ଆମ ଜିଲା ଖବର

ସଙ୍ଗରୋଧ ଗୃହରେ ସାବିତ୍ରୀ ବ୍ରତ

ଭଞ୍ଜନଗର,୨୨।୫(ଡି.ଏନ.ଏ)- ଜଗନ୍ନାଥପ୍ରସାଦ ବ୍ଲକ ବିଡ଼ିପୁର ଗ୍ରାମରେ ଥିବା ସଙ୍ଗରୋଧ ଗୃହରେ ଶୁକ୍ରବାର ପ୍ରବାସୀ ମହିଳା ସାବିତ୍ରୀ ବ୍ରତ କରିଥିଲେ। ଏଥିରେ ସରପଞ୍ଚ କୃଷ୍ଣଚନ୍ଦ୍ର ରଥ ପୂଜାରୀ ଦାୟିତ୍ୱ ତୁଲାଇଥିଲେ। ଫଳରେ ଗ୍ରାମର ୩ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିବା ୧୨ ମହିଳା ସାବିତ୍ରୀ…

ଭଞ୍ଜନଗର ଉପଖଣ୍ଡରେ ୨ କରୋନା ଆକ୍ରାନ୍ତ

ଭଞ୍ଜନଗର,୨୨।୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାର ବିଭିନ୍ନ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ହିଁ ପୂର୍ବରୁ ପ୍ରାୟ କରୋନା ପଜିଟିଭ୍‌ ବାହାରୁଥିଲେ। ତେଣୁ ପ୍ରଶାସନ ପକ୍ଷରୁ ଭୟଭୀତ ନହେବାକୁ ଲୋକଙ୍କୁ ପରାମର୍ଶ ଦିଆଯାଉଥିଲା। କିନ୍ତୁ ଶୁକ୍ରବାର ଭଞ୍ଜନଗର ଉପଖଣ୍ଡରେ କ୍ୱାରାଣ୍ଟାଇନ୍‌ ସେଣ୍ଟର ବାହାରୁ ୨ଜଣ କରୋନା ପଜିଟିଭ୍‌…

ପ୍ରବାସୀଙ୍କ ସହିତ ଭୋଜି ଖାଇ କ୍ୱାରାଣ୍ଟାଇନ୍‌ରେ ସରପଞ୍ଚ

କେନ୍ଦୁଝର,୨୨ା୫ (ସ୍ବ.ପ୍ର.)-କରୋନା ମହାମାରୀ ନିରାକରଣ ପାଇଁ ଜିଲାପାଳ କ୍ଷମତା ପାଇ କାମ କରୁଥିବା ବାଂଶପାଳ ବ୍ଲକର ଜଣେ ସରପଞ୍ଚ କେତେକ ପ୍ରବାସୀ ଓଡିଆ ସାଙ୍ଗଙ୍କ ସହ ଭୋଜି ଖାଇ କ୍ୱରାଣ୍ଟାଇନରେ ରହିଛନ୍ତି। ମଙ୍ଗଳବାର ଚେନ୍ନାଇରୁ ବିନା ପଞ୍ଜୀକରଣରେ ଫେରଥିବା ୩ ସାଙ୍ଗଙ୍କ…

ଅମାନିଆଙ୍କ ଗଣିଲେ ୫ ହଜାର ଜରିମାନା

ବୁଗୁଡ଼ା,୨୨ା୫(ଡି.ଏନ.ଏ.)- ବୁଗୁଡ଼ା ସହରରେ ଏନ୍‌ଏସି ପ୍ରଶାସନ ପକ୍ଷରୁ ଲକଡାଉନ ନିୟମକୁ ମାନି ଚଳିବା ପାଇଁ ବାରମ୍ବାର ମାଇକ ଦ୍ୱାରା ସଚେତନ କରାଯାଉଥିଲେ ମଧ୍ୟ ଅଧିକାଂଶ ଲୋକେ ମାନୁ ନାହାନ୍ତି। ତହସିଲଦାର ସଂଗ୍ରାମ କେଶରୀ ଜେନା, ଏନଏସି ପ୍ରଶାସନ ଓ ପୋଲିସ ପ୍ରଶାସନର…

ଘରକୁ ଯାଇ ନ ପାରି ଓପାସରେ ୧୭ ଶ୍ରମିକ

ବଇଣ୍ଡା, ୨୨ା୫(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ କୁରୁମଟାପ ପଞ୍ଚାୟତ ମନ୍ଦରବାହାଳ ଗ୍ରାମରେ ଚେକଡ୍ୟାମ କେନାଲ ନିର୍ମାଣରେ ନିୟୋଜିତ ୧୭ ଜଣ ଶ୍ରମିକ ଘରକୁ ଯାଇ ନ ପାରି ସେଠାରେ ଅଟକି ରହିଛନ୍ତି। ଏଥିସହ ୨ ଦିନ ହେଲା ସେମାନେ ଓପାସରେ…

କେନ୍ଦ୍ରୀୟ ଟ୍ରେଡ ୟୁନିୟନ ପକ୍ଷରୁ ବିକ୍ଷୋଭ

କେନ୍ଦୁଝର/ଚମ୍ପୁଆ,୨୨ା୫(ଡି.ଏନ୍‌.ଏ./ସ୍ବ.ପ୍ର./ଡି.ଏନ.ଏ.)-ରାଜ୍ୟ ସରକାରଙ୍କ ଶ୍ରମ ସମୟକୁ ଦୈନିକ ୮ଘଣ୍ଟାରୁ ୧୨ ଘଣ୍ଟାକୁ ବୃଦ୍ଧି ନିଷ୍ପତ୍ତିକୁ ବିରୋଧ କରି ଏହା ଅଣସମ୍ବିଧାନିକ ଏବଂ ଶ୍ରମିକ ବିରୋଧୀ ନୀତି ବୋଲି ଅଭିଯୋଗ କରି କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନଗୁଡ଼ିକର ମିଳିତ ମଞ୍ଚ ତରଫରୁ କେନ୍ଦୁଝର ଜିଲାପାଳଙ୍କ କାର୍ଯ୍ୟାଳୟ…

କଠୋର ହେଲା କର୍ଫ୍ୟୁ, ଅମାନ୍ୟ କଲେ ଦଣ୍ଡ

ଖଜୁରିପଡା,୨୨ା୫(ଡି.ଏନ୍‌.ଏ.)- ରାଜ୍ୟ ବାହାରେ ଥିବା ପ୍ରବାସୀ ଓଡ଼ିଆଙ୍କ ଘର ବାହୁଡା ପରେ ବର୍ତ୍ତମାନ କନ୍ଧମାଳ ଜିଲାରେ ୩ କରୋନା ଆକ୍ରାନ୍ତ ଚିହ୍ନଟ ହେଲେଣି। ଚତୁର୍ଥ ପର୍ଯ୍ୟାୟ ଲକଡାଉନ୍‌ରେ କଟକଣା ସାମାନ୍ୟ କୋହଳ ପରେ ଲୋକେ ବିନା କାମରେ ଘରୁ ବାହାରି ଦୋକାନ…

ତେଲ ଟ୍ୟାଙ୍କରରୁ ଗଞ୍ଜେଇ ଜବତ, ଜଣେ ଗିରଫ

ରାଇକିଆ,୨୨।୫(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ରାଇକିଆ ପୋଲିସ ଏକ ତେଲ ଟ୍ୟାଙ୍କରରୁ ଗଞ୍ଜେଇ ଜବତ କରିବା ସହ ଚାଳକଙ୍କୁ ଗିରଫ କରିଛି। ସେ ହେଲେ ନୟାଗଡ ଜିଲାର ଗୋଲକ ବିହାରୀ ଦାସ। ଶୁକ୍ରବାର ଭୋରରେ ପେଟ୍ରୋଲିଂ ଟିମ୍‌ ତେଲ ଟ୍ୟାଙ୍କରକୁ ଅଟକାଇ ଯାଞ୍ଚବେଳେ…

