ଆମ ଜିଲା ଖବର

ସୁରଟରୁ ବ୍ରହ୍ମପୁର ଷ୍ଟେଶନରେ ବିଳମ୍ବିତ ରାତିରେ ପହଞ୍ଚିବ ଆଉ ୩ ଟ୍ରେନ୍‌

ବ୍ରହ୍ମପୁର ଅଫିସ,୨୩ା୫: ସୁରଟରୁ ଶ୍ରମିକମାନଙ୍କୁ ନେଇ ବାହାରିଥିବା ୩ଟି ସ୍ବତନ୍ତ୍ର ଟ୍ରେନ ଶନିବାର ବିଳମ୍ବିତ ରାତିରେ ବ୍ରହ୍ମପୁର ଷ୍ଟେଶନରେ ପହଞ୍ଚିବ। ବିଭିନ୍ନ ଜିଲାର ଶ୍ରମିକମାନେ ଉକ୍ତ ଟ୍ରେନରେ ଆସିବେ ବୋଲି ଜଣାପଡ଼ିଛି। ବହ୍ମପୁର ରେଳଷ୍ଟେଶନର ୪ ନମ୍ବର ପ୍ଲାଟଫର୍ମରେ ଏହିସବୁ ଟ୍ରେନ୍‌…

ବାଲିଆପାଳ ଅଞ୍ଚଳରେ ବ୍ୟାପକ କ୍ଷତି

ବାଲିଆପାଳ, ୨୩।୫(ସ୍ବ.ପ୍ର.)-ବାତ୍ୟା ଅମ୍ଫନ ପ୍ରଭାବରେ ବାଲିଆପାଳ ବ୍ଲକରେ ବ୍ୟାପକ କ୍ଷତି ହୋଇଛି। ବାତ୍ୟା ଛାଡ଼ିଯାଇଛି ମାତ୍ର ତାର ପ୍ରଭାବରେ ଚାଷୀ ଏବଂ ଗରିବ ଲୋକଙ୍କ ମେରୁଦଣ୍ଡ ଭାଙ୍ଗିଯାଇଛି। ଶହ ଶହ ଏକରରେ ହୋଇଥିବା ରବିଧାନ ପାଣିରେ ଭାସୁଛି। ସେହିପରି ସମୁଦ୍ରକୂଳିଆ ଗାଁଗୁଡ଼ିକରେ…

ମାଛ ଧରିବାକୁ ଯାଇ ବୁଢ଼ାବଳଙ୍ଗରେ ଯୁବକ ନିଖୋଜ

ବଡ଼ସାହି,୨୩ା୫(ସ୍ବ.ପ୍ର.)-ବୁଢ଼ାବଳଙ୍ଗ ନଦୀରେ ମାଛ ଧରୁଥିବା ବେଳେ ଶନିବାର ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ସେ ହେଲେ ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଚନ୍ଦନପୁର ପଞ୍ଚାୟତ ଅଧୀନ ମହୁପୁରା ଗ୍ରାମର ରଥ ମହାନ୍ତଙ୍କ ପୁଅ ରମାକାନ୍ତ(୩୨)। ଖବରପାଇ ବଡ଼ସାହି ଓ ବେତନଟୀ ଦମକଳ…

୮୦୦ ପ୍ରବାସୀ ଶ୍ରମିକଙ୍କୁ ନେଇ ନିର୍ଗୁଣ୍ଡି ଷ୍ଟେଶନରେ ପହଞ୍ଚିଲା ସ୍ବତନ୍ତ୍ର ଟ୍ରେନ୍‌

ଚୌଦ୍ୱାର,୨୩ା୫(ଡି.ଏନ୍‌.ଏ.): ଶନିବାର ଅପରାହ୍ନରେ ଆଉ ଏକ ଶ୍ରମିକ ସ୍ବତନ୍ତ୍ର ଟ୍ରେନ୍‌ ପ୍ରବାସୀଙ୍କୁ ନେଇ କଟକ ଜିଲା ନିର୍ଗୁଣ୍ଡି ଷ୍ଟେଶନରେ ପହଞ୍ଚିଛି। ଆନ୍ଧ୍ରପ୍ରଦେଶ ଗୁଣ୍ଟୁରରୁ ପ୍ରବାସୀ ଓଡ଼ିଆମାନଙ୍କୁ ନେଇ ଭଦ୍ରକ ଆସିଥିବା ଏହି ଗାଡ଼ିରେ ନିର୍ଗୁଣ୍ଡି ଠାରେ କଟକ, ଜଗତସିଂହପୁର,କେନ୍ଦ୍ରାପଡ଼ା, ପୁରୀ,ଗଞ୍ଜାମ, ଅନୁଗୋଳ…

ପିତ୍ତଳ କ୍ୱାରାଣ୍ଟାଇନ୍‌ ସେଣ୍ଟର ପରିଦର୍ଶନ କଲେ ଗଞ୍ଜାମ ଜିଲାପାଳ

ଶେରଗଡ଼, ୨୩।୫(ଡି.ଏନ୍‌.ଏ.)- ଶେରଗଡ଼ ବ୍ଲକର ପିତ୍ତଳ ଓ ବ୍ରାହ୍ମଣଛାଇ କ୍ୱାରାଣ୍ଟଇନ କେନ୍ଦ୍ରକୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଶନିବାର ପରିଦର୍ଶନ କରିଥିଲେ। ସେଠାରେ ସେ କ୍ୱାରାଣ୍ଟାଇନ କେନ୍ଦ୍ରଗୁଡିକର ସ୍ଥିତି ସମ୍ପର୍କରେ ପଚାରି ବୁଝିଛନ୍ତି। ଏଥିସହ ସଂଗରୋଧ କେନ୍ଦ୍ରରେ ବ୍ୟାୟାମ କରନ୍ତୁ, ଚିତ୍ର…

ଛତ୍ରପୁର ବିଡିଓଙ୍କ ପରେ ପାତ୍ରପୁର ତହସିଲଦାରଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୨୩।୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ କରୋନା ଯୋଦ୍ଧାଙ୍କୁ ଅସମ୍ମାନ ଏବଂ ଦୁର୍ବ୍ୟବହାର କରାଯାଉଥିବା ଅଭିଯୋଗ ବଢ଼ିବାରେ ଲାଗିଛି। ଡାକ୍ତର, ଆଶାକର୍ମୀ, ଶିକ୍ଷକ, ମହିଳା ସଂଘ ସଦସ୍ୟ ଏପରିକି ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହେଉଥିବା ନଜିରକୁ ଆସୁଛି। ଏବେ ଓଏଏସ୍‌ ଅଫିସରଙ୍କ…

ବାସୁଦେବପୁର ବ୍ଲକର ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିଲେ ବିଧାୟକ

ପଦ୍ମପୁର,୨୩।୫(ଡି.ଏନ୍‌.ଏ.): ଅମ୍ଫନ୍‌ ବାତ୍ୟାରେ କ୍ଷତିଗ୍ରସ୍ତ ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ୧୬ଟି ପଞ୍ଚାୟତକୁ ବିଧାୟକ ବୁଲି ଦେଖିଛନ୍ତି। ଶନିବାର ଅପରାହ୍ନରେ ବିଧାୟକ ବିଷ୍ଣୁବ୍ରତ ରାଉତରାୟ ବିଭିନ୍ନ ପଞ୍ଚାୟତର ବାତ୍ୟା ପ୍ରଭବରେ ଭାଙ୍ଗି ଯାଇଥିବା ମାଟି ଘରଗୁଡିକ ଦେଖିବା ସହ କ୍ଷତିଗ୍ରସ୍ତ ଲୋକଙ୍କୁ…

ବିବାହ ପ୍ରଲୋଭନ ଦେଖାଇ ଶାରୀରିକ ସମ୍ପର୍କ ରଖିବା ବଳାତ୍କାର ନୁହେଁ: ହାଇକୋର୍ଟ

କଟକ ଅଫିସ,୨୩ା୫: ବିବାହ ପ୍ରଲୋଭନ ଦେଖାଇ ଶାରୀରିକ ସମ୍ପର୍କ ରଖିବା ବଳାତ୍କାର ନୁହଁ ବୋଲି ଶନିବାର ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। କୋରାପୁଟ ଜିଲା ପଟାଙ୍ଗୀ ଥାନା ଅଞ୍ଚଳର ଏକ ମାମଲାର ଶୁଣାଣି ବେଳେ ଜଷ୍ଟିସ୍‌ ସଞ୍ଜୀବ କୁମାର ପାଣିଗ୍ରାହୀ ଏହି…

ସାବିତ୍ରୀ ଭୋଗ ଖାଇ ୧୦ ଅସୁସ୍ଥ

ବନ୍ତ,୨୩ା୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ବନ୍ତ ବ୍ଲକ ରାମପୁର ଗ୍ରାମର ୧୦ଜଣ ବ୍ୟକ୍ତି ସାବିତ୍ରୀ ଭୋଗ ଖାଇ ଅସୁସ୍ଥ ହୋଇଥିବା ବେଳେ ୨ ଜଣଙ୍କୁ ଭଦ୍ରକ ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି ା ସୂଚନାଯୋଗ୍ୟ, ସାବିତ୍ରୀ ବ୍ରତ ଅବସରରେ ରାମପୁର ଗ୍ରାମର କିଛି…

ଖୁଣ୍ଟସମଲାଇ ସଙ୍ଗରୋଧ କେନ୍ଦ୍ରରେ ବୃଦ୍ଧଙ୍କ ମୃତ୍ୟୁ: ପ୍ରଶାସନ ପକ୍ଷରୁ ପରିବାରକୁ ସୂଚନା ଦିଆଯାଇ ନ ଥିବାରୁ ଗ୍ରାମରେ ଉତ୍ତେଜନା

ପାଟଣାଗଡ଼,୨୩।୫ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ବ୍ଲକ ଖୁଣ୍ଟସମଲାଇ ସଂଗୋରଧ କେନ୍ଦ୍ରରେ ଶନିବାର ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଖୁଣ୍ଟସମଲାଇ ଗ୍ରାମର ଟିକେମଣି ତଅଁଲା(୬୨)। ପ୍ରକାଶ ଯେ, ଟିକେମଣି ସ୍ତ୍ରୀଙ୍କ ସହ ଗତ ୧୭ ତାରିଖରେ ଗାଁକୁ ଫେରିଥିଲେ।…

କୋଭିଡ୍‌-୧୯ କାର୍ଯ୍ୟରେ ନିୟୋଜିତ ଅଙ୍ଗନଓ୍ବାଡ଼ି କର୍ମୀଙ୍କ ଜୀବନଗଲା 

ଆନନ୍ଦପୁର,୨୩ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଗଁପୁର ପଞ୍ଚାୟତ ବରାଙ୍ଗ ଅଙ୍ଗନଓ୍ବାଡ଼ି କେନ୍ଦ୍ର-୧ର କାର୍ଯ୍ୟରତ କର୍ମୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଶନିବାର ସକାଳେ ଅଙ୍ଗନଓ୍ବାଡି କର୍ମୀ ପୁଷ୍ପଲତା ଜେନା ତାଙ୍କ ପୁଅଙ୍କ ସହିତ ବାଇକ୍‌ ଯୋଗେ ନୂଆମାଳିଆ କ୍ୱାରାଣ୍ଟାଇନ୍‌ କେନ୍ଦ୍ରକୁ ଯାଉଥିବା…

ବାପାଙ୍କ ଏଟିଏମ୍‌ କାର୍ଡ ଆଣିବାକୁ ଯାଇ ଫେରିଲେନି ୩ ଭାଇ: ସୁଡଙ୍ଗରେ ଶ୍ୱାସରୁଦ୍ଧ ହୋଇ ମୃତ୍ୟୁ

ଆର୍‌.ଉଦୟଗିରି,୨୩।୫: ଗଜପତି ଜିଲା ଅନ୍ତର୍ଗତ ଅଡବା ଥାନାର ବିରିକୋଟ ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଘର ଭିତରେ ଥିବା ସୁଡଙ୍ଗ ଭିତରକୁ ଯାଇ ୩ ଭାଇଙ୍କର ମୃତ୍ୟୁ ଘଟିଛି। ମୃତକମାନେ ହେଲେ ବିକ୍ରୀ ମାଝୀ, ସଞ୍ଜୀବ ମାଝୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?