ଆମ ଜିଲା ଖବର

ଧାନଗଦାରେ ନିଆଁ ଲଗାଇଦେଲେ ଯୁବକ, ବଡ଼ସାହି ଥାନାରେ ଅଭିଯୋଗ କଲେ ଚାଷୀ

ବଡ଼ସାହି,୧।୧(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଅନ୍ତର୍ଗତ ସୁହାଗପୁର ପଞ୍ଚାୟତ ଗୋଉଡ଼ମୁଣ୍ଡଳୀ ଗ୍ରାମର ଜନୈକ ଯୁବକ ଜଣେ ଚାଷୀଙ୍କ ଧାନଗଦାରେ ନିଆଁ ଲଗାଇ ଦେଇଥିବା ଅଭିଯୋଗ ହୋଇଛି। ଚାଷୀ ବିଜୟ ଶଙ୍ଖୁଆଳ କ୍ଷେତରେ ଧାନଗଦା ମାରିଥିଲେ। ମଙ୍ଗଳବାର ରାତିରେ ଯୁବକ...

ନୂଆବର୍ଷରେ ଆରଡିରେ ପ୍ରବଳ ଭିଡ

ଆରଡି,୧।୧, (ଡି.ଏନ.ଏ): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡିକୁ ନୂଆବର୍ଷ ଉପଲକ୍ଷେ ବୁଧବାର ହଜାର ହଜାର ଶ୍ରଦ୍ଧାଳୁଙ୍କ ଆଗମନ ହୋଇଥିଲା। ଭକ୍ତମାନେ ଲମ୍ବା ଲାଇନରେ ଆସି ବାବା ଆଖଣ୍ଡଳମଣିଙ୍କୁ ଦର୍ଶନ କରିଥିଲେ। ଆରଡି ଫାଣ୍ଡି ଅଧିକାରୀଙ୍କ ପ୍ରତ୍ୟେକ୍ଷ ତତ୍ତ୍ବାବଧାନରେ ପୀଠରେ...

ଜିଲାପାଳଙ୍କ କାର୍ଯ୍ୟାଳୟ କାନ୍ଥରେ ସମ୍ମାନହାନିସୂଚକ ଲେଖା

ମାଲକାନଗିରି,୧।୧(ସ୍ବ.ପ୍ର): ମାଲକାନଗିରି ଜିଲାପାଳଙ୍କ ବିରୋଧରେ ଜିଲାପାଳ କାର୍ଯ୍ୟାଳୟ କାନ୍ଥରେ ଜିଲାପାଳ ଚୋର ହେ, ଦୁର୍ନୀତିଖୋର ଅଫିସର, ଜିଲାପାଳ କିଲିଡ୍‌ ପିଏ ଆଦି ସମ୍ମାନହାନିସୂଚକ ମନ୍ତବ୍ୟ କାନ୍ଥରେ ଲେଖାଯାଇଛି। ପୂର୍ବରୁ ପୂର୍ବତନ ସାଂସଦ କଂଗ୍ରେସର ପ୍ରଦୀପ ମାଝୀ ପ୍ରେସ୍‌ମିଟ କରି ଜିଲାପାଳଙ୍କ...

ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ

ଭଦ୍ରକ ଅଫିସ, ୧।୧: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ଜଳଙ୍ଗା ଗ୍ରାମରେ ସଂଘବଦ୍ଧ ଆକ୍ରମଣରେ ସତ୍ୟବ୍ରତ ଶିଅଳ(୨୫)ଙ୍କ ମୃତ୍ୟୁ ଘଟିଛି। ବୁଧବାର ସକାଳେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରଛି। ଭୋରୁ ବ୍ୟାଙ୍କ ନିକଟରେ ସତ୍ୟବ୍ରତଙ୍କ ମୃତଦେହ ଦେଖିବାକୁ...

ଚନ୍ଦ୍ରଭାଗାରେ ସୂର୍ଯ୍ୟୋଦୟ ଦର୍ଶନ: ପର୍ଯ୍ୟଟକଙ୍କ ଭିଡ଼

କୋଣାର୍କ,୧.୧(ଡି.ଏନ.ଏ): ନବବର୍ଷ ଉପଲକ୍ଷେ ପ୍ରଥମ ସୂର୍ଯ୍ୟଦର୍ଶନ ପାଇଁ ବୁଧବାର ଭୋର ଚାରିଟାରୁ ଚନ୍ଦ୍ରଭାଗା କୂଳରେ ହଜାର ହଜାର ସଂଖ୍ୟାର ପର୍ଯ୍ୟଟକ ଓ ସ୍ଥାନୀୟ ଲୋକଙ୍କ ଭିଡ଼ ଲାଗିଥିବା ଦେଖିବାକୁ ମିଳିଥିଲା। ଲୋକମାନେ ସୂର୍ଯ୍ୟ ଦର୍ଶନ ସହ ପୂଜାର୍ଚ୍ଚନା ଓ ତିଳତର୍ପଣ...

ନୂଆବର୍ଷର ପ୍ରଥମ ସୂର୍ଯ୍ୟ ଦର୍ଶନ: ପୁରୀରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼

ପୁରୀ ଅଫିସ,୧।୧: ଆରମ୍ଭ ହୋଇଛି ବର୍ଷ ୨୦୨୦। ନୂଆବର୍ଷର ପ୍ରଥମ ସୂର୍ଯ୍ୟଦର୍ଶନ ଏବଂ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ପାଇଁ ପୁରୀରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ହୋଇଛି। ମହାପ୍ରଭୁଙ୍କ ଦର୍ଶନ କରି ପରିବାର ତଥା ବନ୍ଧୁ ପରିଜନଙ୍କ ଶୁଭ ମନାସିବା ପାଇଁ...