ବିଚ୍ଛିନ୍ନାଞ୍ଚଳବାସୀଙ୍କ ପାଇଁ ଆସିଲା ୧୦୮ ବୋଟ୍‌ ଆମ୍ବୁଲାନ୍ସ

ଚିତ୍ରକୋଣ୍ଡା,୨୨ା୫(ଡି.ଏନ.ଏ.)-ମାଲକାନଗିରି ଜିଲା ଉପାନ୍ତ ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ଅନ୍ତର୍ଗତ ବିଚ୍ଛିନ୍ନାଞ୍ଚଳ ଅନ୍ତର୍ଭୁକ୍ତ ୫ଟି ପଞ୍ଚାୟତ ପଣସପୁଟ, ଅଣ୍ଡିରାପାଲି, ଯୋଡ଼ାମ୍ବ, ଯନ୍ତ୍ରୀ ଓ ଗାଜୁଲୁମାମୁଡି ଅଞ୍ଚଳବାସୀ ଏବେ ମଧ୍ୟ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇ ଜଳବନ୍ଦୀ ଜୀବନ କାଟୁଛନ୍ତି। ଯଦିଓ ଗୁରୁପ୍ରିୟା ସେତୁ ନିର୍ମାଣ…

ଅର୍ଥାଭାବ: ନିଜ ରାଜ୍ୟକୁ ଫେରିପାରୁନାହାନ୍ତି ୫ ପରିବାର

କୋରୁକୋଣ୍ଡା, ୨୨ା୫(ଡି.ଏନ୍‌.ଏ.)-ମହାରାଷ୍ଟ୍ର ଓ ମଧ୍ୟପ୍ରଦେଶର ୫ଟି ପରିବାରର ପ୍ରାୟ ୨୫ ଜଣ ମାଲକାନଗିରି ଜିଲା ବାଲିମେଳା ଏନ୍‌ଏସି ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖ ପଡ଼ିଆରେ ଗତ ୫ମାସ ତଳେ ଆସି ଯାଯାବର ରୂପେ ରହୁଥିଲେ। ସେମାନେ ପନିକି,ଦା ,କଟୁରି,କୁରାଢ଼ି ଆଦି ପ୍ରସ୍ତୁତକରି ବିକ୍ରିକରି ଚାଳୁଥିଲେ।…

ପାନଚାଷୀଙ୍କ ଦୁର୍ଦ୍ଦଶା ବଢିଲା: ଫନୀ ପରେ ଅମ୍ଫନ ଦେଲା ଦୁଃଖ

ପୁରୀ ଅଫିସ,୨୨ା୫-ବାତ୍ୟା ଫନୀରେ ପୁରୀ ଜିଲାର ପାନଚାଷ ସମ୍ପୂର୍ଣ୍ଣ ଉଜୁଡ଼ି ଯାଇଥିଲା। ପବନ ମାଡ଼ରେ ଧରାଶାୟୀ ହୋଇଥିଲା ହଜାର ହଜାର ପାନବରଜ। ଧାର, କରଜ କରି ବରଜ ତିଆରି କରିଥିବା ପାନଚାଷୀ ମୁଣ୍ଡରେ ହାତ ଦେଇଥିଲେ। କେମିତି ପୁଣି ବରଜକୁ ଠିଆ…

୨ ପ୍ରବାସୀଙ୍କୁ ଅଧାବାଟରେ ଛାଡ଼ିଲା ପ୍ରଶାସନ: ଚିଲିକା କୂଳରେ ରାତି କଟିଲା

ବ୍ରହ୍ମଗିରି/କୃଷ୍ଣପ୍ରସାଦ,୨୨ା୫(ଡି.ଏନ.ଏ.)- ମହାରାଷ୍ଟ୍ରରୁ ଆସିଥିବା ୨ ପ୍ରବାସୀ ଓଡ଼ିଆଙ୍କୁ ଜିଲା ପ୍ରଶାସନ ଗୁରୁବାର ରାତିରେ ଅଧାବାଟରେ ଛାଡ଼ି ଚାଲିଯାଇଛି। ସୂଚନା ଅନୁଯାୟୀ, କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ମଏଁଷା ଗ୍ରାମର ଜଣେ ଯୁବତୀ ଏବଂ ଜଣେ ବ୍ୟକ୍ତି ମହାରାଷ୍ଟ୍ରରୁ ଆସି ଗୁରୁବାର ଭୁବନେଶ୍ୱରରେ ପହଞ୍ଚତ୍ଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?