ଲକ୍ଷ୍ମୀଧରଙ୍କ ନିଷ୍ଠା ଆଣିଛି ସଫଳତା: ଶୋଷ ମେଣ୍ଟାଉଛି କାଠ ନଳକୂଅ ପାଣି
ରାଇସୁଆଁ, ୧।୧ (ଡି.ଏନ.ଏ.)-କଥାରେ ଅଛି ନିଷ୍ଠା ଏବଂ ଅକ୍ଳାନ୍ତ ପରିଶ୍ରମ ଆଗରେ ସବୁ ବାଧାବିଘ୍ନ ହାର ମାନିଥାଏ। ଏହି ଘଟଣାକୁ ସତ୍ୟରେ ପରିଣତ କରି ଦେଖାଇଛନ୍ତି କେନ୍ଦୁଝର ଜିଲା ସଦର ଅଞ୍ଚଳର କାଉଁରିକଳା ପଞ୍ଚାୟତର ବନେଇକଳା ଗ୍ରାମର ପ୍ରଧାନସାହିର ଲକ୍ଷ୍ମୀଧର...
ପେଟ୍ରୋଲରେ ଚାଲୁଛି ସାଇକେଲ: ୧ ଲିଟରରେ ଯାଉଛି ୬୦ କି.ମି.,୨ ମାସରେ ତିଆରି କଲେ ଦୁଇଭାଇ
ପଦ୍ମପୁର, ୧।୧(ଡି.ଏନ୍.ଏ.)-ପେଟ୍ରୋଲ ଚାଳିତ ସାଇକେଲ ତିଆରି କରି ଚର୍ଚ୍ଚାକୁ ଆସିଛନ୍ତି ୫ମ ଶ୍ରେଣୀ ଛାତ୍ର ଶୁଭମ୍ ସୌଭାଗ୍ୟ ଓ ତାଙ୍କ ବଡଭାଇ ଜଗବନ୍ଧୁ। ଦୁଇ ମାସ ମଧ୍ୟରେ ଦୁଇ ଭାଇ ମିଶି ଏହି ସାଇକେଲ ତିଆରି କରିଛନ୍ତି। ଏକ ରେସିଂ...
ବିନା ହେଲ୍ମେଟରେ ଚାଲିବନି ବାଇକ୍
ସଜନାଗଡ଼, ୧।୧(ଡି.ଏନ.ଏ.)-ବିନା ହେଲ୍ମେଟରେ ବାଇକ୍ ଚାଲିବନି କି ଚୋରି ମଧ୍ୟ ହୋଇପାରିବନି। ଏପରି ଏକ ଅଭିନବ ଉପାୟ ଅବଲମ୍ବନ କରି ନୀଳଗିରି ବଜାରରେ ନନ୍ଦିଘୋଷ ପ୍ରୋଜେକ୍ଟର ମାଲିକ ଯୋଗେଶ୍ୱର ମହାନ୍ତି ଚର୍ଚ୍ଚାକୁ ଆସିଛନ୍ତି। ସେ ମାତ୍ର ଦଶମ ଶ୍ରେଣୀ ପର୍ଯ୍ୟନ୍ତ...
ନୂଆବର୍ଷକୁ ସ୍ବାଗତ ଲାଗି ପର୍ଯ୍ୟଟନସ୍ଥଳୀ ଉତ୍ସବମୁଖର
ଭୋଗରାଇ, ୧।୧(ଡି.ଏନ.ଏ.)-ରାତି ପାହିଲେ ଆସିବ ନୂଆବର୍ଷ ୨୦୨୦। ୨୦୧୯ବର୍ଷର ଶେଷଦିନକୁ ସ୍ମରଣୀୟ କରିବା ପାଇଁ ସବୁଆଡେ ପରିବେଶ ଉତ୍ସବମୁଖର ହୋଇପଡିଛି। ବାଲେଶ୍ୱର ଜିଲାର ବିଭିନ୍ନ ପର୍ଯ୍ୟଟନସ୍ଥଳୀରେ ପର୍ଯ୍ୟଟକମାନଙ୍କ ଭିଡ ପରିଲକ୍ଷିତ ହୋଇଛି। ମଙ୍ଗଳବାରଠାରୁ ଭୋଗରାଇର ଉଦୟପୁର, ତାଳସାରୀ, ବିଚିତ୍ରପୁର ଇକୋଟୁରିଜିମ୍...
ଖେଳପଡ଼ିଆରୁ ଯୁବକଙ୍କ ମୃତଦେହ ଉଦ୍ଧାର
ଚିକିଟି,୩୧ା୧୨(ଡି.ଏନ.ଏ.)-କେ.ନୂଆଗାଁ ଥାନା ନୂଆପଡ଼ା ଗ୍ରାମ ନିକଟରେ ଥିବା ଖେଳପଡ଼ିଆ ପରିସରରୁ ମଙ୍ଗଳବାର ନୂଆପଡା ଫାଣ୍ଡି ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ହେଲେ ଦିଗପହଣ୍ଡି ବ୍ଲକ ଆମ୍ବଗାଁର ପରିକ୍ଷିତ ନାୟକ (୩୫)। ଏ ନେଇ କେ.ନୂଆଗାଁ ପୋଲିସ...
ଟେକ୍ନୋଲୋଜି,ମହିଳା ଫ୍ରେଣ୍ଡ୍ଲି ଉପରେ ଅଧିକ ଗୁରୁତ୍ୱ ଦିଆଯିବ: ଡିଜିପି
କଟକ ଅଫିସ, ୩୧।୧୨: ୨୦୨୦ରେ ଓଡ଼ିିଶା ପୋଲିସ ଲୋକଙ୍କ ସହ ବନ୍ଧୁତ୍ୱ ସହକାରେ ନିଜ କାର୍ଯ୍ୟ କରିବ। ବିଶେଷକରି ନୂତନ ବର୍ଷରେ ପୋଲିସ ପକ୍ଷରୁ ଟେକ୍ନୋଲୋଜି ଓ ମହିଳା ଫ୍ରେଣ୍ଡ୍ଲି ଉପରେ ଅଧିକ ଗୁରୁତ୍ୱ ଦିଆଯିବ ବୋଲି ଡିଜିପି ଅଭୟ...
ଫେବୃୟାରୀ ୨ରୁ କନ୍ଧମାଳ ମହୋତ୍ସବ
ଫୁଲବାଣୀ ଅଫିସ, ୩୧ା୧୨- ବହୁ ପ୍ରତୀକ୍ଷିତ କନ୍ଧମାଳ ମହୋତ୍ସବ ଫେବୃୟାରୀ ୨ ତାରିଖରୁ ଆରମ୍ଭ ହେବ। ଏ ନେଇ ଏକ ପ୍ରଶାସନିକ ବୈଠକ ଜିଲାପାଳଙ୍କ ସଦ୍ଭାବନା ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ୩ ଦିନ ଧରି ମହୋତ୍ସବ ଏବଂ ୫ ଦିନ...
କରାତଳି ଗାଁରେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ, ସ୍ବାମୀ ଅଟକ
ଛତ୍ରପୁର,୩୧ା୧୨(ଡି.ଏନ୍.ଏ.): ଛତ୍ରପୁର ଥାନା କରାତଳି ଗାଁର ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ସେ ହେଲେ ଝିଲି ଖୁଣ୍ଟିଆ। ଏ ନେଇ ଝିଲ୍ଲିଙ୍କ ସ୍ବାମୀଙ୍କଠାରୁ ଖବରପାଇ ଛତ୍ରପୁର ପୋଲିସ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଅନ୍ୟପକ୍ଷରେ...
ମାଟିତଳୁ ମିଳିଲା ନିଖୋଜ ଯୁବକଙ୍କ କଙ୍କାଳ, ହତ୍ୟା ପରେ ପୋତି ଦିଆଯାଇଥିବା ସନ୍ଦେହ
ଦଶମନ୍ତପୁର,୩୧ା୧୨(ଡି.ଏନ୍.ଏ.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଚିକାମ୍ବ ପଞ୍ଚାୟତ ଅଞ୍ଚଳରୁ ମାଟିତଳୁ ଜଣେ ନିଖୋଜ ଯୁବକଙ୍କ ଅସ୍ଥି କଙ୍କାଳ ମିଳିଛି। ପଞ୍ଚାୟତର ବୋନାସିଲ ଓ ଧର୍ମଗୁଡ଼ା ଗ୍ରାମର ଟିଟିଝୋଲା ନିକଟରୁ ଏହି କଙ୍କାଳ ଉଦ୍ଧାର କରାଯାଇଛି। ତାଙ୍କୁ ହତ୍ୟା ପରେ...
ରଶି ଲଗାଇ ବୃଦ୍ଧଙ୍କ ଆତ୍ମହତ୍ୟା
ବନ୍ତ,୩୧ା୧୨(ଡି.ଏନ୍.ଏ.)- ଭଦ୍ରକ ଜିଲା ବନ୍ତ ବ୍ଲକ ଗୋବିନ୍ଦପୁର ପଞ୍ଚାୟତ ତଥା କେନ୍ଦୁଆପଦା ଫାଣ୍ଡି ଅଧୀନ ରତନପୁର ଗ୍ରାମର ଜଣେ ବୃଦ୍ଧ ସୋମବାର ରାତିରେ ଘର ଭିତରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଜଣାଯାଇଛି । ପୋଲିସ ସୂଚନା ଅନୁଯାୟୀ ଉକ୍ତ...
ସଫା କରିବା ବାହାନାରେ ଚେନ୍, କାନଫୁଲ ଲୁଟ୍
ଭଣ୍ଡାରିପୋଖରୀ, ୩୧ା୧୨(ଡି.ଏନ୍.ଏ.)- ଭଣ୍ଡାରିପୋଖରୀ ଥାନା ଦକ୍ଷିଣବାଡ଼ ପଞ୍ଚାୟତ ଫତେପୁର ଗ୍ରାମରେ ସୁନା, ରୁପା ସଫା କରିଦେବା କହି ଜଣେ ମହିଳାଙ୍କଠାରୁ ଦୁଇଜଣ ଯୁବକ ସୁନାହାର ଓ କାନଫୁଲ ନେଇ ଚମ୍ପଟ ମାରିଛନ୍ତି। ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ ସାଢ଼େ ୧୨ଟାରେ ଦୁଇ...
ମା’ ତାରିଣୀଙ୍କ ଦର୍ଶନ କଲେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ
ଘଟଗାଁ, ୩୧ା୧୨- ମା’ ତାରିଣୀଙ୍କୁ ୨୦୧୯ ବର୍ଷ ଶେଷଦିନରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୁପେଶ ବାଗଲା ଓ ତାଙ୍କ ପୁତ୍ର ଚୈତନ୍ୟ ବାଗ୍ଲା ମଙ୍ଗଳବାର ଆସି ଦର୍ଶନ ଓ ପୂଜାର୍ଚ୍ଚନା କରିଛନ୍ତି। ମୁଖ୍ୟମନ୍ତ୍ରୀ ବାଗଲା ଘଟଗାଁ ମିନି ଷ୍ଟାଡିୟମଠାରେ ଦିନ ୧୨ଟା...
Archives


