ଆମ ଜିଲା ଖବର

ଡାକ୍ତରଖାନାରେ ତାଲା: ଦୁର୍ଘଟଣାରେ ଗୁରୁତର ବୃଦ୍ଧା ପାଇ ପାରିଲେନି ଚିକିତ୍ସା

ଭଟଲି, ୨ା୧(ଡି.ଏନ.ଏ.) ରାଜ୍ୟ ସରକାରଙ୍କ ୫ଟି ଯୋଜନାକୁ ସାକାର କରିବା ପାଇଁ ସମସ୍ତ ଅଧିକାରୀ ତତ୍ପର। ସେପଟେ ୫ଟି ସଚିବ ବିଭିନ୍ନ ଜିଲା ମୁଖ୍ୟାଳୟର ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ ପରେ ଜିଲା ମୁଖ୍ୟ ଡାକ୍ତରଖାନା ସହ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକ ଚକାଚକ୍‌ ହୋଇଯାଇଛି।...

ଆବାସ ଯୋଜନାରୁ ବଁଚିତ୍‌ ଦିବ୍ୟାଙ୍ଗ ବିକାଶ

ବିନିକା,୨।୧ (ଡି.ଏନ୍‌.ଏ.)- ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସିନ୍ଦୁରପୁର ପଁଚେତ୍‌ ଅଧୀନ କଦଲିପାଲି ଗଁାର ସ୍ବର୍ଗତ ସୌରୀ ଭୁଏକଁର ପୁଓ ବିକାଶ ଭୁଏ(୧୮) ଜନ୍‌ମୁ ଦିବ୍ୟାଙ୍ଗ ଆନ୍‌। ସେ ଠିକ୍‌ରେ ଚାଲିବୁଲି, ଶୁନି ନାଇଁ ପାରବାର। ଆଏଁଖ୍‌କେ ବି ଅଲପ୍‌...

ନଚାଇଲେ ରିୟା, ଝୁମାଇଲେ ଦୀପ୍ତିରେଖା

ଢେଙ୍କାନାଳ ଅଫିସ, ୨ା୧ – ଢେଙ୍କାନାଳ ଶିବମଣ୍ଡପ ସନ୍ତୋଷୀ ଗାର୍ଡେନରେ ରାଇଜିଂଷ୍ଟାର କ୍ଲବ ପକ୍ଷରୁ ବୁଧବାର ସନ୍ଧ୍ୟାରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ମଧ୍ୟରେ ନବବର୍ଷକୁ ସ୍ବାଗତ କରାଯାଇଛି। ଓଲିଉଡ ଅଭିନେତ୍ରୀ ରିୟାଙ୍କ ମନଛୁଅଁା ନୃତ୍ୟ ଏବଂ ଦୀପ୍ତିରେଖାଙ୍କ ସଙ୍ଗୀତର ଯାଦୁ ଶୀତୁଆ...

ପାଣି ପଏଣ୍ଟରେ ଟ୍ୟାପ୍‌ ନାହିଁ: ଲୋକଙ୍କୁ ମିଳୁନି, ରାସ୍ତାରେ ଭାସୁଛି

ବଅଁରପାଳ,୨।୧(ଡି.ଏନ.ଏ.) – ବଅଁରପାଳ ବ୍ଲକ ତଳମୂଳ ଗ୍ରାମରେ ପାନୀୟ ଜଳ ଯୋଗାଣ ବ୍ୟବସ୍ଥାର ବିଚିତ୍ର ଦୃଶ୍ୟ ଦେଖିବାକୁ ମିଳିଛି। ପାନୀୟ ଜଳ ମୁନ୍ଦେ ପାଇଁ ଅନେକ ସ୍ଥାନରେ ଲୋକ ଡହଳ ବିକଳ ହେଉଥିବାବେଳେ ଏଠାରେ ଅନବରତ ପାଣି ପ୍ରବାହିତ ହୋଇ...

ଧୁମ୍‌ଧାମ୍‌ରେ ପାଳନ ହେଲା ନୂତନବର୍ଷ: ସକାଳେ ଦିଅଁ ଦର୍ଶନ, ସନ୍ଧ୍ୟାରେ ପାର୍କରେ ଭିଡ଼

ଅନୁଗୋଳ ଅଫିସ, ୨ା୧ – ନୂଆ ଉତ୍ସାହ। ନୂଆ ଉଦ୍ଦୀପନା। ପ୍ରିୟଜନଠାରୁ ଆରମ୍ଭ କରି ବନ୍ଧୁ, ସମ୍ପର୍କୀୟଙ୍କୁ ନବବର୍ଷର ଅଭିନନ୍ଦନ ଜଣାଇଛନ୍ତି ସଭିଏଁ। ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ କରିଛନ୍ତି ଯୁବପିଢ଼ି। ସାରା ରାତି ଜିରୋ ନାଇଟ ସେଲିବ୍ରେଶନରେ ବିତିଥିବାବେଳେ...

କେନାଲ କୂଅକୁ ଖସିପଡିଲା ବାଇକ, ୩ ମୃତ

ଦିଗପହଣ୍ଡି,୨ା୧(ଡି.ଏନ୍‌.ଏ.)- ନୂଆବର୍ଷ ସନ୍ଧ୍ୟାରେ ଘଟିଛି ଦୁର୍ଘଟଣା। ଦିଗପହଣ୍ଡି ବ୍ଲକ କୋଟିନଡ଼ା-ଦେଉଳପେଡ଼ି କେନାଲ ରାସ୍ତା ବୁଲାଣିରେ ଥିବା ପୋତାଶଙ୍ଖ ନିକଟ କୂଅରେ ସନ୍ଧ୍ୟା ପ୍ରାୟ ସାଢେ ୭ଟାରେ ଏକ ବାଇକ ଖସିପଡିଛି। ଏଥିରେ ଥିବା ୩ ଜଣ ଯୁବକଙ୍କ ମୃତ୍ୟୁ ଘଟିଛି।...

ସାଇକେଲରେ ସବୁଜ ବାହିନୀର ସଚେତନତା

ବ୍ରହ୍ମପୁର ଅଫିସ,୨ା୧- ନୂତନ ବର୍ଷକୁ କିଛି ନିଆରା ଢଙ୍ଗରେ ସ୍ବାଗତ କରିଛନ୍ତି ବ୍ରହ୍ମପୁର ସବୁଜ ବାହିନୀ କର୍ମକର୍ତ୍ତା । ନୂତନ ବର୍ଷରୁ ଗୃହ ମଧ୍ୟରେ ଚାରା ତଥା ଅନ୍ତଃଗୃହ ଚାରା ରୋପଣ ଦିଗରେ ଜନସଚେତନତା ଆରମ୍ଭ କରିଛନ୍ତି। ପୂର୍ବରୁ ସବୁଜ...

ସହରକୁ ସ୍ବଚ୍ଛ, ସୁନ୍ଦର କରିବାକୁ ସଙ୍କଳ୍ପ

ବ୍ରହ୍ମପୁର ଅଫିସ,୨ା୧- ନୂତନବର୍ଷରେ ବହୁ ନୂଆ ପଦକ୍ଷେପ ଗ୍ରହଣ କରିଛି ବ୍ରହ୍ମପୁର ମହାନଗର ନିଗମ। ସହରବାସୀ ଘର ପାଖରେ ବିଭିନ୍ନ ଅତ୍ୟାବଶ୍ୟକ ସେବା ଉପଲବ୍ଧ କରାଇବା ନେଇ ବିଏମ୍‌ସି ପକ୍ଷରୁ ଅର୍ବାନ ସେବା ଆପ୍‌ର ଶୁଭାରମ୍ଭ କରାଯାଇଛି। ସେହିପରି ସହରରେ...

ବଢୁଛି ନିଶା କାରବାର: ପୋଲିସ, ଅବକାରୀ ବିଭାଗ ନୀରବଦ୍ରଷ୍ଟା

ବ୍ରହ୍ମପୁର ଅଫିସ,୨ା୧- ଗଞ୍ଜାମ ଜିଲାର ବିଭିନ୍ନ ଗଁ। ରେ ଏବେ ଦିନକୁ ଦିନ ନିଶା କାରବାର ବଢ଼ିବାରେ ଲାଗିଛି। ଯୁବ ପିଢ଼ି ଏହି କାରବାରରେ ଏବେ ଲିପ୍ତ ରହୁଛନ୍ତି। ନିଶା କାରବାରକୁ କେନ୍ଦ୍ର କରି ବିଗତ ଦିନରେ ଜିଲାରେ ଅନେକ...

ତାମ୍ପରାରେ ବୋଟିଂ ମଜାନେଲେ ପର୍ଯ୍ୟଟକ

ଛତ୍ରପୁର,୨ା୧(ଡି.ଏନ.ଏ)- ନୂତନ ବର୍ଷର ପ୍ରଥମ ଦିନରେ ବୁଧବାର ଛତ୍ରପୁର ଉପକଣ୍ଠ ହୁମ୍ମର ତାମ୍ପରା ପର୍ଯ୍ୟଟନ କ୍ଷେତ୍ରରେ ପର୍ଯ୍ୟଟକଙ୍କ ପ୍ରବଳ ଭିଡ ଦେଖିବାକୁ ମିଳିଥିଲା । ରାଜ୍ୟ ତଥା ରାଜ୍ୟ ବାହାରୁ ଆସିଥିବା ପର୍ଯ୍ୟଟକମାନେ ଏଠାରେ ପ୍ରାକୃତିକ ଦୃଶ୍ୟ ଉପଭୋଗ କରିବା...

ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ମୋହନା,୨ା୧(ଡି.ଏନ୍‌.ଏ.) – ଗଜପତି ଜିଲା ଅଡବା ଥାନାଠାରୁ ୨ଶହ ମିଟର ଦୂର ଶ୍ମଶାନଘାଟ ନିକଟରେ ବୁଧବାର ଜଣେ ଯୁବକଙ୍କ ମୃତଦେହ ପଡିଥିବା କେତେଜଣ ଲୋକ ଦେଖି ଅଡବା ଥାନାକୁ ଜଣାଇଥିଲେ। ଅଡବା ପୋଲିସ ପହଞ୍ଚତ୍ ମୃତଦେହ ଜବତ କରିଛି। ଘଟଣାସ୍ଥଳରୁ...

ଛୁଟିରେ ଡାକ୍ତର, ରୋଗୀ ଛଟପଟ

ଭଞ୍ଜନଗର,୨।୧(ଡି.ଏନ୍‌.ଏ.)- ଭଞ୍ଜନଗର ଉପଖଣ୍ଡ ହସ୍‌ପିଟାଲ ରାଜ୍ୟର ଏକ ଗୁରୁତ୍ୱପୂର୍ଣ୍ଣ ହସ୍‌ପିଟାଲ। ଉକ୍ତ ହସପିଟାଲକୁ ଜିଲା ହସପିଟାଲ ଠାରୁ ଅଧିକ ରୋଗୀ ଦୈନନ୍ଦିନ ଆସନ୍ତି। ଚାହିଦାକୁ ଦେଖି ଭିତ୍ତିଭୂମି ସୁଦୃଢ଼ କରାଯାଇଛି। କିନ୍ତୁ ଖାଲିଥିବା ଡାକ୍ତର ପଦବୀ ପୂରଣ କରାଯାଉନାହିଁ। ଯେଉଁଥିପାଇଁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri