ଆମ ଜିଲା ଖବର

ଇଦ୍‌ରେ ସମୂହ ନମାଜ ପାଠ ପାଇଁ ଘଣ୍ଟାଏ ମିଳୁ: ଦାବି ଜଣାଇଲା ଏଏପି

କଟକ ଅଫିସ,୨୩ା୫: ଇଦ୍‌ ଅବସରେ ସମୂହ ନମାଜ ପାଠ ପାଇଁ ଦାବି କରିଛି ଆମ୍‌ ଆଦ୍‌ମି ପାର୍ଟି (ଏଏପି) ସଂଖ୍ୟାଲଘୁ ଶାଖା। ଶାଖା ସଭାପତି ସେଖ୍‌ ମୁସ୍ତାକିମ ବକ୍ସଙ୍କ ନେତୃତ୍ୱରେ କର୍ମୀମାନେ ଶୁକ୍ରବାର ଜିଲାପାଳଙ୍କ ଜରିଆରେ ଏନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ଦେଇଛନ୍ତି।…

ଶେଷ ପର୍ଯ୍ୟାୟରେ ଚାରିନାହାକା କାମ

ପୁରୀ ଅଫିସ,୨୩ା୫: ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଜୋର୍‌ଦାର ଚାଲିଛି। ତିନିରଥର ମୁଖ୍ୟ ମହାରଣା ସେବକଙ୍କ ନେତୃତ୍ୱରେ ରଥଖଳାରେ କାମ ଜାରି ରହିଥିବାବେଳେ ଶୁକ୍ରବାର ସୁଦ୍ଧା ମୋଟ ୪୨ ଚକ ମଧ୍ୟରୁ ୩୧ଟି ପ୍ରସ୍ତୁତ ହୋଇଯାଇଛି। ଆଉ ୧୧ଟିର କାମ…

ଫନୀ ପରେ ଅମ୍ଫନ୍‌ ଦେଇଗଲା ଦୁଃଖ

ପୁରୀ ଅଫିସ,୨୩ା୫: ବାତ୍ୟା ଫନୀରେ ପୁରୀ ଜିଲାର ପାନଚାଷ ସମ୍ପୂର୍ଣ୍ଣ ଉଜୁଡ଼ି ଯାଇଥିଲା। ପବନ ମାଡ଼ରେ ଧରାଶାୟୀ ହୋଇଥିଲା ହଜାର ହଜାର ପାନବରଜ। ଧାର, କରଜ କରି ବରଜ ତିଆରି କରିଥିବା ପାନଚାଷୀ ମୁଣ୍ଡରେ ହାତ ଦେଇଥିଲେ। କେମିତି ପୁଣି ବରଜକୁ…

କୁମ୍ଭାରପଡ଼ା ଥାନା କର୍ମଚାରୀଙ୍କ ରିପୋର୍ଟ ନେଗେଟିଭ

ପୁରୀ ଅଫିସ,୨୩ା୫: ଆଶ୍ୱସ୍ତ ହୋଇଛନ୍ତି କୁମ୍ଭାରପଡ଼ା ଥାନା କର୍ମଚାରୀ। ଜଣେ ଗିରଫ ଅଭିଯୁକ୍ତ କରୋନା ଆକ୍ରାନ୍ତ ଜଣାପଡ଼ିିବା ପରେ ଥାନା ଆଇଆଇସିଙ୍କଠାରୁ ଆରମ୍ଭ କରି ପ୍ରାୟ ୩୦ କର୍ମଚାରୀ କ୍ବାରାଣ୍ଟାଇନରେ ଥିଲେ। ପରେ ସମସ୍ତଙ୍କର କୋଭିଡ଼ ଟେଷ୍ଟ ଲାଗି ସ୍ବାବ ନମୁନା…

ସାମାଜିକ ଦୂରତ୍ୱ ଉଲ୍ଲଂଘନ: ପୋଲିସ ଅସହାୟ

ପୁରୀ ଅଫିସ,୨୩ା୫: ମହାମାରୀ କରୋନା ହୁ ହୁ ହୋଇ ମାଡ଼ୁଛି। ଏହାକୁ କିପରି ମୁକାବିଲା କରାଯାଇପାରିବ ସେଥିଲାଗି ଦେଶବ୍ୟାପୀ ଲକ୍‌ଡାଉନ୍‌ ଚାଲିଛି। ଲକ୍‌ଡାଉନ ଗାଇଡ୍‌ଲାଇନ ଅନୁସାରେ କୌଣସି ଗୋଟିଏ ଜାଗାରେ ଲୋକେ ସମାଗମ ହେବେ ନାହିଁ, ସାମାଜିକ ଦୂରତା ରକ୍ଷା ଦିଗରେ…

ଦଣ୍ଡକୁ ଝୁରୁଛି ଗଁ। ଦାଣ୍ଡ

(ଉପେନ୍ଦ୍ର ରାଉତ) ବଅଁରପାଳ,୨୩ା୫ – ଲୋକକଳା ଦଣ୍ଡନୃତ୍ୟ ଓଡ଼ିଶାର ଘରେ ଘରେ ପରିଚିତ। ବିଶେଷକରି ଚୈତ୍ର ମାସରେ ଦଣ୍ଡୁଆମାନେ ଶିବ ଉପାସନା ପୂର୍ବକ ଦଣ୍ଡନୃତ୍ୟ କରିଥାନ୍ତି। ହେଲେ ଢେଙ୍କାନାଳ ଓ ଅନୁଗୋଳ ଜିଲାର ଜନଜୀବନରେ ଏହାର ଉପସ୍ଥିତି ଅତି ସ୍ବତନ୍ତ୍ର। କେବଳ…

‘ଭୀମ ଭୋଇଙ୍କ ଚରିତ୍ର ସଂହାରକୁ ବରଦାସ୍ତ କରାଯିବନି’

ଢେଙ୍କାନାଳ ଅଫିସ, ୨୩।୫ – ଭୀମ ଭୋଇଙ୍କ ଚରିତ୍ରକୁ ଆକ୍ଷେପ କରି ପ୍ରକାଶିତ ଏକ ପୁସ୍ତକକୁ ନେଇ ଢେଙ୍କାନାଳ ଜିଲା ଯୋରନ୍ଦାସ୍ଥିତ ମହିମାଗାଦିରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ମହିମା ଧର୍ମର ଅନ୍ୟତମ ପ୍ରଚାରକଙ୍କ ପ୍ରତି ଏପରି କୁତ୍ସାରଟନାକୁ ନେଇ ମହିମା…

ସୁସ୍ଥ ହେଲେ ଅନୁଗୋଳର ୧୫ ଆକ୍ରାନ୍ତ

ଅନୁଗୋଳ ଅଫିସ, ୨୩।୫ – ମହାମାରୀ କରୋନା ସଂକ୍ରମଣ ବ୍ୟାପୁଥିବାବେଳେ ଅନୁଗୋଳ ଜିଲାରେ ଚିକିତ୍ସିତ ହେଉଥିବା ମୋଟ୍‌ ୧୯ ପଜିଟିଭ୍‌ଙ୍କ ମଧ୍ୟରୁ ଶୁକ୍ରବାର ୧୫ ଜଣ ସୁସ୍ଥ ହୋଇଥିବା ସୂଚନା ମିଳିଛି। ଏମାନଙ୍କ ମଧ୍ୟରୁ ଗତ ୧୦ ତାରିଖରେ ୧୩ ଜଣ…

ସ୍ମୃତିରେ ସଜ୍ଜଳ କଳ୍ପନା: ପର୍ବତରାଣୀଙ୍କୁ ଝୁରୁଛି ଢେଙ୍କାନାଳ

ଢେଙ୍କାନାଳ ଅଫିସ, ୨୩।୫ – ଏଭରେଷ୍ଟର ଉତ୍ତୁଙ୍ଗ ଶିଖରରେ ତ୍ରିରଙ୍ଗା ଉଡ଼ାଇବା ସ୍ବପ୍ନ ସାକାର କରୁକରୁ ସବୁଦିନ ଲାଗି ନୀରବିଗଲେ ପର୍ବତରାଣୀ କଳ୍ପନା ଦାଶ। ଏହି ଦୁଃଖଦ ଘଟଣାକୁ ଚାହୁଁ ଚାହୁଁ ବର୍ଷେ ପୂରିଛି। ଶନିବାର (ମେ’ ୨୩)ରେ ତାଙ୍କର ପ୍ରଥମ…

ନୂତନ ଶ୍ରମ ଆଇନକୁ ଆଇଏନ୍‌ଟିୟୁସିର ବିରୋଧ

ଫୁଲବାଣୀ ଅଫିସ,୨୩ା୫- କେନ୍ଦ୍ର ସରକାରଙ୍କ ଶ୍ରମ ଆଇନ ପରିବର୍ତ୍ତନ ନିଷ୍ପତ୍ତିକୁ ବିରୋଧ କରି ଶୁକ୍ରବାର ସାରା ଦେଶରେ ଆଇଏନ୍‌ଟିୟୁସି ପକ୍ଷରୁ ପ୍ରତିବାଦ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସଙ୍ଗଠନର କନ୍ଧମାଳ ଶାଖା ପକ୍ଷରୁ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ଶ୍ରମ…

ଖୋଲିଲା ସଂରକ୍ଷିତ ଟିକେଟ ବୁକିଂ କାଉଣ୍ଟର: ଜୁନ ପହିଲାରୁ ବ୍ରହ୍ମପୁର ଦେଇ ଚଳାଚଳ କରିବ ୨ ଟ୍ରେନ

ବ୍ରହ୍ମପୁର ଅଫିସ,୨୩ା୫-ବ୍ରହ୍ମପୁର ରେଳଷ୍ଟେଶନ ପରିସରରେ ଥିବା ସଂରକ୍ଷିତ ଟିକଟ କାଉଣ୍ଟର ଶୁକ୍ରବାରଠାରୁ ପୁଣି ଖୋଲିଛି । ଜୁନ ପହିଲାରୁ ଟ୍ରେନ ଚଳାଚଳ କରିବା ନେଇ ରେଳ ବିଭାଗ ପକ୍ଷରୁ ନେଇ ନିଷ୍ପତ୍ତି ପରେ ବ୍ରହ୍ମପୁରରୁ ବିଭିନ୍ନ ସ୍ଥାନକୁ ଯାତ୍ରା କରିବାକୁ ଥିବା…

ଜିଲାପାଳଙ୍କୁ ଆୟୁଷ ଡାକ୍ତର ସଂଘର ସ୍ମାରକପତ୍ର ପ୍ରଦାନ

ଛତ୍ରପୁର,୨୩ା୫(ଡି.ଏନ.ଏ)-ଗଞ୍ଜାମ ଜିଲା ଆୟୁଷ ଡାକ୍ତର ସଂଘ ପକ୍ଷରୁ ବିଭନ୍ନ ଦାବି ନେଇ ଶୁକ୍ରବାର ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ କରାଯାଇଛି । ସେଥିରେ ଦର୍ଶାଯାଇଛି ଯେ, ଆୟୁଷ ଡାକ୍ତରମାନଙ୍କୁ ଅଣ କୋଭିଡ୍‌ ସ୍ବାସ୍ଥ୍ୟସେବାରେ ନିୟୋଜିତ କରିବାକୁ ରାଜ୍ୟ ସ୍ବାସ୍ଥ୍ୟ ସଚିବଙ୍କ ନିର୍ଦ୍ଦେଶ ରହିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?