ସ୍ଥିତାବସ୍ଥା ବଜାୟ ରଖିଛି କଂଗ୍ରେସ

ଯାଜପୁର ଅଫିସ,୧-୧:ଗତ ସାଧାରଣ ନିର୍ବାଚନରେ କୋରେଇ ନିର୍ବାଚନ ମଣ୍ଡଳୀରେ କଂଗ୍ରେସ ଆଶାତୀତ ଭାବେ ସଫଳତା ଅର୍ଜନ କରିଥିଲା। କଂଗ୍ରେସ ପ୍ରାର୍ଥତ୍ନୀ ବନ୍ଦିତା ପରିଡା ୩୦ହଜାରରୁ ଊର୍ଦ୍ଧ୍ୱ ଭୋଟ ପାଇ ଉଭୟ ବିଜେଡି ଓ ଭାଜପା ପାଇଁ ଚ୍ୟାଲେଞ୍ଜ ସୃଷ୍ଟି କରିଥିଲେ...

ସଂଘର୍ଷର ସନ୍ତକ ଦେଲା ‘୧୯’

କଟକ ଅଫିସ, ୧-୧:ପିଲାଟି ବେଳୁ ସଂଘର୍ଷ କଲି। ସଂଘର୍ଷ ମୋ’ ପିଛା ଛାଡ଼ିନି କି କେବେ ସଂଘର୍ଷମୟ ଜୀବନ ବଞ୍ଚିବାକୁ ମୁଁ ଡରିନି। ବର୍ଷବର୍ଷ ଧରି ଗରିବ, ନିରାଶ୍ରୟ ଲୋକଙ୍କ ପାଇଁ କାମ କରିଥିଲି। ହେଲେ ଏଇ ୨୦୧୯ ହିଁ...

ବରଗଡ଼ ଧନୁଯାତ୍ରା ଉଦ୍‌ଘାଟିତ

ମଥୁରାନଗରୀ,୧-୧:ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ ଉଦ୍‌ଘାଟିତ ହୋଇଯାଇଛି। ବରଗଡ଼ ବିଧାୟକ ଦେବେଶ ଆଚାର୍ଯ୍ୟ, ବରଗଡ଼ ଏମ୍‌ପି ସୁରେଶ ପୂଜାରୀ, ରାଜ୍ୟସଭା ସଦସ୍ୟ ପ୍ରସନ୍ନ ଆଚାର୍ଯ୍ୟ ଏହାକୁ ଉଦ୍‌ଘାଟନ କରିଥିଲେ। ଉଦ୍‌ଘାଟନୀ...

ଦକ୍ଷତାବିହୀନ ୫ କର୍ମଚାରୀଙ୍କୁ ପ୍ରାକ୍‌ ଅବସର ନୋଟିସ

ଛତ୍ରପୁର,୧-୧(ଡି.ଏନ୍‌.ଏ.):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୫-ଟି କାର୍ଯ୍ୟକ୍ରମର ମାନଦଣ୍ଡରେ ପ୍ରଶାସନିକ କାର୍ଯ୍ୟ ନିର୍ବାହ କରିବା ବାଧ୍ୟତାମୂଳକ ରହିଛି। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଜିଲାର ଦକ୍ଷତାବିହୀନ ୫ ସରକାରୀ କର୍ମଚାରୀଙ୍କୁ ପ୍ରାକ୍‌ ଅବସର ଦେବାପାଇଁ ନିଷ୍ପତ୍ତି ନେଇଛନ୍ତି।...

ମଣ୍ଡିରୁ ଉଠୁନି ଧାନ, ଚାଷୀଙ୍କ ରାସ୍ତାରୋକୋ

କୋକସରା,୧।୧(ଡି.ଏନ୍‌.ଏ.):କଳାହଣ୍ଡି ଜିଲା କୋକସରା ବ୍ଲକର ବିଭିନ୍ନ ମଣ୍ଡିରେ ଧାନକିଣା ପ୍ରକ୍ରିୟାରେ ଅଚଳାବସ୍ତା ଯୋଗୁ ଚାଷୀମାନେ ବିଭିନ୍ନ ସମୟରେ ଆନ୍ଦୋଳନ କରି ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି। ଏପରିସ୍ଥିତିରେ ମଙ୍ଗଳବାର କୋକସରା ମଣ୍ଡିର ଚାଷୀମାନେ ଧାନ ଉଠାଣ ଦାବି କରି ଭବାନୀପାଟଣା-ନବରଙ୍ଗପୁର ୨୬...

ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ ଗ୍ରହଣ: ଫଳାଫଳ ଘୋଷଣା ଉପରେ ରହିତାଦେଶ

କର୍ଲାମୁଣ୍ଡା, ୧ା୧ (ଡି.ଏନ.ଏ.) – କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଧ୍ୟକ୍ଷା ଅମ୍ରିତା ସାହୁଙ୍କ ବିରୋଧରେ ଆସିଥିବା ଅନାସ୍ଥା ପ୍ରସ୍ତାବ ଉପରେ ଆଲୋଚନା କରାଯାଇ ପୂର୍ବ କାର୍ଯ୍ୟସୂଚୀ ଅନୁଯାଇ ମଙ୍ଗଳବାର ମଧ୍ୟାହ୍ନରେ ଭୋଟ ଗ୍ରହଣ କରାଯାଇଥିଲା। ହେଲେ ଅଧ୍ୟକ୍ଷା ହାଇକୋର୍ଟରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri