ଆମ ଜିଲା ଖବର

ସ୍ନାନଯାତ୍ରା ପୂର୍ବରୁ ଗରାବଡ଼ୁ ସେବକଙ୍କର ହେବ କରୋନା ଟେଷ୍ଟ:୩ ତାରିଖ ସୁଦ୍ଧା ଆସିବ ରିପୋର୍ଟ

ପୁରୀ ଅଫିସ, ୨୩।୫: ମହାପ୍ରଭୁଙ୍କ ସ୍ନାନଯାତ୍ରାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବିଭିନ୍ନ ପ୍ରକାର ପ୍ରସ୍ତୁତି ଆରମ୍ଭ ହୋଇଛି। ମହାମାରୀ କରୋନାର ବିଭୀଷିକା ମଧ୍ୟରେ କିପରି ଠାକୁରଙ୍କ ନୀତିକାନ୍ତି ଶୃଙ୍ଖଳିତ ହେବ ସେ ନେଇ ବିଭିନ୍ନ ପର୍ଯ୍ୟାୟକ୍ରମେ ଆଲୋଚନା କରାଯାଉଛି।…

ବଲାଙ୍ଗୀର ଜିଲାରେ ନୂଆ ୧ କରୋନା ପଜିଟିଭ ଚିହ୍ନଟ, ସଂକ୍ରମିତଙ୍କ ସଖ୍ୟା ୯କୁ ବୃଦ୍ଧି

ବଲାଙ୍ଗୀର ଅଫିସ, ୨୩।୫: ବଲାଙ୍ଗୀର ଜିଲାରେ ଶନିବାର ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହା ଜଣାପଡ଼ିବା ପରେ ଆକ୍ରାନ୍ତଙ୍କୁ ଭୁବନେଶ୍ବର କୋଭିଡ ହସ୍ପିଟାଲକୁ ପଠାଯାଇଥିବା ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସୂଚନା ଦେଇଛନ୍ତି। ଆକ୍ରାନ୍ତଜଣଙ୍କ ଗତ ୧୮…

ଭଣ୍ଡାରିପୋଖରୀର ୩ କ୍ୱାରାଣ୍ଟାଇନ ସେଣ୍ଟରରୁ ୨୦ ଜଣଙ୍କ ସ୍ବାବ ସଂଗ୍ରହ

ଭଣ୍ଡାରିପୋଖରୀ,୨୩।୫ (ଡି.ଏନ୍‌.ଏ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକର ତିନୋଟି ସଙ୍ଗରୋଧ କେନ୍ଦ୍ରରୁ କରୋନା ଲକ୍ଷଣ ଥିବା ୨୦ ପ୍ରବାସୀଙ୍କ ସ୍ବାବ ସଂଗ୍ରହ କରାଯାଇଛି। ମାଳଦା ପଞ୍ଚାୟତ ସଙ୍ଗରୋଧ କେନ୍ଦ୍ରରୁ ୧୩ ଜଣ, ନପଙ୍ଗ ପଞ୍ଚାୟତସ୍ଥିତ ଚଣ୍ଡୀମାତା ଉଚ୍ଚ ବିଦ୍ୟାପୀଠ କେନ୍ଦ୍ରରୁ ୨…

ଥାନା ଭିତରେ ଥାର୍ଡ ଡିଗ୍ରୀ ପଡ଼ିଲା ମହଙ୍ଗା: ପାଟଣା ଥାନା ଆଇଆଇସିଙ୍କୁ ନିଲମ୍ବନ କଲେ ଡିଜି

ଭୁବନେଶ୍ୱର(ବ୍ୟୁରୋ)/ ପାଟଣା(ସ୍ବ.ପ୍ର.),୨୩।୫: କେନ୍ଦୁଝର ଜିଲା ପାଟଣା ଥାନା ଆଇଆଇସି ନିଲମ୍ବିତ ହୋଇଛନ୍ତି। ଥାନା ଭିତରେ ଜଣେ ଅଭିଯୁକ୍ତଙ୍କୁ ଥାର୍ଡ ଡିଗ୍ରୀ କରୁଥିବାର ଭିଡିଓ ଭାଇରାଲ ହେବା ପରେ ଆଇଆଇସି ସନ୍ଧ୍ୟାରାଣୀ ଜେନାଙ୍କୁ ନିଲମ୍ବନ କରାଯାଇଛି। ଏ ନେଇ ଜିଡିପି କାର୍ଯ୍ୟାଳୟ ପକ୍ଷରୁ…

ମଧୁ ଆପ୍‌ରେ ପାଠ ପଢୁଛନ୍ତି ୧ଲକ୍ଷ ୧ହଜାର ସ୍କୁଲ ପିଲା: ଟୁଇଟ୍‌କରି ସୂଚନା ଦେଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର, ୨୩।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ସ୍କୁଲ ପିଲାମାନଙ୍କ ପାଠପଢ଼ା ନିମନ୍ତେ ଗତବର୍ଷ ଠାରୁ ମଧୁ ଆପ୍‌ ଆରମ୍ଭ ହୋଇଛି। ଏହାକୁ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭାରମ୍ଭ କରିଥିଲେ। ଗଞ୍ଜାମ ଜିଲାର ହାଇସ୍କୁଲ ଶିକ୍ଷକଙ୍କ ଦ୍ୱାରା…

ଅଗରନାସୀ ନିକଟ ସମୁଦ୍ରରୁ ତିମିର ମୃତଦେହ ଉଦ୍ଧାର

କେନ୍ଦ୍ରାପଡ଼ା ଅଫିସ/ରାଜନଗର, ୨୩।୫(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଗହୀରମଥା ରେଞ୍ଜ ଅଧୀନ ଅଗରନାସୀ ନିକଟ ସମୁଦ୍ରରୁ ୪୦ ଫୁଟ ଲମ୍ବର ଏକ ତିମିର ମୃତଦେହ ଦେଖିବାକୁ ମିଳିଛି। ଖବର ପାଇ ରେଞ୍ଜ ଅଧିକାରୀ ଦେବାଶିଷ ଭୋଇଙ୍କ ନେତୃତ୍ୱରେ ଏକ ଟିମ୍‌ ତଦନ୍ତ ପାଇଁ…

ଗଞ୍ଜାମ ଷ୍ଟେସନ ଅଞ୍ଚଳରୁ ଚୋରି, ଥାନାରେ ଏତଲା

ଗଞ୍ଜାମ,୨୩।୫(ଡି.ଏନ୍‌.ଏ.): ଗଞ୍ଜାମ ଷ୍ଟେସନ ରୋଡରେ ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ବ୍ୟକ୍ତିଙ୍କ ଘରୁ ବଡ଼ ଧରଣର ଚୋରି ହୋଇଛିବ। ଏନେଇ ଶନିବାର ସ୍ଥାନୀୟ ଥାନାରେ ଅଭିଯୋଗ ହୋଇଛି। ସୂଚନା ଅନୁଯାଇ ଷ୍ଟେସନ ରୋଡ଼ଠାରେ ଦୀର୍ଘ ବର୍ଷ ହେବ ସୁଶାନ୍ତ ସେଠୀ ନାମକ…

ସଂଜୀବ ନାୟକ ହେଲେ ଭାଜପା ମିଡିଆ ସେଲର ଜିଲା ସଂଯୋଜକ

କେନ୍ଦୁଝର,୨୩।୫(ସ୍ବ.ପ୍ର.): ଭାଜପା ପକ୍ଷରୁ ଜିଲା ମିଡିଆ ସେଲର କର୍ମକର୍ତ୍ତା ଘୋଷଣା କରାଯାଇଛି। ସଂଜୀବ ନାୟକଙ୍କୁ ଜିଲା ସଂଯୋଜକ ଭାବେ ଚୟନ କରାଯାଇଛି। ସେହିପରି ବିଶ୍ୱଜିତ ତ୍ରିପାଠୀ ସଦର ନିର୍ବାଚନ ମଣ୍ଡଳୀର ସଂଯୋଜକ ହୋଇଥିବା ବେଳେ ପାଟଣା ନିର୍ବାଚନ ମଣ୍ଡଳୀର ସଂଯୋଜକ ଭାବେ…

କରୋନା ଆକ୍ରାନ୍ତରେ ଅର୍ଦ୍ଧଶତକ ଟପିଲା ପୁରୀ ଜିଲା

ପୁରୀ ଅଫିସ, ୧୩।୫: ପୁରୀ ଜିଲାରେ ହୁ ହୁ ହୋଇ ବଢ଼ିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଶନିବାର ପୁଣି ୧୭ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଫଳରେ ଜିଲାରେ…

ଝାରସୁଗୁଡାରେ ୨ ନୂଆ କରୋନା ପଜିଟିଭ୍‌ ଚିହ୍ନଟ: ୫ ବର୍ଷର ଶିଶୁ ସଂସ୍ପର୍ଶରେ ଆସି ବର୍ଷକର ଶିଶୁ କନ୍ୟା ଆକ୍ରାନ୍ତ

ଝାରସୁଗୁଡା ଅଫିସ,୨୩।୫: ଝାରସୁଗୁଡା ଜିଲାରେ ଶନିବାର ୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ବର୍ଷକର ଶିୁଶୁ ହୋଇଥିବା ବେଳେ ଅନ୍ୟ ଜଣକ ୪୦ବର୍ଷୀୟ ବ୍ୟକ୍ତି। ଏନେଇ ଜିଲାପାଳ ସରୋଜ କୁମାର ସାମଲ…

ଚଢ଼ା ଦରରେ କିରୋସିନ ବିକ୍ରି ନେଇ ଅସନ୍ତୋଷ

ଦାରିଙ୍ଗବାଡ଼ି,୨୩।୫(ଡି.ଏନ୍‌.ଏ.): ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଚଢ଼ା ଦରରେ ପିଡିଏସ୍‌ କିରୋସିନ ବିକ୍ରିକୁ ନେଇ ଅସନ୍ତୋଷ ଦେଖାଯାଇଛି। ପୂର୍ବରୁ କିରୋସିନ ୩୦ ଟଙ୍କାରେ ବିକ୍ରି କରାଯାଉଥିବାବେଳେ ଏବେ ଲକ୍‌ଡାଉନ ଯୋଗୁ ରାଶନ କାର୍ଡ଼ ହିତାଧିକାରୀଙ୍କୁ ୧୮ଟଙ୍କାରେ ଏହା ଦିଆଯିବାକୁ ନିର୍ଦ୍ଦେଶ ରହିଛି। ମାତ୍ର…

କେନ୍ଦ୍ରରୁ ପ୍ରଶଂସା ସାଉଣ୍ଟିଲା ଖପୁରିଆ ଆଇଟିଆଇ

କଟକ ଅଫିସ,୨୩ା୫: କଟକ ଖପୁରିଆସ୍ଥିତ ସରକାରୀ ଆଇଟିଆଇ ନିଜ ଜ୍ଞାନ କୌଶଳ ଦ୍ୱାରା ଅଟୋମେଟିକ୍‌ ସାନିଟାଇଜ ମେଶିନ, ଭ୍ରାମ୍ୟମାଣ କରୋନା ନମୁନା ସଂଗ୍ରହ ମେଶିନ ଓ ଦୁଇଟି ରୋବୋଟ ପ୍ରସ୍ତୁତ କରି ପ୍ରଶଂସା ସାଉଣ୍ଟିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‌ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?