ଆମ ଜିଲା ଖବର

ଧୁମ୍‌ଧାମ୍‌ରେ ପାଳନ ହେଲା ନୂତନବର୍ଷ: ସକାଳେ ଦିଅଁ ଦର୍ଶନ, ସନ୍ଧ୍ୟାରେ ପାର୍କରେ ଭିଡ଼

ଅନୁଗୋଳ ଅଫିସ, ୨ା୧ – ନୂଆ ଉତ୍ସାହ। ନୂଆ ଉଦ୍ଦୀପନା। ପ୍ରିୟଜନଠାରୁ ଆରମ୍ଭ କରି ବନ୍ଧୁ, ସମ୍ପର୍କୀୟଙ୍କୁ ନବବର୍ଷର ଅଭିନନ୍ଦନ ଜଣାଇଛନ୍ତି ସଭିଏଁ। ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ କରିଛନ୍ତି ଯୁବପିଢ଼ି। ସାରା ରାତି ଜିରୋ ନାଇଟ ସେଲିବ୍ରେଶନରେ ବିତିଥିବାବେଳେ...

କେନାଲ କୂଅକୁ ଖସିପଡିଲା ବାଇକ, ୩ ମୃତ

ଦିଗପହଣ୍ଡି,୨ା୧(ଡି.ଏନ୍‌.ଏ.)- ନୂଆବର୍ଷ ସନ୍ଧ୍ୟାରେ ଘଟିଛି ଦୁର୍ଘଟଣା। ଦିଗପହଣ୍ଡି ବ୍ଲକ କୋଟିନଡ଼ା-ଦେଉଳପେଡ଼ି କେନାଲ ରାସ୍ତା ବୁଲାଣିରେ ଥିବା ପୋତାଶଙ୍ଖ ନିକଟ କୂଅରେ ସନ୍ଧ୍ୟା ପ୍ରାୟ ସାଢେ ୭ଟାରେ ଏକ ବାଇକ ଖସିପଡିଛି। ଏଥିରେ ଥିବା ୩ ଜଣ ଯୁବକଙ୍କ ମୃତ୍ୟୁ ଘଟିଛି।...

ସାଇକେଲରେ ସବୁଜ ବାହିନୀର ସଚେତନତା

ବ୍ରହ୍ମପୁର ଅଫିସ,୨ା୧- ନୂତନ ବର୍ଷକୁ କିଛି ନିଆରା ଢଙ୍ଗରେ ସ୍ବାଗତ କରିଛନ୍ତି ବ୍ରହ୍ମପୁର ସବୁଜ ବାହିନୀ କର୍ମକର୍ତ୍ତା । ନୂତନ ବର୍ଷରୁ ଗୃହ ମଧ୍ୟରେ ଚାରା ତଥା ଅନ୍ତଃଗୃହ ଚାରା ରୋପଣ ଦିଗରେ ଜନସଚେତନତା ଆରମ୍ଭ କରିଛନ୍ତି। ପୂର୍ବରୁ ସବୁଜ...

ସହରକୁ ସ୍ବଚ୍ଛ, ସୁନ୍ଦର କରିବାକୁ ସଙ୍କଳ୍ପ

ବ୍ରହ୍ମପୁର ଅଫିସ,୨ା୧- ନୂତନବର୍ଷରେ ବହୁ ନୂଆ ପଦକ୍ଷେପ ଗ୍ରହଣ କରିଛି ବ୍ରହ୍ମପୁର ମହାନଗର ନିଗମ। ସହରବାସୀ ଘର ପାଖରେ ବିଭିନ୍ନ ଅତ୍ୟାବଶ୍ୟକ ସେବା ଉପଲବ୍ଧ କରାଇବା ନେଇ ବିଏମ୍‌ସି ପକ୍ଷରୁ ଅର୍ବାନ ସେବା ଆପ୍‌ର ଶୁଭାରମ୍ଭ କରାଯାଇଛି। ସେହିପରି ସହରରେ...

ବଢୁଛି ନିଶା କାରବାର: ପୋଲିସ, ଅବକାରୀ ବିଭାଗ ନୀରବଦ୍ରଷ୍ଟା

ବ୍ରହ୍ମପୁର ଅଫିସ,୨ା୧- ଗଞ୍ଜାମ ଜିଲାର ବିଭିନ୍ନ ଗଁ। ରେ ଏବେ ଦିନକୁ ଦିନ ନିଶା କାରବାର ବଢ଼ିବାରେ ଲାଗିଛି। ଯୁବ ପିଢ଼ି ଏହି କାରବାରରେ ଏବେ ଲିପ୍ତ ରହୁଛନ୍ତି। ନିଶା କାରବାରକୁ କେନ୍ଦ୍ର କରି ବିଗତ ଦିନରେ ଜିଲାରେ ଅନେକ...

ତାମ୍ପରାରେ ବୋଟିଂ ମଜାନେଲେ ପର୍ଯ୍ୟଟକ

ଛତ୍ରପୁର,୨ା୧(ଡି.ଏନ.ଏ)- ନୂତନ ବର୍ଷର ପ୍ରଥମ ଦିନରେ ବୁଧବାର ଛତ୍ରପୁର ଉପକଣ୍ଠ ହୁମ୍ମର ତାମ୍ପରା ପର୍ଯ୍ୟଟନ କ୍ଷେତ୍ରରେ ପର୍ଯ୍ୟଟକଙ୍କ ପ୍ରବଳ ଭିଡ ଦେଖିବାକୁ ମିଳିଥିଲା । ରାଜ୍ୟ ତଥା ରାଜ୍ୟ ବାହାରୁ ଆସିଥିବା ପର୍ଯ୍ୟଟକମାନେ ଏଠାରେ ପ୍ରାକୃତିକ ଦୃଶ୍ୟ ଉପଭୋଗ କରିବା...

ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ମୋହନା,୨ା୧(ଡି.ଏନ୍‌.ଏ.) – ଗଜପତି ଜିଲା ଅଡବା ଥାନାଠାରୁ ୨ଶହ ମିଟର ଦୂର ଶ୍ମଶାନଘାଟ ନିକଟରେ ବୁଧବାର ଜଣେ ଯୁବକଙ୍କ ମୃତଦେହ ପଡିଥିବା କେତେଜଣ ଲୋକ ଦେଖି ଅଡବା ଥାନାକୁ ଜଣାଇଥିଲେ। ଅଡବା ପୋଲିସ ପହଞ୍ଚତ୍ ମୃତଦେହ ଜବତ କରିଛି। ଘଟଣାସ୍ଥଳରୁ...

ଛୁଟିରେ ଡାକ୍ତର, ରୋଗୀ ଛଟପଟ

ଭଞ୍ଜନଗର,୨।୧(ଡି.ଏନ୍‌.ଏ.)- ଭଞ୍ଜନଗର ଉପଖଣ୍ଡ ହସ୍‌ପିଟାଲ ରାଜ୍ୟର ଏକ ଗୁରୁତ୍ୱପୂର୍ଣ୍ଣ ହସ୍‌ପିଟାଲ। ଉକ୍ତ ହସପିଟାଲକୁ ଜିଲା ହସପିଟାଲ ଠାରୁ ଅଧିକ ରୋଗୀ ଦୈନନ୍ଦିନ ଆସନ୍ତି। ଚାହିଦାକୁ ଦେଖି ଭିତ୍ତିଭୂମି ସୁଦୃଢ଼ କରାଯାଇଛି। କିନ୍ତୁ ଖାଲିଥିବା ଡାକ୍ତର ପଦବୀ ପୂରଣ କରାଯାଉନାହିଁ। ଯେଉଁଥିପାଇଁ...

ପାହାଡ଼ ପାଦଦେଶରେ ପୂଜା ପାଉଛନ୍ତି ମା’ଗଡ଼ଚଣ୍ଡୀ

ହାଟଡିହୀ, ୨।୧(ଡି.ଏନ.ଏ.)-କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକରେ ଅବସ୍ଥିତ ମା’ ଗଡଚଣ୍ଡୀଙ୍କ ମନ୍ଦିର। ସାକ୍ଷାତ ଦେବୀ ରୂପେ ମା’ ଗଡଚଣ୍ଡୀ କେଉଁ ଆବହମାନ କାଳରୁ ପୂଜା ପାଇଆସୁଛନ୍ତି। ୧୯୯୮ ମସିହାରେ ଓଡିଶା ଟୁରିଜମ୍‌ ବିଭାଗ ତରଫରୁ ଗଡଚଣ୍ଡୀ ପୀଠକୁ...

ଟ୍ରକ ଚ଼ଢିଯିବାରୁ ନାବାଳିକାଙ୍କ ମୃତ୍ୟୁ: ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତାରୋକୋ

କେନ୍ଦୁଝର,୨।୧ (ସ୍ବ.ପ୍ର.)-ସଦର ଥାନା ଅନ୍ତର୍ଗତ ବଡପଶି ଗ୍ରାମ ନିକଟରେ ୨୦ ନମ୍ବର ଜାତୀୟ ରାଜପଥରେ ବୁଧବାର ସନ୍ଧ୍ୟାରେ ଏକ ଟ୍ରକ ଚ଼ଢିଯିବାରୁ ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଛି। ପ୍ରକାଶ ଯେ ହରିଚନ୍ଦନପୁର ବ୍ଲକ କଉତିପଦା ଗ୍ରାମର ଶ୍ରାବଣୀ ନାୟକ(୭) ବଡ଼ପୋଶିରେ...

ଶ୍ରୀମନ୍ଦିର ହୁଣ୍ଡିରେ ନୂଆବର୍ଷ ଭିଡ଼ର ପ୍ରଭାବ: ବାହାରିଲା ୧୧ଲକ୍ଷ ୪୬ ହଜାର ଟଙ୍କା

ପୁରୀ ଅଫିସ, ୨ା୧: ନୂଆବର୍ଷ ଅବସରରେ ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ହୋଇଛି। ପ୍ରାୟ ୫ ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ ଶ୍ରୀକ୍ଷେତ୍ର ଆସି ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ଆଶୀର୍ବାଦ କାମନା କରିଛନ୍ତି। ଏହାର ପ୍ରଭାବ ଶ୍ରୀମନ୍ଦିର ହୁଣ୍ଡିରେ ବି...

ଚାହିଦା ଥାଇ ମିଳୁନି ପ୍ରୋତ୍ସାହନ

କେନ୍ଦୁଝର,୨ା୧(ସ୍ବ.ପ୍ର.)-କେନ୍ଦୁଝର ଜିଲାର ବଣପାହାଡରୁ ମିଳୁଥିବା ଖାଦ୍ୟଶସ୍ୟ ଫଳମୂଳ, ପନିପରିବା ଆଦିର ଚାହିଦା ସହରାଞ୍ଚଳରେ ଅଧିକ ରହିଛି । କିନ୍ତୁ ଉପଯୁକ୍ତ ସହାୟତା ଓ ବଜାରର ଅଭାବ ଯୋଗୁ ବନବାସୀମାନେ କ୍ଷତିଗ୍ରସ୍ତ ହେଉଛନ୍ତି । ବିଶେଷ କରି ବେପାରୀମାନଙ୍କ ଦୌରାତ୍ମ୍ୟ ଯୋଗୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri