ଜିରୋ ନାଇଟ୍ ସେଲିବ୍ରେଶନ: ବାଣ, ଡିଜେରେ କମ୍ପିଲା ସହର
ଅନୁଗୋଳ ଅଫିସ, ୧।୧- ସମସ୍ତେ ଅପେକ୍ଷା କରିଥିଲେ ଘଣ୍ଟାକୁ। ଘଣ୍ଟା କଣ୍ଟା, ମିନିଟ୍ କଣ୍ଟା, ସେକେଣ୍ଡ କଣ୍ଟା ମଧ୍ୟରାତ୍ର ୧୨ରେ ମିଶିବା କ୍ଷଣି ଉତ୍କଣ୍ଠାର ଅବସାନ ହେଲା। ଏହାପରେ ଆରମ୍ଭ ହେଲା ସେଲିବ୍ରେଶନ। ଡିଜେ ସାଉଣ୍ଡ ସାଙ୍ଗକୁ ବାଣରେ କମ୍ପିଲା...
ଜାତୀୟ ଉସୁ: ଦିବ୍ୟମୋହନଙ୍କୁ ରୌପ୍ୟ
ଅନୁଗୋଳ ଅଫିସ, ୧।୧ – ଜମ୍ମୁରେ ଅନୁଷ୍ଠିତ ୨୮ତମ ଜାତୀୟ ସିନିୟର ଉସୁ ଚାମ୍ପିୟନଶିପ୍-୨୦୧୯ରେ ରୌପ୍ୟ ପଦକ ଜିତି ଗୌରବ ଆଣିଛନ୍ତି ଅନୁଗୋଳ ଜିଲା କଣିହଁା ତେଲିସିଂହା ଗ୍ରାମର ଦିବ୍ୟମୋହନ ପ୍ରଧାନ। ପ୍ରତିଯୋଗିତାରେ ଓଡ଼ିଶାରୁ ୧୮ଜଣ ଖେଳାଳି ଅଂଶଗ୍ରହଣ କରିଥିଲେ।...
ରାସ୍ତା ନାହିଁ, ଅଟକିଲା ଆମ୍ବୁଲାନ୍ସ: ଖଟିଆରେ ୨ କି.ମି. ବୁହାହେଲେ ବୃଦ୍ଧ
ପରଜଙ୍ଗ, ୧।୧ (ଡି.ଏନ.ଏ.) – ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ତୁମୁସିଂହା ଥାନା ରଘୁଆବିଲି ଗ୍ରାମରେ ପଦାକୁ ଆସିଛି ସ୍ବାସ୍ଥ୍ୟସେବାର ବିକଳ ଚିତ୍ର। ଗାଁକୁ ରାସ୍ତା ନ ଥିବାରୁ ଅଧାବାଟରେ ୧୦୮ ଆମ୍ବୁଲାନ୍ସ ଅଟକିଯାଇଥିଲା। ଫଳରେ ଜଣେ ଅସୁସ୍ଥ ବୃଦ୍ଧ...
ପ୍ରତିଭା ସମ୍ମାନ, ସ୍ବାଗତମ୍-୨୦୨୦ ଉଦ୍ଯାପିତ: କଳାକାର ସୃଷ୍ଟିରେ ଜିଲା ସ୍ବତନ୍ତ୍ର
ଢେଙ୍କାନାଳ ଅଫିସ, ୧।୧- ଢେଙ୍କାନାଳ କଳା ସଂସ୍କୃତିର ମାଟି। ଏଠାରେ ବର୍ଷତମାମ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଆସୁଛି। ନଭେମ୍ବରଠାରୁ ଅଦ୍ୟାବଧି ସହରରେ ନିୟମିତ ବିଭିନ୍ନ ସମାରୋହ ଚାଲିଛି। ପ୍ରତିଭାବାନ୍ କଳାକାର ସୃଷ୍ଟି କରିବାରେ ଢେଙ୍କାନାଳ ଜିଲା ସମଗ୍ର ରାଜ୍ୟରେ...
କାର ସହ ଗଞ୍ଜେଇ ଜବତ, ଜଣେ ଗିରଫ
ଫିରିଙ୍ଗିଆ, ୧ା୧- ଫିରିଙ୍ଗିଆ ଥାନା ପୋଲିସ ସ୍ଥାନୀୟ ସିମିଳି ସାହିରେ ଚଢ଼ାଉ କରି ଏକ କାର ସହ ଗଞ୍ଜେଇ ଜବତ କରିଛି ା ଏହି ଘଟଣାରେ ଜଣେ ଯୁବକଙ୍କୁ ଗିରଫ କରାଯାଇଛି। ସେ ହେଲେ ଫିରିଙ୍ଗିଆ ଥାନା ଅଞ୍ଚଳର ଦେବୀଦତ୍ତ...
ଫେବୃୟାରୀ ୨ରୁ କନ୍ଧମାଳ ମହୋତ୍ସବ
ଫୁଲବାଣୀ ଅଫିସ, ୧ା୧ -ବହୁ ପ୍ରତୀକ୍ଷିତ କନ୍ଧମାଳ ମହୋତ୍ସବ ଫେବୃୟାରୀ ୨ରୁ ଆରମ୍ଭ ହେବ। ଏ ନେଇ ଏକ ପ୍ରଶାସନିକ ବୈଠକ ଜିଲାପାଳଙ୍କ ସଦ୍ଭାବନା ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ୩ ଦିନ ଧରି ମହୋତ୍ସବ ଏବଂ ୫ ଦିନ ଧରି...
ଡବେରୀ ଅଙ୍ଗନାୱାଡି କେନ୍ଦ୍ରରେ ଅବ୍ୟବସ୍ଥା: ୧୧ଟା ପର୍ଯ୍ୟନ୍ତ ବାହାରେ ଠିଆ ହେଲେ ଶିଶୁ
ଦାରିଙ୍ଗବାଡ଼ି,୧।୧(ଡି.ଏନ.ଏ) -ଦାରିଙ୍ଗବାଡ଼ି ବ୍ଲକ ଡବେରୀଠାରେ ଥିବା ଅଙ୍ଗନାୱାଡ଼ି କେନ୍ଦ୍ରରେ ବହୁ ଅବ୍ୟବସ୍ଥା ଦେଖାଦେଇଛି। ମଙ୍ଗଳବାର ଶିଶୁମାନେ ସକାଳ ୯ଟାରୁ ଆସି କେନ୍ଦ୍ର ସମ୍ମୁଖରେ ବହୁ ସମୟ ଧରି ଅପେକ୍ଷା କରିଥିଲେ ମଧ୍ୟ ଚାବି ନ ଥିବାରୁ କେନ୍ଦ୍ର ଖୋଲି ନ...
ନୂଆବର୍ଷରେ ଫୁଲତୋଡ଼ା ବଦଳରେ ବହି ଦିଅ: ଜିଲାପାଳ
ଛତ୍ରପୁର,୧ା୧(ଡି.ଏନ୍.ଏ.)-ବୁଧବାର ନୂତନ ବର୍ଷ ୨୦୨୦ ଆରମ୍ଭ ହେବ। ସାଧାରଣତଃ ଗ୍ରୀଟିଙ୍ଗସ୍ କାର୍ଡ, ଫୁଲ ତୋଡ଼ା ଓ ବିଭିନ୍ନ ଉପହାର ଦେଇ ନୂତନବର୍ଷର ଶୁଭେଚ୍ଛା ଜଣାଯାଏ। ତେବେ ଚଳିତଥର ଏସବୁ ଉପହାର ନ ଦେଇ ବହି ଉପହାର ଦେବାକୁ ଗଞ୍ଜାମ ଜିଲାପାଳ...
କାର୍ଯ୍ୟରେ ଅବହେଳା, ଏସ୍ଆଇ ନିଲମ୍ବିତ
ଛତ୍ରପୁର,୧ା୧(ଡି.ଏନ୍.ଏ.)-ଗଞ୍ଜାମ ପୋଲିସ ଜିଲା ଅଧିନ ପାଟପୁର ଥାନାର ସବ୍ ଇନ୍ସପେକ୍ଟର ପ୍ରିତୀ ମଞ୍ଜରୀ ଗଡନାୟକଙ୍କୁ ମଙ୍ଗଳବାର ସନ୍ଧ୍ୟାରେ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। କାର୍ଯ୍ୟରେ ଅବହେଳା ଯୋଗୁ ତାଙ୍କୁ ନିଲମ୍ବିତ କରାଯାଇଥିବା ଯୋଗାଯୋଗବେଳେ ଗଞ୍ଜାମ ଏସ୍ପି ବ୍ରିଜେଶ କୁମାର ରଏ ସୂଚନା...
ମାନସିକ ବିକାରଗ୍ରସ୍ତ ଯୁବତୀଙ୍କୁ ବଳାତ୍କାର ଘଟଣା: ଜେଜେବିକୁ ଗଲେ ନାବାଳକ
ପୁରୁଷୋତ୍ତମପୁର,୧ା୧(ଡି.ଏନ.ଏ.)-ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଜଣେ ମାନସିକ ବିକାରଗ୍ରସ୍ତ ଯୁବତୀ(୨୩)ଙ୍କୁ ସୋମବାର ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଥିଲା। ଏହି ମାମଲାରେ ପୋଲିସ ମଙ୍ଗଳବାର ଜଣେ ନାବାଳକ(୧୭)ଙ୍କୁ ବ୍ରହ୍ମପୁର ଜୁଭେନାଇଲ ଜଷ୍ଟିସ ବୋର୍ଡକୁ ପଠାଇଛିି। ଏ ନେଇ ଆଇଆଇସି ଜଗନ୍ନାଥ...
ମୋ ସରକାର ଅଭିଯୋଗ ସେଲ୍ ଉଦ୍ଘାଟିତ
ଛତ୍ରପୁର,୧ା୧(ଡି.ଏନ୍.ଏ.)-ଗଞ୍ଜାମ ଜିଲା ଛତ୍ରପୁର ଏନ୍ଏସି କାର୍ଯ୍ୟାଳୟ ପରିସରରେ ମୋ ସରକାର ଅଭିଯୋଗ ଶୁଣାଣି ସେଲ୍ ମଙ୍ଗଳବାର ଉଦ୍ଘାଟିତ ହୋଇଯାଇଛି। ମଙ୍ଗଳବାର ଅପରାହ୍ନରେ ଛତ୍ରପୁର ଏନ୍ଏସିରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ଯୋଗଦେଇ ଗଞ୍ଜାମ ଜିଲପାଳ ବିଜୟ ଅମୃତା କୁଲାଙ୍ଗେ ସେଲ୍ର ଉଦ୍ଘାଟନ...
ଫାର୍ମାଶିଷ୍ଟଙ୍କ ଦ୍ୱାରା ଚାଲିଛି ଚିକିତ୍ସାଳୟ
ତେଲକୋଇ, ୧।୧(ଡି.ଏନ.ଏ.)-ତେଲକୋଇ ବ୍ଲକ ଅନ୍ତର୍ଗତ ସିରିଗିଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଅଚଳାବସ୍ଥା। ଜଣେ ଫାର୍ମାଶିଷ୍ଟଙ୍କ ଦ୍ୱାରା ଚାଲିଛି ସ୍ବାସ୍ଥ୍ୟ କେନ୍ଦ୍ର। ଦୀର୍ଘ ଦିନରୁ ଡାକ୍ତର ଅଭାବ ଯୋଗୁ ୫ଟି ପଞ୍ଚାୟତର ୪୮ଟି ଗ୍ରାମବାସୀ ସ୍ବାସ୍ଥ୍ୟସେବାରୁ ବଞ୍ଚିତ ହୋଇଛନ୍ତି। ବହୁ ଛାତ୍ରୀଛାତ୍ର ଏବଂ...
Archives


