ଼ିଛନ୍ତି। ଗତ ୪ଦିନ ହେଲା ଏଠାରେ ବିଷାକ୍ତ ସାପ ଓ ଗୋଧି ବିଚରଣ କରୁଥିବା ଫଟୋ ରାଳବ ଗ୍ରାମର ଜଣେ…

୯ ଜୁଆଡି ଗିରଫ, ୧୯ହଜାର ଟଙ୍କା ଜବତ

ହିଞ୍ଜିଳିକାଟୁ,୨୪ା୫(ଡ଼ି.ଏନ୍‌.ଏ.)- ହିଞ୍ଜିଳିକାଟୁ ପୌରାଞ୍ଚଳ ଥାନାସାହି ନିକଟରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ରବିବାର ହିଞ୍ଜିଳିକାଟୁ ପୋଲିସ ଚଢ଼ାଉ କରିଥିଲା। ସେଠାରୁ ୯ ଜୁଆଡିଙ୍କୁ ଗିରଫ କରିଛି। ସେମାନଙ୍କ ଠାରୁ ୧୯ହଜାର ୨ଶହ ଟଙ୍କା ଓ ତାସ ମୁଠା ଜବତ କରିଛି।…

ଆନ୍ଧ୍ରରୁ ଚନ୍ଦ୍ରଭାଗା କୂଳରେ ପହଞ୍ଚତ୍ଲେ ୧୧ ମତ୍ସ୍ୟଜୀବୀ

କୋଣାର୍କ,୨୪ା୫(ଡି.ଏନ.ଏ)- ଆନ୍ଧ୍ରପ୍ରଦେଶରୁ ସାମୁଦ୍ରିକ ପଥରେ ଏକ ମାଛଧରା ବୋଟରେ ୧୧ଜଣ ମତ୍ସ୍ୟଜୀବୀ ଆସି ରବିବାର ପୂର୍ବାହ୍ନରେ ଚନ୍ଦ୍ରଭାଗା କୂଳରେ ପହଞ୍ଚତ୍ଛନ୍ତି। ଏମାନେ ସମସ୍ତେ ସ୍ଥାନୀୟ ନୋଳିଆ ବସ୍ତିର ବୋଲି ଜଣାପଡ଼ିଛି। ଖବରପାଇ କୋଣାର୍କ ଥାନାଧିକାରୀ ରଞ୍ଜନ କୁମାର ମଲ୍ଲିକ, କୋଣାର୍କ ଏନଏସି…

ଇଦ୍‌ ପାଳନକୁ ନେଇ ସତର୍କତା: ମସ୍‌ଜିଦ୍‌ରେ ୧୪୪ ଧାରା ଜାରି

ରସୁଲପୁର, ୨୪।୫ (ଡି.ଏନ୍‌.ଏ.)-ଇଦ୍‌ ଉଲ୍‌ ଫିତର ପାଇଁ ରସୁଲପୁର ବ୍ଲକ ଅଧୀନ ବିଭିନ୍ନ ମସ୍‌ଜିଦ୍‌ରେ ୧୪୪ ଧାରା ଜାରି କରାଯାଇଛି। ବ୍ଲକର ମୁସଲମାନ ବହୁଳ ଅଞ୍ଚଳ ଭାବରେ ପରିଚିତ ବ୍ରହ୍ମବରଦା ଓ ମହେଶ୍ୱରପୁର ପଞ୍ଚାୟତର ୧୪ଟି ମସଜିଦ୍‌, ବାରବାଟୀ ପଞ୍ଚାୟତର ଦୁର୍ଗାପୁର…

କୃଷି କାର୍ଯ୍ୟାଳୟରେ ସାମାଜିକ ଦୂରତା ଭୁଲିଗଲେ ଚାଷୀ

ରସୁଲପୁର, ୨୪।୫ (ଡି.ଏନ୍‌.ଏ.)-କରୋନା ପାଇଁ ଦେଶବ୍ୟାପୀ ଲକ୍‌ଡାଉନ୍‌ ଚାଲିଥିବା ବେଳେ ରସୁଲପୁର ବ୍ଲକ କୃଷି କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ଅସମ୍ଭବ ଭିଡ଼ ଦେଖିବାକୁ ମିଳିଥିଲା। ଘାସମରା ଔଷଧ ନେବାକୁ ଆସିଥିବା ଚାଷୀମାନେ ସାମାଜିକ ଦୂରତା ରକ୍ଷା ନ କରି କୃଷି କାର୍ଯ୍ୟାଳୟ…

ନିୟମ ନ ମାନିବାରୁ ୬ ଦୋକାନ ସିଲ୍‌

ଚିତ୍ରକୋଣ୍ଡା,୨୪ା୫(ଡି.ଏନ୍‌.ଏ.)- ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଦୈନିକ ବଜାରରେ ରବିବାର ୫ଟି ଦୋକାନକୁ ପ୍ରଶାସନ ପକ୍ଷରୁ ସିଲ୍‌ କରାଯାଇଛି। ବାରମ୍ବାର ସଚେତନ ପରେ ସମ୍ପୃକ୍ତ ଦୋକାନଗୁଡିକର ବ୍ୟବସାୟୀମାନେ କରୋନା ନିୟମ ମାନିନାହାନ୍ତି। ସେମାନଙ୍କ ଦୋକାନ ସମ୍ମୁଖରେ ସାମାଜିକ ଦୂରତା ରକ୍ଷା ନ କରି…

ଟ୍ରେନ୍‌ରେ କନ୍ୟାସନ୍ତାନ ଜନ୍ମ ଦେଲେ ପ୍ରବାସୀ ମହିଳା

ଟିଟିଲାଗଡ଼, ୨୪।୫(ଡି.ଏନ.ଏ.)-ପ୍ରବାସୀ ଶ୍ରମିକଙ୍କୁ ନେଇ ଆସିଥିବା ସ୍ବତନ୍ତ୍ର ଶ୍ରମିକ ଟ୍ରେନ୍‌ରେ ଯାତ୍ରା କରୁଥିବା ଜନୈକା ମହିଳା ବଗିରେ ରବିବାର ଏକ କନ୍ୟାସନ୍ତାନ ଜନ୍ମ ଦେଇଛନ୍ତି। ଟ୍ରେନ୍‌ ବଲାଙ୍ଗୀର ଜିଲା ଟିଟିଲାଗଡ଼ ରେଳଷ୍ଟେଶନରେ ପହଞ୍ଚିବା ବେଳେ ଏପରି ଘଟଣା ଘଟିଛି। ସକାଳେ ତାମିଲନାଡୁ…

ଟ୍ରେନ୍‌ରେ ଫେରୁଥିବା ପ୍ରବାସୀ ମହିଳାଙ୍କ ମୃତ୍ୟୁ

ବଲାଙ୍ଗୀର ଅଫିସ, ୨୪ା୫-ବିଶାଖାପାଟଣାରୁ ବଲାଙ୍ଗୀର ପହଞ୍ଚତ୍ଥିବା ଶ୍ରମିକ ସ୍ପେଶାଲ ଟ୍ରେନ୍‌ରେ ଆସୁଥିବା ଜଣେ ପ୍ରବାସୀ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ କୋରାପୁଟ ଜିଲା ବୈପାରୀଗୁଡାର ରାଧା ଖର୍ରା (୨୦) ବୋଲି ଜଣାପଡିଛି। ତାଙ୍କର ବର୍ଷକର ଏକ ଶିଶୁ ଅଛି।…

ଜଙ୍ଗଲରେ ଦିନ କାଟୁଛନ୍ତି ୧୩ ପ୍ରବାସୀ ଶ୍ରମିକ

ଲୋଇସିଂହା,୨୪।୫(ଡି.ଏନ.ଏ)-ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଅନ୍ତର୍ଗତ ମାଗୁରବେଡା ଗାଁର ୧୩ପ୍ରବାସୀ ଶ୍ରମିକଙ୍କୁ ପଞ୍ଚାୟତ କର୍ତ୍ତୃପକ୍ଷ ସଙ୍ଗରୋଧ କେନ୍ଦ୍ରରେ ରଖିବା ବ୍ୟବସ୍ଥା କରୁନାହାନ୍ତି। ଫଳରେ ସେମାନେ ଗାଁ ନିକଟ ଜଙ୍ଗଲରେ ଗତ ୩ଦିନ ହେଲା ୪୫ଡିଗ୍ରୀ ତାତିରେ ଦିନ କାଟୁଛନ୍ତି। ୧୩ପ୍ରବାସୀଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?